Home

ଗୃହ ପରିଚାଳନାକୁ ନେଇ କଂଗ୍ରେସର କ୍ଷୋଭ: ବିଧାନସଭା ନିୟମ ମାନୁନାହାନ୍ତି ବାଚସ୍ପତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗୃହ ପରିଚାଳନାକୁ ନେଇ କଂଗ୍ରେସ ସଦସ୍ୟମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଧାନସଭା ନିୟମ ଅନୁଯାୟୀ ଗୃହ ପରିଚାଳନା ହେଉନାହିଁ। ମନଇଚ୍ଛା ସଦସ୍ୟମାନଙ୍କୁ କହିବାକୁ ସୁଯୋଗ ଦିଆଯାଉଛି। ଶୂନ୍ୟକାଳ ଓ ମୁଲତବୀ ପ୍ରସ୍ତାବକୁ ଅଯଥାରେ…

ରାଜ୍ୟରେ ୯ଲକ୍ଷ ୩୭ହଜାର ପଞ୍ଜୀକୃତ ବେକାରି, ୨୧୦ ନିଯୁକ୍ତିମେଳାରେ ୧ ଲକ୍ଷ ୧୩ ହଜାରଙ୍କୁ ଦିଆଯାଇଛି ନିଯୁକ୍ତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ ୯ ଲକ୍ଷ ୩୭ ହଜାର ୨୫୧ଜଣ ବେକାର ଯୁବତୀଯୁବକ ରାଜ୍ୟ ସରକାରଙ୍କ ବିଭିନ୍ନ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକରଣ କରିଛନ୍ତି। ୨୧୦ ନିଯୁକ୍ତିମେଳା ଆୟୋଜନ କରାଯାଇ ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୧୩ ହଜାର ୨୫୧ ଜଣଙ୍କୁ ନିଯୁକ୍ତି…

୧୦ ଜିଲାରେ ହେବ ବିଜ୍ଞାନ ପାର୍କ: ବାୟୋ ଟେକ୍ନୋଲୋଜିରେ ପୁଞ୍ଜିନିବେଶ ପାଇଁ ୪ ସଂସ୍ଥାର ପ୍ରସ୍ତାବ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟର ୧୦ ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୩ ଜିଲାରେ ହେବ। ପିଲାମାନଙ୍କୁ ବିଜ୍ଞାନ କ୍ଷେତ୍ରରେ ଉତ୍ସାହିତ କରିବା ସକାଶେ ଏହି ପାର୍କ ସହାୟତା କରିବ। ଏଥିସହିତ ଭୁବନେଶ୍ୱରରେ ଥିବା ପଠାଣିସାମସ୍ତ ପ୍ଲାନେଟାରିୟମ୍‌ରେ ୨ଟି…

ବିଧାନସଭାରେ ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବିଧାନସଭାରେ ଚନ୍ଦ୍ରଯାନ-୨ ଉତ୍‌କ୍ଷେପଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଯାଇଛି। ଦେଶ ପାଇଁ ଏହା ଏକ ଗର୍ବ ଓ ଗୌରବର ବିଷୟ ହୋଇଥିବାରୁ ବୈଜ୍ଞାନିକମାନଙ୍କୁ ସମ୍ମାନିତ ଓ ଅଭିନନ୍ଦନ କରାଯିବା ଆବଶ୍ୟକ ବୋଲି ଶାସକ ଓ…

ବରିଷ୍ଠ ନାଗରିକ ଚିନ୍ତା: ସବୁ ଜିଲାରେ ନିର୍ମାଣ ହେବ ଜରାନିବାସ; ମାତାପିତାଙ୍କୁୁ ଅବହେଳା କରିବାରୁ ପୁତ୍ରକୁ ୨୫ ଦିନ ଜେଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲାରେ ଜରାନିବାସ ସ୍ଥାପନ କରାଯିବ। ପ୍ରଥମ ପର୍ଯ୍ୟାୟରେ ୯ଟି ଜିଲାରେ ସ୍ଥାପନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେହି ଜିଲାଗୁଡ଼ିକ ହେଲା- ଖୋର୍ଦ୍ଧା, ସମ୍ବଲପୁର, କନ୍ଧମାଳ, କଟକ, ପୁରୀ, ଭଦ୍ରକ, ମାଲକାନଗିରି, ଗଞ୍ଜାମ…

ଜଳ ଓ ବିଜୁଳି ଅଭାବ ଦୂର କରିବ ଉଦୟପୁର ଆଇଆଇଏମ୍‌ କ୍ୟାମ୍ପସରେ ଥିବା କୃତ୍ରିମ ହ୍ରଦ

ଆରାବଳୀ ଅବବାହିକାରେ ୩୭୩ ଏକର ପରିମିତ ଜାଗାରେ ଦେଶର ସବୁଠୁ ବଡ଼ ଆଇଆଇଏମ୍‌ କ୍ୟାମ୍ପସ ରାଜସ୍ଥାନର ଉଦୟପୁରରେ ରହିଛି। ଏହି କ୍ୟାମ୍ପସ ମଧ୍ୟରେ ୫ଟି କୃତ୍ରିମ ହ୍ରଦ ରହିଛି। ଏହି ହ୍ରଦରେ ୨୦ କୋଟି ଲିଟର ବର୍ଷାଜଳ ସଂରକ୍ଷଣ କରି ରଖାଯାଇପାରିବ।…

୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ

ସରଣ୍ଡା,୨୭।୭(ଡି.ଏନ୍‌.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା ଅଞ୍ଚଳରେ। ପୋଲିସ ଅଭିଯୁକ୍ତ ଭାଇଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସେ…

ବ୍ୟାୟାମ ପରେ ଖାଆନ୍ତୁ ଏହିସବୁ ଖାଦ୍ୟ, ମିଳିବ ଅନେକ ଫାଇଦା

ବ୍ୟାୟାମ କରି ଆମେ ନିଜକୁ ଫିଟ୍‌ ରଖିଥାଉ। ଏଥିପାଇଁ ଓ୍ବାକିଂ, ଓ୍ବେଟ୍‌ ଟ୍ରେନିଂ, ଏରୋବିକ୍ସ, ଫୁଟ୍‌ବଲ, ରନିଂ ଆଦି ବିଭିନ୍ନ ପ୍ରକାରର ବ୍ୟାୟାମ କରିଥାଉ। ଏପରି କରିବା ଦ୍ୱାରା ଶରୀରରୁ ଶକ୍ତି ହ୍ରାସ ପାଇବା ସହ ପ୍ରୋଟିନ୍‌, ଭିଟାମିନ, କାର୍ବୋହାଇଡ୍ରେଟ୍‌ ପରି…

ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ ସେଠୀ। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ଜେଲକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର…

ଜୁଆ ଆଡ୍ଡାରେ ଚଢ଼ାଉ: ୪ ଜୁଆଡ଼ି ଗିରଫ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ମଙ୍ଗଳା ମନ୍ଦିର ଯାତ୍ରାପଡ଼ିଆ ମଣ୍ଡପ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଅତର୍କିତ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮ ହଜାର ୬୭୦ ଟଙ୍କା, ୨ ମୁଠା…

ଡାକ୍ତରଙ୍କ ପ୍ରେସ୍‌କ୍ରିପ୍‌ଶନ ସମସ୍ତେ ପଢ଼ିପାରନ୍ତିନି, ଜାଣନ୍ତୁ କାହିଁକି…

ଡାକ୍ତରଙ୍କ ହସ୍ତାକ୍ଷର ସବୁଠାରୁ ନିଆରା। ସେମାନଙ୍କ ଦ୍ୱାରା ଲେଖାଯାଉଥିବା ପ୍ରେସ୍‌କ୍ରିପ୍‌ଶନ ପଢ଼ିବା ଏବଂ ବୁଝିବା କଷ୍ଟକର। ଡାକ୍ତରମାନେ ଖୁବ୍‌ କମ୍‌ ସମୟ ମଧ୍ୟରେ ଅନେକ ମେଡିସିନର ନାମ ଲେଖିଥାନ୍ତି। ମାତ୍ର ତାଙ୍କ ଅକ୍ଷର ଦେଖିଲେ ମନରେ ଅନେକ ପ୍ରଶ୍ନ ଆସିଥାଏ। ଡାକ୍ତରମାନେ…

ଭିଏଲ୍‌ଡବ୍ଲ୍ୟୁଙ୍କ ବାଇକ୍‌ ଚୋରି ଅଭିଯୋଗରେ ଜଣେ ଗିରଫ

ଭଟଲି,୨୭।୭(ଡି.ଏନ୍‌.ଏ): ବରଗଡ଼ ଜିଲା ଭଟଲି ଥାନା କମଗାଁ ପଞ୍ଚାୟତ ଭିଏଲ୍‌ଡବ୍ଲ୍ୟୁ ସୌଭାଗ୍ୟ ପଧାନଙ୍କ ବାଇକ୍‌ ଚୋରି ଅଭିଯୋଗରେ ଭଟଲି ପୋଲିସ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଚଣା ଦୀପ(୨୧)। ଏ ନେଇ ଭଟଲି ଥାନାରେ କେସ୍‌ ନଂ.୧୪୭/୧୯ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri