Home

ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ…

ବିଦ୍ୟୁତ୍‌ ଚୋରି ରୋକିବାକୁ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ ନିଷ୍ପତ୍ତି: ‘ପ୍ରଥମେ ସରକାରୀ ସ୍ତରରେ ଲାଗୁ ହେଉ’

ଓଡ଼ଗାଁ, ୨୨।୮(ସ୍ବ.ପ୍ର.): ସମ୍ପ୍ରତି ରାଜ୍ୟରେ ବିଦ୍ୟୁତ୍‌ ଚୋରି ରୋକିବାକୁ ରାଜ୍ୟ ଶକ୍ତି ମନ୍ତ୍ରୀ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଲକ୍ଷାଧିକ କୋଠଘର, କ୍ଲବ ଘର, ସରକାରୀ ଦପ୍ତର, କ୍ୱାର୍ଟର୍ସ ଓ ଛୋଟବଡ କଳକାରଖାନା ହୁକିଂରେ…

ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ହାତେଇଲା ଭାଜପା: ମିଠା ବାଣ୍ଟି ଖୁସି ମନାଇଲେ ରସୁଲପର ବ୍ଲକ ଅଞ୍ଚଳର ଦଳୀୟ କର୍ମୀ

ରସୁଲପୁର,୨୨ା୮(ଡି.ଏନ୍‌.ଏ.): ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ବୁଧବାର ସରିଛି।ଦୀର୍ଘଦିନ ଧରି ଲାଗିରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟି ନିର୍ବାଚନ ଫଳ ଭାଜପା ସପକ୍ଷରେ ଯାଇଛି। ସୁଭାସିନୀ ନାଥଶର୍ମା ଅଧ୍ୟକ୍ଷା ହୋଇଛନ୍ତି। ଚଳିତ ସାଧାରଣ ନିର୍ବାଚନରେ ୪,୦୩୪ଖଣ୍ଡ କମ୍‌ ଭୋଟରେ…

ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତା: ପଞ୍ଚାୟତିରାଜ ହାଇସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୨୨।୮ – ଲଗାତର ତୃତୀୟ ଥର ପାଇଁ ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ଜାତୀୟସ୍ତରକୁ ଚୟନ ହୋଇଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ। ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ନାଟକ ‘ସୃଷ୍ଟି-ନିଡ୍‌ସ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରୁ ଭାରତର ଅଭିଯାନ

ନର୍ଥ ସାଉଣ୍ଡ(ଆଣ୍ଟିଗୁଆ), ୨୨।୮(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରୁ ତା’ର ଅଭିଯାନ ଆରମ୍ଭ କରିବ। ସ୍ଥାନୀୟ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ବିଜୟୀ ହୋଇ ବିରାଟ…

ମୃତ ଶ୍ରୀକାନ୍ତଙ୍କ ପରିବାରକୁ ଭେଟିଲେ ଜିଲାପାଳ

ଯାଜପୁର ଅଫିସ,୨୨ା୮: କଲିକତାଠାରେ ଏକ ବିଦ୍ୟୁତ୍‌ ଦୁର୍ଘଟଣାରେ ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ପଞ୍ଚାୟତ କୁରୁଡି ଗ୍ରାମର ଶ୍ରୀକାନ୍ତ ରାଉତଙ୍କ ରବିବାର ମୃତ୍ୟୁ ହୋଇଯାଇଥିଲା। ସିଂହପୁର-କଲିକତା ଯାଉଥିବା ସାହୁ ଟ୍ରାନ୍ସପୋର୍ଟ ବସ୍‌ର ଡ୍ରାଇଭର ଶ୍ରୀକାନ୍ତ କଲିକତାରେ ଗତ ୧୮ ତାରିଖ…

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଭାରତୀୟ ମହିଳା, ପୁରୁଷ ଦଳ ଚାମ୍ପିୟନ

ଟୋକିଓ(ଜାପାନ), ୨୨।୮- ଏଠାରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଚାମ୍ପିୟନ ହୋଇଛି। ବୁଧବାର ଅନୁଷ୍ଠିତ ଫାଇନାଲରେ ମହିଳା ଦଳ ଜାପାନକୁ ୨-୧ ଗୋଲରେ ହରାଇଥିବାବେଳେ ପୁରୁଷ ଦଳ ନ୍ୟୁଜିଲାଣ୍ଡକୁ ୫-୦…

ଖଣି ପ୍ରଭାବିତ ଅଞ୍ଚଳରେ ମେଗା ଜଳଯୋଗାଣ ପ୍ରକଳ୍ପ ବାଟବଣା: ତ୍ରୁଟି ସୁଧାରିବାକୁ ତାଗିଦ୍‌

ଯାଜପୁର ଅଫିସ,୨୨ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ପ୍ରଭାବିତ ଅଞ୍ଚଳରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମାଣାଧିନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଅତି ନିମ୍ନମାନର ହେଉଛି। ଏଥିରେ ବ୍ୟାପକ ଅନିୟମିତତା ହେବା ସହିତ ବିଭାଗୀୟ ତଦାରଖ…

୨୮ କୁଇଣ୍ଟାଲ ପଲିଥିନ ଜବତ, ହଜାରେ ଟଙ୍କା ଜରିମାନା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ସହର ହରିମହୁରୀ ଛକରୁ ବୁଧବାର ପୌର କର୍ମଚାରୀମାନେ ୨୮ କୁଇଣ୍ଟାଲ ପଲିଥିନ ଜବତ କରିବା ସହ ୧ ହଜାର ଟଙ୍କା ଜରିମାନା ଆଦାୟ କରିଛନ୍ତି। ତେବେ ଏତେ ପରିମାଣର ପଲିଥିନ ଜବତ ହୋଇଥିଲେ ବି…

କ୍ରୋମ ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: ‘ଜିଲା ପ୍ରଶାସନ ନିଷ୍ପତ୍ତି ଏକପାଖିଆ’

କାଳିଆପାଣି/ସୁକିନ୍ଦା,୨୨।୮(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଥମିବାର ନାମ ଧରୁନି। ଏହାର ସମାଧାନ ନେଇ ମଙ୍ଗଳବାର ସୁକିନ୍ଦା ବ୍ଲକ କାର୍ଯ୍ୟାଳୟରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ବୈଠକ ହୋଇଥିଲା। କ୍ରୋମାଇଟ୍‌…

ହଷ୍ଟେଲ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀ

ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ଉପକଣ୍ଠ ପାରଳା ମହାରାଜା ଇଂଞ୍ଜିନିୟରିଂ କଲେଜରେ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି ା କିଛିଦିନ ପୂର୍ବେ ଛାତ୍ରାବାସ ସମସ୍ୟା ସମାଧାନ ଦାବିନେଇ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ ା ବୁଧବାର ଛାତ୍ରୀନିବାସର ବିିିଭିନ୍ନ ସମସ୍ୟା ସମାଧାନ ଦାବି କରି ଛାତ୍ରୀମାନେ…

ଭଙ୍ଗା ଘରେ ଚାଲିଛି ପାଠ ପଢ଼ା

ତେଲକୋଇ, ୨୨।୮(ଡି.ଏନ.ଏ.)-ତେଲକୋଇ ମୁଖ୍ୟାଳୟରେ ରହିଛି ସର୍ବ ପୂରାତନ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ । ଏହି ବିଦ୍ୟାଳୟ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହୁଥିବା ବେଳେ ଶ୍ରେଣୀ ଗୃହରେ ପାଣି ଓ ଅଫିସ ଗୃହରେ ପାଣି ଯୋଗୁ ଆସବାବ ପତ୍ର ନଷ୍ଟ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?