Home

ଦାବି ପୂରଣ ନ ହେଲେ ପଡ଼ିବ ତାଲା: କୁଳପତିଙ୍କୁ ଦାବିପତ୍ର ଦେଲେ ଛାତ୍ରୀଛାତ୍ର

କେନ୍ଦୁଝର, ୨୨ା୮ (ସ୍ବ.ପ୍ର.)-ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟ ଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଜରିଆରେ କୁଳପତିଙ୍କୁ ସ୍ମାରକପତ୍ର ଦେଇ ତୁରନ୍ତ ସମାଧାନ କରିବାକୁ…

ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…

ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି ପେଟରେ ଲାଉ ରସ ପିଇଲେ ଏସିଡିଟି ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…

ଚିଦାମ୍ବରମ ଗିରଫ

ନୂଆଦିଲ୍ଲୀ,୨୧ା୮: ଦୁଇଦିନର ଡ୍ରାମାବାଜି ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଛନ୍ତି। ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ବୁଧବାର ରାତିରେ ସିବିଆଇ ଓ ଇଡି ଟିମ୍‌ ତାଙ୍କୁ ଗିରଫ କରିଛି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଆଗୁଆ ଜାମିନ ଆବେଦନ ଖାରଜ…

ଗୁଣପୁର ପଞ୍ଚାୟତ ସମିତି ବୈଠକ: ସମିତି ସଭ୍ୟ, ଜିଲାପରିଷଦ ସଭ୍ୟ ହାତାହାତି

ଗୁଣପୁର,୨୧।୮(ଡି.ଏନ୍‌.ଏ.): ଦୀର୍ଘ ୧୦ମାସ ପରେ ବୁଧବାର ଗୁଣପୁର ପଞ୍ଚାୟତ ସମିତି ବୈଠକ ବସିଥିଲା। ସ୍ଥାନୀୟ ଅଞ୍ଚଳର ବହୁ ଉନ୍ନୟନ ପ୍ରସଙ୍ଗ ଏଥିରେ ଆଲୋଚନା ହେବାର ଥିଲା। କିନ୍ତୁ କୋରମ ନ ଥାଇ ବିଡିଓ କିପରି ବୈଠକ କରୁଛନ୍ତି ବୋଲି ଅଭିଯୋଗ ଉଠାଇଥିଲେ…

ଘରୋଇ ଛାତ୍ରୀଛାତ୍ରଙ୍କୁ ମିଳୁନି ପାଠ୍ୟପୁସ୍ତକ, ପାଠପଢ଼ା ବ୍ୟାହତ

ଚିଲିକା,୨୧ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷର ଚାରିମାସ ବିତି ଯାଇଥିଲେ ସୁଦ୍ଧା ଛାତ୍ରୀଛାତ୍ରଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ପାଠ୍ୟପୁସ୍ତକ ମିିଳିପାରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ପିଲାମାନେ ବାଧ୍ୟ ହୋଇ ପୁରୁଣା ବହି ଜେରକ୍ସ କରି ଖର୍ଚ୍ଚାନ୍ତ ହେବା ସହ ହଟହଟା ହେଉଛନ୍ତି।…

ବଜ୍ରପାତରେ ୬ ମୃତ, ୪ ଗୁରୁତର

ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏପରିସ୍ଥଳେ ବଜ୍ରପାତ ଚିନ୍ତା ବଢ଼ାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା ବଜ୍ରପାତ ୬ଜଣଙ୍କର…

ନାବାଳକ ଗାଡ଼ି ଚଳାଇଲେ ଅଭିଭାବକ ଜେଲ ଯିବେ

ଭଞ୍ଜନଗର,୨୧।୮(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଦୁର୍ଘଟଣା ହାର ବଢ଼ୁଛି। ମୋଟର ଯାନ ଆଇନ ସମ୍ପର୍କରେ ସେମାନଙ୍କ ମଧ୍ୟରେ ସଚେତନତା ଲୋଡ଼ା। ସରକାର ମୋଟର ଯାନ ଆଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଯାଉଛନ୍ତି। ଯେଉଁ ନାବାଳିକା, ନାବାଳକ ଗାଡ଼ି…

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା…

ରାଶନ କାର୍ଡରେ୯ ସଦସ୍ୟ: ସମସ୍ତଙ୍କ ଜାତି ଓ ପିତାଙ୍କ ନାମ ଅଲଗା

ଉତ୍ତରପ୍ରଦେଶ ଗାଜିଆବାଦ୍‌ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ ଦିଆଯାଇଛି। କାର୍ଡରେ ସଦସ୍ୟ ସଂଖ୍ୟ ୯ ଜଣ ଦର୍ଶାଯାଇଛି। ଲକ୍ଷ୍ମୀଙ୍କୁ ଛାଡି ୮ ଜଣ…

ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…

ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା। ଏହି ଜନଜାତିଙ୍କ ବିବାହରେ ବରକୁ ଘୁଷୁରି ମାରିବାକୁ ପଡିଥାଏ। ପରେ ବର ଏହାର ରକ୍ତ…

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଅସନ୍ତୋଷ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋର୍‌ଦାର

କେନ୍ଦୁଝର,୨୧।୮(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଜରିଆରେ କୁଳପତିଙ୍କୁ ଦାବିପତ୍ର ଦେଇ ତୁରନ୍ତ ସମାଧାନ କରିବାକୁ ଦାବି କରିଛନ୍ତି।…

କନ୍ୟା ସନ୍ତାନର ବାପା ହେଲେ ଜୟ ଭାନୁଶାଳୀ

ଛୋଟ ପରଦାର ଚର୍ଚ୍ଚିତ କଳାକାର ଜୟ ଭାନୁଶାଳୀ ବାପା ହୋଇଛନ୍ତି। ସ୍ତ୍ରୀ ମାହି ବିଜ ବୁଧବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାହି ଏବଂ ଜୟ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇବା ସହ ଝିଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?