Home

ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା

ଉଲୁଣ୍ଡା, ୧୭ା୬(ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପାତାଳି ଶ୍ରୀକ୍ଷେତ୍ରଠାରେ ଦେବସ୍ନାନ ପୂର୍ଣ୍ଣମୀ ଅବସରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ସୋମବାର ସମ୍ପନ୍ନ ହୋଇଯାଇଛି। ପାରମ୍ପରିକ ରୀତିନୀତି ଅନୁସାରେ ସକାଳ ୫ଟାରେ ଦ୍ୱାରଫିଟା, ୫ା୩୦ଟାରେ ଦ୍ୱାରପାଳ ପୂଜା…

ଗଜାନନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଧର୍ମଶାଳା,୧୭ା୬(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଭାଲୁଖାଇସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଚଳଚଞ୍ଚଳ ହୋଇଛି। ଏହି ଅବସରରେ ପ୍ରଥମେ ସ୍ନାନବେଦୀରେ ମହାପ୍ରଭୁ ଜଗନ୍ନାଥ, ବଳଦେବ ଓ ମା’ ଶୁଭଦ୍ରାଙ୍କ ସୁଦର୍ଶନଙ୍କୁ ମନ୍ଦିରରୁ ସ୍ନାନବେଦୀ ପର୍ଯନ୍ତ ନିଆଯାଇଥିଲା। ସ୍ନାନବେଦୀରେ ଠାକୁରଙ୍କ ସ୍ନାନ…

ନିଜସ୍ବ ଅର୍ଥରେ ଲୋକେ ଖୋଳିଲେ ଜଳାଶୟ

ଟିକ୍ରାପଡା, ୧୭ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଟିକ୍ରାପଡା ପଞ୍ଚାୟତ ଅଧିନ ଫଟାମୁଣ୍ଡା ଗ୍ରାମବାସୀ ସ୍ନାନ ପାଇଁ ନିଜ ହାତରୁ ଖର୍ଚ୍ଚ କରି ନିକଟସ୍ଥ ମନ୍ତ୍ରୀକଟାରେ ସୋମବାର ଜଳାଶୟ ଖୋଳିଛନ୍ତି। ଗ୍ରୀଷ୍ମଋତୁରେ ଜଳାଭାବ ହେତୁ ସ୍ନାନ ପାଇଁ ସେମାନେ ବହୁ ଅସୁବିଧାର…

ପ୍ରଥମେ ହନିମୁନ୍‌ ପରେ ବିବାହ…

ଛତିଶଗଡ଼ ବସ୍ତର ଅଞ୍ଚଳରେ ବାସ କରୁଥିବା ଗୋଣ୍ଡ ଜନଜାତିଙ୍କ ମଧ୍ୟରେ ଏକ ପରମ୍ପରା କାହିଁ କେଉଁ କାଳରୁ ଚାଲିଆସିଛି। ପରମ୍ପରା ଅନୁସାରେ ବରକନ୍ୟାଙ୍କୁ ବିବାହ ପୂର୍ବରୁ ହନିମୁନ୍‌ର ସୁଯୋଗ ଦିଆଯାଇଥାଏ। ଏଥିଲାଗି ଗାଁ ମୁଣ୍ଡରେ ଗୋଟିଏ କୁଡ଼ିଆ ଘର ତିଆରି ହୋଇଥାଏ।…

ସୁରକ୍ଷା ପ୍ରତିଶ୍ରୁତି ଦେଲେ ମମତା: ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଡାକ୍ତର ରାଜି

କୋଲକାତା,୧୭ା୬(ପି.ଟି.) ପଶ୍ଚିମବଙ୍ଗରେ ୨ ଜଣ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ସପ୍ତାହେ ହେଲା ଆନ୍ଦୋଳନ ଜାରି ରହିଥିବାବେଳେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କ ପାଇଁ ନୂଆ ସୁରକ୍ଷା ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମମତାଙ୍କ ସହ ଆଲୋଚନା ପରେ…

ବିହାରରେ ଅସମ୍ଭାଳ ତାତି: ୨୨ ପର୍ଯ୍ୟନ୍ତ ସ୍କୁଲ ଛୁଟି, ଗୟାରେ ୧୪୪ ଧାରା ଜାରି

ପାଟନା, ୧୭।୬: ବିହାରରେ ଅସମ୍ଭାଳ ତାତି ଲାଗିରହିଛି। ଏପର୍ଯ୍ୟନ୍ତ ଅଂଶୁଘାତରେ ୧୭୩ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ୩୫୦ରୁ ଅଧିକ ଲୋକ ଅଂଶୁଘାତର ଶିକାର ହୋଇ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକଙ୍କ ଭିତରେ ଅଧିକାଂଶ ଲୋକଙ୍କ ବୟସ ୬୦ରୁ ଅଧିକ…

ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ

ଚେନ୍ନାଇ, ୧୭।୬: ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ ହୋଇପଡିଛନ୍ତି। ହୃଦଜନିତ ରୋଗରେ ପୀଡିତ ଥିବାରୁ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ଫିଲ୍ମ ନିର୍ମାତା ମଣିରତ୍ନ ୨୦୦୪ରେ ଫିଲ୍ମ ‘ୟୁବା’ର ଶୁଟିଂ ବେଳେ ସେ…

ବ୍ୟାକ୍‌ଗ୍ରାଉଣ୍ଡ ଭଏସ୍‌ରେ ପିତାଙ୍କ ସହ ତାଳ ଦେବେ ଆର୍ୟନ

ମୁମ୍ବାଇ: ବଡ଼ ପରଦାରେ ବାପା ଶାହରୁଖ ଖାଁଙ୍କ ସହ ନିଜର ପ୍ରଚ୍ଛଦ ସ୍ବର ଦେବାକୁ ଯାଉଛନ୍ତି ପୁଅ ଆର୍ୟନ। ଅନ୍ତରାଷ୍ଟ୍ରୀୟ କମ୍ପାନୀ ଡିଜନୀର ଅପ୍‌ କମିଂ ଫିଲ୍ମ ‘ଦ ଲାୟନ ଅଫ୍‌ କିଙ୍ଗ’ର ନୂଆ ସଂସ୍କରଣ ଆସନ୍ତା ମାସ ରିଲିଜ୍‌ ହେବାକୁ…

କେବଳ ମଙ୍ଗଳବାର ଚୋରି କରିଥାନ୍ତି ଏହି ଯୁବକ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଅନେକ ସମୟରେ ଶୁଣିଥିବେ କୌଣସି କାମ ଆରମ୍ଭ ପୂର୍ବରୁ ଶୁଭଦିନର ଚୟନ କରାଯାଏ। କାରଣ ଏହା କାମକୁ ଶୁଭଫଳ ଦେଇଥାଏ। କିନ୍ତୁ କେବେ ଶୁଣିଛନ୍ତି, ଚୋରି କରିବାର ବି ଶୁଭଦିନ…

ଅବସାଦମୁକ୍ତ କରିବ ଏରୋବିକ୍ସ ବ୍ୟାୟାମ

ଦୈନନ୍ଦିନ ୪୫ ମିନିଟ୍‌ ପର୍ଯ୍ୟନ୍ତ ବ୍ୟାୟାମ୍‌ କରିବା ଦ୍ୱାରା ଅବସାଦ ଦୂରେଇଥାଏ। ଏଥିପାଇଁ ସପ୍ତାହକୁ ତିନି ଦିନ ଏରୋବିକ୍ସ ବ୍ୟାୟାମ୍‌ କରିବା ଉଚିତ୍‌। ଅବସାଦ ଏଭଳି ଏକ ମାନସିକ ସମସ୍ୟା। ଯେଉଁଥିରୁ ବାହାରିବା ଆଦୌ ସହଜ କାମ ନୁହେଁ। ଏହା ବ୍ୟକ୍ତିର…

ଅନନ୍ତନାଗରେ ଆତଙ୍କବାଦୀଙ୍କ ଆକ୍ରମଣରେ ମେଜର ଶହୀଦ

ଶ୍ରୀନଗର,୧୭।୬: ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ମେଜର ଶହୀଦ ହୋଇଥିବା ବେଳେ ୩ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଏଥିସହ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି।…

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସାନିଆ ମିର୍ଜାଙ୍କ ସହ ପାର୍ଟି କରୁଥିଲେ ପାକିସ୍ତାନ ଖେଳାଳି

ଲଣ୍ଡନ, ୧୭।୬: ବିଶ୍ୱକପର ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲ୍‌ଟେଜ୍‌ ମ୍ୟାଚ୍‌ ରବିବାର ମାଞ୍ଚେଷ୍ଟରରେ ଖେଳାଯାଇଥିଲା। ଏଥିରେ ଭାରତ ୮୯ରନରେ ପାକିସ୍ତାନକୁ ପରାସ୍ତ କରିଥିଲା। ବିଶ୍ୱକପରେ ଭାରତଠାରୁ ଲଗାତର ୭ ଥର ପରାଜୟବରଣ କରିବା ପରେ ପାକିସ୍ତାନରେ ନିଆଁ ଜଳିଛି। କେଉଁଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri