Home

ବୀରକିଶୋରୀ ବଲ୍ଲଭରେ ଲାଗି ହେଉନି କାକରା ପିଠା

ପୁରୁଣା ଭୁବନେଶ୍ୱର,୨୬।୭(ଡି.ଏନ.ଏ.) : ଶ୍ରୀଲିଙ୍ଗରାଜଙ୍କର ବାରମାସରେ ତେର ପର୍ବ ପାଳନ ହେଉଥିବା ବେଳେ ଦୈନନ୍ଦିନ ନୀତିକାନ୍ତିରେ ଠାକୁରଙ୍କୁ ବିଭିନ୍ନ ପ୍ରକାର ଭୋଗ ଲାଗି ହୁଏ। ହେଲେ କେତେଜଣ ସେବାୟତଙ୍କର ଖାମଖିଆଲ ମନୋଭାବ ଯୋଗୁ ଠାକୁରଙ୍କୁ ଭୋଗ ଲାଗିରେ ବ୍ୟତିକ୍ରମ ଦେଖାଦେଇଛି। ବୀରକିଶୋରୀ…

ଆଇଆଇସିଙ୍କୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଖୁଣ୍ଟୁଣୀ,୨୬।୭(ଡି.ଏନ୍‌.ଏ.): କପୁରସିଂ ଗ୍ରାମରେ ଜଗତପୁର ଥାନା ଆଇଆଇସି ପ୍ରଦୀପ କୁମାର ନାୟକଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଗୁରୁଡିଝାଟିଆ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କପୁରସିଂ ଗ୍ରାମର ପପିନା ରାଉତ। ଏହି ଘଟଣାରେ…

ଅଗଷ୍ଟ ୧୫ରେ କାର୍ଯ୍ୟକାରୀ ହେବ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ

କଟକ ଅଫିସ, ୨୬।୭ : କଟକ ମହାନଗର ନିଗମ (ସିଏମ୍‌ସି) ଅଞ୍ଚଳରେ ଦିନକୁ ଦିନ ବଢୁଛି ଆବର୍ଜନା। ଏହାକୁ ଦୃଷ୍ଟିରେ ରଖି ପ୍ରତିଘରୁ ଯେପରି ଭାବେ ଆବର୍ଜନା ସଂଗ୍ରହ କରାଯିବ ସେ ନେଇ ସିଏମ୍‌ସି ଚେଷ୍ଟା ଜାରି ରଖିଛି। ସହରରେ ବଢୁଥିବା…

‘କିକ୍‌ ୨’ରେ ପୁଣି ସଲମାନ୍‌

ମୁମ୍ବାଇ:ସୁପରଷ୍ଟାର ସଲମାନ୍‌ ଖାନ୍‌ ‘କିକ୍‌ ୨’ରେ ପୁଣି ଅଭିନୟ କରିବାକୁ ଯାଉଥିବାବେଳେ ଏହା ଆସନ୍ତା ବର୍ଷ ରିଲିଜ୍‌ ହେବା ଆଶା କରାଯାଉଛି। ୨୦୧୪ ଇଦ୍‌ ବେଳେ ‘କିକ୍‌’ ରିଲିଜ ହୋଇଥିଲା ଏବଂ ଫିଲ୍ମ ନିର୍ମାତା ସାଜିଦ୍‌ ନାଡିଆଡ୍‌ଓ୍ବାଲା ଉକ୍ତ ଫିଲ୍ମର ଦ୍ୱିତୀୟ…

ନନ୍ଦନକାନନରେ ହେବ ମଇଳାପାଣି ବିଶୋଧନ ପ୍ରକଳ୍ପ

ବାରଙ୍ଗ, ୨୬।୭(ଡି.ଏନ୍‌.ଏ.) : ରାଜ୍ୟର ଏକମାତ୍ର ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପରିସରକୁ କର୍ତ୍ତୃପକ୍ଷ ପ୍ରଦୂଷଣମୁକ୍ତ ରଖିବାପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ନନ୍ଦନକାନନରୁ ପ୍ରତିଦିନ ବାହାରୁଥିବା ମଇଳାପାଣିକୁ ବିଶୋଧନ କରିବା ପାଇଁ ୫ଟି ପ୍ରକଳ୍ପ ଆରମ୍ଭ ହେବ। ଫଳରେ ବିଭିନ୍ନ ଏନ୍‌କ୍ଲୋଜରରୁ ବାହାରୁଥିବା…

ବିଏମ୍‌ସିର ଅବହେଳା ପୁଣି ନେଲା ଜୀବନ:ମୁକୁଳା ଡ୍ରେନ୍‌ରେ ଭାସି ବୃଦ୍ଧା ମୃତ

ଭୁବନେଶ୍ୱର, ୨୬।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରର ଡ୍ରେନ୍‌ ଏବେ ସହରବାସୀଙ୍କ ପାଇଁ କାଳ ସାଜିଛି। ମୁକୁଳା ଡ୍ରେନ୍‌ ବାରମ୍ବାର ଜୀବନ ନେବା ପରେ ବି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଚେତା ପଶୁନି। ବିଏମ୍‌ସିର ଖାମଖିଆଲ ମନୋଭାବ ପାଇଁ ଗୁରୁବାର ଆଉଜଣଙ୍କ ଜୀବନ ଯାଇଛି।…

ବର୍ଷାରେ ରାସ୍ତା ଜଳମଗ୍ନ, ଲୋକେ ହନ୍ତସନ୍ତ

କଟକ ରୋଡ,୨୬।୭(ଡି.ଏନ୍‌.ଏ.) : ଲଘୁଚାପଜନିତ ବର୍ଷାରେ ଗୁରୁବାର ସନ୍ଧ୍ୟାରେ କଟକ ରୋଡ ଜଳମଗ୍ନ ହେବା ସହ ଲକ୍ଷ୍ମୀସାଗର, ଚିନ୍ତାମଣିଶ୍ୱେର, ଝାରପଡା, ଶାନ୍ତିନଗର ଅଞ୍ଚଳରେ ବର୍ଷା ପାଣି ନିସ୍କାସିତ ହୋଇ ନ ପାରି ନାହିଁ ନ ଥିବା ସମସ୍ୟା ଦେଖାଦେଇଥିଲା। ମୁଖ୍ୟ ରାସ୍ତାରେ…

ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗ ନେବାକୁ କଳାକାରଙ୍କ ଗୋଆ ଗସ୍ତ

ବ୍ରହ୍ମପୁର ଅଫିସ,୨୬।୭: ଗୋଆଠାରେ ଚଳିତମାସ ୨୮ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗନେବାକୁ ଗଞ୍ଜାମ ଜିଲାର ଏକ ୧୬ ଜଣିଆ ନାଟ୍ୟ ଦଳ ଶୁକ୍ରବାର ସକାଳୁ ଗୋଆ ଯାତ୍ରା କରିଛନ୍ତି । ପାତ୍ରପୁର ବ୍ଲକ ସାହସପୁରର…

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ:ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୬।୭(ପି.ଟି.):ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ଅଧୀନରେ…

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨୬।୭: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଖଗେଶ୍ବର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ବେହେରାଙ୍କ ବୁଡେନସ୍ଥିତ ଅଫିସ, ଘର,…

କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୭: ଆଜି ସାରା ଦେଶରେ କାରଗିଲ୍‌ ବିଜୟ ଦିସ ପାଳନ କରାଯାଉଛି। ଏହି ଅବସରରେ କାରଗିଲ୍‌ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଟୁଇଟ୍‌ ଯୋଗେ କହିଛନ୍ତି, କାରଗିଲ୍‌ ବିଜୟ ଦିବସ…

ଆଜି କାରଗିଲ୍‌ ବିଜୟ ଦିବସ: ଶହୀଦ୍‌ ଯବାନଙ୍କୁ ସାରା ଦେଶ ଜଣାଇଲା ସମ୍ମାନ

ନୂଆଦିଲ୍ଲୀ, ୨୬।୭: କାରଗିଲ ଯୁଦ୍ଧକୁ ବିତିଛି ୨୦ ବର୍ଷ। ୧୯୯୯ ମସିହାରେ ଆଜିର ଦିନରେ ପାକିସ୍ତାନକୁ ପରାଜିତ କରି କାରଗିଲରେ ବିଜୟର ଧ୍ୱଜା ଉଡାଇଥିଲା ଭାରତ। କାରଗିଲ୍‌ ଯୁଦ୍ଧରେ ୫୦୦ରୁ ଉର୍ଦ୍ଧ ଭାରତୀୟ ଯବାନ ଶହୀଦ ହୋଇଥିବାବେଳେ ପାକିସ୍ତାନ ହରାଇଥିଲା ୪୦୦୦ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri