Home

ମାରଣାସ୍ତ୍ର ଦେଖାଇ ଯୁବକଙ୍କୁ ଅପହରଣ : ପୂର୍ବ ଶତ୍ରୁତା ସନ୍ଦେହ

ପୁରୀ ଅଫିସ, ୨୬।୭: ପୁରୀ ସଦର ଥାନା ଅଧୀନ ଗଡଭିଙ୍ଗୁରା ଛକରୁ ବୁଧବାର ଜଣେ ଯୁବକଙ୍କୁ ଅପହରଣ କରି ନିଆଯାଇଛି। ସେ ହେଲେ ନୂଆଗାଁର ଅଜୟ ବେହେରା। ଗୁରୁବାର ବାଲିଘାଇ ଫାଣ୍ଡି ଏବଂ ସଦର ଥାନାରେ ଏ ନେଇ ପୃଥକ ଭାବେ…

ଡ୍ରେନ୍‌ ସଫେଇକୁ ପଦାରେ ପକାଇଲା ବର୍ଷା : ବଡ଼ଦାଣ୍ଡ, ବେଳାଭୂମି ରାସ୍ତାରେ ଜମିଲା ପାଣି

ପୁରୀ ଅଫିସ, ୨୬।୭ : ରଥଯାତ୍ରା ପୂର୍ବରୁ ଜିଲା ପ୍ରଶାସନ ଡ୍ରେନ୍‌ ସଫେଇକୁ ଏକପ୍ରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଥିଲା। ଖୋଦ୍‌ ଜିଲାପାଳ ଏହି ଦାୟିତ୍ୱ ନିଜ କାନ୍ଧକୁ ନେଇ ସଫେଇ କାର୍ଯ୍ୟକୁ ତ୍ୱରାନ୍ବିତ କରିଥିଲେ। ବାହାର ଜିଲାରୁ ସଫେଇ କର୍ମଚାରୀଙ୍କୁ…

ବଜେଟ ଅଧିବେଶନ ଅଗଷ୍ଟ ୭ ପର୍ଯ୍ୟନ୍ତ ବଢ଼ିଲା

ନୂଆଦିଲ୍ଲୀ,୨୬।୭(ଆଇଏଏନ୍‌ଏସ୍‌):ପାର୍ଲାମେଣ୍ଟ ଅଧିବେଶନ ଅଗଷ୍ଟ ୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସରକାରଙ୍କ ଅନୁରୋଧ କ୍ରମେ ଲୋକ ସଭା ଅଧିବେଶନ ଅଗଷ୍ଟ ୭ ପର୍ଯ୍ୟନ୍ତ ବୃଦ୍ଧି କରାଗଲା ବୋଲି ବାଚସ୍ପତି ଓମ୍‌ ବିର୍ଲା ଘୋଷଣା କରିଥିଲେ। ୨୦ରୁ ଊର୍ଦ୍ଧ୍ୱ ବିଲ୍‌ ଆଲୋଚନା ଅପେକ୍ଷାରେ ରହିଥିବାରୁ…

ବୋରିସ୍‌ଙ୍କ କ୍ୟାବିନେଟ୍‌ରେ ୩ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ,୨୬।୭(ପି.ଟି.):ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ୩ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ନିଜ ମନ୍ତ୍ରିମଣ୍ଡଳରେ ସାମିଲ କରିଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଦ୍ୱାରା ବୋରିସ୍‌ ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ପାଇବାର କିଛି ଘଣ୍ଟା ପରେ ସେ ପ୍ରୀତି ପଟେଲ୍‌ଙ୍କୁ…

ପ୍ରଦୂଷଣ ବଳୟରେ ଖୋର୍ଦ୍ଧା : ରୋଗ ବାଣ୍ଟୁଛି କ୍ରଶର, ଖଣି ବିଗାଡୁଛି ପରିବେଶ

ଖୋର୍ଦ୍ଧା ଅଫିସ,୨୬।୭ : ପ୍ରଦୂଷିତ ହୋଇଚାଲିଛି ଖୋର୍ଦ୍ଧାର ପରିବେଶ। ଖୋର୍ଦ୍ଧା ତହସିଲ ଓ ଆଖପାଖ ଅଞ୍ଚଳରେ କ୍ରଶର ରୋଗ ବାଣ୍ଟୁଥିଲାବେଳେ ପଥର ଖଣି ପରିବେଶକୁ ବିଗାଡି ଦେଇଛି। ବୁଦ୍ଧିଜୀବୀଙ୍କଠାରୁ ଆରମ୍ଭ କରି ସାଧାରଣ ମଣିଷଙ୍କ ପର୍ଯ୍ୟନ୍ତ ପରିବେଶ ସୁରକ୍ଷା ଚିନ୍ତା ଘାରୁଥିଲେ…

ଆର୍‌ଟିଆଇ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୨୬।୭(ପି.ଟି.):ସୂଚନା ଅଧିକାର ଆଇନ (ସଂଶୋଧନ) ବିଲ୍‌ ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ୨୨ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ରାଜ୍ୟ ସଭାରେ ପାରିତ ହୋଇଯାଇଛି। ଅଧିକ ଯାଞ୍ଚ ପାଇଁ ବିଲ୍‌କୁ ଗୃହ କମିଟିକୁ ପଠାଇବାକୁ ବିରୋଧୀ ଦଳ…

ତିନି ତଲାକ୍‌ ବିଲ୍‌କୁ ଲୋକ ସଭାର ମଞ୍ଜୁରୀ

ନୂଆଦିଲ୍ଲୀ,୨୬।୭:ତତ୍କାଳ ତିନି ତଲାକ୍‌କୁ ବେଆଇନ ଏବଂ ଦଣ୍ଡନୀୟ ଅପରାଧରେ ପରିଣତ କରିବା ଲାଗି ସରକାର ଆଣିଥିବା ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍‌ ସପକ୍ଷରେ ୩୦୩ ଭୋଟ ପଡିଥିବାବେଳେ ବିପକ୍ଷରେ ୮୨ ଏମ୍‌ପି ଭୋଟ ଦେଇଥିଲେ। ବିରୋଧୀମାନେ ଆଣିଥିବା…

କର୍ନାଟକରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ:୩ ବିଦ୍ରୋହୀ ବିଧାୟକ ଅଯୋଗ୍ୟ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୬।୭(ପି.ଟି.):କର୍ନାଟକରେ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ ୧୪ ମାସିଆ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜିତ ହେବାର ଦୁଇଦିନ ପରେ ବିଧାନସଭା ବାଚସ୍ପତି କେ.ଆର. ରମେଶ କୁମାର ୩ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ଅନ୍ୟ ୧୪ ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ମଧ୍ୟ…

ମଧ୍ୟପ୍ରଦେଶରେ ଓଲଟା ଖେଳ

ଭୋପାଳ,୨୬।୭:ଭାଜପା କର୍ନାଟକରେ ଶାସକ ମେଣ୍ଟର ବିଦ୍ରୋହୀ ବିଧାୟକଙ୍କୁ ଧରି କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟାଇବାରେ ସଫଳ ହୋଇଥିବାବେଳେ ମଧ୍ୟପ୍ରଦେଶରେ ଏହାର ଓଲଟା ଖେଳ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ କମଳନାଥଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରଙ୍କୁ ସଂଖ୍ୟାଲଘୁ ବୋଲି ଅଭିହିତ କରି ଚ୍ୟାଲେଞ୍ଜ…

ଯୁକ୍ତ ୨ ପଢ଼ିବାକୁ ଆଗ୍ରହ ଦେଖାଉନାହାନ୍ତି ଛାତ୍ରୀଛାତ୍ର : ବଢୁଛି କଲେଜ, କମୁଛନ୍ତି ପିଲା

ଭୁବନେଶ୍ୱର, ୨୬।୭(ବ୍ୟୁରୋ) : ରାଜ୍ୟରେ ପ୍ରତିବର୍ଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ୨ କଲେଜ ସଂଖ୍ୟା ବଢୁଛି। ହେଲେ ସେହି ଅନୁପାତରେ ପିଲା ହେଉନାହାନ୍ତି। ମାଟ୍ରିକ୍‌ରେ ପାସ୍‌ ହାର ହ୍ରାସ ସାଙ୍ଗକୁ ସାଧାରଣ ପାଠ୍ୟକ୍ରମରେ ପିଲାଙ୍କ ଅନାଗ୍ରହ ଯୋଗୁ ପ୍ରତିବର୍ଷ…

୪ ବର୍ଷରେ ବନ୍ଦ ହୋଇଥିଲା ଆର୍‌ଏଓ୍ବାଇ : ୭ ସହରରୁ ୩ ସହରରେ ପ୍ରକଳ୍ପ ଶୂନ

ଭୁବନେଶ୍ୱର, ୨୬।୭(ବ୍ୟୁରୋ) : ରାଜୀବ ଆବାସ ଯୋଜନା(ଆର୍‌ଏଓ୍ବାଇ) ୨୦୧୧ରୁ ଆରମ୍ଭ ହୋଇ ୨୦୧୫ ଜୁନ୍‌ ମାସରେ ବନ୍ଦ ହୋଇଯାଇଥିଲା। ଓଡିଶାର ୭ଟି ସହରକୁ ଏହି ଯୋଜନାରେ ସାମିଲ କରାଯାଇଥିଲା। ଏହି ସମୟ ମଧ୍ୟରେ ରାଜ୍ୟର ସାମିଲ ହୋଇଥିବା ୭ ସହର ମଧ୍ୟରୁ…

ରାଜ୍ୟରେ ୮୫ ଲକ୍ଷ ବେକାରି, ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ରହୁଛନ୍ତି ଯୁବଗୋଷ୍ଠୀ : ନରସିଂହ

ଭୁବନେଶ୍ୱର,୨୬ା୭(ବ୍ୟୁରୋ) : ରାଜ୍ୟରେ ଉତ୍କଟ ହେଉଛି ବେକାରି ସମସ୍ୟା। ନିଯୁକ୍ତି ନ ପାଇ ବେକାର ଯୁବକ ଡ୍ରଗ ଆଡିକ୍ଟେଡ ହେବା ସହ ବ୍ରାଉନସୁଗାର ଚୋରା ବେପାରରେ ଲିପ୍ତ ରହୁଛନ୍ତି। ଚାକିରି ନ ପାଇ ଦେଶର ମାନବ ସମ୍ବଳ ପଥ ଭ୍ରଷ୍ଟ ହେଉଛିି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri