କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ
ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ ନିଯୁକ୍ତି କରାଯାଇଛି। ଏଥିରେ ଭଗବତ ପ୍ରସାଦ ମକୱାନାଙ୍କୁ ଆୟୋଗର ଅଧ୍ୟକ୍ଷ ଭାବରେ ନିଯୁକ୍ତ…
୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍: ସୁରକ୍ଷାକର୍ମୀଙ୍କୁ ଚକ୍ମା ଦେଖାଇ…
ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)। ସୂଚନାକ୍ରମେ ୨୦୨୧ ମସିହାରେ ଏକ ବଳାତ୍କାର ମାମଲାରେ ବିଶ୍ୱବିହାରୀ ଦୋଷୀ ସାବ୍ୟସ୍ତ ହୋଇ…
ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍ରୁ ବଞ୍ଚିତ ବନ୍ୟା ପ୍ରଭାବିତ
ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି। ନିୟମିତ ଭାବେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟକୁ ଆସୁନଥିବାରୁ ବିଭିନ୍ନ ରାଜସ୍ବ ସମ୍ପର୍କିତ କାମ…
୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର: ଏହିସବୁ ଉପରେ ବଡ଼ ଘୋଷଣା
ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍। ଏହା ସହ ଓଡ଼ିଶା ବେସାମରିକ ସେବା…
ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର
କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ଉଭୟ ଆସନରେ ଅକ୍ଟୋବର ୬ ତାରିଖରେ ମତଦାନ ହେବ। ନନ୍ଦୀଗ୍ରାମ ଆସନଟି ଭାରତୀୟ…
ବ୍ୟାଗ୍ରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି। ଏହାପରେ ଉଦ୍ଧାର ଶିଶୁପୁତ୍ରକୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ…
ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା
ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶାର ବଲାଙ୍ଗୀର ଜିଲା କାର୍ଯ୍ୟକର୍ତ୍ତାମାନେ ପହଞ୍ଚି ଆନ୍ଦୋଳନକୁ ପୂର୍ଣ୍ଣ…
ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍ରେ ହେଲେ ସାମିଲ
ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ ଦ୍ୱିଶତକ କରିଛନ୍ତି। ଏହି ମହାନ୍ ବ୍ୟାଟରଙ୍କ ତାଲିକାରେ ରମନ ଲାମ୍ବା (୧୯୮୭-୮୮, ଓ୍ବେଷ୍ଟ…
ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ
କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ ଅଟୋ ପରେ ପରେ ଠେଲା ଗାଡିକୁ ଭାରସାମ୍ୟ ହରାଇ ଦୁର୍ଘଟଣା କରିଥିଲେ…
ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା
ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍ର ଏକ ମ୍ୟାଚରେ ଭାରତୀୟ ଓପନର ଶେଫଳାଳି ବର୍ମାଙ୍କ ଉଇକେଟ ପତନ ପରେ ତାଙ୍କ…
ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…
ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା ପାଇଁ ଦର୍ଶକମାନେ ସେଠାରେ ଭିଡ଼ ଜମାଇଥିଲେ, କିନ୍ତୁ ପରିଣାମସ୍ବରୂପ ଇଶାନ କିଶାନଙ୍କ ଏକ…
ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…
ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି । ଟ୍ରାନ୍ସଫର୍ମରଟି ଅସୁରକ୍ଷିତ ଭାବେ ରହିଥିବା ସହ ଏହାର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା…

