Home

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ: ଚଳିତ ବର୍ଷ ଦୁର୍ଘଟଣା ନେଇଛି ୮୮ ଜୀବନ

ଅନୁଗୋଳ ଅଫିସ, ୨୬।୭-ରାସ୍ତା ଦୁର୍ଘଟଣା ନିୟନ୍ତ୍ରଣ ଓ ଏଥିଜନିତ ମୃତ୍ୟୁ ସଂଖ୍ୟା କମାଇବା ଉପରେ ଗୁରୁବାର ଅନୁଷ୍ଠିତ ଜିଲା ସଡ଼କ ସୁରକ୍ଷା କମିଟି ବୈଠକରେ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁତ୍ୱ ଦେଇଛନ୍ତି। ଚଳିତ ବର୍ଷ ଜିଲାରେ ବିଭିନ୍ନ ସ୍ଥାନରେ ଦୁର୍ଘଟଣା…

ଅନୁଗୋଳରେ ବର୍ଷା, ଲୋକେ ଆଶ୍ୱସ୍ତ: ଭିଜିଲା ଶୁଖିଲା କ୍ଷେତ

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳରେ ଗୁରୁବାର ମଧ୍ୟାହ୍ନରେ ୨ ଘଣ୍ଟା ଧରି ମୂଷଳ ଧାରାରେ ବର୍ଷା ହୋଇଛି। ଏଥିଯୋଗୁ ଲାଗି ରହିଥିବା ଗରମ ଗୁଳୁଗୁଳିରୁ ସହରବାସୀ ମୁକ୍ତି ପାଇଥିବାବେଳେ ଶୁଖିଲା କ୍ଷେତ ଭିଜିବା ଖୁସିରେ ଚାଷୀ ଆଶ୍ୱସ୍ତ ହୋଇଛନ୍ତି। ମଧ୍ୟାହ୍ନ ୨ଟାରୁ ଦୁଇ…

ଏମ୍‌ସିଏଲ୍‌ ଭରତପୁର ଖଣି ଦୁର୍ଘଟଣା: ବର୍ଷା, ଅତଡ଼ା ଖସିବାରୁ ବାଧା

ତାଳଚେର,୨୬ା୭(ନି.ପ୍ର.)-ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର ଖଣିରେ ଖସିପଡ଼ିଥିବା କୋଇଲା ଅତଡା ତଳେ ମଙ୍ଗଳବାର ରାତିରୁ ଚାପି ହୋଇ ରହିଥିବା ୩ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଗୁରୁବାର ପୂର୍ବାହ୍ନରେ ଉଦ୍ଧାର କାର୍ଯ୍ୟ ନିମନ୍ତେ ରାସ୍ତା ନିର୍ମାଣ କରାଯାଉଥିଲେ…

ଚିନାଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

ପରଜଙ୍ଗ, ୨୬।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ଭେଜିଆ ୩ନଂ. କଲୋନୀର ଅସହାୟ ଚିନା ନାୟକ (୮୧)ଙ୍କ ନିକଟରେ ପହଞ୍ଚିଛି ପ୍ରଶାସନ। ତାଙ୍କୁ ଦିଆଯାଇଛି ୭୦୦ ଟଙ୍କା ଭତ୍ତା। ସରପଞ୍ଚ ଦେଇଛନ୍ତି ୧୦ କେଜି ଚାଉଳ। ଖୁବ୍‌ ଶୀଘ୍ର ଆବାସ…

ସାଇସ୍ବରୂପ, ପୀୟୂଷଙ୍କୁ ଏଲୋ ରେଟିଂ ମାନ୍ୟତା

ଢେଙ୍କାନାଳ ଅଫିସ, ୨୬।୭- ଢେଙ୍କାନାଳ ଶ୍ରେୟା ଚେସ୍‌ ଏକାଡେମୀର ଉଦୀୟମାନ ଖେଳାଳି ସାଇସ୍ବରୂପ ମିଶ୍ର ଏବଂ ପୀୟୂଷ କୁମାର ସାହୁଙ୍କୁ ଅନ୍ତର୍ଜାତୀୟ ଏଲୋ ରେଟିଂ ମାନ୍ୟତା ମିଳିଛି। ଚଳିତ ଜୁଲାଇ ୧ରେ ପ୍ରକାଶିତ ରେଟିଂ ତାଲିକାରେ ଉଭୟଙ୍କ ନାମ ସ୍ଥାନ ପାଇଛି।…

କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଭାରତୀୟ ପ୍ରନତ୍ତତ୍ତ୍ବ ବିଭାଗ (ଏଏସ୍‌ଆଇ) ମଧ୍ୟ ଆବଶ୍ୟକ ପଦକ୍ଷେପ…

ଜନସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱହୀନତା: ଜଣ୍ଡିସ୍‌କୁ ଡାକୁଛି ଗୋଳିଆପାଣି

ବ୍ରହ୍ମପୁର ଅଫିସ୍‌,୨୬ା୭- ସ୍ବଚ୍ଛ ପାଣି ଯୋଗାଇବାରେ ଜନସ୍ବାସ୍ଥ୍ୟ ବିଭାଗର ବିଫଳତାକୁ ନେଇ ଏବେ ଅସନ୍ତୋଷ ଚରମସୀମାରେ ପହଞ୍ଚିଛି। ଦୁଇ ଦିନ ହେଲା ପାଇପ୍‌ରେ କେବଳ ଗୋଳିଆ ପାଣି ଆସୁଛି। କାଦୁଅ ମିଶା ମଇଳା ପାଣି। ନା ପାନୀୟ ଯୋଗ୍ୟ, ନା ଅନ୍ୟ…

ଡରାଇଲାଣି ଡେଙ୍ଗୁ:ଗଞ୍ଜାମରେ ୧୫

ବ୍ରହ୍ମପୁର ଅଫିସ୍‌,୨୬ା୭- ଗଞ୍ଜାମ ଜିଲାରେ ଡେଙ୍ଗୁ ଧୀରେ ଧୀରେ ମାରାତ୍ମକ ହେବାରେ ଲାଗିଲାଣି। ସ୍ବାସ୍ଥ୍ୟ ବିଭାଗର ସତର୍କତା ଏବଂ ବ୍ୟାପକ ପଦକ୍ଷେପ ସତ୍ତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏଯାଏ ଗଞ୍ଜାମ ଜିଲାରେ ୧୫ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ଅନେକ ସୁସ୍ଥ…

ମନ କିଣେ ବାବୁଲିଙ୍କ ଦହିବରା

କେନ୍ଦୁଝର, ୨୬ା୭(ଡି.ଏନ.ଏ.)-ଆଳୁଦମ ଦହିବରା ନାଁ ଶୁଣିଲେ ପାଟିରୁ ଲାଳ ଗଡ଼ିଆସେ। ପିଲା ଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ବେଶ ଭଲ ପାଆନ୍ତି। ଗୋଟିଏ ପ୍ଲେଟ ଖାଇଲେ ପେଟ ପୂରିଯାଏ। ଆଳୁଦମ ଦହିବରା ସାଙ୍ଗକୁ ଦହି ପାଣିର ସ୍ବାଦ କହିଲେ…

ବଢ଼ି ଚାଲିଛି ଗୋଠଛଡ଼ା ଦନ୍ତାର ଉତ୍ପାତ

ଝୁମ୍ପୁରା, ୨୬।୭ (ଡି.ଏନ.ଏ.)-ବଢି ଚାଲିଛି ଗୋଠଛଡା ଦନ୍ତା ହାତୀର ଉତ୍ପାତ। ଘର ଭାଙ୍ଗିବା, ଫସଲ ଉଜାଡିବା ସହିତ ମଣିଷଙ୍କୁ ଆକ୍ରମଣ କରିବା ଘଟଣା ପ୍ରତ୍ୟେହ ଘଟୁଛି। ଏ ନେଇ ଭୂୟାଁ ଜୁଆଙ୍ଗ ପୀଢ ଏବଂ ଚମ୍ପୁଆ ରେଞ୍ଜରେ ରହିଥିବା ବନାଞ୍ଚଳ ପାର୍ଶ୍ୱବର୍ତ୍ତୀ…

ବିପର୍ଯ୍ୟସ୍ତ ଅବସ୍ଥାରେ ବଡ଼ମୂଳ ଗେଜ୍‌ ସାଇଟ୍‌ ଭିଏଚ୍‌ଏଫ୍‌ ଟାୱାର ଅଚଳ

ଗଣିଆ,୨୬ା୭(ଡି.ଏନ.ଏ.): ମହାନଦୀର ହୀରାକୁଦ ମୁଖ୍ୟ ନଦୀବନ୍ଧ ବୁର୍ଲା ଡିଭିଜନ ଅନ୍ତର୍ଗତ ବଡମୂଳ ଗେଜ ସାଇଟ୍‌ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ପ୍ରତିଦିନ ମହାନଦୀରେ ପ୍ରବାହିତ ଜଳ ପରିମାଣ ସମ୍ପର୍କରେ ମୁଖ୍ୟ ନଦୀବନ୍ଧ ବୁର୍ଲା କାର୍ଯ୍ୟାଳୟକୁ ସୂଚନା ଦେବା ପାଇଁ ନଦୀବନ୍ଧ ଆରମ୍ଭ ସମୟରୁ…

୧୭ ଦିନରେ ମୋଦି ସେନାର ଅନଶନ

ଚାନ୍ଦବାଲି, ୨୬।୭ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲିର କେତେକ ସମସ୍ୟାର ସମାଧାନ ପାଇଁ ୫ଟି ଦାବି ନେଇ ମୋଦି ସେନା ସେବା ସଂଘ ପକ୍ଷରୁ ତହସିଲ ଅଫିସ ସମ୍ମୁଖରେ ଚାଲିଥିବା ଅନଶନ ଗୁରୁବାର ୧୭ ଦିନରେ ପହଞ୍ଚିଥିଲା। ସେମାନଙ୍କ ଦାବି ପ୍ରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri