ପିତାଙ୍କ ପଥରେ ପୁଅ: ଶୁଟିଂରେ ୪ଟି ପଦକ ଜିତିଲେ ରାଠୋରଙ୍କ ପୁଅ
ଜୟପୁର,୨୦।୮:ପୂର୍ବତନ ଭାରତୀୟ ଶୁଟିଂ ଖେଳାଳି ତଥା ଭାଜପା ଏମ୍ପି ରାଜ୍ୟବର୍ଦ୍ଧନ ସିଂ ରାଠୋରଙ୍କ ପୁଅ ମଧ୍ୟ ତାଙ୍କ ପଥ ଅନୁକରଣ କରିଛନ୍ତି। ୧୮ତମ ରାଜସ୍ଥାନ ରାଜ୍ୟ ଓପନ୍ ଶୁଟିଂ ପ୍ରତିଯୋଗିତାରେ ମାନବାଦିତ୍ୟ ରାଠୋର ବିଭିନ୍ନ ବିଭାଗରେ ୩ଟି ସ୍ବର୍ଣ୍ଣ ପଦକ ସହ…
ବିନା ମେକ୍ଅପ୍ର ଫଟୋକୁ ଦେଖି କ’ଣ କହିଲେ ୟୁଜର୍ସ
ମୁମ୍ବାଇ: ନିଜର ସୋନ୍ଦର୍ଯ୍ୟ ଓ ଜିରୋ ଫିଗର ପାଇଁ ବି ଟାଉନରେ ସବୁବେଳେ ଚର୍ଚ୍ଚା ସାଉଁଟୁଥିବା ବଲିଉଡ୍ର ବେବୋ ଏବେ ୟୁଜର୍ସଙ୍କ ଟ୍ରୋଲର ଶୀକାର ହୋଇଛନ୍ତି। କିଏ ତାଙ୍କୁ ବୁଢ଼ୀ କହିଥିବା ବେଳେ କିଏ ତାଙ୍କୁ ଆଣ୍ଟି ବୋଲି ସମ୍ବୋଧନ କରି…
‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ: ପ୍ରଯୋଜକଙ୍କୁ ନୋଟିସ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ର ପୋଷ୍ଟରରକୁ ନେଇ ବିବାଦ ଲାଗିରହିଛି। ଫିଲ୍ମ ପ୍ରଯୋଜକ ସୀତାରାମ ଅଗ୍ରଓ୍ବାଲଙ୍କୁ ମଙ୍ଗଳବାର ଭୁବନେଶ୍ୱର ମହିଳା ଥାନା ପକ୍ଷରୁ ନୋଟିସ ଜାରି କରାଯାଇଛି। ପ୍ରକାଶ ଯେ, ଉକ୍ତ ଫିଲ୍ମର ପୋଷ୍ଟରରେ ହାସ୍ୟ ଅଭିନେତା ପପୁ ପମ୍ପମ୍…
ପାକିସ୍ତାନକୁ ମହଙ୍ଗା ପଡିଲା ଭାରତ ବିରୋଧୀ ଟୁଇଟ୍: ବନ୍ଦ ହେଲା ୨ଶହ ଆକାଉଣ୍ଟ
କରାଚି,୨୦।୮: ପାକିସ୍ତାନ ଲାଗାତର ଭାବେ ଭାରତ ବିରୋଧୀ ଟୁଇଟ୍ କରୁଥିବାରୁ ଏହାକୁ ନେଇ ଭାରତୀୟ ପ୍ରଶାସନ ଅଭିଯୋଗ ଆଣିଥିଲା। ଫଳରେ ମାଇାକ୍ରୋବ୍ଲଗିଙ୍ଗ ସାଇଟ୍ ଟୁଇଟର ଏବେ ପାକିସ୍ତାନର ପ୍ରାୟ ୨ଶହ ଟୁଇଟର ଆକାଉଣ୍ଟ ବନ୍ଦ କରିଦେଇଥିବା ଜଣାପଡିଛି। ତେବେ କଶ୍ମୀର ସମସ୍ୟାକୁ…
ସ୍ତ୍ରୀ ସବୁବେଳେ ଖାଇବାକୁ ଦେଉଥିଲେ ଲଡୁ: ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ସ୍ବାମୀ
ମିରଠ,୨୦।୮: ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଠ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ ଲଡୁ…
୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,…
ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍
ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର ପୂର୍ବାହ୍ନ ୧୧ଟା ସମୟରେ ଜମ୍ମୁ-କଶ୍ମୀର ପୁଞ୍ଚ୍ ଜିଲାର କୃଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ…
ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଗିରଫ ହେଲେ ଓ୍ବାର୍ଡେନ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଆବାସିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ସ୍କୁଲର ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଅଭିଯୁକ୍ତ ଓ୍ବାର୍ଡେନ୍ଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେ ହେଲେ ବିଶ୍ୱରଞ୍ଜନ ରଣା। ବିଶ୍ୱରଞ୍ଜନ ୨ ଛାତ୍ରଙ୍କୁ ନିସ୍ତୁକ…
ଭାରତୀୟ ଯୁବତୀଙ୍କୁ ବିବାହ କରିଥିଲେ ଏହିସବୁ ପାକିସ୍ତାନୀ କ୍ରିକେଟର
ପାକିସ୍ତାନ ବୋଲର୍ ହସନ ଅଲ୍ଳୀ ମଙ୍ଗଳବାର ଭାରତୀୟ ଯୁବତୀ ସାମିଆ ଅରଜୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ମଧ୍ୟ ଅନେକ ପାକିସ୍ତାନ କ୍ରିକେଟର ଭାରତୀୟ ଯୁବତୀଙ୍କ ପ୍ରେମରେ ପଡିଛନ୍ତି ଆଉ ବିବାହ ମଧ୍ୟ କରିଛନ୍ତି। ସେମିତି କିଛି କ୍ରିକେଟର୍ସଙ୍କ ସମ୍ପର୍କରେ……
ରମାଦେବୀ ପରିସରରୁ ଉଠିଯିବ ଯୁକ୍ତ ୨ କଲେଜ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରୁ ଜୁନିଅର କଲେଜ ଉଠିଯିବ। ୟୁନିଟ-୯ ଗାର୍ଲସ ହାଇସ୍କୁଲ ପରିସରରେ ଯୁକ୍ତ ୨ କଲେଜ ପ୍ରତିଷ୍ଠା ହେବ। ଏନେଇ ହାଇସ୍କୁଲ ପରିସରରେ ୩ ଏକର ଜମି ଚିହ୍ନଟ ହୋଇଥିବା ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର…
ଅସହିଷ୍ଣୁତା ଏବଂ ଭିଡ଼ହିଂସା ସମାଜ ଓ ରାଜନୀତି ପାଇଁ ଘାତକ ସାଜିଛି: ମନମୋହନ ସିଂ
ନୂଆଦିଲ୍ଲୀ,୨୦।୮: ଦେଶରେ ସମ୍ପ୍ରତି ଅସହିଷ୍ଣୁତା, ସାମ୍ପ୍ରଦାୟିକ ଭେଦଭାବ ଏବଂ ଭିଡ଼ହିଂସା ଭଳି ଘଟଣା ବଢ଼ିଚାଲିଛି। ଏହା ସମାଜ ଓ ରାଜନୀତି ଉଭୟ ପାଇଁ ଘାତକ ସାଜିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…
କଳାକାରଙ୍କ ପାଇଁ ନିଜ ଧନସମ୍ପତ୍ତି ଦାନ କରିଦେଇଥିଲେ ଖାୟାମ୍
ଦିଲ୍ କ୍ୟା ଚିଜ୍ ହୈ ଆପ୍ ମେରି ମାନ୍ ଲିଜିୟେ..(ଉମରାଓ ଜାନ୍), ସିନେ ମେ ଜଲନ୍ ଆଁଖୋ ମୈ ତୁଫାନ୍ ସା(ଗମନ) ଭଳି ଶହ ଶହ ସଙ୍ଗୀତର ସ୍ରଷ୍ଟା ଖାୟମ୍ ଆଉ ନାହାନ୍ତି। ୯୨ ବର୍ଷ ବୟସରେ ସେ ଆରପାରିକୁ ଚାଲିଯାଇଛନ୍ତି।…

