ପୁରୀରୁ ସାଇବର ଅପରାଧୀ ଗିରଫ : ୨ ଲକ୍ଷ ଟଙ୍କା ଜବତ
ମାଲକାନଗିରି,୨୫।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ପୋଲିସ ସାଇବର ଅପରାଧରେ ଜଡ଼ିତ ଜଣେ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣଙ୍କ ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ଏଟିଏମ୍ ପିନ୍ ଓ ଆକାଉଣ୍ଟ ନମ୍ବର ନେଇ ଟଙ୍କା ଗାଏବ…
ଭାରତୀୟ ସେନାରେ ଯୋଗଦେଲେ ଧୋନୀ, କରିବେ ଏହି କାମ
ଶ୍ରୀନଗର, ୨୫।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖୁବ୍ଶୀଘ୍ର ଭାରତୀୟ ସେନା ସହ ଯୋଗ ଦେବାକୁ ଯାଉଛନ୍ତି। ଜୁଲାଇ ୩୧ରେ କଶ୍ମୀରରେ ଥିବା ଟେରିଟୋରିଆଲ୍ ଆର୍ମିର ୧୦୬ତମ ପାରାସୁଟ୍ ବାଟାଲିୟନ୍ରେ ଧୋନୀ ସାମିଲ ହେବେ। ସେନାର…
ଥାନା ପରିସରରେ ମଦବିରୋଧୀ ମହିଳାଙ୍କ ଧାରଣା
ଆନନ୍ଦପୁର,୨୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଦଧିବାମନପୁରରେ ମଦବିରୋଧୀ ଆନ୍ଦୋଳନକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ଲାଗିରହିଛି। ଆନନ୍ଦପୁର ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ଥିବାରୁ ଏହା ଏବେ ଚରମସୀମାରେ ପହଞ୍ଚିିଛି। ଗୁରୁବାର ଶତାଧିକ ମହିଳା ଆନନ୍ଦପୁର ଥାନା ପରିସରରେ ମଦ ବ୍ୟବସାୟୀଙ୍କ ଗିରଫ…
ରାଜ୍ୟରେ ମରୁଡ଼ିର ପଦଧ୍ୱନି; ବିଧାନସଭାରେ ଉଦ୍ବେଗ
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ବର୍ଷା ନାହିଁ। ମରୁଡ଼ି ଦ୍ୱାରଦେଶରେ ପହଞ୍ଚିଲାଣି। ତଥାପି ସରକାର ଚେତୁ ନାହାନ୍ତି। ଚାଷୀ ଏ ପର୍ଯ୍ୟନ୍ତ ତଳି ରୋଇ ପାରିନାହାନ୍ତି। ମାଟି ଫାଟି ଆଁ କଲାଣି। ବର୍ଷା ହେଲେ ବି ଆଉ ଚାଷ ହେବା ସମ୍ଭବ ନୁହେଁ।…
କର୍ନାଟକ ସଙ୍କଟ: ୭୦ରୁ ଅଧିକ ଆଶାୟୀଙ୍କୁ ଅନୁମୋଦିତ ୩୪ କ୍ୟାବିନେଟ୍ରେ କିଭଳି ସ୍ଥାନ ଦେବ ଭାଜପା ମେଣ୍ଟ !
ବେଙ୍ଗାଲୁର୍,୨୫।୭: କର୍ନାଟକରେ ନୂଆ ସରକାର ଗଠନରେ ଭାଜପା ହାଇକମାଣ୍ଡ ଡେରି କରୁଛନ୍ତି। ବିଦ୍ରୋହୀ ବିଧାୟକଙ୍କ ଯୋଗ୍ୟତା ନେଇ ବାଚସ୍ପତିଙ୍କ ପଦକ୍ଷେପ ତଥା ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ଆବେଦନର ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇ ନ ଥିବା ଭାଜପା ହାଇକମାଣ୍ଡ୍ ମାମଲା ଥଣ୍ଡା ହେବା…
କିକ୍ରେଟର ମୁଥେୟା ମୁରଲିଧରନଙ୍କ ବାୟୋପିକ୍ରେ ନଜର ଆସିବେ ସାଉଥ୍ ଷ୍ଟାର ବିଜୟ
ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ଏବେ ବାୟୋପିକ୍ର ଟ୍ରେଣ୍ଡ ଚାଲିଛି। ନେତାଙ୍କ ଠାରୁ ଆରମ୍ଭ କରି କ୍ରିକ୍ରେଟରଙ୍କ ଜୀବନିକୁ ନେଇ ଫିଲ୍ମ ତିଆରି କରାଯାଉଛି। ଭାରତୀୟ କ୍ରିକେଟର ସଚ୍ଚିନ ତେନ୍ଦୁଲକର, ଏମ୍.ଏସ୍ ଧୋନୀ, କପିଲ ଦେବଙ୍କ ପରେ ଏବେ ଶ୍ରୀଲଙ୍କାର ବରିଷ୍ଠ ସ୍ପିନ୍…
ଚାଇନାରେ ଭୂସ୍ଖଳନ: ୧୬ ମୃତ; ୩୦ ନିଖୋଜ
ବେଜିଂ,୨୫।୭: ପ୍ରବଳ ବର୍ଷା ଯୋଗୁ ଦକ୍ଷିଣ ଚାଇନାରେ ଭୂସ୍ଖଳନ ଘଟିଛି। ଗୁରୁବାର ଘଟିଥିବା ଏହି ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ହେବା ସହିତ ୩୦ରୁ ଅଧିକ ନିଖୋଜ ଥିବା କୁହାଯାଉଛି। ନିଖୋଜମାନେ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି।…
ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାର ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ ବୋଲି ସୁପ୍ରିମ୍କୋର୍ଟ ଗୁରୁବାର କହିଛନ୍ତି। ବାଳ ଯୌନ ଶୋଷଣ ମାମଲାର ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ…
ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ
ରାଉରକେଲା ଅଫିସ,୨୫।୭: ରାଉରକେଲା ଲାଠିକଟା ପୋଲିସ ବୁଧବାର ଜଣେ ଅପରାଧିଙ୍କୁ ଏନକାଉଣ୍ଟର କରିଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି(୩୩)ଗୁରୁତର ଆହତ ହୋଇଛନ୍ତି। ସୁନିଲର ଡାହାଣ ଗୋଡରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସ୍ଥାନୀୟ ମେଡିକାଲ…
ବିଶ୍ୱର ୫ କ୍ରିକେଟର୍ସ ବିଷୟରେ ଜାଣନ୍ତୁ, ଯାହାଙ୍କ ସ୍ତ୍ରୀ ବି ଜଣେ ଜଣେ ବିଶ୍ୱସ୍ତରୀୟ ଖେଳାଳି
କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ବ୍ୟକ୍ତିଗତ ଜୀବନରେ ଜଣେ ଖେଳାଳିଙ୍କୁ ବିବାହ କରିଛନ୍ତି। ଆସନ୍ତୁ ସେଭଳି ୫ ଯୋଡିଙ୍କ ବିଷୟରେ ଜାଣିବା… ମିଚେଲ ଷ୍ଟାର୍କ ଏବଂ ଏଲିସା ହିଲି ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଭଳି ତାଙ୍କ…
ଆଲିଆ-ରଣବୀରଙ୍କ ବିବାହକୁ ନେଇ ମୁହଁ ଖୋଲିଲେ ସମ୍ପର୍କୀୟ
ଆଲିଆ ଭଟ୍ଟ-ରଣବୀର କପୁର ଟିକେ ମୌକା ପାଇଲେ ଏକାଠି ଲୋକଙ୍କ ନଜରକୁ ଆସୁଛନ୍ତି। ଏମିତିରେ ବି କିଛିଦିନ ତଳେ ଦୁହିଁଙ୍କ ବିବାହ ଖବର ନେଇ ଖୁବ୍ ଚର୍ଚ୍ଚା ହୋଇଥିଲା। ଏହି ସମ୍ପର୍କକୁ ନେଇ ଆଲିଆଙ୍କ କକା ମୁକେଶ ଭଟ୍ଟ ଏବଂ ସମ୍ପର୍କୀୟ…
ଲଘୁଚାପ: ୨ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ସପ୍ତାହ ହେବ ବର୍ଷା ଉଭାନ ହୋଇଯାଇଛି। କାଁ ଭାଁ କେଉଁଠି ଅସରାଏ କିମ୍ବା ଦି’ ଅସରା ବର୍ଷା ହେଉଛି। ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ହେବ। ଉତ୍ତର-ପଶ୍ଚିମ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର,…
Archives


