ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…
ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ ରବିବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…
ଚକୋଲେଟ୍ ଦେଇ ଶିଶୁକୁ କରିନେଲେ ଅପହରଣ
ବଡ଼ମ୍ବା,୧୬ା୩(ମାୟାଧର ମଲ୍ଲିକ): ଚକୋଲେଟ ଦେଇ ଶିଶୁ ଅପହରଣ କରାଯାଇଥିବା ଘଟଣାକୁ ନେଇ ବଡ଼ମ୍ବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ଅପହରଣ ଶିଶୁଟି ରବିବାର ବଡ଼ମ୍ବା ଅଞ୍ଚଳରୁ ଉଦ୍ଧାର ହୋଇଥିବା ପ୍ରକାଶ ପାଇଛି। ଶିଶୁଟିର ଘର ଖୋର୍ଦ୍ଧା ଅଞ୍ଚଳର କେଶବ ବେହେରାଙ୍କର…
୬୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬ ମହିଳା…
ରାଜଧାନୀ ଡବଲ ମର୍ଡର ଘଟଣା: ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ, ଡିସିପି କହିଲେ…
ଭୁବନେଶ୍ୱର,୧୬ା୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ବର…
ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ
ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼…
‘୧୪୦ କୋଟି ଭାରତୀୟ ମୋ’ ଶକ୍ତି’
ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ଏହି ପୋଡକାଷ୍ଟରେ, ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କ ଯାତ୍ରା ସମେତ ଅନେକ ବିଷୟ…
ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…
ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କ୍ଷୋଭ ପ୍ରକାଶ କରି କହିଛନ୍ତି, ବଡ଼…
ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ ଚାହୁଁଥିଲେ ଆପଣାନ୍ତୁ କିଛିଟା ଟିପ୍ସ
ଖରାପ ଲାଇଫ୍ଷ୍ଟାଇଲ୍ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର ତ୍ୱଚା ଏବଂ ଚୁଟି ଉପରେ ପଡିଥାଏ। ଯେମିତି କି ତ୍ୱଚାରେ ବ୍ରଣ, କଳାଦାଗ ଦେଖାଯିବା…
କେହି ମାନିଲେନି ଗାଇଡ୍ଲାଇନ୍, ବୋହି ନେଲେ ମଦ
କୋରାପୁଟ,୧୬ା୩(ଅମିତାଭ ବେହେରା): ହୋଲି ସାରାଦେଶରେ ମହାଆଡ଼ମ୍ବରରେ ପାଳିତ ହୋଇଥିବା ବେଳେ ଅବକାରୀ ବିଭାଗ ଓ ମଦ ବ୍ୟବସାୟୀମାନଙ୍କ ମଧୁଚନ୍ଦ୍ରିକା ଯୋଗୁ ସରକାରୀ ନିୟମକୁ ଫୁ’ କରି ଦେଇ ସହରର ସମସ୍ତ ମଦ ଦୋକାନ ଖୋଲାରହିବା ନେଇ ସାଧାରଣରେ ଘୋର ଅସନ୍ତୋଷ ପ୍ରକାଶ…
ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା
ମୁମ୍ବାଇ: ବ୍ରେକ୍ଅପ୍ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍ସ୍କ୍ରିନ ଏବଂ ଅଫସ୍କ୍ରିନ୍ କେମେଷ୍ଟ୍ରି ମନ ଜିଣୁଥିଲା। ଧାରାବାହିକ ‘ଉଡ଼ାରିଆ’ରୁ ଦୁହିଁଙ୍କୁ ପରିଚୟ ମିଳିଥିଲା। ଅନେକ ଥର ସେମାନେ ବିବାହ…
IPLରେ ରୋହିତଙ୍କ ପାଇଁ କାଳ ଏହି ବୋଲର୍
ନୂଆଦିଲ୍ଲୀ,୧୬।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୫ ମାର୍ଚ୍ଚ ୨୨ ରେ ଆରମ୍ଭ ହେବାକୁ ଯାଉଛି। ଗତ ୧୭ ସିଜିନରେ ଅନେକ ଖେଳାଳିଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଯାଇଛି। ଏଥିମଧ୍ୟରୁ କୋଲକାତା ନାଇଟ ରାଇଡର୍ସ (କେକେଆର୍) ସ୍ପିନର ସୁନୀଲ ନାରିନ୍ ଏବଂ ମୁମ୍ବାଇ…
Archives


