ଏଥର ରଜରେ..
ଚଳିତବର୍ଷ ରଜରେ ଦୁଇଟି ସିନେମା-‘ତୁ ମୋ ଲଭ୍ ଷ୍ଟୋରି-୨’ ଏବଂ ‘ଗୋଲମାଲ୍ ଲଭ୍’ ପରଦା ଉପରକୁ ଆସୁଛି। ଖାସ୍ କଥା ହେଲା ଏହି ଫିଲ୍ମଦ୍ୱୟ ଗୋଟିଏ ବ୍ୟାନର (ତରଙ୍ଗ ସିନେ ପ୍ରଡକ୍ସନ)ରେ ନିର୍ମିତ ହୋଇଛି। ତାପସ ସରଘରିଆଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ‘ତୁ…
ପୋଲାଣ୍ଡରେ ଏକ ହଜାର ସୈନ୍ୟ ମୁତୟନ କରିବ ଆମେରିକା
ଓ୍ବାଶିଂଟନ,୧୩।୬: ପୋଲାଣ୍ଡରେ ଆମେରିକା ଅତିରିକ୍ତ ଏକ ହଜାର ସୈନ୍ୟ ମୁତୟନ କରିବ। ଏଠାରେ ରୁଷିଆର କାର୍ଯ୍ୟକାଳାପ ବୃଦ୍ଧି ପାଉଥିବାରୁ ଆମେରିକା ଏଭଳି କରିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୂଚନା ଦେଇଛନ୍ତି। ଏନେଇ ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେଜ୍ ଡ୍ୟୁଡାଙ୍କ ସହିତ ଆଲୋଚନା…
ପୁଣି ବାଜିବ ଆଶୁତୋଷଙ୍କ ସାହାନାଇ
ଥରେ ମନେ ପକାନ୍ତୁ ନା ଗୌରୀ ଗଣନାଟ୍ୟ ପରିବେଷିତ ଅପେରା ନାଟକ ‘ବାଜିବ ଲୋ ସାହାନାଇ’କୁ। ସେହି ସମୟରେ ଆଶୁତୋଷ ମହାପାତ୍ରଙ୍କ ନିର୍ଦ୍ଦେଶିତ ଏହି ନାଟକଟି ଯାତ୍ରାପ୍ରେମୀଙ୍କୁ ଫୁଲ୍ ଏଣ୍ଟରଟେନମେଣ୍ଟ କରିଥିଲା। ହେଲେ ଏବେ ଆଶୁତୋଷଙ୍କ ସାହାନାଇ ପୁଣି ଥରେ ବାଜିବାକୁ…
ମା’ଙ୍କ ଦ୍ୱିତୀୟ ବିବାହରେ ଶୁଭେଚ୍ଛା ଜଣାଇଲେ ପୁଅ: ଭାବପ୍ରବଣ ହୋଇ ଲେଖିଲେ ଏମିତି
ଥିରୁଭାନନ୍ତପୁରମ୍, ୧୩।୬: ମା’ଙ୍କ ଦ୍ୱିତୀୟ ବିବାହରେ ତାଙ୍କୁ ଶୁଭେଚ୍ଛା ଜଣାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି କେରଳର ଜଣେ ଯୁବକ। ଗୋକୁଲ ଶ୍ରୀଧର ନାମକ ଏହି ଯୁବକ ଫେସବୁକରେ ନିଜ ମା’ଙ୍କ ପାଇଁ ଲେଖିଥିବା ଭାବପ୍ରବଣ ସନ୍ଦେଶ ଏବେ ବେଶ୍ ଭାଇରାଲ ହୋଇଛି।…
ଚିକେନ ୟୋଗା
ଆଜିକାଲି ଯୁବଗୋଷ୍ଠୀ ଖାଇବାରେ ସବୁବେଳେ କିଛି ନା କିଛି ନୂଆ ଚାହୁଁଥିବା ବେଳେ ସ୍ବାଦକୁ ମଧ୍ୟ ଗୁରୁତ୍ୱ ଦେଉଛନ୍ତି। ଏମାନଙ୍କ ପସନ୍ଦକୁ ଦୃଷ୍ଟିରେ ରଖି ହୋଟେଲରେ ମଧ୍ୟ ବିଭିନ୍ନ ଡିସ୍ ପ୍ରସ୍ତୁତ କରାଯିବା ସହ ସ୍ବତନ୍ତ୍ର ନାଁ ମଧ୍ୟ ଦିଆଯାଉଛି। ଏହିଭଳି…
ଛୋଟ ବେଳୁ ମଡେଲିଂ ପ୍ରୀତି: ଇଚ୍ଛା ଦେଇଛି ସଫଳତା
ଇଚ୍ଛା ଥିଲେ ଉପାୟ ଆପେ ଆପେ ମିଳିଥାଏ। ଛୋଟ ବେଳୁ ମଡେଲ ଓ ଗ୍ଲାମର ଦୁନିଆରେ ନିଜ ପରିଚୟ ସୃଷ୍ଟି କରିବାର ଇଚ୍ଛା ଆଜି ତାଙ୍କୁ ଆଣି ଦେଇଛି ସଫଳତା। ମାତ୍ର ୧୫ ବର୍ଷ ବୟସରେ ଇଷ୍ଟଜୋନ୍ସ୍ତରରେ ଅନୁଷ୍ଠିତ ହୋଇଥିବା ‘ମିସ୍…
ଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୬: ଗୋଟିଏ ବର୍ଷ ମଧ୍ୟରେ ଭାରତରେ ଶାନ୍ତି କମିଛି। ବାର୍ଷିକ ଗ୍ଲୋବାଲ୍ ପିସ୍ ଇଣ୍ଡେକ୍ସ୍ରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ୧୬୩ ଦେଶ ମଧ୍ୟରେ ଭାରତ ୧୪୧ ସ୍ଥାନରେ ରହିଛି। ୨୦୧୮ରେ ୧୩୬ ସ୍ଥାନ ହାସଲ କରିଥିଲା। ଗୋଟିଏ ବର୍ଷ…
ନବୀନ..ନବୀନ ଗୀତ ୬ଥର: ଶୁଣିଥିଲେ ମୁଖ୍ୟମନ୍ତ୍ରୀ
ବହୁ ଲୋକ ଦୁଃଖ ଗୀତକୁ ପସନ୍ଦ କରନ୍ତି। ଏଣୁ ଯୁବ ସଙ୍ଗୀତ ନିର୍ଦ୍ଦେଶକ ଦେବାଶିଷ ମଲ୍ଲିକ(ଜାପାନୀ)ଙ୍କ ପାଇଁ ଦୁଃଖ ଗୀତଗୁଡ଼ିକ ହିଁ ଆଶୀର୍ବାଦ ହୋଇ ଆସିଲା। କିଛି ମାସ ତଳେ ଯାଜପୁରରେ ଏକ କାର୍ଯ୍ୟକ୍ରମରେ ତାଙ୍କୁ ଅତିଥି ଭାବେ ଯୋଗଦେବାକୁ ନିମନ୍ତ୍ରଣ…
ଆଇଏସ୍ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍
ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର ମଡ୍ୟୁଲ୍…
ବିଦ୍ୟୁତ୍ ସଂଯୋଗ ଦାବିରେ ରାସ୍ତାରୋକୋ
ନିମାପଡ଼ା,୧୩ା୬(ଡି.ଏନ୍.ଏ.): ବାତ୍ୟାକୁ ୪୦ଦିନ ବିତିଯାଇଥିଲେ ହେଁ ନିମାପଡ଼ା ବ୍ଲକ ଅନ୍ତର୍ଗତ ଶଗଡା, ଆଙ୍କୁଶୁପୁର, ଶଗଡ଼ା ହେଉଳି ଆଦି ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ କି ପୁନରୁଦ୍ଧାର କାର୍ଯ୍ୟ ହୋଇପାରିନାହିଁ। ଗୋଟିଏ ପଟେ ଦିନକୁ ଦିନ ଖରାର ପ୍ରକୋପ ବଢ଼ୁଥିବାବେଳେ ଅନ୍ୟପଟେ ପୁନରୁଦ୍ଧାର କାର୍ଯ୍ୟରେ…
ଘର ବାରିରୁ ୧୮ଟି ନାଗ ସାପ ଉଦ୍ଧାର
ପାପଡ଼ାହାଣ୍ଡି,୧୩।୬(ଡି.ଏନ୍.ଏ.): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ଶୈଳବାଳା ପଟ୍ଟନାୟକଙ୍କ ବାରିରୁ ବୁଧବାର ସନ୍ଧ୍ୟାରେ ମା’ ସହ ୧୮ଟି ନାଗ ସାପ ଉଦ୍ଧାର କରାଯାଇଛି। ଘର ବାରିରେ ସାପ କାତି ଦେଖି ସାପ ଥିବା ସନ୍ଦେହରେ ପାପଡ଼ାହାଣ୍ଡିର ସାପ ଧରାଳିଙ୍କୁ…
ଅଣସରରେ ପାଇବେ ପୂଜା
ପୁରୀ ଅଫିସ, ୧୩ା୬: ଶୀତଳ ଷଷ୍ଠୀଠାରୁ ଚାଲିଛି ତିନିଠାକୁରଙ୍କ ପଟିଦିଅଁ ନିର୍ମାଣ। ଚିତ୍ରକର ସାହିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବାସେଳୀ ସାହିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଟିଦିଅଁ କାମ ଚାଲିଛି। ଚିତ୍ରକର ସାହିରେ ବୁଢା ମହାରଣାଙ୍କ ଦେହାନ୍ତ ପରେ ତାଙ୍କ…
Archives


