Home

୫ ରାଜ୍ୟରେ ଚାଲିଛି ଓଡ଼ିଆ ପାଠପଢ଼ା : ଅନ୍ୟ ରାଜ୍ୟର ଓଡ଼ିଆ ପିଲାଙ୍କ ପାଇଁ ହୋଇପାରୁନି ବ୍ୟବସ୍ଥା

ଭୁବନେଶ୍ୱର,୧୯।୮(ବ୍ୟୁରୋ) : ଓଡ଼ିଶାର ବହୁ ଲୋକ ଯାଇ ବାହାର ରାଜ୍ୟରେ ବସବାସ କରୁଛନ୍ତି। ଦେଶର ୨୮ଟି ରାଜ୍ୟ ମଧ୍ୟରୁ ମାତ୍ର ୫ଟି ରାଜ୍ୟରେ ରହୁଥିବା ଓଡ଼ିଆ ପରିବାରର ପିଲାମାନେ ନିଜ ମାତୃଭାଷାରେ ପାଠ ପଢିପାରୁଛନ୍ତି। ଅନ୍ୟ ରାଜ୍ୟଗୁଡିକରେ ସରକାର ଏଭଳି ବ୍ୟବସ୍ଥା…

ଜମ୍ମୁ-କଶ୍ମୀରରେ ଗିରଫ ହେଲେଣି ୪ ହଜାର

ନୂଆଦିଲ୍ଲୀ,୧୯ା୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଅଗଷ୍ଟ ୫ ନିଷ୍ପତ୍ତି ପରଠୁ ଅଦ୍ୟାବଧି ୪,୦୦୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ପ୍ରଶାସନ ମୁଖପାତ୍ର ରୋହିତ୍‌ କନ୍‌ସଲ ସୂଚନା ଦେଇଛନ୍ତି। ସେହିପରି ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ବଳରେ ଅନୂ୍ୟନ ୪…

‘କଂଗ୍ରେସ ଯୋଗୁ ଡେମ୍‌ଚୋକ୍‌ ଯାଏ ମାଡ଼ିଆସିଥିଲା ଚାଇନା’

ଲେହ,୧୯ା୮(ପି.ଟି.): କଂଗ୍ରେସ ଶାସନ ଅମଳରେ ପ୍ରତିରକ୍ଷା ନୀତିରେ ଲଦାଖକୁ ଉପଯୁକ୍ତ ଗୁରୁତ୍ୱ ଦିଆଯାଇ ନ ଥିବାରୁ ଚାଇନା ଡେମ୍‌ଚୋକ୍‌ ସେକ୍ଟର ପର୍ଯ୍ୟନ୍ତ ମାଡ଼ିଆସିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରରୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନେଇ ପାର୍ଲାମେଣ୍ଟରେ ବିଲ୍‌…

୩୭୦ ଉଚ୍ଛେଦକୁ ହୁଡାଙ୍କ ସମର୍ଥନ

ରୋହତକ୍‌,୧୯ା୮(ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ଏହାକୁ ନେଇ କଂଗ୍ରେସରେ ଭିନ୍ନମତ ପ୍ରକାଶ ପାଇବାରେ ଲାଗିଛି। ଦଳର ବରିଷ୍ଠ ନେତା ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡା ରବିବାର ନରେନ୍ଦ୍ର ମୋଦି ସରକାରଙ୍କ ଏହି ପଦକ୍ଷେପକୁ ସମର୍ଥନ…

ଡାଇଭର୍ସନ ରାସ୍ତା ଧୋଇଗଲା; ୪ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୧୯ା୮: ଢେଙ୍କାନାଳ-ବଣସିଂହ ପୂର୍ତ୍ତ ବିଭାଗ ରାସ୍ତାର ଖମାର ନିକଟରେ ପ୍ରବାହିତ ଧୋବଣିଗାଡ଼ିଆ ନାଳ ଉପରେ ନିର୍ମାଣାଧୀନ ପୋଲ ସଂଲଗ୍ନ ଡାଇଭର୍ସନ ରାସ୍ତା ଲଗାଣ ବର୍ଷାରେ ଧୋଇଯାଇଛି। ଫଳରେ ଜିଲା ସଦର ମହକୁମାଠାରୁ ୪ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି।…

ଆକୃଷ୍ଟ କରୁଛି ଡିଜିଟାଲ ଫଟୋଗ୍ରାଫି

ନୟାଗଡ଼ ଅଫିସ,୧୯ା୮ (ରଞ୍ଜନ କୁମାର ପ୍ରଧାନ): ଦୁଇ ଦଶନ୍ଧି ପୂର୍ବରୁ ପରିବାର ସହିତ ଷ୍ଟୁଡ଼ିଓରେ ଯାଇ ଫଟୋ ଉଠାଇବା କିମ୍ବା ଘରକୁ କ୍ୟାମେରାମ୍ୟାନ୍‌ ଆସି ଫଟୋ ଉଠାଇବା ମଜା ସତରେ ନିଆରା ଥିଲା। କୋଡାକ୍‌ କ୍ୟାମେରାରେ ଉଠାଯାଉଥିବା କଳାଧଳା/ରଙ୍ଗିନ ଫଟୋ ଲାଗି…

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା: ୨୦ ଘର ଭାସିଗଲା, ୧୮ ନିଖୋଜ

ଡେରାଡୁନ,୧୯ା୮ : ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ବାଦଲଫଟା ବର୍ଷା ଫଳରେ ରବିବାର ଟୋନ୍ସ ନଦୀରେ ବନ୍ୟା ଆସି ୨୦ ଘର ଭାସିଯିବା ସହ ୧୮ ଜଣଙ୍କର ପତ୍ତା ମିଳୁନାହିଁ। କିଛିଦିନ ହେଲା ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଟୋନ୍ସ ନଦୀ…

ଅସୁରକ୍ଷିତ ଘରେ ଚାଲିଛି ପାଠପଢ଼ା : ଗୃହ ନିର୍ମାଣ ସତ୍ତ୍ୱେ ହେଉନି ହସ୍ତାନ୍ତର

ରଣପୁର,୧୯।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବ୍ଲକ ସୁଆଁସିଆ ସାହି ଅଙ୍ଗନୱାଡି କେନ୍ଦ୍ରରେ କାନ୍ଥ ଭୁଶୁଡି ୨୦୧୨ ଜୁଲାଇ ୯ରେ ୭ ଶିଶୁଙ୍କ ମୃତ୍ୟୁ ପରେ ବି ପ୍ରଶାସନ ସତର୍କ ହେଉ ନ ଥିବା ଅଭିଯୋଗ ହେଉଛି। ଅଘଟଣ ଘଟିବାର ୭ ବର୍ଷ ପରେବି…

ହଂକଂରେ ସରକାର ବିରୋଧୀ ବିଶାଳ ରାଲି

ହଂକଂ,୧୯ା୮: ହଂକଂରେ ୧୧ ସପ୍ତାହ ହେଲା ସରକାର ବିରୋଧୀ ଆନ୍ଦୋଳନ ଜାରି ରହିଛି। ରବିବାର ପ୍ରବଳ ବର୍ଷା ସତ୍ତ୍ୱେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ବିକ୍ଷୋଭକାରୀ ଛତାଧରି ଭିକ୍ଟୋରିଆ ପାର୍କରୁ ଶୋଭାଯାତ୍ରାରେ ବାହାରିଥିଲେ। ୨ ମାଇଲ ବ୍ୟାପୀ ବିଶାଳ ଶୋଭାଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ…

ଟଁକା ଅଭାବ, ନାଁ ଲେଖାରୁ ବଁଚିତ୍‌ ଛାତ୍ର

ଜାମଟିକ୍ରା, ୧୯।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଅଧୀନ ଜାମଟିକ୍ରା ଗାଁର ଝନେ ଗରିବ୍‌ ଛାତ୍ର ଟଁକା ଅଭାବୁ କଲେଜରେ ନାଁ ଲେଖାବାରୁ ବଁଚିତ୍‌ ହେଇଥିବାର ଜନାଯାଇଛେ। ଘଟନାଟା ଅଂଚଲରେ ଗୁଟେ ଚରଚାର ବିଷେ ହେଇଛେ। ସୂଚନା…

କୋଟଲାରେ ଶୀଘ୍ର ହେବ କୋହଲି ଷ୍ଟାଣ୍ଡ

ନୂଆଦିଲ୍ଲୀ,୧୯ା୮(ପିଟି): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ଦିଲ୍ଲୀ ଡିଷ୍ଟ୍ରିକ୍‌ କ୍ରିକେଟ ଆସୋସିଏଶନ (ଡିଡିସିଏ) ତାଙ୍କୁ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି। ଫିରୋଜ ଶାହ କୋଟଲା ଷ୍ଟାଡିୟମ୍‌ରେ ଏକ ଷ୍ଟାଣ୍ଡ କୋହଲିଙ୍କ ନାମରେ ନାମିତ କରାଯିବ। ପୂର୍ବରୁ ଦିଲ୍ଲୀ…

ମାଟ୍ରିମୋନିଆଲ୍‌ ସାଇଟ୍‌ରେ ଯୁବତୀଙ୍କ ସହ ବିବାହ ପ୍ରସ୍ତାବ : ଡାକ୍ତର ପରିଚୟ ଦେଇ ଯୁବକ ଗିରଫ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ ଜଣେ ବିବାହିତ ପୁରୁଷ ଅବିବାହିତା ଡାକ୍ତରାଣୀଙ୍କୁ ଠକେଇବାକୁ ଚେଷ୍ଟା କରୁଥିବା ଜଣାପଡ଼ିବା ପରେ ତାଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ଅଭିଯୁକ୍ତ ବିରଞ୍ଚତ୍ ନାରାୟଣ ନାଥ (୩୮)ଙ୍କ ଘର ଅନୁଗୋଳ ଜିଲା ଛେଣ୍ଡିପଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?