Home

ଦଳିତ ଯୁବକଙ୍କୁ ଚୋର ଭାବି ଜାଳିଦେଲେ

ଲକ୍ଷ୍ନୌ,୨୪ା୭(ପି.ଟି.): ଉତ୍ତରପ୍ରଦେଶର ବାରାବାଙ୍କି ଜିଲାରେ ଜଣେ ଦଳିତ ଯୁବକ ବୁଲା କୁକୁରଙ୍କ ପ୍ରାଦୁର୍ଭାବରୁ ବଞ୍ଚତ୍ବା ପାଇଁ ଏକ ଘରେ ପଶିଯାଇଥିବାବେଳେ ତାଙ୍କୁ ଚୋର ମନେକରି ଜାଳି ଦିଆଯାଇଥିଲା। ସୁଜିତ କୁମାର ନାମକ ଉକ୍ତ ୨୮ ବର୍ଷୀୟ ଯୁବକଙ୍କ ଶରୀରର ୪୦% ପୋଡ଼ିଯାଇଥିବାବେଳେ…

ବନୀକରଣ ପାଇଁ ଅଣ୍ଟା ଭିଡ଼ିଲେ କୁନି ଚିତ୍ରଶିଳ୍ପୀ:  ବିହନ ପିଣ୍ଡୁଳା ଜରିଆରେ ଚନ୍ଦକା ଜଙ୍ଗଲ ହେବ ସବୁଜିମା

ପୁରୁଣା ଭୁବନେଶ୍ୱର, ୨୪। ୭ (ଡି.ଏନ.ଏ.): ଭୁବନେଶ୍ୱର ପୋଖରୀପୁଟସ୍ଥିତ ଇନ୍ଦ୍ରପ୍ରସ୍ଥ କଲୋନୀ ଫେଜ୍‌-୨ ଠାରେ ଥିବା ଚିତ୍ରଶିକ୍ଷା ଅନୁଷ୍ଠାନ ‘ଚିତ୍ରଶାଳା’ର କୁନି ଶିଳ୍ପୀମାନେ ବନୀକରଣ ପାଇଁ ଏକ ନିଆରା ପ୍ରୟାସ କରି ଚର୍ଚ୍ଚାକୁ ଆସିଛନ୍ତି। ଦିନକୁଦିନ ମାନବୀୟ ହସ୍ତକ୍ଷେପ ଓ ପ୍ରାକୃତିକ…

ଜଳବନ୍ଦୀ ପରେ ଚେତିଲେ ବିଏମ୍‌ସି କର୍ତ୍ତୃପକ୍ଷ: ସମ୍ପ୍ରସାରିତ ହେବ ସହରର ଡ୍ରେନ୍‌

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ପ୍ରତ୍ୟେକ ବର୍ଷ ଭୁବନେଶ୍ୱରବାସୀ ଡ୍ରେନେଜକୁ ନେଇ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଯିବା ସହ ଅଧିକାଂଶ ସମୟରେ ଡ୍ରେନେଜ ଜାମ୍‌, ରାସ୍ତାରେ ମଇଳା ପାଣି ଭାସିବା ପରି ସମସ୍ୟା ଭୋଗୁଛନ୍ତି। ପ୍ରତିବର୍ଷ ଲୋକଙ୍କୁ ଆଶ୍ୱାସନା…

୨୧ କେନ୍ଦ୍ରୀୟ ବିଦ୍ୟାଳୟ ଗୃହ ଅସୁରକ୍ଷିତ

ନୂଆଦିଲ୍ଲୀ,୨୪ା୭(ପି.ଟି.): ଦେଶରେ ଚାଲିଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୨୧ଟିର ଶ୍ରେଣୀଗୃହ ଅସୁରକ୍ଷିତ ରହିଛି। ଏଗୁଡ଼ିକ ସମ୍ପୂର୍ଣ୍ଣ କିମ୍ବା ଆଂଶିକଭାବେ ଅସୁରକ୍ଷିତ ଥିବାରୁ ଏଠାରେ ପାଠ ପଢ଼ାଯାଇ ପାରିବ ନାହିଁ ବୋଲି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।…

ନିଶାଦ୍ରବ୍ୟ ଚାଲାଣର ସୁରକ୍ଷିତ ମାଧ୍ୟମ: ନାଇଟ୍‌ କୋଚ୍‌ ବସ୍‌, ଲେଡି ଏଜେଣ୍ଟ

ବେଆଇନ ନିଶା କାରବାରର ପେଣ୍ଠସ୍ଥଳ ପାଲଟିଗଲାଣି ଓଡ଼ିଶା। ବ୍ରାଉନସୁଗାର, ହିରୋଇନ୍‌, ଚରସ ଆଦି ନିଶାଦ୍ରବ୍ୟ ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସୁଥିବାବେଳେ ଏଠାରୁ ଗଞ୍ଜେଇ ଓ ଅଫିମ ଆଦି ବାହାରକୁ ଚାଲାଣ ହେଉଛି। ବିଶେଷକରି ରାଜ୍ୟରେ ବ୍ରାଉନସୁଗାର ଓ ଗଞ୍ଜେଇ ବ୍ୟବସାୟ ସହରଠୁ…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ଅଭିଯୁକ୍ତ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ବିଜୟ କୁମାର ସନସେଠ୍‌ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତର ବିଚାରପତି ଏ.ଏମ୍‌. ଖନ୍‌ଓ୍ବିଲ୍‌କର ଓ ବିଚାରପତି ଦୀନେଶ ମାହେଶ୍ୱରୀଙ୍କୁ ନେଇ…

‘ନଟ୍‌ଖଟ୍‌’ ନିର୍ମାଣ କରିବେ ବିଦ୍ୟା

ମୁମ୍ବାଇ: ଅଭିନେତ୍ରୀ ବିଦ୍ୟା ବାଲାନ୍‌ ସାମାଜିକ ପ୍ରସଙ୍ଗଭିତ୍ତିକ ଫିଲ୍ମ ‘ନଟ୍‌ଖଟ୍‌’ ନିର୍ମାଣ କରିବାକୁ ଯାଉଛନ୍ତି। ଏଥିରେ ସେ ନିଜେ ମଧ୍ୟ ଅଭିନୟ କରିବେ। ଏଥିପାଇଁ ସେ ପ୍ରଯୋଜକ ରୋନି ସ୍କ୍ରିଉବାଲାଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବେ। ଏ ସମ୍ପର୍କରେ ନିର୍ମାତାଙ୍କ…

‘ଧରିତ୍ରୀ’ ପ୍ରଭାବ: ଷ୍ଟାଣ୍ଡ୍‌କୁ ଫେରିଲା ‘ମୋ ସାଇକେଲ’

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଟବଣା ହୋଇଯାଇଥିବା ମୋ ସାଇକେଲ୍‌ ଯୋଜନାକୁ ପୁଣିଥରେ ଟ୍ରାକ୍‌କୁ ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଛି। ଲୋକଙ୍କ ଅକ୍ତିଆରରେ ଥିବା ‘ମୋ ସାଇକେଲ’କୁ ପୁଣିଥରେ ଷ୍ଟାଣ୍ଡ୍‌କୁ ଫେରାଇ ଆଣିବାକୁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ(ସିଆର୍‌ୟୁଟି) ପଦକ୍ଷେପ ନେଇଛି। ମୋ ସାଇକେଲଗୁଡ଼ିକର…

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହ ସୋମବାର ଆଲୋଚନା ବେଳେ କହିବା ଘଟଣାକୁ ନେଇ ଅପ୍ରୀତିକର…

ଜାତୀୟସ୍ତରରେ ଓଡ଼ିଶା ସ୍ବୟଂ ସହାୟକ ଗୋଷ୍ଠୀ ପୁରସ୍କୃତ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶାର ମତ୍ସ୍ୟ ଉତ୍ପାଦକ ସ୍ବୟଂ ସହାୟକ ଗୋଷ୍ଠୀ। ଜାତୀୟ ମତ୍ସ୍ୟଚାଷୀ ଦିବସ ଅବସରରେ ଗଞ୍ଜାମ ଜିଲା ସାନଖେମୁଣ୍ଡିର ମା’ ବେହେରା ପାତ୍ର ପ୍ରାଥମିକ ମହିଳା ମତ୍ସ୍ୟ ଉନ୍ନୟନ ସମବାୟ ସମିତି ଜାତୀୟ ସ୍ତରରେ ଓଡ଼ିଶାର…

ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌କୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ପାସ୍‌ ହୋଇଥିବାବେଳେ ବିଜେଡି ଏହାକୁ ସମର୍ଥନ କରିଛି। କେନ୍ଦୁଝରର ବିଜେଡି ସାଂସଦ ଚନ୍ଦ୍ରାଣୀ ମୁର୍ମୁ ଏନେଇ କେନ୍ଦ୍ର ସରକାରଙ୍କୁ ପ୍ରଶଂସା କରିବା ସହ ଦୁର୍ଘଟଣା ମୃତ୍ୟୁରେ କ୍ଷତିପୂରଣ ରାଶି ବୃଦ୍ଧି କରିବା…

ଭିତରକନିକା ଇକୋ-ଟୁରିଜମ୍‌ : ୩ ବର୍ଷରେ ୧ କୋଟି ୯୪ଲକ୍ଷ ଖର୍ଚ୍ଚ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ଥିବା ଭିତରକନିକା ଲୁଣାଜଙ୍ଗଲ ବନ୍ୟଜୀବ ବନଖଣ୍ଡରେ ଜଙ୍ଗଲ ଓ ପରିବେଶ ବିଭାଗର ମୋଟ ୩ଟି ପରିବେଶ ପର୍ଯ୍ୟଟନସ୍ଥଳ ରହିଛି। ସେଗୁଡ଼ିକ ହେଲା ଡାଙ୍ଗମାଳ, ଗୁପ୍ତି ଓ ହବାଳୀଖଟି ଇକୋ ଟୁରିଜମ୍‌। ଏଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri