ଅସରାଏ ବର୍ଷାରେ ଜମୁଛି ପାଣି: ରୋଗୀ ହଇରାଣ
ତେଲକୋଇ, ୧୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ମୁଖ୍ୟାଳୟରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର ଆଉଟଡୋର ସାମ୍ନାରେ ପାଣି ଜମୁଛି। ଅସରାଏ ବର୍ଷା ହେଲେ ଏହି ପ୍ରକାର ପରିସ୍ଥିତି ସୃଷ୍ଟି ହେଉଛି। ଆଗକୁ ବର୍ଷା ଦିନ ଆସୁଥିବାରୁ ରୋଗୀମାନେ ହଇରାଣ ହେବା ଆଶଙ୍କା ଦେଖାଦେଇଛି। ତେବେ…
ଆଇସିସି ବିଶ୍ୱକପ: ଅଷ୍ଟ୍ରେଲିଆ- ପାକିସ୍ତାନ ମୁକାବିଲା
ଟଣ୍ଟନ,୧୨।୬(ଏଏଫ୍ପି)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ ଦ୍ୱାଦଶ ସଂସ୍କରଣରେ ବୁଧବାର ପାକିସ୍ତାନ ଓ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ସ୍ଥାନୀୟ ଦି କୁପର ଆସୋସିଏଟ୍ କାଉଣ୍ଟି ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଦୁଇ ଦଳ ପାଇଁ…
ଫୋବର୍ସ ସର୍ବାଧିକ ଆୟକାରୀ ଆଥଲେଟ ତାଲିକାରେ କୋହଲି
ନୂଆଦିଲ୍ଲୀ,୧୨।୬(ପି.ଟି.)- ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟମାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଜଣାଶୁଣା ପତ୍ରିକା ଫୋବର୍ସ ଚଳିତ ବର୍ଷର ସର୍ବାଧିକ ଆୟକାରୀ ଆଥଲେଟ୍ଙ୍କ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ ଆଥଲେଟ…
ପଏଣ୍ଟ ଭାଗ କଲେ ଶ୍ରୀଲଙ୍କା- ବାଂଲାଦେଶ: ବର୍ଷାଯୋଗୁ ମ୍ୟାଚ୍ ବାତିଲ
ବ୍ରିଷ୍ଟଲ,୧୨।୬(ପି.ଟି.)- ଚଳିତ ବିଶ୍ୱକପ୍ରେ କ୍ରମାଗତ ଦ୍ୱିତୀୟଥର ପାଇଁ ଶ୍ରୀଲଙ୍କା ପଏଣ୍ଟ ଭାଗ କରିଛି। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଶ୍ରୀଲଙ୍କା ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ର ୧୬ତମ ମ୍ୟାଚ୍ ବର୍ଷା ଯୋଗୁ ବିନା ଟସ୍ ପଡିବାରେ ବାତିଲ ହୋଇଛି।…
ଟିମ୍ ଇଣ୍ଡିଆକୁ ଜବରଦସ୍ତ ଝଟ୍କା: ଇଞ୍ଜୁରି କାରଣରୁ ୩ ମ୍ୟାଚ୍ ଖେଳିପାରିବେନି ଧାଓ୍ବନ
ନଟିଂହାମ,୧୩।୬(ପି.ଟି.)- ଭାରତର ବିଶ୍ୱକପ୍ ଅଭିଯାନକୁ ଜୋରଦାର୍ ଝଟ୍କା ଲାଗିଛି। ବାମହାତ ବୁଢ଼ା ଅଙ୍ଗୁଳି ଭାଙ୍ଗିଯିବା କାରଣରୁ ଇନ୍ଫର୍ମ ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଆଗାମୀ ୩ ସପ୍ତାହ ପାଇଁ ଦଳରୁ ବାଦ ପଡିଛନ୍ତି। ଫଳରେ ଅତିକମ୍ରେ ସେ ଆଗାମୀ ବିଶ୍ୱକପ୍…
ଘରେ ଛୋଟପିଲାଙ୍କୁ ଏକୁଟିଆ ଛାଡୁଛନ୍ତି କି? ଏ ସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ…
ଆଧୁନିକ ଜୀବନଶୈଳୀରେ ଅଧିକାଂଶ ମାତାପିତା କର୍ମଜୀବୀ। ଏପରି କି ମାତ୍ରାଧିକ ପରିବାର ଛାଡ଼ି ବାହାରେ ନିଜ ପିଲାଙ୍କ ସହ ରହିବାକୁ ପସନ୍ଦ କରିଥାଆନ୍ତି। ତେବେ କର୍ମଜୀବୀ ମହିଳା କିମ୍ବା ପୁରୁଷ ଅନେକ ସମୟରେ ସେମାନଙ୍କ ପିଲାଙ୍କୁ ଘରେ ଏକୁଟିଆ କିମ୍ବା ଅନ୍ୟ…
ଡାଇବେଟିସ୍ରୁ ଦୂରେଇ ରଖେ ଏହି ସହଜ ଉପାୟ…
ଇନସୁଲିନ୍ସ୍ତରକୁ ସନ୍ତୁଳିତ କରିବା ପାଇଁ ପ୍ରତିଦିନ ସକାଳେ ମେଥି ପାଣି ପିଇବା ଭଲ। ଇନସୁଲିନ୍ସ୍ତର ନିୟନ୍ତ୍ରିତ ହେଲେ ଡାଇବେଟିସ୍ ହେବାର ଆଶଙ୍କା କମ୍ ହୋଇଥାଏ। ଏଥିରେ ଥିବା ଆମିନୋ ଏସିଡ୍ ଯୋଗୁ ଏହା ସମ୍ଭବ ହୁଏ। ମେଥିରେ ଥିବା ଆଣ୍ଟି-ଇନ୍ଫ୍ଲେମେଟୋରୀ ତତ୍ତ୍ୱ…
ଯୁବରାଜ ଭାରତର ଶ୍ରେଷ୍ଠ ବାମହାତୀ ବ୍ୟାଟ୍ସମ୍ୟାନ: ସୋଏବ ଅଖତର
ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଘୋଷଣା କରିବା ପରେ ସୀମିତ ଓଭର କ୍ରିକେଟ୍ର ଅନ୍ୟତମ ଶ୍ରେଷ୍ଠ ମ୍ୟାଚ୍ ଓ୍ବିନର ଯୁବରାଜ ସିଂଙ୍କୁ ପ୍ରାକ୍ତନ ପାକିସ୍ତାନ ଦ୍ରୁତ ବୋଲର ସୋଏବ ଅଖତର ଅଭିନନ୍ଦନ ଜଣାଇଛନ୍ତି। ଭାରତ ପ୍ରସ୍ତୁତ କରିଥିବା ବାମହାତୀ ବ୍ୟାଟ୍ସମ୍ୟାନଙ୍କ…
କିଶୋରନଗରରେ ୪୨ ଡିଗ୍ରୀ ତାପମାତ୍ରା: ପାଣି ପାଇଁ ଜନଜୀବନ ହନ୍ତସନ୍ତ
ବଇଣ୍ଡା,୧୧।୬(ଡି.ଏନ.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ବିଶେଷ କରି ଅନୁଗୋଳ ଜିଲାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କିଶୋରନଗର ବ୍ଲକରେ ୪୨ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ରହିଥିବାବେଳେ ଅସହ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଅପରପକ୍ଷରେ ବିଭିନ୍ନ ନଈ,…
ଗାଳ୍ପିକ ଅମରେଶଙ୍କୁ ‘କହ୍ନେଇ କଥା ପୁରସ୍କାର’
ବାଲେଶ୍ୱର ଅଫିସ, ୧୧।୬- ଓଡ଼ିଆ କଥା ସାହିତ୍ୟର ପ୍ରଚଣ୍ଡ ପ୍ରତିଭାଧାରୀ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ୍ ଦାସଙ୍କ ସ୍ମୃତିରେ ପ୍ରଦତ୍ତ ‘କହ୍ନେଇ କଥା ପୁରସ୍କାର’ ଚଳିତବର୍ଷ ପାଇଁ ଯୁବ ଗାଳ୍ପିକ ଅମରେଶ୍ ବିଶ୍ୱାଳଙ୍କୁ ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦ ପକ୍ଷରୁ ନିଷ୍ପତ୍ତି…
ବର୍ଷା ପାଇଁ ମହିଳା ରାତିରେ କରନ୍ତି ହଳ….
ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପାଳିତ ହୋଇଥାଏ। ଉତ୍ତରପ୍ରଦେଶ କାନପୁରରେ ଇନ୍ଦ୍ରବେଦଙ୍କୁ ଖୁସି କରିବା ପାଇଁ ସ୍ଥାନୀୟ ଦୋଲପୁରରେ ରାତିରେ ମହିଳାମାନେ ହଳ କରନ୍ତି। ଏହି ପରମ୍ପରା ଏଠାରେ ପୁରାତନ କାଳରୁ ପ୍ରଚଳିତ। ବର୍ଷାର ଅଭାବରେ ଏଭଳି କରାଯାଇଥାଏ…
ଜୁନ୍ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼
ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଜୁନ୍ ୩୦ରେ ଜନତାଙ୍କ ନିକଟତର ହେବେ। ସାଧାରଣ ଜନତା ସେମାନଙ୍କ ମତ, ମନ୍ତବ୍ୟ ଟୁଇଟର…
Archives


