Home

ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ଦାବି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ…

୨କୋଟି ଟଙ୍କାର ଗାଡ଼ିରେ ପେଟ୍ରୋଲ୍‌ ପକାଇବା ପାଇଁ କୁକୁଡା ଚୋରି କରୁଥିଲେ ମାଲିକ

ସଉକ୍‌ ପାଇଁ ମଣିଷ ବେଳେ ବେଳେ ଅଜବ କାମ କରୁଥିବା ଦେଖିବାକୁ ମିଳିଥାଏ। ସେମିତି ଚାଇନାର ଜଣେ କୃଷକ ନିଜର ସୌକ ପାଇଁ ୨ କୋଟି ଟଙ୍କାର ଏକ ଏସ୍‌ୟୁଭି ଗାଡ଼ି କିଣିଥିଲେ କିଛିଦିନ ପର୍ଯ୍ୟନ୍ତ ଏହାକୁ ବେଶ୍‌ ମଜାରେ ଚଳାଇଥିଲେ।…

ସ୍କୁଲ ଫି ବାବଦରେ ପିଲାମାନେ ଦିଅନ୍ତି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ

ଗୁଆହାଟୀ,୧୧।୬: ଆସାମ ଦିସପୁରରେ ଥିବା ଅକ୍ଷର ଫୋରମ ସ୍କୁଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। କାରଣ ଏଠାରେ ପାଖାପାଖି ୧୧୦ ଜଣ ପିଲା ପାଠ ପଢୁଥିବା ବେଳେ ଏମାନେ ସ୍କୁଲ ଫି ବାବଦରେ ପ୍ଲାଷ୍ଟିକର ବର୍ଜ୍ୟବସ୍ତୁ ଦାଖଲ କରିଥାଆନ୍ତି। କଥାଟା…

ମନ୍ଦିରର ଦେଖାଶୁଣା କରୁଛନ୍ତି ମୁସଲ୍‌ମାନ

ଉତ୍ତରପ୍ରଦେଶର ମୁଜାଫର୍‌ନଗର୍‌ରେ ଥିବା ଲଦ୍ଦେବାଜ୍‌ କ୍ଷେତ୍ରରେ ଗତ ୨୬ ବର୍ଷ ହେବ ମୁସ୍‌ଲିମ୍‌ ପରିବାରମାନେ ଏକତ୍ର ହୋଇ ଗୋଟିଏ ମନ୍ଦିରର ଦେଖାଶୁୂଣା କରୁଛନ୍ତି। ଘଟଣାଟି, ଭାଇଚାରାର ଏକ ନିଆରା ନିଦର୍ଶନ ପ୍ରକଟ କରିଛି। ପ୍ରକୃତରେ ବାବ୍ରି ମସ୍‌ଜିଦ୍‌ ଆକ୍ରମଣ ପରଠୁ ଏହି…

ଆଣ୍ଠୁଗଣ୍ଠି ଯନ୍ତ୍ରଣା ପାଇଁ ଦାୟୀ ଜଙ୍କ୍‌ଫୁଡ୍‌

ଯଦି ଆପଣଙ୍କୁ ଜଙ୍କ୍‌ ଫୁଡ୍‌ ଖାଇବା ପସନ୍ଦ ଥାଏ, ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଏହା ଶରୀରରେ ଚର୍ବି ବୃଦ୍ଧି କରିବା ସାଙ୍ଗକୁ ଆଣ୍ଠୁ ଗଣ୍ଠି ଯନ୍ତ୍ରଣା ପାଇଁ ମଧ୍ୟ ଦାୟୀ। ଖାଦ୍ୟପାନୀୟକୁ ନେଇ ନିକଟରେ ହୋଇଥିବା ଏକ ଗବେଷଣାରୁ ଏହା…

ଲିଭିନି ପୁରୁଣା ପରମ୍ପରା: ରଜ ପାଇଁ ଆରମ୍ଭ ହେଲାଣି ସଜବାଜ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଓଡ଼ିିଆମାନଙ୍କ ଗଣପର୍ବ ରଜ। ଏଥିପାଇଁ ରଜ ତିନି ଦିନ ଯାକ ଘରେ ପିଠାପଣା ଓ ମିଠାର ଆସର ଜମିଥିବାବେଳେ ବନ୍ଧୁ ପ୍ରିୟଜନଙ୍କ ଭେଟଘାଟ ହେବାର ପରମ୍ପରା ଅତ୍ୟନ୍ତ ନିଆରା। ଏହି ତିନି ଦିନ ଓଡ଼ିଆମାନେ କୌଣସି କାମଧନ୍ଦା ନକରି ରଜ…

କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ ଯୁବରାଜ

ଚଣ୍ଡିଗଡ, ୧୧।୬: ଭାରତୀୟ କ୍ରିକେଟ ଟିମର ଅଲରାଉଣ୍ଡର ଯୁବରାଜ ସିଂହ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୯ ବର୍ଷ ଧରି କ୍ରିକେଟ ଜଡିତ ଥିବା ୟୁବି କ୍ରିକେଟରୁ ଅବସର ନେବା ପରେ ଏବେ କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ…

ଭାରତୀୟ ଦଳକୁ ଝଟକା: ୩ ସପ୍ତାହ ପର୍ଯ୍ୟନ୍ତ ଖେଳିପାରିବେନି ଧାଓ୍ବନ

ଲଣ୍ଡନ, ୧୧।୬: ଇଂଲଣ୍ଡରେ ଚାଲିଥିବା ବିଶ୍ୱକପରେ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ଦଳର ଓପନର୍‌ ଶିଖର ଧାଓ୍ବନ ଆହତ ଯୋଗୁ ୩ ସପ୍ତାହ ପର୍ଯ୍ୟନ୍ତ କ୍ରିକେଟ ପାରିବେନି ବୋଲି ଜଣପଡିଛି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରୁଥିବାବେଳେ ନାଥନ କୁଲଟର୍‌…

ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ

ଫୁଲବାଣୀ ଅଫିସ,୧୧।୬ – ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର କରି ଅଭିଯୁକ୍ତମାନଙ୍କୁ ଫାଶୀ ଦାବିରେ ଜିଲା ମୁଖ୍ୟାଳୟ ଫୁଲବାଣୀରେ ସୋମବାର ବିକ୍ଷୋଭ ଓ ଆନ୍ଦୋଳନ…

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି…

ଇସ୍ପାତ ପ୍ରକଳ୍ପ ଲାଗି ଜମି ଯୋଗାଣ;ସେଲ୍‌କୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୧୦-୬: ରାଷ୍ଟ୍ରାୟତ୍ତ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ସେଲ୍‌) ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ନୂଆ ୟୁନିଟ୍‌ ସ୍ଥାପନା ନେଇ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିବାବେଳେ ଏହାକୁ ସବୁଜ ସଙ୍କେତ ମିଳିଛି। କମ୍ପାନୀ ବର୍ତ୍ତମାନ ବାର୍ଷିକ ୫୦ ନିୟୁତ ଟନ୍‌ ସମ୍ପ୍ରସାରଣ…

ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି; ଚପିଗଲା ଚାରି ଜୀବନ

ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ ଷ୍ଟେଶନ ବଜାର ରୋଡ୍‌ରେ ଥିବା ଏହି ହାଟରେ। ସବୁଥର ପରି ରବିବାର ବି ବସିଥିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri