Home

ପୂର୍ବତନ ବିଧାୟକଙ୍କ ଦ୍ୱାରା ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଖଣ୍ଡପଡ଼ା,୧୦ା୬(ସ୍ବ.ପ୍ର.): ଚଳିତ ଶିକ୍ଷାବର୍ଷ ମାଟ୍ରିକ ଓ ଯୁକ୍ତଦୁଇ ପରୀକ୍ଷାରେ ନିଜ ନିଜ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀରେ ଟପ୍ପର ହୋଇଥିବା ଛାତ୍ରୀଛାତ୍ରଙ୍କୁ ଶନିବାର ଖଣ୍ଡପଡ଼ା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ସୂଚନାଯୋଗ୍ୟ, ଏହି ପରୀକ୍ଷାରେ ଏ-୧ ଗ୍ରେଡ଼ ପାଇଥିବା ସିଧାମୂଳା…

ହଦଗଡ଼ ଡ୍ୟାମ୍‌ର ସୁରକ୍ଷା ନେଇ ପ୍ରଶ୍ନବାଚୀ

ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଦେଇ ପ୍ରବାହିତ ସାଳନ୍ଦୀ ନଦୀ ଉପରେ ଡ୍ୟାମ…

୫୦ ଦିନ ଗଲାନି ୫୦ ଲକ୍ଷର ଅମୃତ ପାର୍କ

ଭଦ୍ରକ ଅଫିସ, ୧୦।୬- ଭଦ୍ରକ ପୌରପାଳିକାର ୨ ନମ୍ବର ୱାର୍ଡ ଅନ୍ତର୍ଗତ ରହଣିଆଠାରେ ପ୍ରତିଷ୍ଠା କରାଯାଇଥିବା ଅମୃତ ପାର୍କକୁ ବର୍ଷେ ନ ପୂରୁଣୁ ସୌନ୍ଦର୍ଯ୍ୟ ହରାଇ ବସିଛି। ପ୍ରାୟ ୫୦ ଲକ୍ଷ ଟଙ୍କାର ଏହି ପାର୍କ ୫୦ ଦିନ ବି ରହିଲାନି।…

ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା

ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୫ରୁ ୨୦ତାରିଖ ମଧ୍ୟରେ ଚୀନର କିନ୍‌ଜୋ ସିଟିରେ ୪ର୍ଥ ଆନ୍ତର୍ଜାତିକ…

ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍‌ ଦୂରେ ହକ୍‌ଦାର ହିତାଧିକାରୀ

ଲାଠୋର, ୧୦ା୬ (ଡି.ଏନ୍‌.ଏ):  ସରକାର ୬୦ ବଛର୍‌ରୁ ଅଧ୍‌କା ବଏସ୍‌ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଦେଉଛନ୍‌। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ…

ଭାରତର ଦମ୍‌ଦାର ବିଜୟ

ଲଣ୍ଡନ, ୯।୬- ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ହାଇ ଭୋଲ୍‌ଟେଜ୍‌ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ଭାରତ ବିଜୟର ହିରୋ ସାଜିଛନ୍ତି ଶତକ ହାସଲକାରୀ ଶିଖର ଧାଓ୍ବନ। ଧାଓ୍ବନଙ୍କ ଶତକ, ଅଧିନାୟକ ବିରାଟ…

ରୋଗୀ, ଗର୍ଭବତୀଙ୍କୁ ହମ୍ପ୍‌ସ ଡର

କୁନ୍ଦୁରା,୯।୬(ଡି.ଏନ୍‌.ଏ.):ଦିନରେ ହେଉ କି ରାତିରେ ୧୦୮ କିମ୍ବା ୧୦୨ ଆମ୍ବୁଲାନ୍ସ ଯାଉଥିବା ଜରୁରୀ ରୋଗୀଟି କିମ୍ବା ଗର୍ଭବତୀ ମହିଳା ଜଣଙ୍କ ପାଇଁ କାଳ ସାଜିଛି ହମ୍ପସ। ସାଧାରଣ ଲୋକେ ତ ନିତି ପ୍ରତିଦିନ ହମ୍ପସ ଯୋଗୁ ଅନେକ ହଇରାଣ ହେଉଛନ୍ତି। ସ୍ପିଡ୍‌…

ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ

ବାଲିଅନ୍ତା,୯।୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ପ୍ରୀତମଙ୍କ…

ଚିକିତ୍ସା ଅବହେଳାରୁ ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ପିଆର୍‌ଏମ୍‌ ମେଡିକାଲ କଲେଜରେ ଉତ୍ତେଜନା; କାର୍ଯ୍ୟାନୁଷ୍ଠାନ ଦାବିରେ ମୃତଦେହ ରଖି ଧାରଣା

ବାରିପଦା ଅଫିସ,୯।୬- ମୟୁରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଶନିବାର ବିଳମ୍ବିତ ରାତିରେ ଜଣେ ନାବଳିକାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଶନିବାର ସକାଳୁ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ନାବାଳିକାଙ୍କ ପରିବାରଲୋକେ…

ମହଙ୍ଗା ପଡିଲା ଯୋଗୀଙ୍କ ବିରୋଧରେ ଆପତ୍ତି ଜନକ ଟିପ୍ପଣୀ

ନୂଆଦିଲ୍ଲୀ/ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ସୋସିଆଲ ମିଡିଆରେ ଆପତ୍ତିଜନକ ଟିପ୍ପଣୀ ଦେବା ଏବେ ମହଙ୍ଗା ପଡିଛି ଜଣେ ଖବରଦାତାଙ୍କୁ। ଏହି ଅଭିଯୋଗରେ ଉତ୍ତର ପ୍ରଦେଶ ପୋଲିସ ଉକ୍ତ ଖବରଦାତାଙ୍କୁ ଶନିବାର ଗିରଫ କରିଥିବା ଜଣାପଡିଛି। ସେହିପରି ଆଉ…

ଭାରତ ମହାସାଗର ଅଞ୍ଚଳରେ ମୋଦିଙ୍କ ଶାନ୍ତି ପ୍ରୟାସ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୯।୬: ଭାରତ ମହାସାଗର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ନୂଟନୀତି। ମୋଦି ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହିତ ସମ୍ପର୍କ ବଢ଼ାଇବାର ଯୋଜନା କରିଛନ୍ତି। ମାଳଦ୍ୱୀପରେ ଗତ ବର୍ଷ ଚାଇନାର ପତିଆରା ବୃଦ୍ଧି ପାଉଥିଲା। ତେବେ ଏଠାରେ ନିର୍ବାଚନ ପରେ…

ସିଆଚେନ୍‌ରେ ହାତୁଡ଼ିରେ ପିଟିଲେ ଅଣ୍ଡା ବି ଫାଟୁନି: ଖାଦ୍ୟ ପାଇଁ ହନ୍ତସନ୍ତ ଯବାନ

ସିଆଚେନ୍‌, ୯।୬: ସିଆଚେନ୍‌ରେ ୨୦ ହଜାର ମିଟର ଉପରେ ଦେଶର ସୁରକ୍ଷା ପାଇଁ ମୁତୟନ ରହିଛନ୍ତି ସେନା ଯବାନ। ଯବାନଙ୍କ ପାଇଁ ବିଭିନ୍ନ ଖାଦ୍ୟ ସାମଗ୍ରୀ ହେଲିକପ୍ଟରରେ ପଠାଯାଉଛି। ତେବେ ମାଇନସ୍‌ ୬୦ ଡିଗ୍ରୀ ତାପମାତ୍ରାରେ ଅଣ୍ଡା ଭଜା ଲାଗି ଫଟାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri