Home

ଜଙ୍ଗଲରୁ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼, ୨୩।୭ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରୁ ଜନୈକା ନାବାଳିକା (୧୬)ଙ୍କ ଗଳିତ ମୃତଦେହ ସୋମବାର ଅପରାହ୍ନରେ ପୋଲିସ ଉଦ୍ଧାର କରିଛି। ନାବାଳିକାଙ୍କ ଅଙ୍ଗବସ୍ତ୍ର ନ ଥିବାରୁ ତାଙ୍କୁ ବଳାତ୍କାର ପରେ ଗଳା…

୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା: ୩୩ ଅଭିଯୁକ୍ତଙ୍କୁ ଜାମିନ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୩।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ମୃତ୍ୟୁ ପରେ ୧୯୮୪ରେ ଦିିଲ୍ଲୀରେ ଶିଖ୍‌ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୩୩ ଜଣଙ୍କୁ ସୁପ୍ରିମ୍‌ କୋର୍ଟ ଜାମିନ୍‌ ପ୍ରଦାନ କରିଛନ୍ତି। ସେମାନଙ୍କୁ ଦିଲ୍ଲୀ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଗତ ୫…

ନାଲ୍‌କୋ ପ୍ଲାଣ୍ଟରେ ଦୁର୍ଘଟଣା, ୪ ଗୁରୁତର

ଅନୁଗୋଳ ଅଫିସ, ୨୩।୭: ଅନୁଗୋଳ ସ୍ଥିତ ନାଲ୍‌କୋ ପ୍ଲାଣ୍ଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟି ୪ କର୍ମଚାରୀ ଗୁରୁତର ହୋଇଛନ୍ତି। ସ୍ମେଲଟରର କାଷ୍ଟ ହାଉସ ବି’ରେ ଫ୍ଲାଶ୍‌ ଓଭରରୁ ନିଆଁ ଲାଗିଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ସହ ଗୁରୁତର କର୍ମଚାରୀଙ୍କୁ ନାଲ୍‌କୋ…

ଝାଡ଼ଖଣ୍ଡରେ ଭାଜପା ନେତାଙ୍କ ସମେତ ସ୍ତ୍ରୀ ଓ ପୁଅଙ୍କୁ ଗୁଳିକରି ହତ୍ୟା

ରାଞ୍ଚି,୨୩।୭: ଝାଡ଼ଖଣ୍ଡରେ ଜଣେ ଭାଜପା ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ସ୍ଥାନୀୟ ଖୁଣ୍ଟି ଅଞ୍ଚଳର ହେଥାଗୋଓ୍ବାରେ ଏହା ଘଟିଛି। କିଛି ଅଜଣା ଲୋକ ଭାଜପା ନେତା ମାଗୋ ମୁଣ୍ଡାଙ୍କ ଘର ନିକଟକୁ ଆସି ଏଭଳିକାଣ୍ଡ ଭିଆଇଥିବା ପୋଲିସ କହିଛି। ସେମାନେ ମାଗୋଙ୍କ…

ସ୍ବଚ୍ଛତା ଅଭିଯାନ: ଇନ୍ଦୋରରେ ଆରମ୍ଭ ହେଲା ବାସନକୁସନ ବ୍ୟାଙ୍କ

ଇନ୍ଦୋର,୨୩।୭: ସ୍ବଚ୍ଛ ସହର ଭାବେ ଲଗାତାର ୪ର୍ଥ ଥର ପାଇଁ ଏକ ନମ୍ବର ସ୍ଥାନରେ ରହିଥିବା ଇନ୍ଦୋର ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ସହରରେ ଏକ ବାସନକୁସନ ବ୍ୟାଙ୍କର ଶୁଭାରମ୍ଭ କରାଯାଇଛି।…

ଟ୍ରମ୍ପ୍‌ଙ୍କ କଥା ଯଦି ସତ ହୁଏ ତେବେ ମୋଦି ଦେଶକୁ ଦେଇଛନ୍ତି ଧୋକା: ରାହୁଲ

ନୂଆଦିଲ୍ଲୀ,୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ନେଇ ଏବେ ଭାରତରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାରଙ୍କୁ ବିରୋଧୀ ଦଳ ସମାଲୋଚନା କରିବା ଆରମ୍ଭ କରିଛନ୍ତି। ଏନେଇ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ଯଦି ଟ୍ରମ୍ପ୍‌ଙ୍କ…

ବିଦ୍ୟାଳୟ ସମ୍ମୁଖରୁ ଛାତ୍ର ଅପହରଣ ଘଟଣା: ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

ବାହାନଗା, ୨୩।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ଗତ ସୋମବାର ଅପରାହ୍ନ ୪ଟାରେ ସ୍କୁଲ ଛୁଟି ହେବାପରେ ଜଣେ ଦ୍ବିତୀୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ବିଦ୍ୟାଳୟ…

ବିଭିନ୍ନ ଦାବିନେଇ ଭାରତ ଗ୍ୟାସ ଡିପୋ ସମ୍ମୁଖରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଭାରତ ଗ୍ୟାସ ଡିପୋ ସମ୍ମୁଖରେ ମଙ୍ଗଳବାର ଠିକା ଶ୍ରମିକଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ୧୭ ଜଣ ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି, ଠିକା ଶ୍ରମିକ ନିୟମ ଅନୁସାରେ ସମାନ କାମକୁ ସମାନ…

ଇସ୍ରୋକୁ ଅଭିନନ୍ଦନ ଜଣାଇଲା ଭାରତୀୟ କ୍ରିକେଟ ଦଳ

ନୂଆଦିଲ୍ଲୀ,୨୩।୭: ଭାରତୀୟ ସ୍ପେସ ଇତିହାସରେ ଯୋଡି ହୋଇଛି ସ୍ବର୍ଣ୍ଣିମ ଅଧ୍ୟାୟ। ଆମେରିକା, ଚାଇନା ଓ ରୁଷ ପରେ ୪ର୍ଥ ଦେଶ ଭାବେ ଭାରତ ତା’ର ଚନ୍ଦ୍ରଯାତ୍ରା ଆରମ୍ଭ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନର ମହାକାଶ କେନ୍ଦ୍ରରୁ ଚନ୍ଦ୍ରୟାନ-୨କୁ ସଫଳତାର ସହ…

ଖୋର୍ଦ୍ଧା ତହସିଲ ଅଞ୍ଚଳର ବେଆଇନ ପଥରଖଣି, କ୍ରଶର ଉପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ତହସିଲ ଅଞ୍ଚଳର ବିଭିନ୍ନ ବେଆଇନ ପଥର ଖଣି ଓ କ୍ରଶର ଉପରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ପକ୍ଷରୁ ମଙ୍ଗଳବାର ଚଢ଼ାଉ ଜାରିରହିଛି। ଏକକାଳୀନ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ୩ଟି ଟିମ୍‌ ଚଢ଼ାଉ ଜାରି ରଖିଥିବାବେଳେ ଶ୍ରମିକମାନେ କାର୍ଯ୍ୟବନ୍ଦକରି ଖଣି ଓ…

ନାମର ସରନେମ୍‌ ସ୍ଥାନରେ ରହିବ ଗାଁ ନାମ: ଖାପ୍‌ ପଞ୍ଚାୟତ ନେଲା ନିଷ୍ପତ୍ତି

ଜିନ୍ଦ୍‌,୨୩।୭: ନାମରେ ରହିବନି ଜାତି ଅବା ଧର୍ମର କୌଣସି ସଙ୍କେତ। ସଭିଏଁ ମଣିଷ ଏବଂ ମାନବ ଧର୍ମ ସର୍ବଶ୍ରେଷ୍ଠ। ଏନେଇ ହରିୟାଣାର ଖାପ୍‌ ପଞ୍ଚାୟତ ପକ୍ଷରୁ ନାମର ସରନେମ୍‌ ସ୍ଥାନରେ ଗାଁ ନାମ ରଖିବାକୁ ନିଷ୍ପତ୍ତି ହୋଇଛି। ସ୍ଥାନୀୟ ଜିନ୍ଦ୍‌ ଜିଲାର…

ମା’ଙ୍କ ସହ ଡ୍ୟାନ୍ସ କଲେ ସଲମାନ

ବଲିଉଡର ଭାଇଜାନ ସଲମାନ ଖାନ୍‌ ଫିଲ୍ମ ‘ଭାରତ’ର ସଫଳତା ପରେ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ପ୍ରତିଦିନ କିଛି ଫଟୋ ହେଉ କିମ୍ବା ଭିଡିଓ ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରୁଥିବାର ନଜିର ରହିଛି। ନିକଟରେ ସେ ନିଜ ମା’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri