ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲ୍
ବ୍ରହ୍ମପୁର ଅଫିସ,୧୭।୮ : ଏକ ବଳାତ୍କାର ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରା ଜଜ୍ ଜଗଦୀଶ ପ୍ରସାଦ ମହାନ୍ତି ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହା ସହ ୧୭ ହଜାର ଟଙ୍କା ଜରିମାନା ଦେବାକୁ…
ଥାନାଧିକାରୀଙ୍କ ବଦଳି ଦାବିରେ ଗ୍ରାମବାସୀ ଏସ୍ପିଙ୍କ ଦ୍ୱାରସ୍ଥ
କୋରାପୁଟ,୧୭।୮(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆ ଥାନାଧିକାରୀଙ୍କ ବଦଳି ଦାବି କରି ଦୁଇ ଗ୍ରାମର ଶତାଧିକ ଗ୍ରାମବାସୀ ଶନିବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଗତ ଜୁଲାଇ…
ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ
ଭଦ୍ରକ ଅଫିସ, ୧୭।୮ – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମୌସୁଧା ଗ୍ରାମର କଲେଜ ପଢୁଆ ଛାତ୍ରୀ ରୀନାରାଣୀ ନାୟକଙ୍କର ଶନିବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ଶୁକ୍ରବାର ରାତିରେ ଶୋଇଥିବା ବେଳେ ଘରେ ପଶି ସାପ କାମୁଡ଼ି…
ମାଲବାହୀ ଟେନ୍ ଧକ୍କାରେ ମହିଳାଙ୍କ ଜୀବନ ଗଲା
କୋରାପୁଟ,୧୭।୮(ସ୍ବ.ପ୍ର.) : କୋରାପୁଟ ଟାଉନ ଥାନା ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ମାଲବାହୀ ଟ୍ରେନ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସୁନାବେଡ଼ାସ୍ଥିତ ହାଲ୍ କର୍ମଚାରୀ କେଦାରନାଥ…
ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ଯୌତୁକଜନିତ ହତ୍ୟା ଅଭିଯୋଗ
କାମାକ୍ଷାନଗର, ୧୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଅନନ୍ତପୁର ଲେକ୍ଚର୍ସ କଲୋନୀରେ ଭଡ଼ାଘରେ ରହୁଥିବା ଜଣେ ନବବିବାହିତାଙ୍କ ଶୁକ୍ରବାର ରାତିରେ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କଲ୍ୟାଣୀ ସ୍ବାଇଁ (୨୩)। ମୃତ ମହିଳାଙ୍କ ବାପା ହଟକିଶୋର ସ୍ବାଇଁ…
ଚାଷୀଙ୍କ ଲାଗି ୬ ପ୍ରସ୍ତାବ ଦେଇଛି ରାଜ୍ୟ: ମନ୍ତ୍ରୀ
ଭୁବନେଶ୍ୱର,୧୭।୮(ବ୍ୟୁରୋ): ଦିଲ୍ଲୀ ନୀତି ଆୟୋଗ ବୈଠକରେ କୃଷକର ଅଧିକାର ଓ ଉନ୍ନତି ଦିଗରେ ଓଡ଼ିଶା ୬ଟି ପ୍ରସ୍ତାବ ଦେଇଛି। କୃଷିମନ୍ତ୍ରୀ ଅରୁଣ ସାହୁ ବୈଠକରୁ ଫେରିବା ପରେ ଶନିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭାଗଚାଷୀ ଯେପରି ସହଜରେ କୃଷି…
ମା’ ମୋବାଇଲ ଛଡ଼ାଇ ନେବାରୁ ଝିଅ ସ୍ମାର୍ଟ ଫ୍ରିଜ୍ରୁ ପଠାଇଲେ ମେସେଜ୍, ମୁଁ ତୁମ ସମସ୍ତଙ୍କୁ ଛାଡ଼ି ଚାଲିଯାଉଛି
ଆଜିର ଟେକ୍ନୋଲୋଜି ଯୁଗରେ ମୋବାଇଲର ବହୁଳ ବ୍ୟବହାର କରାଯାଉଛି। ବିନା ସ୍ମାର୍ଟଫୋନ୍ରେ ସମସ୍ତ କାମ ଯେପରି ଅଧୁରା। ଲୋକଙ୍କ ଧ୍ୟାନ ସବୁବେଳେ ଫୋନ୍ ଉପରେ ରହୁଛି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ନ୍ୟୁୟର୍କରେ। ଏଠାକାର ୧୫ ବର୍ଷର ଜଣେ ଯୁବତୀ…
‘ଧରିତ୍ରୀ’ ପ୍ରଭାବ: ଖବର ପ୍ରକାଶନ ପରେ ଲୁଣାବନ୍ଧ ଘାଇ ମରାମତି ଆରମ୍ଭ
କାକଟପୁର,୧୭।୮(ଡି.ଏନ୍.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲୁଣାବନ୍ଧର ଚତୁରା ଘେରି ନିକଟରେ ୫୦ଫୁଟ ଲମ୍ବର ଘାଇ ସୃଷ୍ଟି ହେବା ଯୋଗୁ ବନ୍ୟାପାଣି ନଗର ପଞ୍ଚାୟତର…
ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା
ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି ସେବା ଆରମ୍ଭ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର…
ମା’ ହେବାକୁ ଯାଉଛନ୍ତି ଦୀପିକା !
ମୁମ୍ବାଇ: ମା’ ହେବାକୁ ଯାଉଛନ୍ତି ବଲିଉଡ୍ ଡିଭା ଦୀପିକା ପାଦ୍ୟୁକୋନ। କଥାଟି ଆମେ କହୁନାହୁଁ, ବରଂ ଏବେ ଏପରି କିଛି ଚର୍ଚ୍ଚା ହେଉଛି। ନିକଟରେ ରଣବୀର ସିଂହ ନିଜର ଇନ୍ଷ୍ଟା ଆକାଉଣ୍ଟରେ ଏକ ଲାଇଭ୍ ସେଶନ୍ ରଖିଥିଲେ। ଏଥିରେ ପ୍ରଶଂସକଙ୍କ ସହ…
ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
କେନ୍ଦୁଝର,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତି ସଞ୍ଜୟ ସାହୁଙ୍କ ମୃତଦେହ ଶନିବାର ପୋଲିସ ତଡୁଆ ବାହାଳି ଜଙ୍ଗଲରୁ ଉଦ୍ଧାର କରିଛି। ପ୍ରକାଶ ଯେ, ସଞ୍ଜୟଙ୍କ ଘର ନୟାଗଡ଼ ଜିଲା ବାସୁଦେବପୁର ଗାଁରେ ହୋଇଥିବା ବେଳେ ସେ ଚମ୍ପୁଆରେ…
ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଶିକ୍ଷା: ଆଇନମନ୍ତ୍ରୀ
ନୂଆଦିଲ୍ଲୀ,୧୭।୮: ସୀମାରେ ପାକିସ୍ତାନ ଯୋଗୁ ଉତ୍ତେଜନା ବୃଦ୍ଧି ପାଇଛି। ତେବେ ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଶିକ୍ଷା ଦିଆଯିବ ବୋଲି ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ନାଗପୁରରେ ବିଚାରପତି ପରିଷଦ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେଇ ରବିଶଙ୍କର ଏହା କହିଛନ୍ତି।…

