Home

ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୧୭।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ ନିଖୋଜ ଥିବା ବେଳେ ଘଟଣାସ୍ଥଳରେ ମାଥିଲି ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି…

ହୀରାକୁଦର ୫ଟି ଗେଟ୍‌ ବନ୍ଦ

ସମ୍ବଲପୁର, ୧୭।୮(ବ୍ୟୁରୋ): ସବୁ ନଦୀରେ ଜଳସ୍ତର କମିଛି। ବିଭିନ୍ନ ଅଞ୍ଚଳରୁ ପାଣି ଛାଡ଼ିଯାଇଛି। ଏ ନେଇ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଶନିବାର ସୂଚନା ଦେଇଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, ହୀରାକୁଦର ୧୦ରୁ ୫ଟି ଗେଟ ବନ୍ଦ…

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ ତାଡେପାଲିଠାରେ ଥିବା ତାଙ୍କ ଘରେ ବନ୍ୟା ପାଣି ପଶିଯିବା ଆଶଙ୍କା କରି ଏହି ନୋଟିସ…

ଶାହଙ୍କୁ ଭେଟିଲେ ଯୋଗୀ: ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୭।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ତାଙ୍କ ସହିତ ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ମଧ୍ୟ ଶାହଙ୍କୁ ସାକ୍ଷାତ୍‌ କରିଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା ଥିବା କୁହାଯାଉଛି। ଯୋଗୀ ପୂର୍ବତନ…

ବଲାଙ୍ଗୀର ଜିଲାର ବନ୍ୟାଞ୍ଚଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ, ସ୍ବତନ୍ତ୍ର ସହାୟତା ପାଇଁ ପ୍ରତିଶ୍ରୁତି

ବଲାଙ୍ଗୀର ଅଫିସ, ୧୬।୮: ବଲାଙ୍ଗୀର ଜିଲାର ବନ୍ୟାଞ୍ଚଳ ପରିଦର୍ଶନକରି ଶନିବାର ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଜିଲାର ବନ୍ୟା ପରିସ୍ଥିତି ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିବାକୁ ଜନପ୍ରତିନିଧି ଦାବି…

ବନ୍ୟାରେ ଅନ୍ତିମ ସଂସ୍କାର ପାଇଁ ବାହାରିଲେ ପରିବାର ସଦସ୍ୟ: ଦୌଡ଼ି ଆସି ବିଧାୟକ ଦେଲେ କାନ୍ଧ

ଭୋପାଳ,୧୭।୮: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ସ୍ଥାନୀୟ ରୟୋପୁରରେ ପାର୍ବତୀ ନଦୀରେ ବନ୍ୟା ଜଳ ଆସିଛି। ଫଳରେ ମାଧୋପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏଠାରେ ଥିବା ପାଲି ଜାତୀୟ…

ରାଜନାଥଙ୍କ ଘରେ ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ

ନୂଆଦିଲ୍ଲୀ,୧୭।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଘରେ ଶନିବାର ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ ହୋଇଛି। ଏଥିରେ ଯୋଗଦେବା ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ, କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ରାଜନାଥଙ୍କ ଘରେ ପହଞ୍ଚିବା…

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ ଗୋଏଲଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ପୂର୍ବରୁ ଏଏପିର ଏହି…

ରାଉରକେଲା ଏନ୍‌ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ରାଉରକେଲା ଅଫିସ, ୧୭।୮: ରାଉରକେଲାସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ(ଏନ୍‌ଆଇଟି) କ୍ୱାଟର୍ସରୁ ଶନିବାର ଏକ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଏନ୍‌ଆଇଟିର ସହକାରୀ ପ୍ରଫେସର ଆର୍‌. ଜୟବାଲାନ(୪୫) ଓ ସ୍ତ୍ରୀ ମାଳିନୀ। ଜୟ ବାଲାନ ଲାଇଫ ସାଇନ୍ସରେ ବୈଜ୍ଞାନିକ ଭାବେ…

୨୪ ଘଣ୍ଟାରେ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି ସିରିଆ ବିଦ୍ରୋହୀ: ରୁଷିଆ

ମସ୍କୋ,୧୭।୮: ଗତ ୨୪ ଘଣ୍ଟା ମଧ୍ୟରେ ସିରିଆ ବିଦ୍ରୋହୀ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏନେଇ ଶନିବାର ରୁଷିଆ ସୈନ୍ୟ ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି। ହାମା, ଇଦ୍‌ଲିବ୍‌, ଆଲେପ୍ପୋ, ଲଟାକିଆ ଆଦି ପ୍ରଦେଶରେ ବିଦ୍ରୋହୀ ଏପରି କରିଥିବା କୁହାଯାଉଛି।…

ଭୁଟାନରେ ମୋଦି: ପାରୋ ବିମାନ ବନ୍ଦରରେ ଗାର୍ଡ ଅଫ୍‌ ଅନର୍‌

ଥିମ୍ପୁ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଆସି ପାରୋ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୁଟାନ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍‌ ପାଛୋଟି ନେବା ସହିତ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଜଣାଇଥିଲେ। ପରେ ମୋଦିଙ୍କୁ…

ପିକ୍‌ନିକ୍‌ ପାଇଁ ଯାଉଥିଲେ: ଗାଡ଼ି କାଚ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ

ନିରାକାରପୁର, ୧୭।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ନୂଆ ଜଗନ୍ନାଥ ସଡ଼କର ଏକ ଇଟା କମ୍ପାନୀ ନିକଟରେ ଶନିବାର ଭୋର ସମୟରେ ଏକ ପିକ୍‌ନିକ୍‌ ଗାଡ଼ି କାର ଭାଙ୍ଗି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?