Home

ପୋଖରୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ, ୧୭।୮: ଗଞ୍ଜାମ ଜିଲା ଗେଟବଜାର ନିକଟ ପାୟଲ ସିନେମା ହଲ ସମ୍ମୁଖରେ ଥିବା ଏକ ପୋଖରୀରୁ ଶନିବାର ସକାଳେ ୨ ଦିନ ହେବ କେଉଁଆଡ଼େ ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଗେଟବଜ଼ାର ଗୋଲାପଲ୍ଲୀ…

ସ୍ବାଧୀନତାର ୭୨ ବର୍ଷ ପରେ ବି ସରେୟା ଗାଁ ବାସିନ୍ଦା କୌଣସି ବିବାଦରେ ମାଡ଼ି ନାହାଁନ୍ତି ଥାନା

ପାଟନା,୧୭।୮: ଲୋକଙ୍କ ମଧ୍ୟରେ ବେଳେବେଳେ ଉପୁଜୁଥିବା ବିବାଦର ସମାଧାନ ପାଇଁ ଆଇନର ଆଶ୍ରୟ ନିଆଯାଇଥାଏ। ଏଥିଲାଗି ଥାନାରେ ମାମଲା ରୁଜୁ କରାଯାଇଥାଏ। ତେବେ ବିହାରର କୈମୁର ଜିଲାରେ ଥିବା ସରେୟା ଗାଁ ବାସିନ୍ଦା ସ୍ବାଧୀନତାର ୭୨ ବର୍ଷ ବିତିଥିଲେ ମଧ୍ୟ ଏପର୍ଯ୍ୟନ୍ତ…

ମାଡ଼ି ଆସୁଛି ବିପଦ: ଡାଇନୋସରସ୍‌ଙ୍କ ବିନାଶ କରିଥିବା ଗ୍ରହାଣୁ ୨୦୨୭ରେ ହେବ ପୃଥିବୀ ମୁହାଁ

ଓ୍ବାଶିଂଟନ,୧୭।୮: ପୃଥିବୀ ପୃଷ୍ଠରୁ ୬୬ ନିୟୁତ ବର୍ଷ ତଳେ ଡାଇନୋସରସ୍‌ଙ୍କ ବିନାଶ କରିଥିବା ଗ୍ରହାଣୁ ୧୯୯୦-ଏମ୍‌ୟୁ ଆସନ୍ତା ୨୦୨୭ରେ ପୃଥିବୀ ମୁହାଁ ହେବ। ଏବେ ଏହି ଗ୍ରହାଣୁ ସୂର୍ଯ୍ୟ ଚାରିପଟେ ଘୁରିବୁଲୁଛି। ୪ରୁ ୯ କିଲୋମିଟର ବ୍ୟାସ ଥିବା ଏହି ଗ୍ରହାଣୁ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ରାଜ୍ୟପାଳ ବିଶ୍ୱଭୂଷଣ

ଅମରାବତୀ,୧୭।୮: ଚଳିତ ବର୍ଷ ବନ୍ୟାରେ ଆନ୍ଧ୍ର ପ୍ରଦେଶର ଅଧିକାଂଶ ଜିଲା ଜଳମଗ୍ନ ହୋଇଥିବା ବେଳେ ଏହାଦ୍ୱାରା ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଶନିବାର ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଆକଶମାର୍ଗରୁ ବନ୍ୟା ପରିସ୍ଥିତିର ସର୍ବେକ୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ଚଳିତ…

ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନା: ଜିରୋ ବାଲାନ୍ସ୍‌ ଖାତାରେ ଜମା ହୋଇଛି ଏକ ଲକ୍ଷ କୋଟିରୁ ଅଧିକ

ନୂଆଦିଲ୍ଲୀ,୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଜନ-ଧନ ଯୋଜନାରେ ଜିରୋ ବାଲାନ୍ସ୍‌ ଖାତାରେ ଇତିମଧ୍ୟରେ ଏକ ଲକ୍ଷ କୋଟିରୁ ଅଧିକ ଟଙ୍କା ଜମା ହୋଇଛି। ସୂଚନା ଅଧିକାର ଅନ୍ତର୍ଗତ କରାଯାଇଥିବା ଏକ ଆବେଦନ ରିପୋର୍ଟରୁ ଏହା…

କର୍ନାଟକ ରାଜନୀତିରେ ଚର୍ଚ୍ଚା: କଂଗ୍ରେସରୁ ଇସ୍ତଫା ଦେଇଥିବା ବିଧାୟକ କିଣିଲେ ୧୧ କୋଟିର କାର

ବେଙ୍ଗାଲୁରୁ,୧୭।୮: କର୍ନାଟକ ରାଜନୀତିରେ ଏବେ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥର କଂଗ୍ରେସରୁ ଇସ୍ତଫା ଦେଇଥିବା ବିଧାୟକ ଏମ.ଟି.ବି ରାଗରାଜଙ୍କୁ ନେଇ ଚର୍ଚ୍ଚା ହେଉଛି। ଅଯୋଗ୍ୟ ଘୋଷିତ ହୋଇଥିବା ୧୪ ବିଦ୍ରୋହୀ ବିଧାୟକଙ୍କ ମଧ୍ୟରେ ନାଗରାଜଙ୍କ ନାମ ରହିଛି। ନାଗରାଜ…

୨ ଦିନିଆ ଭୁଟାନ ଗସ୍ତରେ ମୋଦି

ନୂଆଦିଲ୍ଲୀ, ୧୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୨ ଦିନିଆ ଭୁଟାନ ଗସ୍ତରେ ଯାଇଛନ୍ତି। ଗସ୍ତକାଳରେ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ଏହାସହିତ ଭାରତ-ଭୁଟାନ ମଧ୍ୟରେ କେତେକ ଦ୍ୱିପାକ୍ଷିକ ଚୁକ୍ତି ଏହି ଅବସରରେ ସ୍ବାକ୍ଷର ହେବାର କାର୍ଯ୍ୟକ୍ରମ ରହିଛି।…

ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ପୁଣି ଥରେ ଏମ୍ସ ଯାଇପାରନ୍ତି ଶାହ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ଏବେ ସେ ଲାଇଫ୍‌ ସପୋର୍ଟରେ ଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଜେଟଲୀ…

ଜମ୍ମୁର ୪ ଜିଲାରେ ଆରମ୍ଭ ହେଲା ମୋବାଇଲ ସେବା

ଶ୍ରୀନଗର,୧୭।୮: ପାଖାପାଖି ୨ ସପ୍ତାହ ପରେ ଜମ୍ମୁର ୪ ଜିଲାରେ ଶନିବାର ମୋବାଇଲ ସେବା ଆରମ୍ଭ କରାଯାଇଛି। ଏଥିରେ କେବଳ ୨ଜି ମୋବାଇଲ ଓ ଇଣ୍ଟରନେଟ୍‌ ସେବା କାର୍ଯ୍ୟକାରୀ ହେବ। ସମ୍ବା, କଠୁଆ, ରିଆସି ଓ ଉଦ୍ଧମପୁର ଜିଲାରେ ଏହି ମୋବାଇଲ…

ନୟାଗଡ଼ ଜିଲା ମୁଖ୍ୟ ଚିକତ୍ସାଳୟ : ୮ମାସ ହେଲା ବନ୍ଦ ରହିଛି ଇସିଜି

ନୟାଗଡ଼ ଅଫିସ,୧୭ା୮- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ ଅବାଧରେ ପଶି ରୋଗୀମାନଙ୍କ ଇସିଜି (ଇଲୋକ୍ଟ୍ରୋ କାଡ଼ିଓଗ୍ରାମ) ପରୀକ୍ଷା କରୁଛନ୍ତି। ଦିନେ କି ଦୁଇଦିନ ନୁହେଁ ଦୀର୍ଘ ୮ମାସ ହେଲା ଏହିଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୁଖ୍ୟ ଚିକିତ୍ସାଳୟରେ ମାଗଣା ଇସିଜି…

ଅଡୁଆରେ ଭିସା ଷ୍ଟିଲ: କାରଖାନା ବନ୍ଦ ପାଇଁ ଏନ୍‌ଜିଟିର ନିର୍ଦ୍ଦେଶ

ଯାଜପୁର ଅଫିସ,୧୭ା୮- କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ଦ୍ୱାରା ଉକତ୍ଟ ବାୟୁ ଓ ଜଳ ପ୍ରଦୂଷଣ ପାଇଁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ପକ୍ଷରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)କୁ କଡ଼ା ନିର୍ଦ୍ଦେଶ ହୋଇଛି। ଏନ୍‌ଜିଟିରେ ଆବେଦନ ସଂଖ୍ୟା ୧୯/୨୦୧୯ (ଇଜେଡ)…

ବାଜପେୟୀଙ୍କ ନାମରେ ମେଡିକାଲ କଲେଜ

ନୂଆଦିଲ୍ଲୀ,୧୭ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ନାମରେ ଏକ ମେଡିକାଲ କଲେଜକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଅଟଳ ବିହାରୀ ବାଜପେୟୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନସେସ୍‌(ଏବିଭିଆଇଏମ୍‌ଏସ୍‌) ନାମକ ଏହି କଲେଜରେ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?