Home

ସ୍ନାୟୁରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର ୧୫ ମିନିଟ୍‌ କରନ୍ତୁ ଏହି ଆସନ…

ସିଂହାସନ ଆସନର ନାମ ଅନୁସାରେ ଏହାକୁ ସେଭଳି କରିବାକୁ ମଧ୍ୟ ପଡିଥାଏ। ଏହି ଆସନରେ ସିଂହ ଭଳି ବସିବାକୁ ପଡିଥାଏ। ସିଂହାସନ କରିବା ଦ୍ୱାରା ଆଖି,ମୁହଁ ଓ ବେକର ବ୍ୟାୟାମ ହୋଇଥାଏ। ଏହାଦ୍ୱାରା ଶରୀର ଭିତରକୁ ପର୍ଯ୍ୟାପ୍ତ ପରିମାଣରେ ଅମ୍ଳଜାନ ଯିବା…

କଟକରେ ରେକର୍ଡ ରଚିଲା ଭାରତୀୟ ଟିଟି:ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକରେ କ୍ଲିନ୍‌ ସୁଇପ୍‌

କଟକ ଅଫିସ,୨୩ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଛି। ଟୁର୍ନାମେଣ୍ଟର ସମସ୍ତ ୭ଟି ଯାକ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଭାରତ କ୍ଲିନ୍‌ ସୁଇପ୍‌ କରିଛି । ଏଥିସହ ଭାରତୀୟ…

୫ଶହ ଟଙ୍କା ଦେଲେ କଏଦୀ ଭଳି ରହିବାକୁ ମିଳେ ଏହି ଜେଲ୍‌ରେ…

ଜେଲ୍‌ରେ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା କଏଦୀଙ୍କୁ ରଖାଯାଇଥାଏ। ତେବେ ଏପରି ଏକ ଜେଲ୍‌ ରହିଛି ଯେଉଁଠି ଦେଶ ବିଦେଶରୁ ପର୍ଯ୍ୟଟକ କଏଦୀଭାବେ ରହିବାକୁ ଆସିଥାନ୍ତି। ସେଥିପାଇଁ ସେମାନଙ୍କୁ ଟିକେଟ କାଟି ଜେଲ୍‌ ଭିତରକୁ ଆସିବାକୁ ପଡିଥାଏ। ଏପରି ଏକ ଜେଲ୍‌…

ଦକ୍ଷତା ବିକାଶରେ ଓଡ଼ିଶା ୧ନମ୍ବର

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଦେଶର ବହୁ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦକ୍ଷତା ବିକାଶ କ୍ଷେତ୍ରରେ ଶୀର୍ଷ ସ୍ଥାନ ଗ୍ରହଣ କରିଛି। ଗୁଜରାଟ, ଆନ୍ଧ୍ରପ୍ରଦେଶ, କର୍ନାଟକ ପରି ବିକଶିତ ରାଜ୍ୟମାନଙ୍କୁ ପଛରେ ପକାଇ ଓଡ଼ିଶା ଏହି ସ୍ଥାନକୁ ହାସଲ କରିବାରେ ସଫଳ ହୋଇପାରିଛି…

ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ଆସିକା, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ହୋଇଥିଲେ। ଏହି ମାମଲାରେ ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ବାବୁଲି ଗୁଳିକାଣ୍ଡ ଘଟଣା: ୪ ଗିରଫ, ଟିଟୋ ଏବଂ ବାବୁ ସାହୁ ଗ୍ୟାଙ୍ଗର ରହିଛି ହାତ

କେନ୍ଦ୍ରାପଡା ଅଫିସ, ୧୭ା୭- ଧର୍ମରକ୍ଷା ସେନାର କେନ୍ଦ୍ରାପଡା ଜିଲା ଆବହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କ ଉପରେ ଗତ ୧୩ ତାରିଖରେ ହୋଇଥିବା ଗୁଳିମାଡ଼ ଘଟଣାରେ ଜିଲା ପୋଲିସ ୪ ଜଣଙ୍କୁ ସୋମବାର ଗିରଫ କରିଛି। ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ…

ସୁପ୍ରିମକୋର୍ଟ ରାୟ ନ ଆସିବା ପର୍ଯ୍ୟନ୍ତ ହୋଇ ନ ପାରେ ଆସ୍ଥା ଭୋଟ: ସିଦ୍ଧରମେୟା

ବେଙ୍ଗାଲୁରୁ,୨୨।୭: କର୍ନାଟକର ରାଜନୈତିକ ସଙ୍କଟ ବେଳକୁ ବେଳ ନୂଆ ମୋଡ ନେଉଛି। ବାଚସ୍ପତି କେ ଆର୍‌ ରମେଶ କୁମାର କୁମାରସ୍ବାମୀ ସରକାରଙ୍କୁ ଶୀଘ୍ର ଆସ୍ଥା ଭୋଟ କରିବାକୁ କହୁଥିବା ବେଳେ ଅନ୍ୟପଟେ ନିର୍ଦ୍ଦଳୀୟ ବିଧାୟକଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣି ଏତେ…

ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କାର ଡ୍ରାଇଭର ତଥା ନୂଆଦିଲୀସ୍ଥିତ ରାଣୀଖେଦା…

ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୭: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨ର ସଫଳ ଉତ୍‌କ୍ଷେପଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ଇସ୍ରୋର ସଫଳତା ହୋଇଥିବା ବେଳେ ଭାରତୀୟ ମହାକାଶ ଗବେଷଣାରେ ଏକ…

ଦୁର୍ଘଟଣାରେ ଅଚଳ ହୋଇଛି ଡାହାଣ ଗୋଡ଼, ସହାୟତା ଆଶାରେ ଜିଲାପାଳ ଅଫିସ ଆସିଥିଲେ: ପୋଲିସ କର୍ମଚାରୀ ଦେଖାଇଲେ ମାନବିକତା

ବରଗଡ଼ ଅଫିସ୍‌,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍‌ପାଟ୍‌, ମାଡ଼ପିଟ୍‌ ଘଟଣାରେ ସମ୍ପୃକ୍ତ ରହିବା ଯୋଗୁ ପୋଲିସକୁ ବହୁତ ସମାଲୋଚିତ ହେବାକୁ ପଡ଼ିଥାଏ। ତେବେ ସୋମବାର…

ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ କମେଡି କିଙ୍ଗ୍‌

କମେଡି କିଙ୍ଗ୍‌ କପିଲ ଶର୍ମାଙ୍କୁ ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ ଦେଖି ଫ୍ୟାନ୍‌ମାନେ ଆଶ୍ଚର୍ଯ୍ୟ ହେବା ସହ ଖୁସି ମଧ୍ୟ ହୋଇଛନ୍ତି। କପିଲ ତାଙ୍କ ଇନ୍‌ଷ୍ଟାଗ୍ରାମରେ ୨ଟି ଫଟୋ ଶେୟାର କରିଛନ୍ତି। ଗୋଟିଏରେ କଳା ଚଷମା ପିନ୍ଧି ସ୍ମାଇଲ୍‌…

ସାରଥୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୨।୭: କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମର ପ୍ରତିଷ୍ଠାତା ସନ୍ତୋସ ରାଉଳ ଓରଫ ସାରଥୀଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଛି। ଏହା ସହିତ ସାକ୍ଷୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri