Home

ପୃଥିବୀ କକ୍ଷରେ ଚନ୍ଦ୍ରୟାନ-୨; ଇତିହାସ ରଚିଲା ଇସ୍ରୋ

ଶ୍ରୀହରିକୋଟା,୨୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରୟାନ-୨ ସୋମବାର ଅପରାହ୍ନ ୨ଟା ୪୩ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯାଇଛି। ଜିଏସ୍‌ଏଲ୍‌ଭି ମାର୍କ-୩ ବାହୁବଳୀ ରକେଟରେ ଏହାର ଉତ୍‌କ୍ଷେପଣ ହୋଇଛିି। ଏହା ସେପ୍ଟେମ୍ବର ୬ରେ ଚନ୍ଦ୍ରର…

ଇରାନରେ ୧୭ ସିଆଇଏ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ

ତେହେରାନ୍‌,୨୨।୭: ଇରାନରେ ଆମେରିକାର ସେଣ୍ଟ୍ରାଲ୍‌ ଇଣ୍ଟେଲିଜେନ୍ସ ଏଜେନ୍ସି(ସିଆଇଏ)ର ୧୭ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ଏନେଇ ଇରାନ ଗଣମାଧ୍ୟମ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୩ ମାସର ବିଚାର ପରେ ଏହି ଦଣ୍ଡାଦେଶ କରାଯାଇଥିବା କୁହାଯାଉଛି। ତିନି ଦିନ ତଳେ ବ୍ରିଟେନ୍‌ର…

କୁଖ୍ୟାତ ନିଶା ମାଫିଆ ସୁଧାଂଶୁଙ୍କ ଦ୍ୱାରିକାନଗର ବେଆଇନ ଘର ଉଚ୍ଛେଦ

ଖୋର୍ଦ୍ଧା ଅଫିସ, ୨୨।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର କୁଖ୍ୟାତ ନିଶା ମାଫିଆ ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରରେ ଥିବା ବେଆଇନ ଘରକୁ ପ୍ରଶାସନ ପକ୍ଷରୁ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ଉଚ୍ଛେଦ କରାଯାଉଛି। ଏଠାରେ ଛୋଟାଙ୍କର ୨୪ ବଖରାଘର ଅର୍ଦ୍ଧନିର୍ମିତ…

ଗୋରୁ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୨୦ ଗୋରୁ ମୃତ, ବଜରଙ୍ଗ ଦଳର ଧାରଣା

ଧର୍ମଶାଳା,୨୨ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ରଥିଆ ନିକଟରେ ସୋମବାର ଭୋର ସମୟରେ ଏକ ଗୋରୁ ବୋଝେଇ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ୨୦ ଗୋରୁଙ୍କର ମୃତ୍ୟୁ…

ଆଲର୍ଜି ସମସ୍ୟା ଥିଲେ..

ଆଜିକାଲି ଆଲର୍ଜି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ତେବେ ଏହାଠାରୁ ନିଜକୁ ଦୂରେଇ ରଖିବା ପାଇଁ ସତର୍କ ରହିବା ନିହାତି ଜରୁରୀ। କାରଣ ପରୋକ୍ଷରେ ଏହା କେତେକ ରୋଗର କାରଣ ସାଜିଥାଏ। ଯଦି ଆପଣଙ୍କର ଆଲର୍ଜି ଅଛି ତେବେ ନିମ୍ନଲିଖିତ…

ହୃଦ୍‌ରୋଗୀଙ୍କ ପାଇଁ ନୂଆ ମୋବାଇଲ ଆପ୍‌

ଚିକିତ୍ସା ବିଜ୍ଞାନ ଦିନକୁ ଦିନ ନୂଆ ନୂଆ ତଥ୍ୟ ଲୋକଲୋଚନକୁ ଆଣୁଛି। କେବଳ ସେତିକି ନୁହେଁ, ବିଭିନ୍ନ ରୋଗର ନିଦାନ ପାଇଁ ନୂଆ ତଥା ସରଳ ଚିକିତ୍ସା ପ୍ରଣାଳୀକୁ ଚିକିତ୍ସକମାନେ ଅନୁସରଣ କରୁଛନ୍ତି। ନିକଟରେ ଭାରତ ଏବଂ ଅଷ୍ଟ୍ରେଲିଆର ଗବେଷକମାନେ ଏପରି…

ସ୍ପୋର୍ଟିଂ ରୋବୋ

ଆଜିକାଲି ରୋବୋକୁ ବିଭିନ୍ନ କାମରେ ନିୟୋଜିତ କରାଯାଉଛି। ବିଶେଷ ଭାବରେ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଏହାର ସହାୟତାରେ ଅପରେଶନ ପରି ଗୁରୁତ୍ୱପୂର୍ଣ୍ଣ କାମ ସମ୍ପାଦିତ ହୋଇପାରୁଛି। ନିକଟରେ ଜାପାନର ବୈଜ୍ଞାନିକମାନେ ଏକ ସ୍ପୋର୍ଟିଂ ରୋବୋ ପ୍ରସ୍ତୁତ କରିଛନ୍ତି। ଏହି ରୋବୋ ମଣିଷ…

ଆଜି ବିଶ୍ୱ ମସ୍ତିଷ୍କ ଦିବସ : ଜାଣନ୍ତୁ ‘ମାଇଗ୍ରେନ୍‌’ ରୋଗର କାରଣ, ନିରାକରଣ

ଆମ ଶରୀରର ପ୍ରମୁଖ ଅଙ୍ଗ ମଧ୍ୟରୁ ମସ୍ତିଷ୍କ ଅନ୍ୟତମ। ଏହା ସୁସ୍ଥ ରହିଲେ ଆମର ଶାରୀରିକ ପ୍ରକ୍ରିୟା ସୁଚାରୁରୂପେ ଚାଲିଥାଏ। ମସ୍ତିଷ୍କ ସମ୍ପର୍କିତ ରୋଗ, ତାହାର କାରଣ ଏବଂ ଚିକିତ୍ସା ବିଷୟରେ ଜନସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଜୁଲାଇ ୨୨କୁ…

ବିଞ୍ଝାରପୁରରେ ନବବଧୂଙ୍କୁ ତଣ୍ଟିକାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୨୨।୭: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଙ୍ଗରା ଗ୍ରାମ ଗୁଣ୍ଡିରିପଡ଼ା(ବିଲସାହି)ରେ ରବିବାର ବିଳମ୍ବିତ ରାତିରେ ଜଣେ ନବବଧୂଙ୍କୁ ଧାରୁଆ ଅସ୍ତ୍ରରେ ତଣ୍ଟିକାଟି ହତ୍ୟା କରାଯାଇଛି । ଏ ନେଇ ସୋମବାର ବିଞ୍ଝାରପୁର ଥାନାରେ ଅଭିଯୋଗ ହୋଇଛି। ସେ ହେଲେ…

ବଲିଉଡ୍‌ରେ ଡେବ୍ୟୁ ପାଇଁ ପ୍ରସ୍ତୁତ ମିଥୁନଙ୍କ ସାନପୁଅ ନମାଶି, ‘ବ୍ୟାଡ୍‌ ବୟ’ ଚଳଚ୍ଚିତ୍ରରେ ଆସିବେ ନଜର

ମୁମ୍ବାଇ: ବଲିଉଡ୍‌ ସିନେମା ଜଗତରେ ‘ଡିସ୍କୋ ଡ୍ୟାନ୍ସର’ ଭାବେ ମିଥୁନ୍‌ ଚକ୍ରବର୍ତ୍ତୀ ପରିଚିତ। ଅଭିନୟ ସାଙ୍ଗକୁ ଚମତ୍କାର ନୃତ୍ୟ ପ୍ରଦର୍ଶନ ତାଙ୍କୁ ଏଭଳି ସ୍ବତନ୍ତ୍ର ପରିଚୟ ଦେଇଛି। ଜଣେ କଳାକାର ହିସାବରେ ମିଥୁନ୍‌ ସଫଳ ହୋଇଥିବା ବେଳେ ଏବେ ତାଙ୍କ ସାନପୁଅ…

 ୨ ଶହ କିମି ଚାଲି ଚାଲି ଅଢ଼େଇ ଦିନ ପରେ ମାଲିକଙ୍କ ପାଖକୁ ଫେରିଲା କୁକୁର

ମସ୍କୋ,୨୨।୭: କୁକୁର ମଣିଷର ଅତି ବିଶ୍ୱସ୍ତ ପ୍ରାଣୀ ବୋଲି କୁହାଯାଇଥାଏ। ହୁଏତ ମାଲିକ କୁକୁରକୁ ଭୁଲି ପାରେ ମାତ୍ର କୁକୁର ମାଲିକଙ୍କୁ ଭୁଲି ପାରେନା। ଏପରି ଏକ ଉଦାହରଣ ରୁଷିଆରେ ଘଟିଛି। ୬ ମାସର ମାରୁ ନାମକ କୁକୁରକୁ ମାଲିକ ଅନ୍ୟ…

ଲୋ ବ୍ଲଡ୍‌ପ୍ରେସର

ସାଧାରଣତଃ ବ୍ଲଡ୍‌ପ୍ରେସର ଦୁଇ ପ୍ରକାର- ଲୋ ଏବଂ ହାଇ। ଲୋ ବ୍ଲଡ୍‌ପ୍ରେସର ଥିଲେ କେତେକ ବିଷୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାକୁ ପଡିଥାଏ। ଖାଦ୍ୟ ତାଲିକାରେ ଆଇରନ୍‌ଯୁକ୍ତ ଖାଦ୍ୟ ସାମିଲ କରନ୍ତୁ। ବିଶେଷ ଭାବରେ ସବୁଜ ପନିପରିବାରେ ଆଇରନ୍‌ ପ୍ରଚୁର ପରିମାଣରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri