ସିଗାରେଟ୍ : ଜୀବନ ଘାତକ
‘ପ୍ରାୟ ଦୁଇ ଦଶକ ପୂର୍ବେ ସ୍ବାସ୍ଥ୍ୟ ଉପରେ ଧୂମପାନର ଭୟାବହ ପରିଣାମ କ୍ରମେ ଜଣାଗଲା । ସେଥିରୁ ଜଣାପଡ଼ିଲା ଯେ, ସିଗାରେଟ୍ ଧୂଆଁରେ ଥାଏ ପ୍ରାୟ ୭୦୦ରୁ ଊର୍ଦ୍ଧ୍ୱ ବିଷାକ୍ତ ରସାୟନ । ତନ୍ମଧ୍ୟରୁ ପ୍ରମୁଖଗୁଡ଼ିକ ହେଲା ନିକୋଟିନ୍ ,ଏସିଟୋନ, ଆମୋନିଆ,…
ସେନାରେ ବଡ଼ ଧରଣର ଅଦଳବଦଳ: ନରାଓ୍ବନେ ଉପମୁଖ୍ୟ ହେବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୨୨।୭: ଭାରତୀୟ ସେନାରେ ବଡ଼ ଧରଣର ଅଦଳବଦଳ ହେବାର ସମ୍ଭାବନା ରହିଛି। ସେନା ଉପମୁଖ୍ୟଙ୍କ ନିଯୁକ୍ତି ସହିତ ଅନ୍ୟ କମାଣ୍ଡର ପଦବୀ ସମ୍ପର୍କରେ ମଧ୍ୟ ଘୋଷଣା କରାଯିବ ବୋଲି କୁହାଯାଉଛି। ସେନା ଉପମୁଖ୍ୟ ଭାବେ କମାଣ୍ଡର ଲ୍ୟୁଟ୍ନାଟ୍ ଜେନେରାଲ ଏମ୍.ଏମ୍. ନରାଓ୍ବନେଙ୍କୁ…
ନିଶ କାଟିଦେବାରୁ ବାରିକଙ୍କ ନାଁରେ ମାମଲା ରୁଜୁ କଲେ ଯୁବକ
ନାଗପୁର, ୨୨।୭: ମହାରାଷ୍ଟ୍ରର ନାଗପୁରରେ ଏକ ଅଜବ ଘଟଣା ଘଟିଛି। ବିନା ଅନୁମତିରେ ନିଶ କାଟିଦେବାରୁ ତାଙ୍କ ନାଁରେ ଥାନାରେ ମାମଲା ରୁଜୁ କରିଛନ୍ତି ଜଣେ ଯୁବକ। ଏଭଳି ଘଟଣା ପରେ ସ୍ଥାନୀୟ ଅଞ୍ଚଳର ବାରିକ ସଂଗଠନ ପକ୍ଷରୁ ଏହାକୁ ବିରୋଧ…
ଶ୍ରାବଣ ମାସ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ବିଭିନ୍ନ ଶୈବପୀଠରେ ଭିଡ଼
ବାଲିଗୁଡ଼ା,୨୨।୭(ଡି.ଏନ୍.ଏ.): ଶ୍ରାବଣ ମାସ ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳାଭିଷେକ ଲାଗି ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଜମିଛି। ପ୍ରତ୍ୟୁଷରୁ ଖଡ଼ଗ ନଦୀ ନିକଟରେ କାଉଡ଼ିଆଙ୍କ ଭିଡ଼ ଲାଗିଥିଲା। ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳ ଏବଂ ରାଜ୍ୟ ତଥା ରାଜ୍ୟ ବାହାରୁ…
କନ୍ଧମାଳ ଜିଲା କମ୍ପ୍ୟୁଟର ଶିକ୍ଷକ ସଂଘର ଆନ୍ଦୋଳନ ଚେତାବନୀ
ବାଲିଗୁଡ଼ା,୨୨।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିକଟସ୍ଥ ସାରଙ୍ଗଡ଼ସ୍ଥିତ ସଦ୍ଭାବନା ଗୃହ ପରିସରରେ ଜିଲା ଆଇସିଟି ବିଦ୍ୟାଳୟ ସଂଯୋଜକ ସଂଘ ତଥା କମ୍ପ୍ୟୁଟର ଶିକ୍ଷକ ସଂଘର ସଭାପତି ବିନୋଦ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ସମସ୍ତ କମ୍ପ୍ୟୁଟର…
୨୦୦ ଟଙ୍କା ପାଇଁ କ୍ରିକେଟ ଖେଳୁଥିଲେ, ଏବେ ମିଳିଲା ଭାରତୀୟ ଦଳରେ ସ୍ଥାନ
ଓ୍ବେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ଭାରତୀୟ ଦଳରେ ଅନେକ ନୂଆ ଚେହେରା ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ନବଦୀପ ସଇନି ଅନ୍ୟତମ। ୨୦୧୯ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଖେଳୁଥିବା ନବଦୀପ…
ନାସାର ଚନ୍ଦ୍ର ମିଶନ ଆର୍ଟିମିସ୍: ପ୍ରଥମେ ଯିବେ ମହିଳା; ଖର୍ଚ୍ଚ ହେବ ୩୦ ଶହ କୋଟି ଡଲାର
ଓ୍ବାଶିଂଟନ,୨୨।୭: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଏହାର ଚନ୍ଦ୍ର ମିଶନ ଆର୍ଟିମିସ୍ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ରେ ଏହି ମିଶନ ହେବାର ସମ୍ଭାବନା ରହିଛି। ଏଥିରେ ମହିଳାଙ୍କୁ ପଠାଯିବାର ଯୋଜନା କରାଯାଇଛି। ଏଥିପାଇଁ ୩୦ ଶହ କୋଟି ଡଲାର…
କୃଷକଙ୍କ କ୍ଷେତରୁ ମିଳିଲା ୬୦ ଲକ୍ଷ ଟଙ୍କାର ହୀରା, ଖୁସି ପରିବର୍ତ୍ତେ କରୁଛନ୍ତି ପଶ୍ଚାତାପ
ଆନ୍ଧ୍ରପ୍ରଦେଶର କୁରନୁଲ ଜିଲାରେ ଜଣେ କୃଷକ ରାତାରାତି ଲକ୍ଷପତି ହୋଇଯାଇଛନ୍ତି। କୃଷକ ଜଣଙ୍କ କ୍ଷେତରେ କାମ କରୁଥିଲାବେଳେ ଏକ ହୀରା ଖଣ୍ଡ ପାଇଥିଲେ। ଏହି ହୀରା ଖଣ୍ଡର ମୂଲ୍ୟ ୬୦ ଲକ୍ଷ ଟଙ୍କାର ହେବ ବୋଲି ଆକଳନ କରାଯାଇଛି।
ଅଗଷ୍ଟରେ ମୋଦିଙ୍କ ୨ ଦିନିଆ ଭୁଟାନ ଗସ୍ତ
ନୂଆଦିଲ୍ଲୀ,୨୨।୭: ଅଗଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଯିବେ। ଦୁଇଦେଶ ମଧ୍ୟରେ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଏହି ଗସ୍ତର ଲକ୍ଷ୍ୟ ବୋଲି ପିଏମ୍ଓ ପକ୍ଷରୁ କୁହାଯାଇଛି। ଏହି ଗସ୍ତ ସମୟରେ ଦୁଇଦେଶ ମଧ୍ୟରେ କେତେକ ଦ୍ୱିପାକ୍ଷିକ…
ଚନ୍ଦ୍ରୟାନ -୨ର ସଫଳ ଉତ୍କ୍ଷେପଣ ପାଇଁ କାନପୁରରେ ପୂଜାର୍ଚ୍ଚନା
କାନପୁର,୨୨।୭: ଚନ୍ଦ୍ରୟାନ-୨ର ସଫଳ ଉତ୍କ୍ଷେପଣ ପାଇଁ ଉତ୍ତର ପ୍ରଦେଶର କାନପୁରରେ ସୋମାବାର ପୂଜାର୍ଚ୍ଚନା କରାଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨କୁ ଯାନ୍ତ୍ରୀକ ତ୍ରୁଟି ଯୋଗୁ ଗତ ସପ୍ତାହରେ ଉତ୍କ୍ଷେପଣ କରାଯାଇ ନ ଥିଲା। ତେଣୁ ଏଥର…
କାହିଁକି ଅବିବାହିତ ଅଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ରତନ ଟାଟା: ନିଜେ କଲେ ଖୁଲାସା
ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ ବ୍ୟବସାୟାଙ୍କ ମଧ୍ୟରୁ ଅନ୍ୟତମ। ୧୯୩୭ ଡିସେମ୍ବର ୨୭ରେ ଗୁଜରାଟର ସୁରତରେ ଜନ୍ମ ହୋଇଥିଲେ ରତନ ଟାଟା। ୧୯୬୧ରେ ସେ ଟାଟା ଗ୍ରୁପରୁ କ୍ୟାରିଅର ଆରମ୍ଭ କରିଥିଲେ। ସେତେବେବେଳେ ଭାରତ-ଚୀନ ଯୁଦ୍ଧ…
ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ
କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ସୋନପୁର ସମେତ…
Archives


