Home

ଆଇଏମ୍‌ଏଫ୍‌ ପରିଚାଳନା ନିର୍ଦ୍ଦେଶକ ପଦବୀ: ଦୌଡ଼ରେ ରଘୁରାମ ରାଜନ ଆଗରେ

ଲଣ୍ଡନ,୨୨।୭: ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ପରିଚାଳନା ନିର୍ଦ୍ଦେଶକ ପଦବୀରେ ନିଯୁକ୍ତ ହେବା ଆଶା ଉଜ୍ବଳ ହୋଇଛି। ଏହି ପଦବୀ ଦୌଡ଼ରେ ରଘୁରାମ ଆଗରେ ଥିବା ବ୍ରିଟେନ୍‌ର ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ସବୁଜ…

ଦକ୍ଷିଣ-ପଞ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ପୋଲିସରେ ଅଦଳବଦଳ : ୮ ଇନ୍ସପେକ୍ଟର, ୩ ସବ୍‌ଇନ୍ସପେକ୍ଟର, ୪ ଏଏସ୍‌ଆଇଙ୍କ ବଦଳି

କୋରାପୁଟ,୨୨।୭(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ଅଧୀନରେ ପୋଲିସସ୍ତରରେ ଅଦଳବଦଳ ହୋଇଥିବା ରେଞ୍ଜ କାର୍ଯ୍ୟାଳୟର ବିଜ୍ଞପ୍ତିରୁ ଜଣାଯାଇଛି ା ଏଥିରେ ୮ ଜଣ ଇନ୍ସପେକ୍ଟର, ୩ ଜଣ ସବ୍‌ଇନ୍ସପେକ୍ଟର ଓ ୪ ଜଣ ଏଏସ୍‌ଆଇଙ୍କୁ ରେଞ୍ଜ ମଧ୍ୟରେ ବଦଳି କରାଯାଇଛି ା…

୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ କନ୍ଧମାଳ। ଏଥିସହିତ ୨୪ ତାରିଖରୁ ବର୍ଷାର ପରିମାଣ…

କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ଆବେଦନ କରିବେ ପୁଣେର ଇଞ୍ଜିନିୟର

ପୁଣେ,୨୨।୭: ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ଏବେ ଏହି ସ୍ଥାନ ଖାଲି ପଡିଛି। ଏହାକୁ ନେଇ ଏବେ ଗଣିତ ଛିଡିପାରୁ ନାହିଁ। କିଏ ହେବେ କଂଗ୍ରେସ ଅଧ୍ୟକ୍ଷ ତାହା ସ୍ଥିର କରାଯାଇ ପାରୁନାହିଁ। ଇତିମଧ୍ୟରେ ବେଙ୍ଗାଲୁରର…

ନିର୍ଦ୍ଦଳୀୟ ବିଧାୟକଙ୍କ ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌ କୋର୍ଟ: କର୍ନାଟକ ସଙ୍କଟ ପୁଣି ଲଟକି ରହିବା ସମ୍ଭାବନା

ନୂଆଦିଲ୍ଲୀ,୨୨।୭: କର୍ନାଟକରେ ରାଜନୈତିକ ସଙ୍କଟ ଜାରି ରହିଛି। ସୋମବାର ନିର୍ଦ୍ଦଳୀୟ ବିଧାୟକଙ୍କ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମ୍‌ କୋର୍ଟ ମନା କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନିର୍ଦ୍ଦଳୀୟ ବିଧାୟକ ମୁକୁଲ ରୋହତଗୀଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଶୀଘ୍ର…

ସୋନଭଦ୍ରା ହତ୍ୟାକାଣ୍ଡକୁ ନେଇ କଂଗ୍ରେସ ଏମ୍‌ପିଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨୨।୭: ଉତ୍ତରପ୍ରଦେଶର ସୋନଭଦ୍ରାରେ ହୋଇଥିବା ଗୁଳିକାଣ୍ଡ ଘଟଣାକୁ ନେଇ କଂଗ୍ରେସ ଏମ୍‌ପିମାନେ ସୋମବାର ସଂସଦ ଭବନ ପରିସରରେ ବିରୋଧ ପ୍ରଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ଜମି ବିବାଦକୁ ନେଇ ସୋନଭଦ୍ରାରେ ୧୦ ଜଣଙ୍କୁ ଗୁଳିକରି ହତ୍ୟା କରାଯିବା ପରେ ଏବେ ଏହାକୁ ନେଇ…

କମରପଦା-କିଶୋରନଗର ଆର୍‌ଡି ରାସ୍ତା ଦବିଲା

କଟକସଦର,୨୨।୭(ଡି.ଏନ୍‌.ଏ.): କଟକ ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅନ୍ତର୍ଗତ କମରପଦା-କିଶୋରନଗର ଆର୍‌ଡି ରାସ୍ତାର କିଛି ଅଂଶ ସୋମବାର ସକାଳେ ଦବିଯାଇଛି। ବାଙ୍କାବଜାର ନିକଟରେ ୧୫ ଫୁଟ ଲମ୍ବ ପିଚୁ ରାସ୍ତା ଦବିଯିବାରୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏହି ରାସ୍ତା ଦେଇ ଯାଉଥିବା…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ବୋଲି ଦାବି କଲେ ଫଡନବିଶ

ମୁମ୍ବାଇ,୨୨।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଦାବି କରିଛନ୍ତି ସେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ। କେବଳ ଭାଜପା ନୁହେଁ ସେ ରାଜ୍ୟ ସରକାରଙ୍କ ସବୁ ଦଳର ମୁଖ୍ୟମନ୍ତ୍ରୀ ବୋଲି କହିବା ଅବସରରେ ଏକଥା କହିଛନ୍ତି। ପ୍ରଦେଶ କାର୍ଯ୍ୟକାରିଣୀ ବୈଠକରେ ସେ…

ଲାଞ୍ଚ ନେଇ ଧରାପଡ଼ିଲେ ଜୁନିୟର ଇଞ୍ଜିନିୟର

କେନ୍ଦୁଝର/ପାଟଣା, ୨୨।୭ (ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜୁନିୟର ଇଞ୍ଜିନିୟର ବିଭୂତି ଭୂଷଣ ପ୍ରଧାନ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଖବରରୁ ପ୍ରକାଶ ଯେ, ଠିକାଦାର ହେମନ୍ତ ମହାନ୍ତଙ୍କଠାରୁ ଏକ କମ୍ୟୁନିଟି ସେଣ୍ଟରର ଫାଇନାଲ ବିଲ୍‌…

ପ୍ରଥମ ସୋମବାରରେ କାଉଡ଼ିଆଙ୍କ ଜଳଲାଗି

ଆରଡ଼ି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ହଜାର ହଜାର କାଉଡ଼ିଆ ଶ୍ରାବଣ ମାସର ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳଲାଗି କରିଛନ୍ତି। ରବିବାର ରାତି ୧୧ଟାରୁ ଏହି ଜଳଲାଗି ଆରମ୍ଭ ହୋଇଥିଲା। କାଉଡ଼ିଆମାନେ ଲମ୍ବା ଲାଇନରେ ଆସି ଜଳ ଲାଗିବା ସହ…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ସୋମବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରୀ ଜିଲାର ନିୟନ୍ତ୍ରଣ ରେଖାଠାରେ ଥିବା ସୁନ୍ଦରବାଣୀ ସେକ୍ଟରର ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ପୋଷ୍ଟ ଗୁଡ଼ିକରୁ ମୋର୍ଟାର ସେଲିଂ ମାଡ଼ କରାଯାଇଛି।…

ପୋଲିସ ଇନ୍‌ଫର୍ମର ସନ୍ଦେହ : ସାପ୍ତାହିକ ବଜାରରେ ଠିକାଦାରଙ୍କୁ ହତ୍ୟା

ଲାଞ୍ଜିଗଡ଼,୨୨।୭(ଡି.ଏନ.ଏ.) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦିନ ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଜଣେ ଠିକାଦାରଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଛନ୍ତି। ମୃତକ ହେଲେ ବୋରପଦର ଗଁାର ଠିକାଦାର ରାଜେନ୍ଦ୍ର ସାହୁ। ଏହି ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri