Home

ଆଉ ଯିବାକୁ ପଡ଼ିବନି ଆର୍‌ଟିଓ: ୨୪ ପ୍ରକାର ଇ-ଚାଲାଣକୁ ରିହାତି

କଟକ,୧୪ା୧୦(କାର୍ତ୍ତିକ ସାହୁ):ବକେୟା ଥିବା ଟ୍ରାଫିକ ଇ-ଚାଲାଣର ସମାଧାନ ପାଇଁ ସରକାରଙ୍କ ଦ୍ୱାରା ଏକକାଳୀନ ପୈଠରେ ରିହାତି ଘୋଷଣା କରାଯାଇଛି। ପୂର୍ବରୁ ମୋଟର ଯାନ ଆଇନର ୧୭ଟି ଧାରା ପାଇଁ ରିହାତି ସୁବିଧା ଲାଗୁ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଆଉ ୭ଟି ଧାରା…

ତାରାପଦର-ନୁନରେଶ ରାସ୍ତା ବେହାଲ: ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ଦାବି

ଥୁଆମୂଳ ରାମପୁର,୧୪ା୧୦ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତାରାପଦର-ନୁନରେଶ ରାସ୍ତା ଶୋଚନୀୟ ହୋଇପଡିଛି। ଫଳରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ଆଖପାଖ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାୟଗଡ଼ା ଜିଲା ସୀମାନ୍ତ…

ଅନନ୍ୟାଙ୍କ ବିପକ୍ଷରେ ଲକ୍ଷ୍ୟ

ମୁମ୍ବାଇ: ନିକଟରେ ରିଲିଜ୍‌ ହୋଇଥିବା ଆର୍ୟନ ଖାନ୍‌ଙ୍କ ‘ଦି ବ୍ୟାଣ୍ଡ୍ସ ଅଫ୍‌ ବଲିଉଡ୍‌’ ଓ୍ବେବ୍‌ ସିରିଜ୍‌ରେ ଅଭିନେତା ଲକ୍ଷ୍ୟ ଲାଲ୍‌ଓ୍ବାନୀଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା। ଏହି ସିରିଜ୍‌ରେ ତାଙ୍କ ଅଭିନୟକୁ ଖୁବ୍‌ ପ୍ରଶଂସା କରାଯାଇଥିଲା। ୨୦୨୩ରେ ରିଲିଜ୍‌ ହୋଇଥିବା ‘ଧର୍ମା…

ସବୁଠୁ ସଂକୀର୍ଣ୍ଣ ନଦୀ

ବେଜିଂ: ଚାଇନାର ହୁଆଲାଇ ନଦୀକୁ ବିଶ୍ୱର ସବୁଠାରୁ ସଂକୀର୍ଣ୍ଣ ନଦୀ ଭାବରେ ବିବେଚନା କରାଯାଇଥାଏ। ହାଓଲାଇ ନାମରେ ମଧ୍ୟ ପରିଚିତ ଏହି ନଦୀ ଉତ୍ତର ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ଅଞ୍ଚଳରେ ରହିଛି। ଏହି ସଂକୀର୍ଣ୍ଣ ନଦୀର ଲମ୍ବ ପ୍ରାୟ ୧୭ କି.…

ବିହାରର ସବୁ ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବେ ଶଙ୍କରାଚାର୍ଯ୍ୟ

ପାଟନା, ୧୪।୧୦: ବିହାରର ସମସ୍ତ ୨୪୩ ବିଧାନସଭା ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବାକୁ ଉତ୍ତରାଖଣ୍ଡର ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସୋମବାର ଘୋଷଣା କରିଛନ୍ତି। ତେବେ ନାମାଙ୍କନ ପ୍ରକ୍ରିୟା ସମାପ୍ତ ହେବା ପରେ ଯାଇ ସେ ନିର୍ବାଚନରେ ଲଢ଼ୁଥିବା ସମସ୍ତ ଗୋରକ୍ଷକଙ୍କ…

କୋଲକାତା ଗଣବଳାତ୍କାର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା

ଭୁବନେଶ୍ୱର,୧୪ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ଦୁର୍ଗାପୁରଠାରେ ଗଣବଳାତ୍କାରର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମା’ ଏବଂ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ…

ତ୍ରିପୁରାରେ ୧୪ ମାସର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା

ଅଗରତାଲା, ୧୪ା୧୦: ତ୍ରିପୁରାର ପନିସାଗର ଅଞ୍ଚଳରେ ଶନିବାର ଏକ ୧୪ ମାସର ଶିଶୁକନ୍ୟାଙ୍କୁ ଜଣେ ଦିନ ମଜୁରିଆ ଶ୍ରମିକ ବଳାତ୍କାର କରି ହତ୍ୟା କରିଛନ୍ତି। ଶିଶୁକନ୍ୟାର ମୃତଦେହ ଏକ ଧାନ କ୍ଷେତ ମଧ୍ୟରେ ପୋତା ଯାଇଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ଅଭିଯୁକ୍ତ…

ରଦ୍ଦି କାଗଜ

ଭାରତରେ ଗବେଷଣା ସ୍ତର କିଭଳି ରହିଛି ତାହାର ଏକ ନମୁନା ଏବେ ଦେଖିବାକୁ ମିଳିଛି। ଗତ ୪ ମାସ ତଳେ ଇଣ୍ଡିଆନ୍‌ ଏକାଡେମୀ ଅଫ୍‌ ସାଇନ୍ସର ପୂର୍ବତନ ସଭାପତି ପାର୍ଥ ମଜୁମଦାର, ବାଙ୍ଗାଲୋର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଏଚ୍‌. ଏ. ରଙ୍ଗନାଥ,…

ବରଗଡ଼ରେ ଚାଞ୍ଚଲ୍ୟ: ବିଚ ରାସ୍ତାରେ ଯୁବକଙ୍କୁ ନିର୍ମମ ହତ୍ୟା

ବରଗଡ଼,୧୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ପାଣିଛତର-ଜମୁର୍ଡା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଜମୁର୍ଡା ଟାଙ୍ଗରଟିକ୍ରାର ଭୀମ ବିଶ୍ବାଳ ବୋଲି ସୂଚନା ମିଳିଛି। ୨ଦିନ ତଳେ ଅତିବିରା ଥାନା ଗୋଡଭଗା…

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ୨୪ ଯାଏ ବଢ଼ିଲା

ଭୁବନେଶ୍ୱର,୧୪ା୧୦(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା ସହାୟତା…

ବିଦେଶ ମାଟିରେ ମୋଦିଙ୍କୁ ପ୍ରଶଂସା କରୁଥିଲେ ଟ୍ରମ୍ପ, ପଛରେ ଥିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ଆଉ ତା’ପରେ ଘଟିଲା

ଓ୍ବାଶିଂଟନ୍‌,୧୪।୧୦:ମିଶରର ଶାର୍ମ ଏଲ-ଶେଖରେ ଗାଜା ଶାନ୍ତି ଚୁକ୍ତିନାମା ସ୍ବାକ୍ଷର କରିବା ପୂର୍ବରୁ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରାୟ ଅଧ ଘଣ୍ଟାର ଭାଷଣ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଅନୁପସ୍ଥିତି ସତ୍ତ୍ୱେ ସେ ଭାରତକୁ ଏକ ମହାନ ଦେଶ ଭାବରେ ପ୍ରଶଂସା କରିଥିଲେ…

ମରଣାନ୍ତକ ଆକ୍ରମଣ ଘଟଣା: ଜେଲ ଗଲେ ମା’ ପୁଅ

ଦିଗପହଣ୍ଡି,୧୩।୧୦,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମାର୍କଣ୍ଡ ସେଠୀ(୬୭) ନାମକ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ସୋମବାର ନରେନ୍ଦ୍ରପୁର ଗ୍ରାମର ପି. କୁରି ରେଡ୍ଡୀ ଏବଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?