ଡକାୟତଙ୍କୁ ସାମ୍ନା କରିଥିବା ବୃଦ୍ଧ ଦମ୍ପତିଙ୍କୁ ମିଳିଲା ସାହସିକତା ପୁରସ୍କାର
ଚେନ୍ନାଇ,୧୬।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏଡାପାଡି କେ ପଲାନିସ୍ବାମୀ ଗୁରୁବାର ସ୍ବାଧୀନତା ଦିବସରେ ଚେନ୍ନାଇର ବୃଦ୍ଧ ଦମ୍ପତି ଏସ୍ ଶାନମୁଗଭେଲ ଓ ସେନ୍ଥାମାରାଇଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ଘରେ ଥିବା ଅଗଣାରେ ବସିଥିବା ବେଳେ ଡକାୟତି ଯୋଜନା କରି…
ମୁହଁ ଖୋଲିଲେ ପ୍ରଭାସ, କହିଲେ ‘ଅନୁଷ୍କା କେବଳ ଜଣେ ବନ୍ଧୁ’
ମୁମ୍ବାଇ: ଚଳଚ୍ଚିତ୍ର ବାହୁବଳୀର ସଫଳତା ପରେ ବଢ଼ିଛି ଦକ୍ଷିଣ ଭାରତୀୟ ସୁପରଷ୍ଟାର ପ୍ରଭାସଙ୍କ ଚାହିଦା। ଏଥିସହ ଫିଲ୍ମରେ ତାଙ୍କ ବିପକ୍ଷରେ ନାୟିକା ସାଜିଥିବା ଅନୁଷ୍କାଙ୍କ ସହ ସମ୍ପର୍କ ଥିବା ନେଇ ମଧ୍ୟ ଚର୍ଚ୍ଚା ହୋଇ ଆସୁଛି। ଏସବୁ ମଧ୍ୟରେ ଅନୁଷ୍କାଙ୍କୁ ନିଜର…
ଗିନିଜ ଓ୍ବାର୍ଲଡ ରେକର୍ଡରେ ସ୍ଥାନ ପାଇବାକୁ ଏକକାଳୀନ ହଜାରେ ଲୋକ କେଶ ରଙ୍ଗ କଲେ
ଚେନ୍ନାଇ,୧୬।୮: ସ୍ବାଧୀନତା ଦିବସ ଅବସରରେ ଚେନ୍ନାଇର ଚେମ୍ବାରମବାକମ ଅଞ୍ଚଳରେ ଥିବା ଏକ ଷ୍ଟାଡିୟମରେ ୧ହଜାର ଲୋକ ଏକାଠି ହୋଇଥିଲେ। ଏମାନଙ୍କର ଉଦ୍ଦେଶ୍ୟ ଥିଲା ଗିନିଜ ଓ୍ବାର୍ଲଡ ରେକର୍ଡରେ ସ୍ଥାନ ପାଇବା। ଏଥିପାଇଁ ଏମାନେ ଏକାକାଳୀନ ନିଜ ନିଜର କେଶ ରଙ୍ଗ କରିଥିଲେ।…
ସ୍ବାଧୀନତା ଦିବସ ଶୁଭେଚ୍ଛା ବାର୍ତ୍ତାରେ ଉନ୍ନାଓ ବଳାତ୍କାରୀଙ୍କ ଫଟୋ
ଲକ୍ଷ୍ନୌ,୧୬।୮: ଉନ୍ନାଓ ବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗାରଙ୍କ ଫଟୋକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ସ୍ବାଧୀନତା ଦିବସ ଅବସରରେ ଉନ୍ନାଓ ନଗର ପଞ୍ଚାୟତର ଏକ ବିଜ୍ଞାପନ ସ୍ଥାନୀୟ ଖବର କାଗଜରେ…
ଟଳିଳା ବନ୍ୟା ସମ୍ଭାବନା: ସଚିବ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସମ୍ଭାବନା ନାହିଁ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ, ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ବର୍ଷା ପରିମାଣ କମ ରହିଛି। ଫଳରେ…
ମେହବୁବାଙ୍କ ଝିଅ ଶାହଙ୍କୁ ଲେଖିଲେ ଚିଠି, ଆମକୁ ଜୀବଜନ୍ତୁଙ୍କ ଭଳି ବ୍ୟବହାର କରାଯାଉଛି
ଶ୍ରୀନଗର, ୧୬।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କ ଝିଅ ଇଲ୍ଲିଜା ଜାଭେଦ ଆଉ ଏକ ଅଡିଓ ମେସେଜ ଜାରି କରିଛନ୍ତି। ସେ କହିଛନ୍ତି, ମୋ ମା’ଙ୍କୁ ଗିରଫ କରାଯିବାର କିଛିଦିନ ପରେ ମୋତେ ମଧ୍ୟ ଗୃହରେ ନଜରବନ୍ଦୀ କରାଯାଇଛି। ଏନେଇ…
୨୩ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ
ରାଜନଗର,୧୬।୮(ଡି.ଏନ୍.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ସମାଗମ ହୋଇଥିବା ଦେଶୀୟ ପକ୍ଷୀଙ୍କ ଗଣନା ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ। ୭ ଦିନ ଧରି ଏହି ଗଣନା ଚାଲିବ। ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ଅତିରିକ୍ତ ବନ ସଂରକ୍ଷକ ସୁବ୍ରତ କୁମାର…
ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ଉପରେ ଶୁଣାଣି ଟଳିଲା
ନୂଆଦିଲ୍ଲୀ, ୧୬।୮: ସୁପ୍ରିମକୋର୍ଟରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ଦାଏର ମାମଲାର ଶୁଣାଣି ଟଳିଛି। ଏମଏଲ ଶର୍ମାଙ୍କ ଦ୍ୱାରା ଦାଏର କରାଯାଇଥିବା ଏହି ମାମଲାରେ ଅନେକ କିଛି ତ୍ରୁଟି ରହିଛି ତାକୁ ସୁଧାରି ପୁଣି ଥରେ ମାମଲା ଦାଏର କରିବାକୁ…
ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର, ଏମ୍ସ ଯିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୬।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କୁ ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା(ଏମ୍ସ)ରେ ଭର୍ତ୍ତି କରାଯାଇଛି। ଜେଟଲୀଙ୍କ ସାସ୍ଥ୍ୟବସ୍ଥା ସ୍ଥିର ରହିଛି ଏବଂ ଏବେ ସେ ଆଇସିୟୁରେ ଅଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର…
ପରିବାରର ୪ ଜଣଙ୍କୁ ମାରି ନିଜେ ଆତ୍ମହତ୍ୟା କଲେ ବ୍ୟବସାୟୀ
ବେଙ୍ଗାଲୁରୁ, ୧୬।୮: କର୍ନାଟକର ଗୁଣ୍ଡଲୁପେଟରେ ଜଣେ ବ୍ୟବସାୟୀ ନିଜ ପରିବାରର ୪ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ତାଙ୍କ ପିତା, ମାତା, ସ୍ତ୍ରୀ ଏବଂ ପୁଅ ଅଛନ୍ତି। ବ୍ୟବସାୟରେ କ୍ଷତି ହେବାରୁ ସେ ଏଭଳି ଚରମ ନିଷ୍ପତ୍ତି…
ପାକିସ୍ତାନ- ଚାଇନାକୁ ଝଟକା: ୟୁଏନଏସସିରେ ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ୯ଟି ଭୋଟ ସପକ୍ଷରେ ଆଣିପାରିଲେ ନାହିଁ ଦୁଇଦେଶ
ନ୍ୟୁୟର୍କ/ନୂଆଦିଲ୍ଲୀ, ୧୬।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନଏସସି)ରେ ପାକିସ୍ତାନକୁ ପୁଣି ଝଟକା। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ବିଚଳିତ ପାକିସ୍ତାନକୁ ୟୁଏନଏସସିରେ କେବଳ ଚାଇନାକୁ ଛାଡି କୌଣସି ଦେଶ ସମର୍ଥନ ଦେଇନାହିଁ। ପାକିସ୍ତାନର ବାରମ୍ବାର ଅନୁରୋଧ ପରେ ଜାତିସଂଘ ସୁରକ୍ଷା…
ଆଇସିୟୁରେ ଭର୍ତ୍ତି ହେଲେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମ୍
ମୁମ୍ବାଇ, ୧୬।୮: ବଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମଙ୍କୁ ଆଇସିୟୁରେ ଭର୍ତ୍ତ କରାଯାଇଛି। ଫୁସ୍ଫୁସ୍ ସଂକ୍ରମଣରେ ପୀଡ଼ିତ ଖୟାମ୍ଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପଦ୍ମଭୂଷଣ ଏବଂ ସଙ୍ଗୀତ ନାଟକ ଏକାଡେମୀ ଭଳି ପୁରସ୍କାର ଜିତିଥିବା ଖାୟାମ…

