Home

ପୁଅ କଲେ ଗାଡି ଦୁର୍ଘଟଣା, ପୋଲିସକୁ ଫୋନ୍‌ କରି ଡାକିଲେ ଏମ୍‌ପି

କୋଲକାତା, ୧୬।୮: ଭାଜପା ଏମ୍‌ପି ରୂପା ଗାଙ୍ଗୁଲୀଙ୍କ ପୁଅ ଆକାଶ ମୁଖାର୍ଜୀ ପୋଲିସ୍‌ ଅଟକ ରଖିଛି। ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଅଭିଯୋଗରେ ପୋଲିସ ତାଙ୍କୁ ପଚରାଉଚୁରା କରୁଥିବା ଜଣାପଡିଛି। ୨୧ ବର୍ଷୀୟ ଆକାଶଙ୍କ ନାଁରେ ଧାରା ୪୨୭, ୨୭୯ ମାମଲା…

ଯେଉଁ ରାଜନେତାଙ୍କ ଭାଷଣ ଶୁଣିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଲୋକେ

ନୂଆଦିଲ୍ଲୀ, ୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିବାହାରୀ ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଉଛି। ଅଟଳ ଜୀ ୯ ଥର ଲୋକ ସଭା ଏମ୍‌ପି ହୋଇଥିବାବେଳେ ୨ଥର ରାଜ୍ୟ ସଭାକୁ…

କଶ୍ମୀର ଭାରତର କହି ପାକିସ୍ତାନ ଦର୍ଶକଙ୍କୁ ଦୃଢ ଜବାବ୍‌ ଦେଲେ ଅଦନାନ୍‌ ସାମି

ମୁମ୍ବାଇ, ୧୬।୮:ବଲିଉଡର ପ୍ରସିଦ୍ଧ ଗାୟକ ଅଦନାନ୍‌ ସାମି ପାକିସ୍ତାନ ଦର୍ଶକଙ୍କୁ ଦୃଢ ଜବାବ ଦେଇଛନ୍ତି। ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦକୁ ନେଇ ଟୁଇଟରରେ ଭାରତକୁ ସମର୍ଥନ ଦେଇଥିଲେ ଅଦନାନ୍‌। ଏହାକୁ ଦେଇ ତାଙ୍କୁ ପାକିସ୍ତାନର କିଛି ଦର୍ଶକ ଟ୍ରୋଲ୍ସ କରି କହିଥିଲେ, ଯଦି…

ଭୂକମ୍ପରେ ଥରିଲା ଆଫଗାନିସ୍ତାନ

କାବୁଲ, ୧୬।୮: ଆଫଗାନିସ୍ତାନରେ ଶୁକ୍ରବାର ସକାଳ ୭.୩୯ରେ ଭୂକମ୍ପ ଝଟକା ଲାଗିଛି। ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୫.୧ ରହିଛି। ଏଥିରେ କୌଣସି ବ୍ୟକ୍ତିଙ୍କ ମୃତାହତ ଖବର ଆସିନାହିଁ। ତେବେ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁ କୁଶ ବୋଲି ଜଣାପଡିଛି। ସୂଚନାଯୋଗ୍ୟ,…

ଅଟଳ ଜୀଙ୍କ ପ୍ରଥମ ପୁଣ୍ୟତିଥିରେ ଜାଣନ୍ତୁ କିଛି ଅଜଣା କଥା

ନୂଆଦିଲ୍ଲୀ, ୧୬।୮:୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ ବାଜପେୟୀ। ବାପା ଥିଲେ ସ୍କୁଲ ଶିକ୍ଷକ ଏବଂ ଜଣେ କବି । ସରସ୍ବତୀ ଶିଶୁ…

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୁକ୍ରବାର…

ରପ୍ତାନି ୨.୨୫% ବୃଦ୍ଧି, ବାଣିଜ୍ୟ ନିଅଣ୍ଟ କମିଲା

ନୂଆଦିଲ୍ଲୀ,୧୬-୮: ଜୁଲାଇରେ ଦେଶର ରପ୍ତାନି ୨.୨୫ପ୍ରତିଶତ ବୃଦ୍ଧି ପାଇ ୨୬.୩୩ ବିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ସରକାରୀ ତଥ୍ୟରୁ ପ୍ରକାଶ। ଏହି ଅବଧିରେ ଦେଶର ଆମଦାନୀ ୧୦.୪୩ ପ୍ରତିଶତ ହ୍ରାସ ପାଇ ୩୯.୭୬ ବିଲିୟନ ଡଲାର ହୋଇଛି। ଫଳରେ ଦେଶର ବାଣିଜ୍ୟ…

ବ୍ଲାକ୍‌ଷ୍ଟୋନ କିଣିବ କ୍ୟାଫେ କଫି ଡେର ଟେକ୍‌ ପାର୍କ

ବେଙ୍ଗାଲୁରୁ,୧୬-୮: କଫି ଚେନ୍‌ ଅପରେଟନର କଫି ଡେ ଏଣ୍ଟରପ୍ରାଇଜେସ୍‌ ବେଙ୍ଗାଲୁରୁ ସ୍ଥିତ କମ୍ପାନୀର ଗ୍ଲୋବାଲ ଭିଲେଜ ଟେକ୍‌ ପାର୍କକୁ ବ୍ଲାକ୍‌ଷ୍ଟୋନକୁ ବିକ୍ରି କରିଦେବ ବୋଲି ବୁଧବାର ଘୋଷଣା କରିଛି। ଏହି ବିକ୍ରିରୁ କମ୍ପାନୀକୁ ପ୍ରାୟ ୩ ହଜାର କୋଟି ଟଙ୍କା ମିଳିବ।…

ଚଳିତ ସପ୍ତାହରେ ରିପୋର୍ଟ ଦେଇପାରନ୍ତି ଜଲାନ କମିଟି

ନୂଆଦିଲ୍ଲୀ,୧୬-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିକଟରେ ବଳକା ରହିଥିବା ପାଣ୍ଠିକୁ କେନ୍ଦ୍ର ସରକାରଙ୍କୁ ପ୍ରଦାନ ନେଇ ଗଠିତ ବିମଳ ଜଲାନ କମିଟି ପକ୍ଷରୁ ଚଳିତ ସପ୍ତାହରେ ରିପୋର୍ଟ ପ୍ରଦାନ କରାଯିବାର ସମ୍ଭାବନା ରହିଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି କମିଟିରେ…

ଭାରତ-ଚାଇନା ବିରୋଧରେ ପୁଣି ବର୍ଷିଲେ ଟ୍ରମ୍ପ: ଡବ୍ଲ୍ୟୁଟିଓରେ ଫାଇଦା ନେବାକୁ ଦେବୁନି

ଓ୍ବାଶିଂଟନ,୧୬-୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ଓ ଚାଇନାକୁ ନେଇ ମୁହଁ ଖୋଲିଛନ୍ତି। ଏସିଆର ଏହି ଦୁଇ ବୃହତ ରାଷ୍ଟ୍ର ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ନିଜକୁ ବିକାଶଶୀଳ ଦେଶ କହି ଫାଇଦା ନେବାରେ ଲାଗିଛନ୍ତି। ଆଗାମୀ ଦିନରେ ଆଉ…

ବ୍ୟାଙ୍କଗୁଡ଼ିକୁ ଆର୍‌ବିଆଇ ନିର୍ଦ୍ଦେଶ: ଏଟିଏମ୍‌ରେ ଅସଫଳ ଟ୍ରାଞ୍ଜାକଶନକୁ ମାଗଣା ଭାବେ ଧରନି

ମୁମ୍ବାଇ,୧୬-୮: ଏଟିଏମ୍‌ରେ ହେଉଥିବା ଅସଫଳ ଟ୍ରାଞ୍ଜାକ୍‌ଶନ,ବାଲାନ୍ସ ଯାଞ୍ଚ ଅଥବା ନୂଆ ଚେକ୍‌ବହି ନେବା ଭଳି ଅଣ-ନଗଦ କାରବାରକୁ ମାଗଣା ଟ୍ରାଞ୍ଜାକଶନ ଭାବେ ଗଣନା ନ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବୁଧବାର ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?