Home

ଟ୍ରେନରେ ନେତାଙ୍କ ମିମିକ୍ରି କରି ଗିରଫ ହେଲେ ଯୁବକ

ସୁରଟ,୧।୬: ଗୁଜରାଟର ସୁରଟରୁ ଅବିନାଶ ଦୁବେ ନାମକ ଜଣେ ଯୁବକଙ୍କୁ ରେଲଓ୍ବେ ପୋଲିସ ଗିରଫ କରିଛି। ଅବିନାଶ ଉପରେ ଟ୍ରେନରେ ଅବୈଧ ଢ଼ଙ୍ଗରେ ପଶିବା, ଜୋରରେ ଶବ୍ଦ କରିବା ଓ ଅଭଦ୍ର ଭାଷାର ପ୍ରୟୋଗ କରିବା ସହ ଅନ୍ୟାନ୍ୟ ମାମଲାରେ ଆରପିଏଫ୍‌…

ସୂର୍ଯ୍ୟ ନାରାୟଣ ପାତ୍ର ହେଲେ ବାଚସ୍ପତି

ଭୁବନେଶ୍ୱର,୧।୬(ବ୍ୟୁରୋ): ଷୋଡ଼ଶ ବିଧାନସଭା ଲାଗି ଶନିବାର ପୂର୍ବାହ୍ନରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ତେବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ…

ଅପରେଶନ୍‌ ଅଲ୍‌ ଆଉଟ୍‌: ୫ ମାସରେ ୧୦୧ ଆତଙ୍କବାଦୀ ନିହତ

ଶ୍ରୀନଗର, ୧।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଯିବା ପାଇଁ ସେନା ପକ୍ଷରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ଗତ ୫ ମାସ ମଧ୍ୟରେ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ୧୦୧ ଆତଙ୍କବାଦୀ ନିହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ…

ଏସ୍‌ସିବି: ଡାକ୍ତର ଶୂନ୍ୟ ଟ୍ରମା ଆଇସିୟୁ

କଟକ ଅଫିସ,୧ା୬: ଏସ୍‌ସିବି ଟ୍ରମା ଆଇସିୟୁ ଏବେ ଡାକ୍ତର ଶୂନ୍ୟ। ଟ୍ରମା ଆଇସିୟୁ ପାଇଁ ନିଯୁକ୍ତ ୪ ଜଣ ଠିକା ଡାକ୍ତର ଚାକିିରିରୁ ଇସ୍ତଫା ଦେଇ ପଳାଇଛନ୍ତି। ଫଳରେ ଟ୍ରମା ଆଇସିୟୁକୁ ନେଇ ଅଡୁଆ ପରିସ୍ଥିତି ଉପୁଜିଛି। ମେଡିକାଲର ଅନ୍ୟ ଡାକ୍ତରଙ୍କ…

କରମ୍‌ବୀର ସିଂ ନୌସେନା ମୁଖ୍ୟ

ନୂଆଦିଲ୍ଲୀ, ୧ା୬ : ଦେଶର ୨୪ତମ ନୌସେନା ମୁଖ୍ୟଭାବେ ଆଡମିରାଲ୍‌ କରମବୀର ସିଂ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଡ଼ମିରାଲ୍‌ ସୁନୀଲ ଲାନ୍‌ବା ଅବସର ନେଲା ପରେ ସେ ଏହି ଗୁରୁଦାୟିତ୍ୱ ତୁଲାଇବେ। ଆଡମିରାଲ୍‌ ସିଂ ବିଶାଖାପାଟଣାସ୍ଥିତ ମୁଖ୍ୟାଳୟରେ ଇଷ୍ଟର୍ନ ନାଭାଲ୍‌…

କୌଣସି ବ୍ୟକ୍ତିଙ୍କ ନାମରେ ମିଳିିନି ଭୋଟ: ନୀତୀଶ

ନୂଆଦିଲ୍ଲୀ, ୧ା୬ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡ଼ିୟୁ ସାମିଲ ହୋଇ ନ ଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପାକୁ ଟାର୍ଗେଟ କରି ବିଷ ଓକାଳିଛନ୍ତି। ସାରା ଦେଶରେ ମୋଦି ହାଓ୍ବା ଏନ୍‌ଡିଏକୁ ବିପୁଳ ବିଜୟ ଆଣିଦେଇଥିବା କୁହାଯାଉଥିବାବେଳେ ବିହାରରେ…

ଏନ୍‌ଡିଏ ୨: ଆରମ୍ଭରୁ ଫାଟ

ନୂଆଦିଲ୍ଲୀ,୧ା୬: ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ବହୁମତ ପାଇ କେନ୍ଦ୍ରରେ ପୁଣିଥରେ କ୍ଷମତାସୀନ ହୋଇଛି। ସାଧାରଣ ନିର୍ବାଚନରେ ଲୋକ ସଭାର ୫୪୨ ସିଟ୍‌ରୁ ଭାଜପାକୁ ୩୦୩ଟିରେ ସଫଳତା ମିଳିଥିବାବେଳେ ଏନ୍‌ଡିଏ ୩୫୩ ଆସନ ଦଖଲ କରିଛି। ସଂଖ୍ୟାବଳରେ…

କୃଷକ, ବ୍ୟବସାୟୀଙ୍କୁ ମିଳିବ ପେନ୍‌ସନ

ନୂଆଦିଲ୍ଲୀ,୧ା୬(ପି.ଟି.): ଦ୍ୱିତୀୟ ପାଳି ଏନ୍‌ଡିଏ ସରକାରର ପ୍ରଥମ କ୍ୟାବିନେଟ ବୈଠକ ଶୁକ୍ରବାର ବସି ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସମସ୍ତ ଚାଷୀଙ୍କୁ ସାମିଲ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଦେଶର ଚାଷୀ, କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ପେନ୍‌ସନ ଯୋଗାଇଦେବା ପ୍ରସ୍ତାବକୁ ମଧ୍ୟ…

ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ

ରିପୋର୍ଟ-ହେମନ୍ତ କୁମାର ନାୟକ ପୁରୀ ଅଫିସ, ୩୧।୫: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ପ୍ରାୟ ଅଳ୍ପବହୁତେ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ବାତ୍ୟାକୁ ୨୯ ଦିନ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଛିଡା…

ଭାଇରାଲ ହେଲା ତୈମୁରଙ୍କ ଆଉ ଏକ ଫଟୋ

ମୁମ୍ବାଇ,୩୧।୫: ପଟୌଦି ଖାନଦାନର ଛୋଟେ ନବାବ ସୈଫ ଅଲ୍ଲୀ ଖାଁ, କରୀନା କପୁର ଖାଁ ଓ ତୈମୁରଙ୍କୁ ଗୁରୁବାର ରାତିରେ ମୁମ୍ବାଇ ଏୟାରପୋର୍ଟରେ ସ୍ପଟ କରାଯାଇଛି। ସେମାନେ ଲଣ୍ଡନ ପାଇଁ ଯାଉଥିବା ବେଳେ ସମସ୍ତଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ ତୈମୁର। ଏୟାରପୋର୍ଟରେ…

ଠିଆ ହୋଇ ପାଣି ପିଉଛନ୍ତି କି

ପାଣି ଶରୀର ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ସମସ୍ତେ ଜାଣିଛନ୍ତି। ଶରୀରକୁ ସୁସ୍ଥ ରଖିବାରେ ଜଳର ଭୂମିକା ଗୁରୁତ୍ୱପୂର୍ଣ୍ଣ। ମଣିଷ ଶରୀରରେ ପ୍ରାୟ ୬୦ରୁ ୭୦ ଭାଗ ଜଳ ରହିଥାଏ। ଏହା ମାଂସପେଶୀକୁ ସୁରକ୍ଷା ଦେବା ସହ ଶରୀରର ବିଭିନ୍ନ କୋଷକୁ ଅକ୍ସିଜେନ…

ଡ୍ରାଇଭର ପାଇଁ ରୋଜା ରଖିଲେ ବନ ଅଧିକାରୀ

ମୁମ୍ବାଇ,୩୧।୫: ବହୁ ସ୍ଥାନରେ ଧର୍ମ ନାଁରେ ଦଙ୍ଗା, ମାରପିଟ୍‌ ଓ ରାଜନୀତି ହେଉଥିବା ଦେଖିବାକୁ ମିଳିଥାଏ। ହେଲେ ମହାରାଷ୍ଟ୍ରରେ ହିନ୍ଦୁ-ମୁସଲମାନ ଭାଇଚାରାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ବୁଲଢ଼ାଣାର ବନ ଅଧିକାରୀ ସଞ୍ଜୟ ଏନ୍‌ ମାଲୀ ହିନ୍ଦୁ ହୋଇ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri