Home

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ। ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ ମନ୍ତ୍ରୀ ହେବାର ସୁଯୋଗ ପାଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ଉଭୟଙ୍କୁ ଶୁକ୍ରବାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରମନ୍ତ୍ରୀ ଭାବେ…

ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟନା,୩୧।୫: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ନେତା ଓ ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତେଜ ପ୍ରତାପ ସାମାନ୍ୟ ଆହତ ହୋଇଥିବା ବେଳେ କାରରେ ଥିବା ଅନ୍ୟ ୩ଜଣ ମଧ୍ୟ ଆହତ ହୋଇଥିବା ସୂଚନା…

ତ୍ରାଲରେ ଆତଙ୍କବାଦୀ ଆକ୍ରମଣ: ସିଆର୍‌ପିଏଫ୍‌ କ୍ୟାମ୍ପ ଉପରେ ଗ୍ରେନେଡ ମାଡ଼

ଶ୍ରୀନଗର,୩୧।୫: ଜମ୍ମୁ-କଶ୍ମୀର ତ୍ରାଲରେ ଶୁକ୍ରବାର ଦ୍ୱିପହରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଠାରେ ଥିବା ସିଆର୍‌ପିଏଫ୍‌ର ୧୮୦ ବାଟାଲିୟନ କ୍ୟାମ୍ପ ଉପରେ ଆତଙ୍କବାଦୀ ଗ୍ରେନେଡ ମାଡ଼ କରିଛନ୍ତି। ତେବେ ଆଖପାଖ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାରୁ ସୁରକ୍ଷାକର୍ମୀ ଲଗାତାର ଗୁଳିଚାଳନା କରୁଛନ୍ତି। ଦୁଇ…

ଗ୍ରୀଷ୍ମୀ ପ୍ରବାହ ପାଇଁ ରାଜଧାନୀରେ ୟେଲୋ ଆଲର୍ଟ ଜାରି

ନୂଆଦିଲ୍ଲୀ,୩୧।୫: ଗ୍ରୀଷ୍ମପ୍ରବାହ ପାଇଁ ସିଝୁଛି ସାରା ଦେଶ। ବିଭିନ୍ନ ସହରରେ ଭୀଷଣ ଗରମ ସହ ଗୁଳଗୁଳି ଅନୁଭୂତ ହେଉଛି। ବହୁ ସ୍ଥାନରେ ତାପମାତ୍ରା ୪୮ ଡିଗ୍ରୀ ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀରେ ତାପମାତ୍ରା ୪୫ ଡିଗ୍ରୀକୁ ଛୁଇଁଛି। ଏଠାରେ ଭୀଷଣ ଗରମ…

ଏକାଧିକ ଥର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ସ୍ବାଧୀନ ଭାରତରେ ନରେନ୍ଦ୍ର ମୋଦିଙ୍କୁ ମିଶାଇ ୧୫ ଜଣ ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି। ପଣ୍ଡିତ ଜବାହରଲାଲ ନେହେରୁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିବା ବେଳେ ଗୁଲଜାରିଲାଲ୍‌ ନନ୍ଦାଙ୍କୁ ଦୁଇଥରରେ କାମଚଳା ପ୍ରଧାନମନ୍ତ୍ରୀ କରାଯାଇଥିଲା। ଗୁରୁବାର ନରେନ୍ଦ୍ର ମୋଦି ୨ୟ ଥର ପାଇଁ ପ୍ରଧାନମନ୍ତ୍ରୀ…

ମୋଦିଙ୍କ ଶପଥ ଗ୍ରହଣରେ ଫସିଲେ ଆଶା: ସ୍ମୃତି କଲେ ସାହାଯ୍ୟ

ନୂଆଦିଲ୍ଲୀ,୩୧।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ପାଇଁ ଗୁରୁବାର ନୂଆଦିଲ୍ଲୀରେ ହଜାର ହଜାର ସଂଖ୍ୟାରେ ଲୋକ ସାମିଲ ହୋଇଥିଲେ। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି କ୍ରୀଡ଼ା ଓ ବଲିଉଡ ଜଗତର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ। ଏହି…

ଧର୍ମେନ୍ଦ୍ରଙ୍କୁ ପୁଣି ପେଟ୍ରୋଲିୟମ ବିଭାଗ ଦାୟିତ୍ୱ; ପ୍ରତାପଙ୍କୁ ମିଳିଲା ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ ଓ ମତ୍ସ୍ୟ ବିଭାଗ

ନୂଆଦିଲ୍ଲୀ,୩୧।୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ) ବିପୁଳ ବିଜୟ ସହ କେନ୍ଦ୍ରରେ ସରକାର ଗଢ଼ିଛି। ଗୁରୁବାର ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳ ଶପଥଗ୍ରହଣ କରିବା ପରେ ଶୁକ୍ରବାର ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗର ଦାୟିତ୍ୱ ବଣ୍ଟନ କରାଯାଇଛି।…

‘ଜୟ ଶ୍ରୀରାମ’ ନାରାବାଜି ଉପରେ ଭଡ଼କିଲେ ମମତା: ଚିତ୍କାର କରି କହିଲେ, ଛାଲ ଉତାରିଦେବି

କୋଲକାତା୩୧।୫: ଲୋକ ସଭା ନିର୍ବାଚନରେ ପଶ୍ଚିମବଙ୍ଗରୁ ଅନେକ ଆସନ ହାତରୁ ଚାଲିଯିବା ପରେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ ତାଙ୍କର ଏକ ଭିଡିଓ ସାମ୍‌ନାକୁ ଆସିଛି। ଯେଉଁଥିରେ ସେ ରାଲି କରୁଥିବା…

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ ଏବେ ଟ୍ରୋଲ ହେବାକୁ ପଡ଼ିଛି। ସୂଚନାଯୋଗ୍ୟ ଆଇସିସ ଓ୍ବାଲ୍ଡ କପ୍‌ ସମାରୋହ ପୂର୍ବରୁ ଅନ୍ତର୍ଜାତୀୟ…

ଟେଲି ପରଦାରେ ବେବୋଙ୍କ ଡେବ୍ୟୁ: ‘ଡିଆଇଡି-୭’ରେ ଆସିବେ ନଜର

ମୁମ୍ବାଇ: ବଡ଼ ପରଦାର କଳାକାରମାନେ ଏବେ ଟେଲି ପରଦା ପ୍ରେମରେ। ଧାରାବାହିକ, ଓ୍ବେବ୍‌ସିରିଜ୍‌ ପରେ ବିଭିନ୍ନ ରିଆଲିଟି ଶୋ’ମାନଙ୍କରେ ବଡ଼ ବଡ଼ ଅଭିନେତା ତଥା ଅଭିନେତ୍ରୀମାନଙ୍କୁ ଦେଖିବାକୁ ମିଳୁଛି। ଏହି କ୍ରମରେ ବଲିଉଡ୍‌ ଡିଭା କରିନା କପୁର ଖାନ୍‌ ଟେଲି ପରଦାରେ…

ଟିଭିରେ ଦେଖିଲେ ମୋଦିଙ୍କ ମା’

ଅହମଦାବାଦ,୩୧।୫ :ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍‌ସ୍ଥିତ ଘରେ ବସି ଟିଭିରୁ ଶପଥ ଗ୍ରହଣ ଉତ୍ସବ ଦେଖିଥିଲେ। ଲୋକ ସଭା ନିର୍ବାଚନରେ ଭାଜପାର…

ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼

ନୂଆଦିଲ୍ଲୀ, ୩୧।୫ :ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼ ଦେଖିବାକୁ ମିଳିଛି। ବଲିଉଡ୍‌ରୁ କରଣ ଜୋହର୍‌, ରଜନୀକାନ୍ତ, ବୋନି କପୁର୍‌, କଙ୍ଗନା ରାଣାଓ୍ବତ୍‌ ପ୍ରମୁଖ ଏଥିରେ ଯୋଗଦେଇଛନ୍ତି। ଫିଲ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri