ଟଙ୍କା ଭର୍ତ୍ତି ପର୍ସ ପାଇ ଫେରାଇଲେ ମହିଳା କନଷ୍ଟେବଳ ଲକ୍ଷ୍ମୀପ୍ରିୟା
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଶନିବାର ଏକ ପ୍ରଶଂସନୀୟ ଘଟଣା ଦେଖିବାକୁ ମିଳିଛି। ଟଙ୍କା ଭର୍ତ୍ତି ପର୍ସ ପାଇ ଜଣେ ଆରପିଏଫ କନ୍ଷ୍ଟେବଳ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫେରାଇଛନ୍ତି। ପର୍ସ ହଜାଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ରାୟଗଡା ଜିଲା ଟିକିରିର ଅଶୋକ କୁମାର…
ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ମାନଗେ ରାମ ଗର୍ଗଙ୍କ ପରଲୋକ
ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ଥିବା ମାନଗେ ରାମ ଗର୍ଗଙ୍କ ପରଲୋକ ହୋଇଛି। ରବିବାର ସକାଳ ୭ଟା ୩୦ରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ବାଲାଜି ଆକ୍ସନ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ୨୦୦୩ରେ ସେ…
ବନ୍ଦ ହୋଇଯିବ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ
ନୂଆଦିଲ୍ଲୀ,୨୧-୭: ନୂଆ ଯୁଗର ପେମେଣ୍ଟ ବ୍ୟାଙ୍କ ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଛି। ଭୋଡ଼ାଫୋନର ଏମ୍ ପୈସା ପରେ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ ବନ୍ଦ ହୋଇଯିବ। ମାତ୍ର ୧୭ ମାସ ପୂର୍ବେ ଆରମ୍ଭ ହୋଇଥିବା ଏହି ବ୍ୟାଙ୍କ ଆସନ୍ତା ୨୬ରୁ…
ରୋଗ ଶଯ୍ୟାରେ ବାପା: ପଢ଼ା ଛାଡି ୨ ଶିଶୁ ଚଳାଉଛନ୍ତି ପରିବାର
ଖୋର୍ଦ୍ଧା ଅଫିସ,୨୧।୭: ରୋଜଗାରରେ ବାଧକ ସାଜିଲା ରୋଗ। କାମ ନ କରି ଫେରି ଆସିଲେ ଘରକୁ। ୬ମାସ ଧରି ରୋଗଶଯ୍ୟାରେ ପଡି ଅଭିଶପ୍ତ ଜୀବନଯାପନ କରୁଛନ୍ତି ଖୋର୍ଦ୍ଧା ଜିଲା ବାଣପୁର ବ୍ଳକ ଗୋଡିଝର ଗଁାର ପଦ୍ମ ଚରଣ ପ୍ରଧାନ(୩୫)। ରୋଗ ଯୋଗୁ…
କ୍ରମାଗତ ୧୧ ବର୍ଷ ଧରି ନିଜ ଦରମା ବଢ଼ାଇଲେନି ମୁକେଶ
ନୂଆଦିଲ୍ଲୀ,୨୧-୭: ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ କ୍ରମାଗତ ୧୧ ବର୍ଷ ଧରି ନିଜ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜରେ ନିଜର ଦରମା ନ ବଢ଼ାଇ ୧୫ କୋଟି ଟଙ୍କାରେ ସ୍ଥିର ରଖିଛନ୍ତି। ତେବେ ଚଳିତବର୍ଷ ମାର୍ଚ୍ଚରେ ଶେଷ ହେଉଥିବା ଆର୍ଥିକ…
ଜୁଲାଇ ସୁଦ୍ଧା ପିଏମ୍ କିଷାନରେ ୭୦ ମିଲିୟନ ଚାଷୀ ଯୋଡି ହେବେ
ନୂଆଦିଲ୍ଲୀ,୨୧-୭: କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଘୋଷଣା ହୋଇଛି। ତେବେ ଏହି ଯୋଜନାରେ ଏବେ ଅଧିକ ଜମି ଥିବା ଚାଷୀ ମଧ୍ୟ ଯୋଡି ହେଉଛନ୍ତି। ଫଳରେ ଏହି ଯୋଜାନରେ ସାମିଲ ହେବା…
ଭଜନ, ସଂକୀର୍ତ୍ତନରେ ଝଙ୍କୃତ ହେବ ସିଂହଦ୍ୱାର ସମ୍ମୁଖ, ପ୍ରତି ରବିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଆଧ୍ୟାତ୍ମିକ ପରିକ୍ରମା
ପୁରୀ ଅଫିସ, ୨୧।୭ : ଶ୍ରୀମନ୍ଦିର କୋଟି କୋଟି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ପୀଠ। ବିଶ୍ୱନିୟନ୍ତାଙ୍କ ବିଜେସ୍ଥଳୀ। ସିନ୍ଦୂରା ଫାଟିଲେ ହଜାର ହଜାର ଶ୍ରଦ୍ଧାଳୁଙ୍କ ପାଦ ପଡେ ବଡ଼ଦାଣ୍ଡରେ। ଏକମୁହଁା ହୋଇ ସମସ୍ତେ ଛୁଟିଥାନ୍ତି ସିଂହଦ୍ୱାର ଅଭିମୁଖେ। ସମସ୍ତଙ୍କ ମନରେ…
ଗାଡ଼ିରେ ଫାଷ୍ଟଟାଗ ଲାଗି ନଥିଲେ;ଟୋଲ୍ରେ ଆଦାୟ ହେବ ଡବଲ ଜରିମାନା
ନୂଆଦିଲ୍ଲୀ,୨୧-୭: ଜାତୀୟ ରାଜପଥ ବ୍ୟବହାର କରୁଥିବା ଗାଡ଼ିଚାଳକଙ୍କ ଜରୁରୀ ଖବର। ଡିସେମ୍ବର ପହିଲା ପୂର୍ବରୁ ଗାଡ଼ିରେ ଫାଷ୍ଟଟାଗ୍ ଲଗାଇ ନେବା ଭଲ ହେବ। ନଚେତ୍ ଡିସେମ୍ବର ପହିଲାପରେ ଗାଡିରୁ ଦୁଇଗୁଣା ଜରିମାନା ଆଦାୟ କରାଯିବ। ଦେଶରେ ଇଲେକ୍ଟ୍ରୋନିକ ପେମେଣ୍ଟ ଓ ଇଲେକ୍ଟ୍ରୋନିକ…
୪ ଦିନରେ ୬ ଅମରନାଥ ଯାତ୍ରୀ ମୃତ
ଶ୍ରୀନଗର, ୨୧ା୭(ପି.ଟି.) : ଚଳିତବର୍ଷ ଦକ୍ଷିଣ କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫାକୁ ଯାତ୍ରା ଜାରି ରହିଛି। ଗତ ୪ ଦିନ ମଧ୍ୟରେ ୬ ଜଣ ଯାତ୍ରୀ ବିଭିନ୍ନ କାରଣରୁ ପ୍ରାଣ ହରାଇଛନ୍ତି। ଏଥିସହ ଅମରନାଥ ଯାତ୍ରୀରେ ମୃତ୍ୟୁସଂଖ୍ୟା ଏପର୍ଯ୍ୟନ୍ତ ୨୨ରେ ପହଞ୍ଚିଥିବା…
ସଡ଼କ ଦୁର୍ଘଟଣାରେ ୯ ଛାତ୍ର ମୃତ
ପୁଣେ, ୨୧ା୭(ପି.ଟି.) :ପୁଣେ-ସୋଲାପୁର ରାଜପଥରେ ଏକ କାର ଦୁର୍ଘଟଣାଗ୍ରସ୍ତ ହେବାରୁ ୯ ଜଣ ଛାତ୍ର ପ୍ରାଣ ହରାଇଛନ୍ତି। ପୁଣେ ଜିଲାର କଦମ୍ଓ୍ବାକ୍ ଓ୍ବସ୍ତିଠାରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ମୃତ ଛାତ୍ରମାନଙ୍କ ବୟସ ୧୯ରୁ ୨୩ ମଧ୍ୟରେ ଓ ସେମାନଙ୍କ…
ବଲିଉଡରେ ବର୍ଷେ ପୂରିଲା
ମୁମ୍ବାଇ: ବଲିଉଡରେ ଅଭିନୟ ଜୀବନର ୧ବର୍ଷ ପୂରଣ କରିଛନ୍ତି ଅଭିନେତ୍ରୀ ଜାହ୍ନବୀ କପୁର ଏବଂ ଅଭିନେତା ଇଶାନ ଖଟ୍ଟର। ଦୁହେଁ ଅଭିନୟ କରିଥିବା ଧଡକ ଫିଲ୍ମର ରିଲିଜକୁ ବର୍ଷେ ସମ୍ପୂର୍ଣ୍ଣ ହୋଇଛି। ସୋସିଆଲ୍ ମିଡିଆରେ ଏ ସମ୍ପର୍କରେ ସେମାନେ ଭାବାବେଗପୂର୍ଣ୍ଣ ଲେଖା…
ଆସାମରେ ଜାପାନିଜ୍ ଏନ୍ସେଫାଲାଇଟିସ୍ ଆତଙ୍କ: ମୃତ୍ୟୁସଂଖ୍ୟା ୧୦୦ ଟପିଲା
ଗୁଆହାଟୀ, ୨୧ା୭(ପି.ଟି.) : ଆସାମ୍ରେ ଜାପାନିଜ୍ ଏନ୍ସେଫାଲାଇଟିସ୍ ଆତଙ୍କ ଖେଳାଇଛି। ଶନିବାର ଏଥିରେ ପୁଣି ୪ ଜଣଙ୍କ ଜୀବନ ଯାଇଥିବାବେଳେ ମୃତ୍ୟୁସଂଖ୍ୟା ୧୦୧ରେ ପହଞ୍ଚିଛି। ଉଦଲ୍ଗୁଡ଼ିି, ବାକ୍ସା, ଗୋଲାଘାଟ୍ ଓ କର୍ବି ଆଙ୍ଗ୍ଲଙ୍ଗ୍ରେ ଜଣେ ଲେଖାଏ ମୃତ୍ୟୁବରଣ କରିଥିବା ଏନ୍ଏଚ୍ଏମ୍(ଜାତୀୟ ସ୍ବାସ୍ଥ୍ୟ…
Archives


