Home

ହିମାଙ୍କ ସ୍ବର୍ଣ୍ଣିମ ସଫଳତା ଜାରି

ନୋଭେ ମେଷ୍ଟୋ (ଚେକ୍‌ ରିପବ୍ଲିକ), ୨୧।୭ (ପି.ଟି.)- ତାରକା ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ତାଙ୍କ ସ୍ବର୍ଣ୍ଣିମ ସଫଳତା ଧାରା ଜାରି ରଖିଛନ୍ତି। ଶନିବାର ଏଠାରେ ଅନୁଷ୍ଠିତ ଏକ ପ୍ରତିଯୋଗିତାର ୪୦୦ ମିଟର ରେସ୍‌ରେ ହିମା ପ୍ରଥମ ସ୍ଥାନ ଅଧିକାର…

ଡି. ରାଜା ହେବେ ସିପିଆଇ ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ, ୨୧ା୭(ପି.ଟି.): ରାଜ୍ୟ ସଭା ଏମ୍‌ପି ଡି. ରାଜା ସିପିଆଇର ସାଧାରଣ ସମ୍ପାଦକ ପଦ ଅଳଙ୍କୃତ କରିବାକୁ ଯାଉଛନ୍ତି। ଏହି ପଦରେ ଥିବା ଏସ୍‌. ସୁଧାକର ରେଡ୍ଡୀ ସ୍ବାସ୍ଥ୍ୟଗତ କାରଣରୁ ଇସ୍ତଫା ଦେଇଥିଲେ। ସେ ୨୦୧୨ରୁ ଦଳର ଜାତୀୟ ସାଧାରଣ ସମ୍ପାଦକ…

ରାସ୍ତା କାମ କଲେ ବିଧାୟକ

ପାପଡାହାଣ୍ଡି,୨୧।୭(ଡି.ଏନ୍‌.ଏ): ରାସ୍ତାରେ ପଡି ରହିଥିଲା ମୋରମ ଗଦା। ୟାତାୟାତରେ ସମସ୍ୟା ହେଉଥିଲା। ଲୋକଙ୍କ ଅସନ୍ତୋଷ ପରେ ବି ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିଲା । ଶେଷରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜ ହାତରେ କୋଡ଼ି ଧରି ମୋରମ ସମତୁଲ…

ଅଧିକାରୀଙ୍କ କାର୍‌ନାମା; ପ୍ରତି ମାସରେ ଡିଜିସିଏ,ଏୟାର ଇଣ୍ଡିଆରୁ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୨୧-୭: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ କ୍ରମାଗତ ଏଭଳି ଜଣେ ଅଧିକାରୀଙ୍କୁ ପ୍ରତିବର୍ଷ ୨ କୋଟିରୁ ଊଦ୍ଧ୍ୱର୍ର୍ ଟଙ୍କା ଦରମା ଦେଇଛି ଯିଏକି କମ୍ପାନୀରେ କାମ କରୁ ନ ଥିଲେ। ଏ ସମ୍ପର୍କରେ ତଥ୍ୟ ପ୍ରଘଟ…

ଭିଡ଼ହିଂସା ବିରୋଧରେ ଆଇନ ଆଣିବେ ସରକାର

ନୂଆଦିଲ୍ଲୀ,୨୧ା୭(ଆଇଏଏନ୍‌ଏସ୍‌): ଦେଶରେ ଭିଡ଼ହିଂସା ବଢ଼ିଚାଲିଥିବାରୁ ଏହାକୁ ରୋକିବା ଲାଗି କେନ୍ଦ୍ର ସରକାର ଆଇନ ଆଣିବାକୁ ଯାଉଛନ୍ତି। ପାର୍ଲାମେଣ୍ଟର ଚଳିତ ଅଧିବେଶନରେ ଏନେଇ ସରକାର ବିଲ୍‌ ଆଣିପାରନ୍ତି ବୋଲି କେତେକ ସୂତ୍ରରୁ ଜଣାପଡ଼ିଛି। ଭିଡ଼ହିଂସା ବିରୋଧରେ ଆଇନ ଆଣିବା ଲାଗି ସୁପ୍ରିମକୋର୍ଟ ବର୍ଷକ…

କଳାହାଣ୍ଡି ଜିଲା ଚିଠି: ଏକଦା ମରୁଡିପ୍ରବଣ ଜିଲା ଏବେ ବନ୍ୟାପ୍ରବଣ ଜିଲା

ମୌସୁମୀ ଆଉ ଆଗଭଳି ଠିକଣା ଗତିରେ ଆସୁନାହିଁ। ସାଧାରଣତଃ ଲଘୁଚାପଜନିତ ବର୍ଷା ହିଁ ହେଉଛି। ଲଘୁଚାପଜନିତ ଲଗାଣ ବର୍ଷା ବି ଆମ କର୍ତ୍ତୃତ୍ୱ ବାହାରେ। ଅନିୟମିତ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥାଏ। ଯାହାକୁ ଫ୍ଲାଶ୍‌…

ଦୁର୍ନୀତିରେ ଉବୁଟୁବୁ ଖଦି ବୋର୍ଡ: ଖାଇଗଲେ ମହୁଚାଷୀଙ୍କ ଟଙ୍କା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦୁର୍ନୀତିରେ ଉବୁଟୁବୁ। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ ହୋଇଛି। ଏହି ମହାଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ…

ଆମେରିକା ସହ ଟ୍ରେଡ୍‌ ଓ୍ବାର୍‌; ଭାରତର ହାତ ଧରିବାକୁ ଚାଇନା ରାଜି

ନୂଆଦିଲ୍ଲୀ,୨୧-୭: ଆତଙ୍କବାଦ୍‌ ଓ ସୀମା ବିବାଦ ସମେତ ବହୁ ପ୍ରସଙ୍ଗରେ ଭାରତ ବିରୋଧୀ ମନୋଭାବ ପୋଷଣ କରୁଥିବା ଚାଇନା ଏବେ ଆମେରିକା ବିରୋଧରେ ଟ୍ରେଡ୍‌ ଓ୍ବାର୍‌ରେ ସାମିଲ ହେବାକୁ ଆହ୍ବାନ ଦେଇଛି। ଏଥିଲାଗି ଭାରତ ସହିତ ଥିବା ନିଜର ବାଣିଜ୍ୟ ଅସନ୍ତୁଳନକୁ…

ପାଟକୁରାରେ ୭୩.୨% ମତଦାନ

ଭୁବନେଶ୍ୱର/କେନ୍ଦ୍ରାପଡ଼ା ଅଫିସ,୨୧ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଶନିବାର ମତଦାନ ଶେଷ ହୋଇଛି। ୨,୪୪,୭୪୭ ଭୋଟରଙ୍କ ମଧ୍ୟରୁ ୭୩.୨% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ, ଭାଜପାର ବିଜୟ ମହାପାତ୍ର ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କ…

ଆଜି ଛାତ୍ରୀଛାତ୍ରଙ୍କ ସହ ସୁପର-୩୦ ଦେଖିବେ ଆନନ୍ଦ କୁମାର

ଭୁବନେଶ୍ୱର, ୨୧-୭: ସୁପର-୩୦ର ପ୍ରତିଷ୍ଠାତା ଆନନ୍ଦ କୁମାର ରାଜ୍ୟର ଛାତ୍ରୀଛାତ୍ରଙ୍କ ସହ ଏହି ଚଳଚ୍ଚିତ୍ରକୁ ଦେଖିବେ। ଆଦ୍ୟାନ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ପ୍ରତିଷ୍ଠାତା, ଆକାଶ ଭୁବନେଶ୍ୱର ସେଣ୍ଟରର ନିର୍ଦ୍ଦେଶକ ତଥା ଜିନ୍ଦେଗୀ ଫାଉଣ୍ଡେଶନର ଅଧ୍ୟକ୍ଷ ଅଜୟ ବାହାଦୁର ସିଂ ସୁପର-୩୦ ଚଳଚ୍ଚିତ୍ର…

ପରଲୋକରେ ଆଧୁନିକ ଦିଲ୍ଲୀର ବିନ୍ଧାଣି

ନୂଆଦିଲ୍ଲୀ,୨୧ା୭(ପି.ଟି.): ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କର ଶନିବାର ଅପରାହ୍ଣରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ହୃତ୍‌ଘାତ ହେବାରୁ ଶୀଲାଙ୍କୁ ସକାଳେ ଫର୍ଟିସ ଏସ୍‌କଟର୍‌ସ ହାର୍ଟ ଇନ୍‌ଷ୍ଟିଚ୍ୟୁଟରେ…

ପାଟକୁରା ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ

କେନ୍ଦ୍ରାପଡା ଅଫିସ, ୨୧।୭: କେନ୍ଦ୍ରାପଡା ଜିଲାର ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଶେଷ ହୋଇଛି । ଏଥିସହିତ ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଯାଇଛି। ୨୦୧୯ ସାଧାରଣ ନିର୍ବାଚନ ଆରମ୍ଭରୁ ଏହି ବିଧାନସଭା ଆସନ ଚର୍ଚ୍ଚାରେ ରହିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri