Home

ପରିବର୍ତ୍ତନରୁ ଲାଭବାନ୍‌ ହେବେ କଶ୍ମୀରବାସୀ

ନୂଆଦିଲ୍ଲୀ,୧୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯାଇଥିବାରୁ ସେଠାର ଜନସାଧାରଣ ଯଥେଷ୍ଟ ଉପକୃତ ହେବେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସରକାର…

ଅଚଳ ମାଲେସିଆ ଜାହାଜରୁ ତେଲ ଲିକ୍‌ ଆଶଙ୍କା: ଚିଲିକାକୁ ବିପଦ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡିବାରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ୍‌ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ ବଙ୍ଗୋପସାଗର ଉପକୂଳରେ ୮ଦିନ ହେବ ଅଟକି ରହିଛି। ଏବେ ଏଥିରୁ ତେଲ ଲିକ୍‌ ହେବା…

ମହାନଦୀରେ ବନ୍ୟା

ଭୁବନେଶ୍ୱର, ୧୫ା୮(ବ୍ୟୁରୋ): ଲଗାଣ ବର୍ଷା ଓ ବନ୍ୟାରେ ପଶ୍ଚିମ ଓଡ଼ିଶାରେ ସଙ୍ଗିନ ସ୍ଥିତି ସୃଷ୍ଟି ହୋଇଥିବାବେଳେ ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗୋଟିଏ ଗେଟ୍‌…

ଲର୍ଡସ ଟେଷ୍ଟ: ବର୍ଷା ଯୋଗୁ ପ୍ରଥମ ଦିନ ଧୋଇଗଲା

ଲର୍ଡସ,୧୫।୮(ଏଏଫପି)- ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାର ଏଠାରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ଆଶେସ ଟେଷ୍ଟର ପ୍ରଥମ ଦିନର ଖେଳ ବାତିଲ ହୋଇଛି। କ୍ରମାଗତ ବର୍ଷା କାରଣରୁ ବିନା ଟସ୍‌ ଓ ବଲ୍‌ ପଡିବାରେ ପ୍ରଥମ ଦିନରେ ଖେଳ ସମ୍ପୂର୍ଣ୍ଣ…

ୟୁରୋପ ଆଥଲେଟିକ୍ସ ମିଟ୍‌ରେ ଭାଗ ନେବା ଆଶା ଅଧୁରାଦୂତୀ ନିରାଶ, ଭିଜା ମିଳିଲାନି

ଭୁବନେଶ୍ୱର, ୧୫।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ ରେକର୍ଡର ଅଧିକାରିଣୀ ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଧାବିକା ଦୂତୀ ଚାନ୍ଦଙ୍କୁ ଶେଷରେ ନିରାଶ ହେବାକୁ ପଡ଼ିଛି। ୟୁରୋପ୍‌ ଗସ୍ତ ପାଇଁ ତାଙ୍କୁ ଭିଜା ମିଳିଲାନି। ତେଣୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ…

ବୀର ସଂଗ୍ରାମୀଙ୍କୁ ଝୁରୁଛି ବରୀ ମାଟି: ସ୍ମୃତିପୀଠ, ସଂଗ୍ରାମୀ ଭବନର ପାଚେରୀ ନିର୍ମାଣ ଦାବି

ବରୀ/ରତ୍ନଗିରି,୧୫।୮(ସ୍ବ.ପ୍ର/ଡି.ଏନ୍‌.ଏ.)- ଆଜି ଭାରତବର୍ଷ ୭୩ ତମ ସ୍ବାଧୀନତା ଦିବସ ପାଳନ ନେଇ ଉତ୍ସବମୁଖର ହୋଇଛି। ହେଲେ ଯାଜପୁର ଜିଲା ବୀରମାଟି ବରୀରେ ଚଳିତ ବର୍ଷ ଗୋଟିଏ ଦିନରେ ସ୍ବାଧୀନତା ଦିବସ ଓ ଶହୀଦ ଦିବସ ପାଳନ ହେଉଛି। ୧୯୪୨ ଅଗଷ୍ଟ ଗହ୍ମା…

ଲାଲକିଲ୍ଲାରେ ପହଞ୍ଚିଲେ ମୋଦି: କିଛି ସମୟ ପରେ ଉଡାଇବେ ତ୍ରିରଙ୍ଗା

ନୂଆଦିଲ୍ଲୀ,୧୫।୮: ସାରା ଦେଶରେ ଆଜି ୭୩ତମ ସ୍ବାଧୀନତା ଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲ୍ଲାରେ ପତାକା ଉତ୍ତୋଳନ ପାଇଁ ପହଞ୍ଚିଛନ୍ତି। ସେଠାରେ ସେ ଦେଶକୁ ସମ୍ବେଧିତ କରିବାର କାର୍ଯ୍ୟକ୍ରମ ରହିଛି। ଦ୍ୱିତୀୟଥର…

ମାନସିକ ଚିନ୍ତାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ। ଅତିକମ୍‌ରେ ପ୍ରତିଦିନ ୩ କିଲୋମିଟର ଏବଂ ସପ୍ତାହକୁ ୫ ଦିନ…

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ, ୧୫।୮: ଆଜି ୭୩ତମ ସ୍ବାଧୀନତା ଦିବସ। ଏଥିପାଇଁ ସାରା ଦେଶରେ ଉତ୍ସବ ମୁଖର ହୋଇପଡିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେ ଲଲ୍କିଲ୍ଲା ଅଭିମୁଖେ ବାହାରିବେ।…

ପୋଲିସ୍‌ ଷ୍ଟେଶନ୍‌ ଭିତରେ ଚାଲିଛି ପାଠଶାଳା

ଡେରାଡୁନ୍‌ର ପ୍ରେମନଗର୍‌ ପୋଲିସ୍‌ ଷ୍ଟେସନ୍‌ ଦେଶରେ ଥିବା ଅନ୍ୟ ସମସ୍ତ ପୋଲିସ୍‌ ଷ୍ଟେସନ୍‌ଠୁ ସ୍ବତନ୍ତ୍ର। ଏହାକୁ ସ୍ବତନ୍ତ୍ର କରିଛି କିଛି ମୁହୂର୍ତ୍ତରେ ପରିଣତ ହେଉଥିବା ପାଠଶାଳା। ପ୍ରେମନଗର ପାଖରେ ଥିବା ଏକ ବସ୍ତିରେ ଅନେକ ଗରିବଶ୍ରେଣୀର ପିଲା ଅଛନ୍ତି, ଯେଉଁମାନେ ଶିକ୍ଷାଠୁ…

ଏହି ଗାଁକୁ ବୁଲି ଆସିଲେ ଦୂର ହେବ ଦାରିଦ୍ରତା

ଗରିବ କିମ୍ବା ଆର୍ଥିକ ସଙ୍କଟର ସମ୍ମୁଖୀନ ହେବାକୁ କିଏ ବା ପସନ୍ଦ କରେ। ସମୟ ଏବଂ ପରିସ୍ଥିତି ଏଭଳି ସମସ୍ୟାର ସମ୍ମୁଖୀନ କରାଇଥାଏ। ଏହି ସମସ୍ୟାରୁ ଯଦି ରକ୍ଷା ପାଇବାକୁ ଚାହଁୁଛନ୍ତି ତେବେ, ଉରାଖଣ୍ଡର ଚମେଲୀ ଜିଲାରେ ଥିବା ମାଣା ଗାଁକୁ…

ଆଖି ଥାଏ ସବୁବେଳେ ଜାଗ୍ରତ…

ମଣିଷ ଶୋଇଥିବା ସମୟରେ ମଧ୍ୟ ଆଖି ଜାଗ୍ରତ ରହିଥାଏ। ସାରା ଶରୀର ନିଦ୍ରାରେ ଥିବାବେଳେ କେବଳ ଆଖି ରହିଥାଏ ସଜାଗ। ଏନେଇ କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟର ଗବେଷକ ସୂଚିତ କରିଛନ୍ତି। ଦୀର୍ଘଦିନ ଧରି ଗବେଷଣା କରିବା ପରେ ସେମାନେ ଏସମ୍ପର୍କିତ ରିପୋର୍ଟରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?