Home

ପଟ୍ଟନାୟକିଆ ଟ୍ରିପଲ ମର୍ଡର ଘଟଣା ଫେରାର ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

ପୁରୀ ଅଫିସ,୨୦ା୭: ପୁରୁୀ-ଭୁବନେଶ୍ୱର ଜାତୀୟ ରାଜପଥ ସତ୍ୟବାଦୀ ଥାନା ପଟ୍ଟନାୟକିଆ ଛକରେ ଗତ ୧୪ତାରିଖରେ ଘଟିଥିଲା ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ, କୃଷ୍ଣ ଓ ଦାଦା ପୁଅ ଭାଇ ପଞ୍ଚୁଆଙ୍କୁ ଗୋଡାଇ ହାଣି ହତ୍ୟା କରିଥିଲେ।…

ରଷିଆନ ଓପନ ବ୍ୟାଡ୍‌ମିଣ୍ଟନ : ଭାରତର ଅଭିଯାନ ଶେଷ

ଭ୍ଲାଡିଭୋସ୍ତକ (ରୁଷିଆ), ୨୦ା୭ (ପି.ଟି.): ଏଠାରେ ଚାଲିଥିବା ରଷିଆନ ଓପନ୍‌ ବିଡଡ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ମେଘନା ଜାକାମ୍‌ପୁଡିଙ୍କ ପାଇଁ ଶନିବାର ଥିଲା ଖରାପ ଦିବସ। ସେ ତାଙ୍କର…

ହଲ୍‌ ଅଫ୍‌ ଫେମ୍‌ ଓପନ୍‌ପେସ୍‌-ଡାନିଏଲ୍‌ ସେମିଫାଇନାଲରେ

ନ୍ୟୁପୋର୍ଟ, ୨୦ା୭ (ପି.ଟି.): ଭାରତର ଭେଟେରାନ ଟେନିସ ଖେଳାଳି ଲିଆଣ୍ଡର ପେସ୍‌ ଏଟିପି ହଲ୍‌ ଅଫ୍‌ ଫେମ୍‌ ଓପନ ଟେନିସ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପେସ୍‌ ଓ ତାଙ୍କ ନ୍ୟୁଜିଲାଣ୍ଡ ପାର୍ଟନର ମାର୍କସ ଡାନିଏଲ୍‌ ୬-୪, ୫-୭, ୧୪-୧୨ ସେଟ୍‌ରେ…

ଗୁରୁ ଶିଷ୍ୟ ସମ୍ପର୍କ ନିବିଡ଼ ହେଉ

ବଇଣ୍ଡା,୨୦।୭(ଡି.ଏନ.ଏ.): ଶିଶୁଙ୍କୁ ଭଲ ମଣିଷ କରିବା ପାଇଁ ଶିକ୍ଷକ ସମାଜର ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ। ସବୁବେଳେ ଗୁରୁଙ୍କୁ ସମ୍ମାନ ଦିଆଯାଉ। ଗୁରୁ-ଶିଷ୍ୟ ସମ୍ପର୍କ ନିବିଡ଼ ହେଲେ ଶିଶୁର ଭବିଷ୍ୟତ ଉକଳ ହେବ ବୋଲି ଶନିବାର କିଶୋରନଗର ବ୍ଲକ କିଶୋରନଗର ହାଇସ୍କୁଲର ୬୨…

ଠାକୁରଗଡ଼ ଥାନା ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୦।୭(ଡି.ଏନ.ଏ.): ଆଠମଲ୍ଲିକ ଜିଲା ଅନୁଗୋଳ ବ୍ଲକ ଠାକୁରଡ଼ ଥାନା ପେଡ଼ିପର, ସାନହୁଲା, କୁରୁମଟାପ, କୁର୍ତ୍ତିବାସପୁର, ପାଇକସାହି, ସାପଘରା, ଟାପଢୋଲ ଆଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଚୋରା ଦେଶୀ ଓ ବିଦେଶୀ ମଦ କାରବାର ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି। ଅବକାରୀ ଓ…

୧୪ ମାସ ହେଲା ଛାତ୍ରୀ ନିବାସରେ ତାଲା

ବସ୍ତା,୨୦।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜାମଶୂଳୀ ବ୍ଲକ ଜାମଶୂଳୀସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟର ଏକମାତ୍ର ଛାତ୍ରୀନିବାସ ୧୪ ମାସ ହେଲା ବନ୍ଦ ରହିଛି। କଲେଜ କର୍ତ୍ତୃପକ୍ଷ ଛାତ୍ରୀନିବାସ ଆନୁଷଙ୍ଗିକ ମରାମତି ଆବଶ୍ୟକ ଦର୍ଶାଇ ଏଭଳି ପଦକ୍ଷେପ ନେଇଛନ୍ତି। ଫଳରେ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରୀମାନେ ହଇରାଣ…

ଦିଲ୍ଲୀ ପୋଲିସ କବଳରୁ ଖସିଗଲା ଚୋର

ବାଲେଶ୍ୱର ଅଫିସ, ୨୦।୭: ଦିଲ୍ଲୀରୁ ୧୦ଲକ୍ଷ ଟଙ୍କାର ଗହଣା ଚୋରି କରି ପଳାଇ ଆସିଥିବା ସୋର ଜିଲା ବାଲେଶ୍ୱର ଥାନା କରୁଣାକର ଗ୍ରାମର ରଘୁନାଥ ଦାସ (୨୯)ଙ୍କୁ ଶୁକ୍ରବାର ଦିଲ୍ଲୀ ପୋଲିସ ସୋର ପୋଲିସ ସହାୟତାରେ ଗିରଫ କରିଥିଲା। କରୁଣାକରଙ୍କୁ ଦିଲ୍ଲୀ…

ଓସ୍ତପତ୍ରରେ ରହିଛି ବହୁ ଔଷଧୀୟ ଗୁଣ

ଆମ ଚତୁପାର୍ଶ୍ୱରେ ବିଭିନ୍ନ ଔଷଧୀୟ ବୃକ୍ଷ ରହିଛି। ମାତ୍ର ଆମେ ଏହାର ଉପକାରିତା ବିଷୟରେ ଜାଣି ନ ଥାଉ। ଏହି ଯେମିତି ଓସ୍ତପତ୍ର। ଏହାର ଅନେକ ଔଷଧୀୟ ଗୁଣ ରହିଛି। ଯାହା ସମ୍ପର୍କରେ କମ୍‌ ଜାଣିଛୁ। ତେବେ ଜାଣନ୍ତୁ ଏହାର ଉପକାରିତା…

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ସୁରକ୍ଷାକର୍ମୀ

ବଡ଼ବିଲ,୨୦।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଓଡ଼ିଶା ଖଣି ନିଗମର ଆଞ୍ଚଳିକ ପରିଚାଳକ (ଓଏମସି ଆରଏମ) କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଖଣିରେ ନିୟୋଜିତ ସୁରକ୍ଷାର୍ମୀମାନେ ବିଭିନ୍ନ ଦାବି ନେଇ ଶ୍ରମିକ ସଂଗଠନ ଆଇଟିୟୁସି ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଆନ୍ଦୋଳନ ଆରମ୍ଭ କରିଥିଲେ।…

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୧୦ ବର୍ଷ କାରାଦଣ୍ଡ

ଭଦ୍ରକ ଅଫିସ, ୨୦।୭ – ଶନିବାର ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ବିଚାରପତି ସାହା ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ମାଝୀଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ଶୁଣାଣି କରିଛନ୍ତି।…

ସୁରକ୍ଷାକର୍ମୀଙ୍କୁ ମାଡ଼, ମାମଲା ରୁଜୁ

ଯୋଡ଼ା,୨୦।୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ହୁଡିସାହିଠାରେ ରହୁଥିବା ସୁରକ୍ଷାକର୍ମୀଙ୍କ ସହଯୋଗୀମାନେ ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗରୁ ଜଣାପଡ଼ିଛି ଯେ, ଏକ ସିକ୍ୟୁରିଟି ସଂସ୍ଥାରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିବା ରାମ୍‌ ଗତ ଜୁନ୍‌…

କଲ୍ୟାଣ ମଣ୍ଡପକୁ ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର ଅଫିସ,୨୦।୭ : ଗଞ୍ଜାମ ଜିଲା ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ଉପକଣ୍ଠ କନିସିସ୍ଥିତ ଏକ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଯାଇଛି। ଗାଡ଼ିରେ ବିଶ୍ୱବିଦ୍ୟାଳୟର ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ଶନିବାର ସ୍ଥାନାନ୍ତର କରାଯାଇଛି। ୨୦୧୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri