ମହିଳାଙ୍କୁ ସୁରକ୍ଷା ଯୋଗାଇବ ଏହି ରିଭଲ୍ଭର୍
ନୂଆଦିଲ୍ଲୀ : ସାତ ବର୍ଷ ପୂର୍ବରୁ ଦିଲ୍ଲୀରେ ଘଟିଥିବା ନିର୍ଭୟା ଗଣବଳାତ୍କାର ଘଟଣା ସାରା ଦେଶରେ ଚହଳ ପକାଇଥିଲା। ଏହାପରେ କାନପୁରର ଅର୍ଡନାନ୍ସ ଫ୍ୟାକ୍ଟ୍ରି ମହିଳାଙ୍କ ଲାଗି ଏକ ଲାଇଟ୍ ଓ୍ବେଟ୍ ରିଭଲ୍ଭର ଡିଜାଇନ୍ କରିବାକୁ ଆଗେଇ ଆସିଥିଲା। ପାଞ୍ଚ ବର୍ଷ…
କାଉଡ଼ିଆ ଯାତ୍ରା କେବେଠୁ ଆରମ୍ଭ ହୋଇଥିଲା ଜାଣନ୍ତୁ …
ଶ୍ରାବଣ ମାସ ଭଗବାନ ଶିବଙ୍କର ଅତି ପ୍ରିୟ । ଏହି ମାସରେ କାଉଡ଼ିଆ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଯାତ୍ରା ଶହ ଶହ ବର୍ଷ ଧରି ଚାଲିଆସୁଛି । ଏହି ଯାତ୍ରାର ଆରମ୍ଭ କେବେ ଓ କିଏ କରିଥିଲେ ସେ ନେଇ…
ମନ୍ଦିରାଙ୍କ ଫିଟ୍ର ରାଜ୍
ଫ୍ୟାଶନ ଡିଜାଇନର ତଥା ଅଭିନେତ୍ରୀ ମନ୍ଦିରା ବେଦୀ ୪୭ ବର୍ଷ ବୟସରେ ପୂରା ଫିଟ୍ ଲାଗୁଛନ୍ତି। ଜଣେ ଉପସ୍ଥାପିକା ଭାବେ ବି ବେଶ୍ ସକ୍ରିୟ ଜଣାପଡନ୍ତି। ଫିଟ୍ନେସ ଲାଗି ମନ୍ଦିରା ହୋଟେଲ୍ ରୁମ୍ରେ ବହୁତ କମ୍ ଜାଗାରେ ୫-୪-୩-୨-୧ ଧାରାେରେ ଏନର୍ଜି…
ଦୁର୍ନୀତିକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା
ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ବ୍ୟାପକ ଦୁର୍ନୀତି ହୋଇଛି। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଏହି ମହା ଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ…
ସରକାରଙ୍କୁ ମରୁଡ଼ି ଚିନ୍ତା: ୨୦୬ ବ୍ଲକରେ ସ୍ଥିତି ସଙ୍ଗିନ,ମରୁଡ଼ି ମୁକାବିଲା ଲାଗି ବିଭାଗ ପ୍ରସ୍ତୁତ କଲା ବର୍ଷା ଆପତ୍କାଳୀନ ଯୋଜନା
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ରାଜ୍ୟର ଅନେକ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ବଲାଙ୍ଗୀର ସମେତ ପାଞ୍ଚଟି ଜିଲାରେ ଭୟଙ୍କର ମରୁଡ଼ି ପରିସ୍ଥିତି ହୋଇଥିବା ଶୁକ୍ରବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଗଭୀର ଉଦ୍ବେଗ ପ୍ରକାଶ କରିଥିଲେ।…
ଶିଲା ଦୀକ୍ଷିତଙ୍କ ବିୟୋଗ କଂଗ୍ରେସର ଏକ ଅପୂରଣୀୟ କ୍ଷତି
ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କର ୮୧ ବର୍ଷ ବୟସରେ ଦିଲ୍ଲୀର ଫୋର୍ଟିସ୍ ଏସକର୍ଟସ୍ ହାର୍ଟ ଇନଷ୍ଟୁଚ୍ୟୁଟରେ ପରଲୋକ ହୋଇଛି। ଦୀର୍ଘ ୧୫ ବର୍ଷକାଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଥିବା କଂଗ୍ରେସର ଏହି ନେତ୍ରୀଙ୍କ ବିୟୋଗ କଂଗ୍ରେସ ପାଇଁ ଅପୂରଣୀୟ…
କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍ ପଡ଼ିଲା କଳିଙ୍ଗ ହସ୍ପିଟାଲ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାର…
ଏହି ଘର ବିଶ୍ୱର ସବୁଠୁ ନିରାପଦ : ପରମାଣୁ ବୋମା ପଡ଼ିଲେ ବି ହେବ ନାହିଁ କ୍ଷତି, ଜାଣନ୍ତୁ କେଉଁଠି
ଆଜିପର୍ଯ୍ୟନ୍ତ ବୁଲେଟ୍ପ୍ରୁଫ୍ ଘର ତିଆରି ହେଉଥିବା ଜାଣିଛେ, କିନ୍ତୁ ପରମାଣୁ ବମ୍ ପ୍ରୁଫ୍ ଘର ବିଷୟରେ କେବେ ଶୁଣିଛନ୍ତି? ଯଦି ନା ଆସନ୍ତୁ ଜାଣିବା ଏହି ଘର ସମ୍ପର୍କରେ। ପୋଲାଣ୍ଡର ଜଣେ ବ୍ୟକ୍ତି ତାଙ୍କ ଘରକୁ ଏମିତି ଟେକ୍ନିକ୍ରେ ତିଆରି କରିଛନ୍ତି…
ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି
ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ ବିଧାନସଭାରେ…
ବିଷପାନ କରିଥିବା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଗଲା
ବ୍ରହ୍ମପୁର ଅଫିସ, ୨୦।୭: ଗଞ୍ଜାମ ଜିଲା ଏମ୍କେସିଜି ମେଡିକାଲରେ ବିଷ ପିଇ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ପିଶୁପଦର ଗାଁର କଳ୍ପନା କହଁର (୬୨)। ପ୍ରକାଶ ଯେ, କଳ୍ପନାଙ୍କର…
ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍ ପ୍ଲାଣ୍ଟ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧ ଗ୍ରାମର…
ବନ୍ୟା ପରିସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଅନୁରୋଧ କଲେ ତେଜସ୍ବୀ
ପାଟନା.୨୦।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଏଠାରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ବନ୍ୟା ମୃତ୍ୟୁ ସଂଖ୍ୟା ୮୦ ଛୁଇଁଲାଣି। ଏପରି ସ୍ଥଳେ ଆର୍ଜେଡି ନେତା ତେଜସ୍ବୀ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ…
Archives


