୩୦ ହଜାର ପକ୍ଷୀଙ୍କୁ ବଞ୍ଚାଇବା ପାଇଁ ବିଶ୍ୱର ପ୍ରଥମ ରେଳ ନଏଜ ବ୍ୟାରିୟର
ଚାଇନାର ଗୁଆଙ୍ଗଡଙ୍ଗ ଜିଲା ଜିଆଙ୍ଗମେନ୍ ସହରରେ ବିଶ୍ୱର ପ୍ରଥମ ହାଇସ୍ପିଡ୍ ରେଳ ନଏଜ୍ ବ୍ୟାରିୟର ନିର୍ମାଣ କରାଯାଇଛି। ୩୫୫ କିଲୋମିଟର ଜିଆଙ୍ଗମେନ୍-ଝାଞ୍ଜିୟାଙ୍ଗ୍ ହାଇସ୍ପିଡ୍ ରେଳ ଟ୍ରାକ୍ ଉପରେ ଏହି ନଏଜ ବ୍ୟାରିୟର ୨ କିଲୋମିଟର ପର୍ଯ୍ୟନ୍ତ କରାଯାଇଛି। ବ୍ୟାରିୟର ନିର୍ମାଣ କରାଯିବାର…
ପରପାରିରେ ଶିଲା ଦୀକ୍ଷିତ
ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଶନିବାର ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ଅସ୍ବାଭାବିକ ହୃଦ୍ସ୍ପନ୍ଦନ ଯୋଗୁ ତାଙ୍କୁ ଦିଲ୍ଲୀସ୍ଥିତ ଫୋର୍ଟିସ୍…
ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ
ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା ୧୨%…
ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି
ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍ପିଏଫ୍ ଯବାନଙ୍କ ପକ୍ଷରୁ ଘେରାବନ୍ଦୀ କରାଯିବା ସହିତ ସର୍ଚ୍ଚ ଅପରେଶନ୍ ଆରମ୍ଭ ହୋଇଛି।…
ଜିଲା ନିର୍ବାଚନ ଅଧିକାରୀଙ୍କ ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋ
ହୋସିୟାରପୁର,୨୦।୭: ପଞ୍ଜାବ ହୋସିୟାରପୁର ଜିଲାର ନିର୍ବାଚନ ଅଧିକାରୀ ଲୋକଙ୍କ ସଚେତନତା ପାଇଁ ଲଗାଇଥିବା ଫ୍ଲେକ୍ସରେ ନିର୍ଭୟା ଗଣବଳାତ୍କାରୀଙ୍କ ଫଟୋକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏହି ଫଟୋକୁ ନେଇ ଦାବି କରାଯାଇଛି କି ନିର୍ବାଚନ…
ମିଳିତ ସୁରକ୍ଷାକର୍ମୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣରେ ୨୪ ଆତଙ୍କବାଦୀ ନିହତ
କାବୁଲ୍,୨୦।୭: ଆଫଗାନିସ୍ତାନରେ ମିଳିତ ସୁରକ୍ଷାକର୍ମୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣରେ ୨୪ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୭ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଉରୁଜଗନ୍ଠାରେ ଥିବା ତାଲିବାନ ଆତଙ୍କବାଦୀ ଶିବିର ଉପରେ ନିର୍ଦ୍ଦେଶିତ କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ କରାଯାଇଥିଲା। ଏନେଇ ମିଳିତ…
ମହାରାଷ୍ଟ୍ରରେ ଭୂକମ୍ପ: ଲୋକେ ଆତଙ୍କିତ
ମୁମ୍ବାଇ,୨୦।୭: ମହାରାଷ୍ଟ୍ର ପାଲଘରରେ ଶନିବାର ପୂର୍ବାହ୍ନ ୯ଟା ୧୭ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ…
ବଦଳିଲେ ୬ଟି ରାଜ୍ୟର ରାଜ୍ୟପାଳ: ଉତ୍ତରପ୍ରଦେଶର ରାମ ନାଇକଙ୍କ ବଦଳରେ ଆନନ୍ଦୀବେନ ପଟେଲ
ନୂଆଦିଲ୍ଲୀ,୨୦।୭: କେନ୍ଦ୍ର ସରକାରଙ୍କ ସହମତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୬ଟି ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ଏଥିରେ ସବୁଠାରୁ ଆଗରେ ରହିଛନ୍ତି ମଧ୍ୟପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ। ତାଙ୍କୁ ଏବେ ଉତ୍ତରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଏହା ପୂର୍ବରୁ ଉତ୍ତରପ୍ରଦେଶରେ…
ପୁଣି ବଡ଼ ପରଦାରେ ନଜର ଆସିବେ ଦୀପିକା-ରଣବିର
ମୁମ୍ବାଇ: ବଡ ପରଦାରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଛି ବଲିଉଡ ଅଭିନେତା ରଣବିର କପୁର ଏବଂ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନଙ୍କ ଯୋଡ଼ି।‘ତମାଶା’, ‘ୟେ ଜବାନୀ ହୈ ଦିଓ୍ବାନୀ’ ଆଦିରେ ଉଭୟଙ୍କ ଦମଦାର୍ ଅଭିନୟ ପ୍ରଶଂସକଙ୍କ ମନରେ ସ୍ବତନ୍ତ୍ର ଛାପ ଛାଡ଼ିଛି।…
ବିଫଳତା ଲୁଚାଇବାକୁ ୧୪୪ ଧାରା ଜାରି କରିଛନ୍ତି ଯୋଗୀ ସରକାର: ମାୟାବତୀ
ଲକ୍ଷ୍ନୌ,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ଜମି ବିବାଦକୁ ନେଇ ମୃତ୍ୟୁ ହୋଇଥିବା ଆଦିବାସୀଙ୍କ ଘଟଣାକୁ ନେଇ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମାୟାବତୀ କହିଛନ୍ତି ଏହି ଘଟଣାରୁ ସ୍ପଷ୍ଟ ହେଉଛି ଯେ ଯୋଗୀ…
ଚମ୍ବଲରୁ ୬ଟି ରାଜ୍ୟକୁ ସପ୍ଲାଏ ହେଉଥିଲା ସିନ୍ଥେଟିକ୍ କ୍ଷୀର: ୫୭ ଗିରଫ
ଭୋପାଳ,୨୦।୭: ମଧ୍ୟପ୍ରଦେଶ ଗ୍ବାଲିୟର-ଚମ୍ବଲ ଅଞ୍ଚଳରେ ଚାଲିଥିବା ୩ଟି ସିନ୍ଥେଟିକ୍ କ୍ଷୀର କାରଖାନା ଉପରେ ପୋଲିସ ଚଢ଼ାଉ କରିଛି। ଏନେଇ ୫୭ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ସମୟରେ ସିନ୍ଥେଟିକ୍ କ୍ଷୀର ପ୍ରସ୍ତୁତିରେ ବ୍ୟବହୃତ ହେଉଥିବା ବିଭିନ୍ନ ପଦାର୍ଥ ଜବତ ହୋଇଛି। ଏହି…
ଭାରତକୁ ଆସିଛି ୧୫୦ କିଗ୍ରା ହେରୋଇନ୍: ତାଲିବାନ୍ ସଂଗଠନର ହାତ ସନ୍ଦେହ
ନୂଆଦିଲ୍ଲୀ,୨୦।୭: ଭାରତକୁ ଆଫଗାନିସ୍ତାନ ତଥା ପାକିସ୍ତାନରୁ ଆସିଥିବା ୧୫୦ କିଲୋଗ୍ରାମ୍ ହେରୋଇନ୍କୁ ଇତିମଧ୍ୟରେ ପୋଲିସ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୬ ହଜାର କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଗତ ୧୨୦ ଦିନ ଧରି ପୋଲିସ ପକ୍ଷରୁ…
Archives


