ମାମଲାର ନିରପେକ୍ଷ ତଦନ୍ତ କର
ନୂଆଦିଲ୍ଲୀ,୧୪ା୮(ପି.ଟି.): ସିବିଆଇ ‘ରାଜନୈତିକ ହାତବାରିସୀ’ ଭାବେ ବ୍ୟବହୃତ ନହୋଇ ଅଧିକ ସ୍ବାଧୀନ ଓ ନିରପେକ୍ଷ ତଦନ୍ତ କରିବା ଉଚିତ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ମଙ୍ଗଳବାର ପରାମର୍ଶ ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ସିବିଆଇ ଭଲ କାମ କରୁଛି ବୋଲି ସରକାର…
ସୋନଭଦ୍ର ମୃତକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା
ସୋନଭଦ୍ର(ୟୁପି),୧୪ା୮(ପି.ଟି.): କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଙ୍ଗଳବାର ସୋନଭଦ୍ର ଜିଲାର ଉମ୍ଭା ଗଁା ଗସ୍ତକରି ଗଣହତ୍ୟାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି। ମାସେ ତଳେ ଏକ ଜମି ବିବାଦକୁ କେନ୍ଦ୍ରକରି ସେଠାରେ ୧୦ ଆଦିବାସୀ ଲୋକଙ୍କୁ ଗୁଳିକରି ହତ୍ୟା…
ଡେଙ୍ଗୁ ନେଲା ମହିଳାଙ୍କ ଜୀବନ: ଏସ୍ସିବିରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ
କଟକ ଅଫିସ,୧୪ା୮: ଏସ୍ସିବି ମେଡିକାଲରେ ମଙ୍ଗଳବାର ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ବାଳକାଟୀ ଅଞ୍ଚଳର ଦେବକୀ ବେହେରା (୬୦)। ସେ ଗତ ୧୫ଦିନ ହେଲା ମେଡିିସିନ ବିଭାଗ ଆଇସିୟୁରେ ଚିକିତ୍ସାଧୀନ…
ରାହୁଲ-ରାଜ୍ୟପାଳ ବାକ୍ଯୁଦ୍ଧ
ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ ସବୁକିଛି ସ୍ବାଭାବିକ ଅଛି ବୋଲି ରାଜ୍ୟପାଳ ଦାବି କରୁଥିବା ନେଇ ରାହୁଲ ସମାଲୋଚନା କରିଥିଲେ।…
ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ ସେବା ବ୍ୟାହତ ହୋଇଛି। ଅଧିକାଂଶ ସ୍ଥାନରେ ରେଳ ଧାରଣା ଉପରେ ପାଣି ପ୍ରବାହିତ…
ପିଓକେରେ ସ୍ବାଧୀନତା ଦିବସ ପାଳିବେ ଇମ୍ରାନ୍
ଇସ୍ଲମାବାଦ,୧୪ା୮ (ଆଇଏଏନ୍ଏସ୍): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ପାକ୍-ଅଧିକୃତ କଶ୍ମୀର (ପିଓକେ)ରେ ବୁଧବାର ସ୍ବାଧୀନତା ଦିବସ ପାଳନ କରିବେ। ଏହାସହ ସେ ସେଠାକାର ବିଧାନସଭାକୁ ସମ୍ବୋଧିତ କରିବେ। ଜମ୍ମୁ-କଶ୍ମୀର ସମ୍ପର୍କରେ ଭାରତର ନିଷ୍ପତ୍ତିକୁ ନେଇ ଅନ୍ତର୍ଜାତୀୟ ସମୁଦାୟଠାରୁ କିଛି ସହଯୋଗ ନ…
୫ ଜିଲାରେ ବନ୍ୟା, ୯ ମୃତ
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକରେ…
୭୩ତମ ସ୍ବାଧୀନତା ଦିବସ ପାଇଁ କଡ଼ା ସୁରକ୍ଷା :ଲାଲକିଲ୍ଲାରୁ ଲାଲଚୌକ ଅଭେଦ୍ୟ
ନୂଆଦିଲ୍ଲୀ,୧୪ା୮: ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍ବୋଧନ ଦେଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଶ୍ରୀନଗର କେନ୍ଦ୍ରସ୍ଥଳ ଲାଲଚୌକରେ ଜାତୀୟ ପତାକା ଉଡ଼ାଉଥିବେ। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ବେଳେ ଏଭଳି ଐତିହାସିକ…
ଲଘୁଚାପ ବରଷାର ପରଭାବ:ଭାଂଗଲା ଅନେକ ଘର, ବିଦ୍ୟୁତ ସେବା ଠପ୍
ବିଜେପୁର, ୧୪।୮ (ଡି.ଏନ୍.ଏ.): ଲଘୁଚାପ ପରଭାବରେ ବରଗଡ଼ ଜିଲା ବିଜେପୁର ଅଂଚଲରେ ଗଲା ରଏବାର ବେଲବୁଡାନୁ ସୋମବାର ଦୁଇପହର ତକ୍ ବରଷା ଲାଗି ରହିଥିଲା। ବରଷାରେ ଅଂଚଲର ବହୁତ୍ ଲୁକ୍କର ଘରଦୁଆର ଭାଂଗି ଯାଇଥିବାର ଜନାଯାଇଛେ। ହେଲେ ଇଥ୍ରେ କେହି ଖଁଡ଼ିଆଡଁଡ଼ିଆ…
୩୦ ଟନ୍ କ୍ରୋମାଇଟ ଜବତ, ୨ ଅଟକ
ଭୁବନ, ୧୪।୮(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ମୃଦଙ୍ଗା ହାଟଛକରେ କ୍ରୋମାଇଟ ଅପମିଶ୍ରଣ ବେଳେ ମଙ୍ଗଳବାର ସନ୍ଧ୍ୟାରେ ପୋଲିସ ଚଢ଼ାଉ କରି ୨ଜଣଙ୍କୁ ଅଟକ ରଖିଛି। ଘଟଣାସ୍ଥଳରୁ ୨ଟି ଟ୍ରକ୍ ସହ ୩୦ ଟନ୍ କ୍ରୋମାଇଟ୍ ଜବତ କରାଯାଇଛି। ପୋଲିସ ସୂଚନା ଅନୁଯାୟୀ,…
ବାହୁଡ଼ିଲା ନରହନ୍ତା ଦନ୍ତା
ପରଜଙ୍ଗ, ୧୪।୮(ଡି.ଏନ୍.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ କିଛିଦିନ ବ୍ୟବଧାନରେ ପୁଣିଥରେ ନିଜର ଉପସ୍ଥିତି ଜାହିର କରିଛି ନରହନ୍ତା ଦନ୍ତା। ଦାନ୍ତ କଟାଯିବା ସତ୍ତ୍ୱେ ଏହାର ହିଂସ୍ର ଆଚରଣରେ କୌଣସି ପରିବର୍ତ୍ତନ ହେଉନାହିଁ। ଜନବସତିରେ ପଶି ଘରଦ୍ୱାର ଭାଙ୍ଗି…
ଆମ୍ବୁଲାନ୍ସ ଅଚଳ: ରୋଗୀ ହୀନସ୍ତା
ଢେଙ୍କାନାଳ ଅଫିସ, ୧୪।୮-ଅଧାରାସ୍ତାରେ ଅଚଳ ହୋଇପଡ଼ିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହୋଇଥିଲେ ପକ୍ଷାଘାତ ରୋଗୀ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦରରେ। କାମାକ୍ଷାନଗର ବ୍ଲକ ବାଉଁଶପାଳ ଗ୍ରାମର ସୂର୍ଯ୍ୟକାନ୍ତି ଷେଣ୍ଢ (୬୦) ସୋମବାର ପକ୍ଷାଘାତରେ ଆକ୍ରାନ୍ତ ହୋଇ…

