Home

ବର୍ଷା ବଢ଼ାଇଲା ଦୁର୍ଦ୍ଦଶା: ଡାକ୍ତରଖାନାରେ ପଶିଲା ଡ୍ରେନ ପାଣି

ପାଲଲହଡା,୧୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ମଙ୍ଗଳବାର ଡ୍ରେନ ପାଣି ପଶିଯିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ହନ୍ତସନ୍ତ ହୋଇଛନ୍ତି। ସୋମବାରଠାରୁ ଲାଗି ରହିଥିବା ବର୍ଷା ଯୋଗୁ ଡ୍ରେନ୍‌ ପାଣି ନିଷ୍କାସନ ହୋଇ ନ ପାରି ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା…

ପିଜି ଆବେଦନ ଫର୍ମରେ ତ୍ରୁଟି ଅଭିଯୋଗ: ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ଫର୍ମରେ ତ୍ରୁଟି ଥିବା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା କଲେଜର କେତେଜଣ ଛାତ୍ର ଅଭିଯୋଗ କରିଛନ୍ତି। ଏ ନେଇ ସମ୍ପୃକ୍ତ ଛାତ୍ରମାନେ ମଙ୍ଗଳବାର ଜିଲା…

ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଯାଞ୍ଚ କଲେ ବିଧାୟକ

ବଇଣ୍ଡା,୧୪।୮(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଙ୍ଗଳବାର କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବଇଣ୍ଡା ରାମଦେଓ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସି ବିଧାୟକ ମଧ୍ୟାହ୍ନଭୋଜନ ଯାଞ୍ଚ କରିଥିଲେ। ପରେ ବିଦ୍ୟାଳୟର ସମସ୍ତ କାଗଜପତ୍ର ଓ ଶିକ୍ଷକମାନଙ୍କ ଉପସ୍ଥାନ…

ପାଣି ସ୍ରୋତରେ ନଷ୍ଟ ହେଉଛି ରାସ୍ତା

ଗୋପାଳପୁର,୧୪ା୮-ରାସ୍ତା ଓ କୋଠାବାଡ଼ି (ଆର ଆଣ୍ଡ ବି) ବ୍ରହ୍ମପୁର-୧ ବିଭାଗ ପକ୍ଷରୁ ବ୍ରହ୍ମପୁର ଓ ହରିପୁରକୁ ସଂଯୋଗ କରୁଥିବା ଏକ ଝୁଲା ବ୍ରିଜ୍‌ ନିର୍ମାଣ ଚାଲିଛି। ଏଥିପାଇଁ ୧୭ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି। ବ୍ରିଜ ନିର୍ମାଣ…

ଗଜପତି, ଗଞ୍ଜାମରେ ସବୁଠୁ କମ୍‌ ବର୍ଷା

ବ୍ରହ୍ମପୁର ଅଫିସ୍‌,୧୪ା୮-ଉତ୍ତର-ପଶ୍ଚିିମ ବଙ୍ଗୋପସାଗରରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। କିନ୍ତୁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକ ତୁଳନାରେ ଦକ୍ଷିଣ ଓଡ଼ିଶାର ଦୁଇଟି ପ୍ରମୁଖ ଜିଲା ଗଜପତି ଏବଂ ଗଞ୍ଜାମରେ ସବୁଠୁ କମ୍‌ ପରିମାଣର ବର୍ଷା ରେକର୍ଡ଼ କରାଯାଇଛି।…

ଥମୁନି ହାତୀ ଉପଦ୍ରବ: ମଞ୍ଚାରେ କଟୁଛି ରାତି

କେନ୍ଦୁଝର,୧୪।୮( ସ୍ବ.ପ୍ର.)-ଦିନରେ କଠିନ ପରିଶ୍ରମ ଓ ରାତିରେ ହାତୀ ପାଇଁ ଉଜାଗର । ଏଭଳି କଷ୍ଟ ଯନ୍ତ୍ରଣାରେ ଗରିବ ଚାଷୀ ମାନେ ଦିନ ଓ ରାତି କଟାଉଛନ୍ତି । ହାତୀ ଆକ୍ରମଣରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଧନଜୀବନ ହାନି ଘଟୁଥିବାରୁ…

ବୈତରଣୀରେ ବୃଦ୍ଧି ପାଉଛି ଜଳସ୍ତର

ଭଣ୍ଡାରିପୋଖରୀ, ୧୪ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀ ଫୁଲିବା ଆରମ୍ଭ କରିଛି। ନଦୀର ଜଳସ୍ତର ଆଖୁଆପଦା ଆନିକଟ ଠାରେ ମଙ୍ଗଳବାର ସକାଳ ୬ଟାରୁ ବୃଦ୍ଧି ପାଉଥିବା ଜଣାପଡିଛି। ସକାଳ ୫ଟାରେ ବନ୍ୟାଜଳ ସ୍ତର ୧୬.୬୦ ମିଟର ଥିବାବେଳେ ଏହା…

ଭାଇଙ୍କୁ ଚିଠି ଲେଖି ଡାକିଛନ୍ତି, ହାତ ତିଆରି ରାକ୍ଷୀ ବାନ୍ଧିବେ

ବାରିପଦା ଅଫିସ,୧୪।୮- ଦିନକ ପରେ ଭଉଣୀ ଓ ଭାଇଙ୍କ ପବିତ୍ର ବନ୍ଧନର ଦିବସ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ମଙ୍ଗଳ ମନାସେ ଓ ନିଜ ସୁରକ୍ଷା ପାଇଁ ଦାବି କରେ। ପରମ୍ପରା ମୁତାବକ ଏହାକୁ…

ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି…

ଇଦ୍‌-ଉଲ୍‌-ଜୁହା ଲାଗି ଖର୍ଚ୍ଚ ମାଗିବାରୁ ‘ତଲାକ’

ସୋର, ୧୪।୮(ଡି.ଏନ.ଏ.)-ତିନି ତଲାକ୍‌କୁ ଉଚ୍ଚାରଣ କରି ଛାଡପତ୍ର ଦେବା ବେଆଇନ ଘୋଷଣା କରାଯାଇଛି। ଏହାକୁ ଅମାନ୍ୟ କଲେ ୩ ବର୍ଷ ଜେଲଦଣ୍ଡ ବିଧାନ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ଜଣେ ମୁସଲିମ ମହିଳା ରବିବାର ଏଭଳି ପରିସ୍ଥିତିର…

ଲଘୁଚାପ ବର୍ଷାରେ ଖଇରା ଉବୁଟୁବୁ

ଖଇରା, ୧୪।୮(ଡି.ଏନ.ଏ.)-୨ଦିନ ଧରି ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ଖଇରା ବ୍ଲକର ଦେଇ ଯାଇଥିବା ବିଭିନ୍ନ ନଦୀ ଓ ନାଳ ଉଛୁଳି ପଡିଛି ା ଏହି କାରଣରୁ ବିଭିନ୍ନ ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା ଲାଗି…

ଟପ୍‌ ଟେନ୍‌ରେ ହୋଣ୍ଡା ଇଣ୍ଡିଆ ରେସିଂ ଟିମ୍‌

ଭୁବନେଶ୍ୱର, ୧୪ା୮ (ସ୍ପୋଟର୍‌ସ ବ୍ୟୁରୋ)-ଚାଇନାର ଝୁଆଇ ସର୍କିଟରେ ଅନୁଷ୍ଠିତ ଏସିଆ ରୋଡ୍‌ ରେସିଂ ଚାମ୍ପିୟନଶିପ୍‌ (ଏଆର୍‌ଆର୍‌ସି)ର ୨ୟ ରେସ୍‌ରେ ଆଇଡେମିସୁ ହୋଣ୍ଡା ରେସିଂ ଇଣ୍ଡିଆ ଟିମ୍‌ ପ୍ରଭାବୀ ପ୍ରଦର୍ଶନ କରିଛି। ଚାଳକ ରାଜୀବ ଟପ୍‌ ୧୦ରେ ସ୍ଥାନ ସହ ଦଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?