ମସ୍କଙ୍କୁ ନାଲି ଆଖି ଦେଖାଇଲା ପାକିସ୍ତାନ, କହିଲା ପ୍ରଥମେ କ୍ଷମା ମାଗନ୍ତୁ ଟେସଲା ମାଲିକ, ତା’ପରେ…
ଓ୍ବାଶିଂଟନ/ଇସଲାମାବାଦ,୨୩।୧: ପାକିସ୍ତାନ ଏବେ ଟେସଲା ମାଲିକ ଏଲୋନ ମସ୍କଙ୍କ ପ୍ରତି ନିଜର ଅସନ୍ତୋଷ ପ୍ରକାଶ କରିବା ଆରମ୍ଭ କରିଛି। ନିକଟରେ, ଏଲୋନ ମସ୍କଙ୍କ କମ୍ପାନୀ ଷ୍ଟାରଲିଙ୍କ ପାକିସ୍ତାନରେ ଏହାର ସାଟେଲାଇଟ ଇଣ୍ଟରନେଟ ସେବା ଆରମ୍ଭ କରିବା ପାଇଁ ଆବେଦନ କରିଥିଲା। କିନ୍ତୁ…
ଆମେ ଅଲୋଚନା ପାଇଁ ପ୍ରସ୍ତୁତ, ଟ୍ରମ୍ପଙ୍କ ଧମକ ପରେ ନରମିଲେ ପୁଟିନ!
ମସ୍କୋ,୨୩।୧: କ୍ଷମତାକୁ ଆସିବା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ ସହିତ ଯୁଦ୍ଧ ଶେଷ କରିବାକୁ କହିଛନ୍ତି। ରୁଷିଆ ମଧ୍ୟ କହିଛି ଯେ ସେ ଯୁଦ୍ଧ ଶେଷ କରିବାକୁ ପ୍ରସ୍ତୁତ, ଏହି ଆଲୋଚନା ପାରସ୍ପରିକ ସମ୍ମାନ ଉପରେ ଆଧାରିତ ହେବା…
ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିଥିବା ଭଳି ଭୁଲ ଖବର ଦେଇଥିଲେ ଏହି ବ୍ୟକ୍ତି, ଫଳରେ ପ୍ରାଣ ହରାଇଲେ ୧୨ରୁ ଊର୍ଦ୍ଧ୍ୱ
ମୁମ୍ବାଇ,୨୩।୧: ମହାରାଷ୍ଟ୍ରର ଜଳଗାଓଁରେ ବୁଧବାର ଘଟିଥିବା ଏକ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିଥିବା ଗୁଜବ ଯୋଗୁଁ ଯାତ୍ରୀମାନେ ଜୀବନ ବଞ୍ଚାଇବା ପାଇଁ ଟ୍ରେନରୁ ଡେଇଁ ପଡ଼ିଥିଲେ, ଯାହା ଫଳରେ ଅନ୍ୟ…
ଗିଜର ସଜାଡ଼ିବାକୁ ଯାଇ ମିସ୍ତ୍ରୀଙ୍କ ଜୀବନ ଗଲା
ବାଲେଶ୍ୱର,୨୩ା୧(ବାଞ୍ଛାନିଧି ଦେ): ବାଲେଶ୍ୱର ସହରରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ବଜାର ନିକଟ ହରିପୁର ଗ୍ରାମକୁ ଗିଜର ସଜା ଯାଇ ବିଦ୍ୟୁତ୍ ଆଘାତର ଶିକାର ହୋଇ ଜଣେ ମିସ୍ତ୍ରୀଙ୍କର ଜୀବନ ଯାଇଛି। ମୃତ ମିସ୍ତ୍ରୀ ହେଲେ…
ସମଲିଙ୍ଗୀ ବିବାହକୁ ମିଳିଲା ଆଇନର ମାନ୍ୟତା, ଥାଇଲ୍ୟାଣ୍ଡ ହେଲା ଏସିଆର ତୃତୀୟ ଦେଶ
ବ୍ୟାଙ୍କକ,୨୩।୧: ଗତବର୍ଷ ଥାଇଲ୍ୟାଣ୍ଡରେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦିଆଯିବା ପରେ, ଏହା ଏବେ ସାରା ଦେଶରେ କାର୍ଯ୍ୟକାରୀ ହୋଇଛି। ଥାଇଲ୍ୟାଣ୍ଡ ଏପରି କରିବାରେ ଦକ୍ଷିଣ-ପୂର୍ବ ଏସିଆର ପ୍ରଥମ ଦେଶ ହୋଇଥିଲା। ଗୁରୁବାର ଥାଇଲ୍ୟାଣ୍ଡରେ ଏକ ଗଣ ବିବାହରେ ବହୁ ସଂଖ୍ୟକ…
OLA-UBERକୁ ନୋଟିସ୍, ତୁରନ୍ତ ଜବାବ ରଖିବାକୁ ମନ୍ତ୍ରଣାଳୟ ଦେଲା ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୩ା୧: କେନ୍ଦ୍ର ସରକାର ଏକ ନୋଟିସ୍ ପଠାଇ OLA-UBERକୁ ଜବାବ ମାଗିଛନ୍ତି। କେନ୍ଦ୍ର ମନ୍ତ୍ରଣାଳୟ କହିଛି, ବିଭିନ୍ନ ଫୋନ ବ୍ୟବହାରକାରୀଙ୍କ ପାଇଁ ଭିନ୍ନ ଭିନ୍ନ ଭଡ଼ା କାହିଁକି ଦେଖାଯାଉଛି? କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି…
ଅଭିନେତାଙ୍କ ଚାଲିକୁ ଦେଖି ମହାରାଷ୍ଟ୍ରର ମନ୍ତ୍ରୀ କହିଲେ, ‘ସତରେ ସୈଫଙ୍କ ଉପରେ ଆକ୍ରମଣ ହୋଇଥିଲା ନା ସେ ନାଟକ କରୁଥିଲେ’
ମୁମ୍ବାଇ,୨୩।୧: ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେ ସୈଫ ଅଲ୍ଲୀ ଖାନଙ୍କ ଉପରେ ହୋଇଥିବା ଆକ୍ରମଣ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ପଚାରିଲେ ଯେ ଆକ୍ରମଣ ପ୍ରକୃତରେ ଘଟିଥିଲା ନା ସେମାନେ କେବଳ ଅଭିନୟ କରୁଥିଲେ। ସୂଚନାଯୋଗ୍ୟ, ସୈଫ ଅଲ୍ଲୀ ଖାନଙ୍କୁ ମଙ୍ଗଳବାର…
ବେକାରୀ ହ୍ରାସ ଉପରେ ଗୁରୁତ୍ୱ
ଅନୁଗୋଳ ଅଫିସ,୨୩ା୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବନ ବିଭାଗ ଦ୍ୱାରା ଏକ ଦକ୍ଷତା ବିକାଶ ଏବଂ ମହିଳା ସଶକ୍ତିକରଣ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ଛେଣ୍ଡିପଦା ରେଞ୍ଜରେ ଆୟୋଜନ କରାଯାଇଥିଲା। ଏଥିରେ ଆମ ଜଙ୍ଗଲ ଯୋଜନା, ଅଧୀନରେ ଜିଲା ନିଯୁକ୍ତି ବିନିମୟ, ଜନ…
କେଉଁ ଆଡ଼କୁ ଢଳୁଛନ୍ତି ନୀତୀଶ: ଜଣାପଡ଼ୁନି ମତିଗତି
ଇମ୍ଫାଲ,୨୩ା୧:୨୦୨୨ ମଣିପୁର ବିଧାନସଭା ନିର୍ବାଚନରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ୬ ଆସନ ଜିତିଥିଲା। କିଛି ଦିନ ପରେ ୫ ଜେଡିୟୁ ବିଧାୟକ ଦଳବଦଳ କରି ଭାଜପାରେ ମିଶିଥିଲେ। ସେମାନଙ୍କୁ ମିଶାଇ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍.ବୀରେନ୍…
ଧନୁଯାତ୍ରାରୁ ନିଖୋଜ ଯୁବତୀ ଉଦ୍ଧାର ଘଟଣା: ସିନ୍ ରିକ୍ରିିଏଟ୍ବେଳେ ଅଭିଯୁକ୍ତ କହିଲେ ଏମିତି କିଛି କଥା ପୋଲିସ ଚକିତ
ବରଗଡ଼,୨୩ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାରୁ ନିଖୋଜ ଯୁବତୀଙ୍କୁ ଜଙ୍ଗଲକୁ ଅପହରଣ କରି ନେଇ ବଳାତ୍କାର, ହତ୍ୟା ଉଦ୍ୟମ ମାମଲା ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଛି। ଏହି ମାମଲାରେ ଆହତ ପୀଡ଼ିତା ଭୀମସାର୍, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୋଲିସ ମାମଲାର ମୁଖ୍ୟ ଅଭିଯୁକ୍ତ…
ରଣଜୀରେ ବି ଫେଲ୍ ହିଟ୍ମ୍ୟାନ୍: ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୨୩।୧: ଟେଷ୍ଟ କ୍ରିକେଟରେ ଖରାପ ଫର୍ମ ସହିତ ସଂଘର୍ଷ କରୁଥିବା ରୋହିତ ଶର୍ମା ରଣଜୀ ଟ୍ରଫିରେ ମଧ୍ୟ ଫ୍ଲପ୍ ହୋଇଛନ୍ତି। ରଣଜୀ ମ୍ୟାଚ୍ରେ ଭାରତୀୟ ଅଧିନାୟକ ମାତ୍ର ୩ ରନ କରି ପାଭିଲିୟନ ଫେରିଥିଲେ। ରୋହିତ ମ୍ୟାଚ୍ର ପ୍ରଥମ ଇନିଂସରେ ୧୯ଟି…
ବାଇପାସ୍ ରାସ୍ତା ନିର୍ମାଣ ନେଇ ରାଜ୍ୟ ସଭା ଏମ୍ପିଙ୍କୁ ଦାବିପତ୍ର ଦେଲା କ୍ରିୟାନୁଷ୍ଠାନ କମିଟି
କେସିଙ୍ଗା,୨୩ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାରେ ବାଇପାସ ଦାବି ନେଇ ଧିରେ ଧିରେ ବଢୁଛି ଜନସମର୍ଥନ। ଲୋକେ ନିର୍ମାଣାଧୀନ ଆରଓବି ଜାତୀୟ ରାଜପଥ ସହ ସଂଯୋଗକୁ ନେଇ ଖୋଲାଖୋଲି ବିରୋଧ ଆରମ୍ଭ କରିଛନ୍ତି। ଏନେଇ କେସିଙ୍ଗା ବାଇପାସ୍ କ୍ରିୟାନୁଷ୍ଠାନ କମିଟିର ଆବାହକ…
Archives


