ବିନା ଅନୁମତିରେ ବିଦ୍ୟୁତ୍ ସଂଯୋଗକୁ ବିରୋଧ: ଏନଜେନ ଜେଇ, ଲାଇନ ମ୍ୟାନ ଅଟକ
ବନ୍ତଳା, ୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ବଡକେରା ବିଦ୍ୟୁତ୍ ସବଷ୍ଟେଶନ ଅଧୀନରେ ଥିବା ତୁମୁଣି ଭାଲିଆ ପାଳ ଗ୍ରାମରେ ଗ୍ରାମବାସୀଙ୍କ ଅଗୋଚରରେ ଏକ ଫେବ୍ରିକେଶନ ଦୋକାନକୁ ବିଦ୍ୟୁତ୍ ସଂଯୋଗ କରାଯିବାକୁ ବିରୋଧ କରାଯାଇଛି। ଏହାକୁ ନେଇ ଗୁରୁବାର ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଗ୍ରାମବାସୀ ଏନ୍ଜେନ…
ପଟ୍ଟନାୟିକିଆ ଟ୍ରିପଲ ମର୍ଡର ଘଟଣା ସହ ଲିଙ୍କ୍ ସନ୍ଦେହ : ଅଜୟ ମୃତ୍ୟୁ ମାମଲାର ପୁନଃ ତଦନ୍ତ ଆରମ୍ଭ
ପୁରୀ ଅଫିସ, ୧୯ା୭ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକରେ ଗତ ୧୫ତାରିଖ ଅପରାହ୍ନ ୪ଟାରେ ଟ୍ରିପଲ ମର୍ଡର ଘଟିଥିଲା। ସ୍ଥାନୀୟ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ ଓ କୃଷ୍ଣ ବେହେରା ଏବଂ ଦାଦା…
ଛେଣ୍ଡିପଦାରେ ଦନ୍ତା ତାଣ୍ଡବ: କଲେଜ ପାଚେରି ଭାଙ୍ଗିଲା, ବର୍ତ୍ତିଲେ ଜଗୁଆଳି
ଛେଣ୍ଡିପଦା,୧୯ା୭ (ସ୍ବ.ପ୍ର./ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସନ୍ତରାବନ୍ଧ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ୩ଟି ହାତୀ ଉପଦ୍ରବ କରିବା ସହ ସ୍ଥାନୀୟ ମହର୍ଷି ମହାବିଦ୍ୟାଳୟ ପାଚେରି ଭାଙ୍ଗି ଦେଇଛନ୍ତି। ଏଥିସହ ଅନ୍ୟ ଏକ କୋଠରି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ସେହି ସମୟରେ…
ରାସ୍ତା ଉପରେ ଘର ନିର୍ମାଣ ସାମଗ୍ରୀ: ଅସନ୍ତୋଷ ପରେ ଜରିମାନା ନେଲା ପୌରପାଳିକା
ଅନୁଗୋଳ ଅଫିସ, ୧୯।୭-ଘର ନିର୍ମାଣ ପାଇଁ ଜନୈକ ବ୍ୟକ୍ତି ରାସ୍ତା ଉପରେ ବିଭିନ୍ନ ସାମଗ୍ରୀ ଗଦାଇଥିବାରୁ ଅନୁଗୋଳ ସହରର ବଜାର ଛକ ରାସ୍ତାରେ ଗୁରୁବାର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୌର କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ଅବଗତ ଥଲେ ବି ପଦକ୍ଷେପ ନ…
ପଚା ଅଦା ବିହନ ବାଣ୍ଟି ଟଙ୍କା ହଡ଼ପ ଉଦ୍ୟମ ଅଭିଯୋଗ: ଯୋଗାଣକାରୀ ସଂସ୍ଥାକୁ ମିଳିବନି ଟଙ୍କା
ପାଲଲହଡ଼ା, ୧୯ା୭(ଡି.ଏନ.ଏ.)-ପାଲଲହଡ଼ା ଉପଖଣ୍ଡରେ ପାଉଡି ଭୂଁୟାଙ୍କ ଉନ୍ନତି ପାଇଁ ଗଠନ କରାଯାଇଥିବା ପାଉଡି ଭୂଁୟା ଉନ୍ନୟନ ସଂସ୍ଥା (ପିବିଡିଏ) ପକ୍ଷରୁ ଆଦିବାସୀ ଚାଷୀଙ୍କୁ ପଚା ତଥା ନିମ୍ନମାନର ଅଦା ବିହନ ଯୋଗାଯାଇଥିବା ଅଭିଯୋଗ ହୋଇଛି। ଏ ବାବଦରେ ପ୍ରାୟ ୫ ଲକ୍ଷରୁ…
ତାତିଲେ ମରୁଡ଼ି ବୀମା ଟଙ୍କାରୁ ବଞ୍ଚିତ ଚାଷୀ: ବ୍ୟାଙ୍କ ସମ୍ମୁଖରେ ଧାରଣାଦେବାକୁ ଚେତାବନୀ
ପରଜଙ୍ଗ, ୧୯।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ଆନୁକୂଲ୍ୟରେ ଋଣ ନେଇଥିବା ୨୦୮ ଚାଷୀ ମରୁଡ଼ି ବୀମା ଟଙ୍କା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବାରମ୍ବାର ଦାବିସତ୍ତ୍ୱେ ବୀମା କମ୍ପାନୀ ସେମାନଙ୍କ କଥା ଶୁଣୁନାହିଁ। ଏହାକୁ ନେଇ…
ବ୍ରାଉନ୍ସୁଗାର ବେପାର: ମହିଳାଙ୍କ ସମେତ ୫ ଧରାପଡ଼ିଲେ
ଜଟଣୀ,୧୯ା୭(ଡି.ଏନ.ଏ.): ବ୍ରାଉନ୍ସୁଗାର ବ୍ରିକ୍ରି କରୁଥିବା ଅଭିଯୋଗରେ ଜଟଣୀ ଥାନା ପୋଲିସ ନୂଆଗଁା ଅଞ୍ଚଳରୁ ଜଣେ ମହିଳା, ତାଙ୍କ ସ୍ବାମୀ, ପୁଅ ସମେତ ୫ରୁ ଉର୍ଦ୍ଧ୍ୱ ଲୋକଙ୍କୁ ଧରି ନେଇଛି। ପୋଲିସ ପ୍ରଥମେ ତାଙ୍କ ଘର ଚତୁଃପାର୍ଶ୍ୱରେ ଘେରାଉ କରି ନେଇଥିଲା। ତେବେ…
୩ ଦିନ ହେଲା ଯାତାୟାତ ଠପ୍: ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହାସାହି ଲୋକେ ଯାତାୟାତ କରୁଥିବା ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ୩ ଦିନ ହେଲା ଲୋକଙ୍କ ଯାତାୟାତ ଠପ୍ ହୋଇଯାଇଛି। ଏ ନେଇ ଗୁରୁବାର ଗ୍ରାମବାସୀ ଛେଣ୍ଡିପଦା ଥାନା,…
ତୁକୁଡ଼ା-ମଝିକା ରାସ୍ତା ସମ୍ପ୍ରସାରଣ ଦାବି
ଛେଣ୍ଡିପଦା,୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ତୁକୁଡା-ମଝିକା ରାସ୍ତା ସମ୍ପ୍ରସାରଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ, ପ୍ରାୟ ୨୫ କିମି ବିଶିଷ୍ଟ ଏହି ରାସ୍ତା ଉପରେ ତୁକୁଡା, ସଦାନନ୍ଦପୁର, ଓଡ଼କପା, ଜାମୁଣ୍ଡା, ଜାମୁଣ୍ଡା ଜଙ୍ଗଲ, ବଡକେରେଜାଙ୍ଗ,…
କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍ସି ବିଫଳ : ସହରରୁ ନୀଳ, ସବୁଜ ଡଷ୍ଟବିନ୍ ଉଭାନ
ଭୁବନେଶ୍ୱର,୧୯ା୭(ବ୍ୟୁରୋ) : କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍ସିକୁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳସ୍ବରୂପ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ହେଉଥିବା ସ୍ବଚ୍ଛ ସର୍ଭେକ୍ଷଣରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବହୁତ ପଛରେ ରହିଛି। ସ୍ମାର୍ଟସିଟି ପ୍ରକଳ୍ପରୁ…
ଓଡିଆର୍ପି ଘରେ ନ ରହିଲେ ତାଲିକାରୁ ବାଦ୍
ଚିକିଟି,୧୯ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ୍ ସମୁଦ୍ର ତଟବର୍ତ୍ତୀ ଚନ୍ଦନବାଡ ଓ ସୋରଳ ଗ୍ରାମରେ ପୃଥକ ପୃଥକ ଭାବେ ଗୁରୁବାର ମଧ୍ୟାହ୍ନରେ ଓଡିଆର୍ପି ଘର ପାଇଥିବା ବ୍ୟକ୍ତି ଓ ପ୍ରଶାସନ ପକ୍ଷରୁ ମିଳିତ ଆଲୋଚନା ସଭା ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲାପାଳ…
ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ
ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ସଂଘ ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଧାରଣା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ…
Archives


