Home

ଶ୍ରୀଦେବୀଙ୍କ ଜନ୍ମଦିନରେ ଭାବୁକ ହେଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ର ଏଭରଗ୍ରୀନ ନାୟିକା ଶ୍ରୀଦେବୀଙ୍କର ଅସମୟରେ ପରଲୋକକୁ ଆଜି ପର୍ଯ୍ୟନ୍ତ ବି ଗ୍ରହଣ କରିପାରୁ ନାହାଁନ୍ତି ପରିବାର ସଦସ୍ୟ। ମଙ୍ଗଳବାର ଶ୍ରୀଦେବୀଙ୍କ ଜନ୍ମଦିନ ଅବସରରେ ବଡ ଝିଅ ଜାହ୍ନବୀ ଏକ ଭାବପୂର୍ଣ୍ଣ ମେସେଜ୍‌ ଶେୟାର୍‌ କରିଛନ୍ତି। ସେ ତାଙ୍କ ଛୋଟ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିଦର୍ଶନ କରିଛନ୍ତି। ହେଲିକପ୍ଟର ଯୋଗେ ସେ ଝାଡ଼ଖଣ୍ଡର ନୂଆମୁଣ୍ଡିରେ ଓହ୍ଲାଇବା ପରେ ସେଠାରୁ…

ବିଶ୍ୱର ପ୍ରସିଦ୍ଧ ବାମହାତୀ

ଆଜି ଅନ୍ତର୍ଜାତୀୟ ବାମହାତୀ ଦିବସ । ଏହି ଅବସରରେ ବାମହାତୀମାନେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ବିଶ୍ୱବ୍ୟାପୀ ସଚେତନତା ସୃଷ୍ଟି କରାଯାଏ। ୧୯୭୬ରେ ଆମେରିକାର ଡିନ୍‌ ଆର୍‌. କ୍ୟାମ୍ପବେଲ୍‌ଙ୍କ ଦ୍ୱାରା ଲେଫ୍ଟହ୍ୟାଣ୍ଡର୍ସ ଇଣ୍ଟରନ୍ୟାଶନାଲ ଡେ’ ପ୍ରଥମକରି ପାଳନ କରାଯାଇଥିଲା । ବିଶ୍ୱର…

୨୦ରେ ଚନ୍ଦ୍ରକକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଅହମଦାବାଦ: ଭାରତର ଦ୍ୱିତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ-୨’ ଅଗଷ୍ଟ ୨୦ରେ ଚନ୍ଦ୍ର କକ୍ଷରେ ପହଞ୍ଚତ୍ବା ଆଶା କରାଯାଉଛି। ଏହା ସେପ୍ଟେମ୍ବର ୭ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ କରିଛନ୍ତି।…

ବ୍ଲାକ୍‌ହୋଲ ଅନୁସନ୍ଧାନ କରିବ ଇସ୍ରାଏଲ୍‌

ଜେରୁଜେଲମ: ୨୦୨୩ରେ ଏକ ସ୍ବତନ୍ତ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବାକୁ ଇସ୍ରାଏଲ୍‌ ଯୋଜନା କରିଛି। ମହାଜାଗତିକ ବିସ୍ଫୋରଣକୁ ରେକର୍ଡ କରିବା ସହିତ ବ୍ଲାକହୋଲ୍‌ ସମ୍ପର୍କରେ ଅଧିକ ଅନୁସନ୍ଧାନ କରାଯିବ ବୋଲି ଓ୍ବିଜମାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଡବ୍ଲୁଆଇଏସ୍‌) ପକ୍ଷରୁ କୁହାଯାଇଛି। ୧୬୦…

‘ଡ୍ରିମ୍‌ ଗର୍ଲ’ର ଟ୍ରେଲର ଲଞ୍ଚ୍‌

ମୁମ୍ବାଇ: ଏକ୍‌ତା କପୁରଙ୍କ ପ୍ରଯୋଜନାରେ ନିର୍ମାଣ ହେଉଥିବା ରୋମାଣ୍ଟିକ୍‌ କମେଡି ଫିଲ୍ମ‘ଡ୍ରିମ୍‌ ଗର୍ଲ’ରେ ଅଭିନୟ କରୁଛନ୍ତି ଆୟୁଷ୍ମାନ ଖୁରାନା। ସେ ଜଣେ ଜାତୀୟ ପୁରସ୍କାର ବିଜୟୀ କଳାକାର ହୋଇଥିବାରୁ ତାଙ୍କୁ ପ୍ରଶଂସା କରିବାରେ ଏକ୍‌ତା ଶତମୁଖ। ଉକ୍ତ ଫିଲ୍ମର ଟ୍ରେଲର ଲଞ୍ଚ୍‌…

ବେକାବୁ ହେଲାଣି ବନ୍ୟା: ଭୂସ୍ଖଳନରେ ୯ ମୃତ

ନୂଆଦିଲ୍ଲୀ, ୧୩ା୮(ପି.ଟି.): କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ବର୍ଷାଜନିତ ବନ୍ୟା ପରିସ୍ଥିତି ଏବେ ବି ଗମ୍ଭୀର ରହିଥିବାବେଳେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି। ଏଥିସହ ଉତ୍ତରାଖଣ୍ଡ ଓ ଜମ୍ମୁ-କଶ୍ମୀରରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ହୋଇ ୯…

ସର୍ବୋଚ୍ଚ ରାମ ମୂର୍ତ୍ତି ନିର୍ମାଣରେ ଅନିଶ୍ଚିତତା

ଅଯୋଧ୍ୟା,୧୩ା୮(ଆଇଏଏନ୍‌ଏସ୍‌): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଦୈନନ୍ଦିନ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ସେପଟେ ଶ୍ରୀରାମଙ୍କର ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। କାରଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ପ୍ରତିବନ୍ଧକ ଦେଖାଯାଇଛି। ସରଯୁ ନଦୀକୂଳ…

ଆଜି ନାମାଙ୍କନପତ୍ର ଦାଖଲ କରିବେ ମନମୋହନ

ଜୟପୁର, ୧୩ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରାଜ୍ୟ ସଭା ଉପନିର୍ବାଚନ ଲାଗି ରାଜସ୍ଥାନରୁ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ ବୋଲି ରାଜ୍ୟ କଂଗ୍ରେସ ଉପାଧ୍ୟକ୍ଷ ସଚିନ ପାଇଲଟ କହିଛନ୍ତି। ସେ ୪ ସେଟ୍‌ ନାମାଙ୍କନପତ୍ର ଦାଖଲ କରିବେ। ଗତ ଜୁନ୍‌ରେ…

ଚାଇନାକୁ ଜୟଶଙ୍କରଙ୍କ ବାର୍ତ୍ତା: ‘ମତ ପାର୍ଥକ୍ୟ ବିବାଦରେ ପରିଣତ ନ ହେଉ’

ବେଜିଂ, ୧୩ା୮(ପି.ଟି.): ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଛି। ଦୁଇଦେଶ କୌଣସି ଭିନ୍ନତାକୁ ଗ୍ରହଣ କରି ଭବିଷ୍ୟତରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅନ୍ଧକାର ମଧ୍ୟକୁ ଠେଲିଦେବା ଅନୁଚିତ ବୋଲ ଦୁଇିଦିନିଆ ବେଜିଂ ଗସ୍ତରେ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.…

ପାକ୍‌ ରାଜନୈତିକ ଦଳଗୁଡ଼ିକୁ କୁରେଶୀଙ୍କ ଆହ୍ବାନ: କଶ୍ମୀର ପ୍ରସଙ୍ଗରେ ଏକ ହୁଅ

ଇସ୍‌ଲାମାବାଦ, ୧୩ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ସବୁ ରାଜନୈତିକ ଦଳ ଏକ ହେବାକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ କୁରେଶୀ ଆହ୍ବାନ କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରର ମୁରାଦାବାଦ୍‌ଠାରେ ଇଦ୍‌ ପାଳନ ଅବସରରେ ସେ ଯୋଗଦେଇ କହିଛନ୍ତି, କଶ୍ମୀର ପଛରେ…

ଜମ୍ମୁ ପୋଲିସର ଆଡ୍‌ଭାଇଜରି: ସନ୍ଦିଗ୍ଧଙ୍କ ସମ୍ପର୍କରେ ତୁରନ୍ତ ଜଣାଅ

ଜମ୍ମୁ,୧୩ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀର ଦୁଇଭାଗ ହେବା ପରେ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ଭାରତର ନିଷ୍ପତ୍ତିକୁ ଦୃଢ଼ ବିରୋଧ କରୁଥିବା ପାକିସ୍ତାନ ଜମ୍ମୁ-କଶ୍ମୀରରେ ଅସ୍ଥିରତା ସୃଷ୍ଟି ପାଇଁ ପ୍ରୟାସ କରୁଛି। ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା ଗୋଇନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?