Home

ସେପ୍ଟେମ୍ବର ୫ରୁ ଜିଓ ଗିଗାଫାଇବର ସେବା;ମାଗଣାରେ ମିଳିବ ଏଚ୍‌ଡି ଟିଭି, ସେଟ୍‌ଟପ୍‌ ବକ୍ସ

ମୁମ୍ବାଇ,୧୩-୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୋମବାର କମ୍ପାନୀର ୪୨ତମ ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ବ୍ରଡ୍‌ବ୍ୟାଣ୍ଡ ସେବା ଜିଓ ଗିଗା ଫାଇବର ଆରମ୍ଭ କରାଯିବା ନେଇ ଘୋଷଣା କରିଛନ୍ତି। ଜିଓ ଶୁଭାରମ୍ଭ ହେବାର ୩ ବର୍ଷ ପୂର୍ତ୍ତି ଅବସରରେ…

ସାରା ରାଜ୍ୟରେ ବର୍ଷିଲା

ଭୁବନେଶ୍ୱର, ୧୩ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆହୁରି ଦୁଇଦିନ…

ପୋଲିସର କାର୍ଯ୍ୟକୁ ନେଇ ସନ୍ଦେହରେ ସାହିବାସୀ:ଯୁବକଙ୍କ ସହ ୨ ଏସ୍‌ଆଇ ରାତି ସାରା ଅଟକ

ପରଜଙ୍ଗ,୧୩ା୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଖାଲପାଳ ଡାଇ ସାହିରେ ଚୋରି ବଢୁଥିବାବେଳେ ପୋଲିସର କାର୍ଯ୍ୟକଳାପକୁ ନେଇ ସନ୍ଦେହରେ ପଡିଛନ୍ତି ଲୋକେ। ରବିବାର ବିଳମ୍ବିତ ରାତିରେ ଘଟିଥିବା ଏକ ଘଟଣା ସାହିବାସୀଙ୍କୁ ଏପରି ସନ୍ଦେହରେ ପକାଇଥିଲା ଯେ ସେମାନେ…

ଲୋକଙ୍କ ସ୍ବପ୍ନ ପୂରଣରେ ଆନନ୍ଦ ମିଳେ: ମୋଦି

ନୂଆଦିଲ୍ଲୀ, ୧୩ା୮ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦୁଃସାହସିକ ଅଭିଯାତ୍ରୀ ବିଅର ଗ୍ରିଲ୍ସଙ୍କୁ ନେଇ ନିର୍ମିତ ଏପିସୋଡ୍‌ ‘ମ୍ୟାନ୍‌ ଭର୍ସେସ ଓ୍ବାଇଲ୍ଡ’ ସୋମବାର ରାତିରେ ଡିସ୍‌କଭରି ଚ୍ୟାନେଲରେ ପ୍ରଦର୍ଶିତ ହୋଇଛି। ଉଭୟେ ଜଙ୍ଗଲ ମଧ୍ୟରେ ବୁଲିବା ଓ ନଦୀରେ ଭ୍ରମଣ…

ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ‘ଗୁରୁ, ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ’

ଚଣ୍ଡିଖୋଲ,୧୩ା୮(ଡି.ଏନ୍‌.ଏ.)- ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବଂୟଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଟା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ…

ବ୍ୟବଚ୍ଛେଦ ପୂର୍ବରୁ ପୁଣି ମୃତଦେହରେ କ୍ଷତ ନେଇ ବିବାଦ:ମେଡିକାଲ ପରିସରରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୩।୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରେ କ୍ଷତ ନେଇ ସୋମବାର ମେଡିକାଲ ପରିସରରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ମୃତଦେହ ସଂରକ୍ଷଣରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳା ନେଇ ପରିବାର ଲୋକେ…

ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ

ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ ବାସ୍ତବରେ ଗତ ସାଧାରଣ ନିର୍ବାଚନରେ ସହରୀ ଓ ଶିକ୍ଷିତ ଭୋଟରଙ୍କ ମତ ପରିବର୍ତ୍ତନ ଶାସକ…

ପଞ୍ଚାୟତସ୍ତରରେ ଚାଲିଛି କାଳିଆ ଫର୍ମ ଯାଞ୍ଚ:୨୫ ହଜାରରୁ ୨ ହଜାର ଅଯୋଗ୍ୟ

ଅନୁଗୋଳ ଅଫିସ, ୧୩।୮ କାଳିଆ ଯୋଜନାରେ ଥିବା ଅଯୋଗ୍ୟ ହିତାଧିକାରୀଙ୍କ ଚିହ୍ନଟ ପ୍ରକ୍ରିୟା ଶନିବାରଠାରୁ ଅନୁଗୋଳ ଜିଲାରେ ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରୁ ଏହି ଯାଞ୍ଚ କରାଯାଉଥିବା ବେଳେ ଏବେ ବିଭିନ୍ନ ବ୍ଲକରୁ ରିପୋର୍ଟମାନ ଆସିବାରେ ଲାଗିଛି। ୩ ଦିନ ମଧ୍ୟରେ ଯାଞ୍ଚ…

ତଟ ସୁରକ୍ଷା ଜାହାଜରେ ନିଆଁ

ବିଶାଖାପାଟଣା, ୧୩ା୮(ଆଇଏଏନ୍‌ଏସ୍‌): ବିଶାଖାପାଟଣା ଉପକୂଳରେ ଥିବା ତଟ ସୁରକ୍ଷା ବାହିନୀର ଏକ ଜାହାଜରେ ସୋମବାର ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି। ଜାହାଜର ଜଣେ କର୍ମଚାରୀ ନିଖୋଜ ହୋଇଥିବାବେଳେ ଅନ୍ୟ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ପୋଡ଼ିଯାଇ ଆହତ ହୋଇଥିବା…

ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା: ଉଛୁଳିଲା ପାପନାଶିନୀ ଝରଣା

ଖପ୍ରାଖୋଲ,୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ ମାସର ଶେଷ ସୋମବାର ା ସେଥିପାଇଁ ହରିଶଙ୍କରରେ ପ୍ରବଳ ଭିଡ଼ ଲାଗିଥିଲା ା ଶ୍ରଦ୍ଧାଳୁମାନଙ୍କ…

କ୍ରିକେଟ୍‌ରେ ନୂଆ ସ୍ମାର୍ଟ ବଲ୍‌

ଓ୍ବେଲିଂଟନ, ୧୩।୮- ଆଧୁନିକ କ୍ରିକେଟ୍‌ରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିସାରିଛି। ଏବେ କ୍ରିକେଟ୍‌ ଖେଳରେ ଆଉ ଏକ ନୂଆ ଟେକ୍ସନୋଲୋଜିର ପ୍ରୟୋଗ ଦେଖିବାକୁ ମିଳିବ। ଏଥର ବଲ୍‌ ଉପରେ ଏହାର ପ୍ରୟୋଗ କରାଯିବାକୁ ଯାଉଛି। ଆଗାମୀ ଦିନରେ ବଲ୍‌ରେ…

ନିର୍ବାଚନକୁ ନେଇ ଦ୍ୱନ୍ଦ୍ୱରେ ଓସିଏ

କଟକ ଅଫିସ,୧୩ା୮- ଦ୍ୱନ୍ଦ୍ୱ ଭିତରେ ରହିଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ । ଓସିଏ ପକ୍ଷରୁ ଘୋଷଣା ହେଉଛି ଯେ, ନିର୍ବାଚନ ଅଧିକାରୀ ନିଯୁକ୍ତ କରି ନିର୍ବାଚନ ପ୍ରକ୍ରିୟାକୁ ଓହ୍ଲାଇବା ପାଇଁ ସଂଘ ପ୍ରସ୍ତୁତ । ହେଲେ ନିର୍ବାଚନ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?