Home

ଲିଙ୍କ୍‌ ଫେଲ୍‌ ଯୋଗୁ ବ୍ୟାଙ୍କ ସେବା ଅଚଳ: ଗ୍ରାହକ ଅସନ୍ତୋଷ

କଣାସ, ୧୮।୭(ସ୍ବ.ପ୍ର.)-ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ୟାଙ୍କସେବା ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ଅଧିକରୁ ଅଧିକ ଶାଖା ଖୋଲିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ଅନେକ ସମୟରେ ବ୍ୟାଙ୍କ ଗୁଡ଼ିକ ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ବିଫଳ ହେଉଥିବା ଦେଖିବାକୁ ମିଳୁଛି। ପୁରୀ ଜିଲା…

କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍‌ ବ୍ୟବସ୍ଥା ସ୍ଥିତି ପରିଖିଲେ

କାମାକ୍ଷାନଗର, ୧୮।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍‌ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ, ରାସ୍ତା ଏବଂ ଶିକ୍ଷା ବ୍ୟବସ୍ଥା ଭିତ୍ତିଭୂମି ବୁଲି ଦେଖିଥିଲେ। ମାନ୍‌ସୀ ସିଂ ପ୍ରଥମେ କାନପୁରା…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ଢେଙ୍କାନାଳ ଅଫିସ,୧୮।୭-ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏଥିସହ ବିଦ୍ୟୁତ୍‌ ସରବରାହରେ ବିଭ୍ରାଟ ଦେଖାଦେଇଛି। ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ ଚାଲିଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ…

ବର୍ଷା ଅଭାବରୁ ଚାଷ ଜମି ଫାଟିଲା

ବଡ଼ଗାଁ, ୧୮।୭ (ଡି.ଏନ.ଏ)-ବଡଗାଁ ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ସ୍ବାଭାବିକ ବର୍ଷା ଠାରୁ ଅତି କମ୍‌ ବୃଷ୍ଟିପାତ ଯୋଗୁ ମାଳ ଓ ଗୋଡା ଜମି ଫାଟି ଆଁ କଲାଣି। ବାହାଲ କିସମର କେତେକ ଖାଲୁଆ ଜମିରେ ସାମାନ୍ୟ ଆଦ୍ରତା ଥିଲାବେଳେ ଆଉ…

ମଦବିକ୍ରିକୁ ବିରୋଧ: ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ୱାରସ୍ଥ

ମୁରିବାହାଲ, ୧୮।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ବଡସାଇମରା ଗ୍ରାମ ପଞ୍ଚାୟତ ଅଧୀନ ଧୁମାମାଲ ଗ୍ରାମରେ ବ୍ୟାପକ ମଦ କାରବାର ଚାଲିଛି। ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗକୁ ଏ ନେଇ ଜଣାଇଲେ ମଧ୍ୟ କୌଣସି ମଦ ବିକ୍ର ବନ୍ଦ ହେଉନାହିଁ।…

ଅବରୋଧମୁକ୍ତ ହେଲା ପଣସୁରିଆ ପାଣିନାଳ

ତିହିଡ଼ି, ୧୮।୭ (ଡି.ଏନ.ଏ.) – ତିହିଡ଼ି ତହସିଲ ଅଧୀନ ମଙ୍ଗରାଜପୁର ମୌଜାରେ ଥିବା ପଣସୁରିଆ ପାଣିନାଳ ଗୁରୁବାର ଅବରୋଧମୁକ୍ତ ହୋଇଛି। ତହସିଲଦାର ଅନିତା ନାୟକ ଓ ତିହିଡ଼ି ଥାନା ପୋଲିସ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ନାଳକୁ ଜବରଦଖଲ କରି…

ନବକିଶୋରଙ୍କୁ ସହାୟତାର ହାତ ବଢ଼ାଇଲା ପ୍ରଶାସନ

ବନ୍ତ, ୧୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡ଼ା ଗ୍ରାମର ନରେନ୍ଦ୍ର ସାମଲଙ୍କ ପୁଅ ନବକିଶୋର(୧୬)ଙ୍କୁ ବ୍ଲକ ପ୍ରଶାସନ ସହାୟତାର ହାତ ବଢ଼ାଇଛି। ବର୍ଷକ ତଳେ ନବକିଶୋର ଗଛରୁ ପଡ଼ିଯିବାରୁ ତାଙ୍କର ମେରୁଦଣ୍ଡ ଭାଙ୍ଗି ଯାଇଥିଲା। କଟକ ବଡ଼…

କ୍ୟାନସରରୁ ରକ୍ଷା କରେ ସୋରିଷ ଶାଗ

ସୋରିଷ ଶାଗ ଅନେକଙ୍କର ପ୍ରିୟ। ଏହି ସ୍ବାଦିଷ୍ଟ ବ୍ୟଞ୍ଜନରେ ପୋଷକ ତତ୍ତ୍ୱ ଭରପୂର୍‌ ମାତ୍ରାରେ ଥାଏ, ଯାହା ଶରୀରକୁ ଅନେକ ପ୍ରକାର ରୋଗରୁ ରକ୍ଷାକରେ। ଏଥିରେ ଥିବା ପ୍ରୋଟିନ୍‌, ପଟାସିୟମ୍‌, ଭିଟାମିନ୍‌, ମ୍ୟାଗ୍ନେସିୟମ ଏବଂ ନ୍ୟୁଟ୍ରିସନ୍‌ କ୍ୟାନସର୍‌ ଭଳି ରୋଗର ବି…

ତାରିଣୀ ଷ୍ଟୋର ଗୋଦାମରୁ ଚୋରି

ଝୁମ୍ପୁରା, ୧୮।୭(ଡି.ଏନ.ଏ.)-ଝୁମ୍ପୁରା ବଜାରର ମଧ୍ୟଭାଗରେ ଥିବା ତାରିଣୀ ଷ୍ଟୋର ରାଶନ ଦୋକାନର ଗୋଦାମ ଗୃହରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଜିନିଷ ଚୋରି ହୋଇଥିବା ନେଇ ଗୁରୁବାର ଝୁମ୍ପୁରା ଥାନାରେ ଅଭିଯୋଗ ହୋଇଛି। ସିସିଟିଭି ଫୁଟେଜ ଏବଂ ପୋଲିସର ତଦନ୍ତ ଆଧାରରେ…

ପାଟକୁରାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା : ବିଧାନସଭାରେ ହଟ୍ଟଗୋଳ; କେନ୍ଦ୍ରାପଡ଼ା ଏସ୍‌ପିଙ୍କ ନିଲମ୍ବନ ଦାବି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ହଟାଯାଉ, ନଚେତ୍‌ ଗୃହ ଚଳାଇ ଦେବୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାନସଭାରେ ହଙ୍ଗାମା କରିଥିଲେ। ପ୍ରସଙ୍ଗ ଗୋଟିଏ ହେଲେ ମଧ୍ୟ ଭାଜପା ଏବଂ କଂଗ୍ରେସ ଭିନ୍ନ ଭିନ୍ନ…

୩ ମାସ ପରେ ମାଟିତଳୁ କଢ଼ାଗଲା ସ୍ବାମୀଙ୍କ ଶବ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ

ବରଗଡ଼ ଅଫିସ୍‌/ପଦ୍ମପୁର,୧୮।୭(ଡି.ଏନ.ଏ) ମୃତ୍ୟୁ ପରେ ପାରମ୍ପରିକ ରୀତିନୀତିରେ ଶବ ସଂସ୍କାର କରାଯାଇଥିଲା । ଶବକୁ ଚାରିକାନ୍ଧ ଦେଇ ଶ୍ମଶାନରେ ମାଟି ଖୋଳି ପୋତି ଯାଇଥିଲା । ମାତ୍ର ଘଟଣାର ୩ ମାସ ପରେ ଅର୍ଥାତ୍‌ ଗୁରୁବାର ମୃତକଙ୍କ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ…

ଓଜନ କମାଇବ ବ୍ରୋକୋଲି କଫି

ଅଷ୍ଟ୍ରେଲିିଆର କମନ୍‌୍‌ଓ୍ବେଲଥ୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ ଏବେ ବ୍ରୋକୋଲି କଫିକୁ ଓଜନ କମ୍‌ କରିବାର ନୂଆ ଧାରାରେ ସାମିଲ କରିଛି। ଏହି କଫି ପ୍ରସ୍ତୁତ କରିବା ଅତି ସହଜ। ବ୍ରୋକୋଲିକୁ ଶୁଖାଇ ଗୁଣ୍ଡ କରି ତାହାକୁ କଫିରେ ପକାଇ ପଅନ୍ତୁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri