ଡ୍ରଗ୍ସ୍ ଯୋଗୁ ଯୁବବର୍ଗଙ୍କ ମଧ୍ୟରେ ଏଡସ୍ ସଂକ୍ରମଣଙ୍କ ସଂଖ୍ୟା ବଢୁଛି
ଚଣ୍ଡିଗଡ଼,୧୮।୭: ଯୁବବର୍ଗଙ୍କ ମଧ୍ୟରେ ଡ୍ରଗ୍ସ୍ର ନିଶା ପ୍ରଭାବ ବିସ୍ତାର କରିଚାଲିଛି। ଭାରତର ବିଭିନ୍ନ ରାଜ୍ୟ ମଧ୍ୟରୁ କେତେକ ପଶ୍ଚିମ ରାଜ୍ୟରେ ଏହାଦ୍ୱାରା ଅଧିକ ସଂଖ୍ୟକ ଯୁବବର୍ଗ ପ୍ରଭାବିତ ହେବାରେ ଲାଗିଛନ୍ତି। ଏକ ରିପୋର୍ଟ ଅନୁସାରେ ପଞ୍ଜାବରେ ଅଧିକ ସଂଖ୍ୟକ ଯୁବବର୍ଗ ଡ୍ରଗ୍ସ୍…
ଦିଆସିଲି ବୋଝେଇ ଟ୍ରକ ଜଳିଗଲା
ଭଣ୍ଡାରିପୋଖରୀ,୧୮।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୧୬ନଂ. ଜାତୀୟ ରାଜପଥର ଛତାବର ଛକ ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦିଆସିଲି ବୋଝେଇ ଟ୍ରକ ଜଳିଯାଇଛି। ଟ୍ରକଟି ପାଣିକୋଇଲି ପଟୁ ଭଦ୍ରକ ଆଡ଼କୁ ଯାଉଥିଲା। କୌଣସି ଯାନ୍ତ୍ରିକ ତ୍ରୁଟି…
କୁଳଭୂଷଣଙ୍କ ଉପରେ ଦିଆଯାଇଥିବା ରାୟକୁ ସ୍ବାଗତ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ
ଇସଲମାବାଦ, ୧୮।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଭାରତର ବିଜୟ ହୋଇଛି। ଇଣ୍ଟରନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ଭାରତ ସପକ୍ଷରେ ରାୟ ଦେଇଛନ୍ତି। ଅବସରପ୍ରାପ୍ତ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କ ନାମରେ ଗୁଇନ୍ଦାଗିରି ଏବଂ ଆତଙ୍କବାଦ ଆଦି ଅଭିଯୋଗ ଆଣି…
୫୦ ବର୍ଷ ପରେ ମିଳିଲା ବୋତଲରେ ବନ୍ଦ ଥିବା ଚିଠି
କାନବେରା,୧୮।୭: ପରସ୍ପର ମଧ୍ୟରେ ଚିଠି ଦିଆନିଆ ସାଧାରଣ କଥା। ମାତ୍ର ୫୦ ବର୍ଷ ପରେ ବୋତଲରେ ବନ୍ଦଥିବା ଚିଠି ମିଳିବା ଶୁଣିଲେ ଯେ କେହି ଚକିତ ହେବେ। ତେବେ ଝାୟା ଇଲିଅଟ୍ ନାମକ ଜଣେ ୯ ବର୍ଷ ବାଳକକୁ ଏଭଳି ଏକ…
ଦିନକୁ ଘଣ୍ଟାଏ ଶରୀରକୁ ଦିଅ
ସିରିଏଲ ଅଭିନେତା ରାକେଶ ଧଳ, ଯିଏକି ବହୁତ କମ ଦିନ ମଧ୍ୟରେ ଟେଲିଭିଜନ ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଫିଟ୍ ରହିବା ସହ ଅଭିନୟରେ ନିଜର ନିପୁଣତା ଦେଖାଇ ଦର୍ଶକଙ୍କ ଭଲପାଇବା ପାଇ ପାରିଛନ୍ତି। ତରଙ୍ଗ, ସାର୍ଥକ…
‘ମାଟିହାଣ୍ଡି ମଟନ’
ବର୍ତ୍ତମାନ ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟ ସ୍ଥାନୀୟ ଖାଦ୍ୟ ଓ ଗ୍ରାହକଙ୍କ ପସନ୍ଦ ଅନୁଯାୟୀ ଭିନ୍ନ ଭିନ୍ନ ଡିସ୍ ପରଷୁଛନ୍ତି। ତେବେ ମୟୂରଭଞ୍ଜ ଆସିଲେ ଲୋକେ ଖାସି ମାଂସ ଖାଇବାକୁ ଭଲ ପାଇଥାନ୍ତି। କାରଣ ଏଠାକାର ମଟନର ସ୍ବାଦ ନିଆରା। ପୁଣି…
କମ୍ପୋଜିଂରେ ବାପାଙ୍କୁ ସନ୍ତୁଷ୍ଟ କରିପାରିବି କି ନାହିଁ
ବାପାଙ୍କଠାରୁ ପ୍ରଥମ ଗୀତ କମ୍ପୋଜ କରିବାର ଦାୟିତ୍ୱ ନେଇଥିଲେ ଆସାଦ ନିଜାମ। ଭୟ ଲାଗୁଥିଲେ ବି ଗୀତର ମୁଖଡ଼ା କମ୍ପୋଜ କରି ବାପାଙ୍କ ମନ ଜିଣିନେଇଥିଲେ। ଏହାପରେ ସଙ୍ଗୀତ କ୍ଷେତ୍ରରେ ସାଉଁଟିଥିଲେ ସଫଳତା। ସପନର ପଥେ ପଥେ, ଟପ୍ପୋରୀ, ପରଦେଶୀ ଚଢ଼େଇ…
୨୦ ବର୍ଷରେ ବନ୍ୟାରେ କ୍ଷତି ହୋଇଛି ୫ ଶହ ୪୭ ଲକ୍ଷ କୋଟିରୁ ଅଧିକ
ନୂଆଦିଲ୍ଲୀ,୧୮।୭: ଗତ ୨୦ ବର୍ଷ ମଧ୍ୟରେ ଦେଶରେ ଦେଖାଦେଇଥିବା ବନ୍ୟାରେ ୫ଶହ ୪୭ ଲକ୍ଷ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଟଙ୍କାରେ ଦେଶରେ ୨ ଲକ୍ଷ ୭୩ ହଜାର ୬ ଶହ ସ୍କୁଲ ସ୍ଥାପନ କରାଯାଇ ପାରିଥାନ୍ତା…
ସତ୍ତା ହରାଇବ ବୈତାଳ ମନ୍ଦିର
ପୁରୁଣା ଭୁବନେଶ୍ୱର, ୧୮ା୭ (ଡି.ଏନ.ଏ.): ବର୍ଷାଋତୁ ଆରମ୍ଭ ହୋଇଯାଇଛି। ହେଲେ ମନ୍ଦିରମାଳିନୀ ଭୁବନେଶ୍ୱର ସହରରେ ଥିବା ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ଚିନ୍ତା ବିଭାଗକୁ ଘାରିଛି। ତେବେ କେନ୍ଦ୍ରୀୟ ପତ୍ନତତ୍ତ୍ୱ ବିଭାଗ, ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ବିଏମ୍ସି ଅଧିକାରୀଙ୍କର ମୁଣ୍ଡବିନ୍ଧାର କାରଣ ପାଲଟିଛି।…
ପିଏସ୍ସି ପକ୍ଷରୁ ବିଭିନ୍ନ ରେଳଷ୍ଟେଶନ ପରିଦର୍ଶନ: ଅନୁଧ୍ୟାନ କଲେ ଯାତ୍ରୀଙ୍କ ସେବା
ଜଟଣୀ, ୧୮ା୭(ଡି.ଏନ.ଏ.):ରେଲୱେ ବୋର୍ଡର ପାସେଞ୍ଜର ସର୍ଭିସ କମିଟି(ପିଏସ୍ସି) ବୁଧବାର ଖୋର୍ଦ୍ଧାରୋଡ଼, ପୁରୀ, ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଯାତ୍ରୀଙ୍କ ସହିତ କଥାବାର୍ତ୍ତା ହୋଇ ବିଭିନ୍ନ ସମସ୍ୟା ଉପରେ ବୁଝିଥିଲେ। ଏଥିସହ ଖାଦ୍ୟ ଷ୍ଟଲ, ଭୋଜନ ବ୍ୟବସ୍ଥା, ପାନୀୟ ଜଳର…
ବ୍ରାଉନସୁଗାର ବ୍ୟବସାୟ ବନ୍ଦ ପାଇଁ ଦାବି: ରାତିରେ ଆଦର୍ଶ ଥାନା ଘେରିଲେ ମହିଳା
ଖୋର୍ଦ୍ଧା ଅଫିସ, ୧୮ା୭: ବ୍ରାଉନସୁଗାର କାରବାର ବନ୍ଦ ଓ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ଯୋଗାଇବା ଦାବିରେ ଖୋର୍ଦ୍ଧା ଆଦର୍ଶ ଥାନାକୁ ସହରର ୬ ନଂ. ୱାର୍ଡ ସ୍ବପ୍ନେଶ୍ୱରସାହିର ମହିଳାମାନେ ବୁଧବାର ସନ୍ଧ୍ୟାରେ ଘେରାଉ କରିଥିଲେ। ବ୍ରାଉନସୁଗାର କାରବାର ବନ୍ଦ…
ଭାରତକୁ ମିସାଇଲ ସିଷ୍ଟମ୍ ଯୋଗାଇବ ଇସ୍ରାଏଲ: ୫୦ ନିୟୁତ ଡଲାର ଚୁକ୍ତି ସ୍ବାକ୍ଷର
ଜେରୁଜେଲମ୍,୧୮ା୭(ପି.ଟି.): ଇସ୍ରାଏଲ୍ ଏରୋସ୍ପେସ୍ ଇଣ୍ଡଷ୍ଟ୍ରିଜ୍ (ଆଇଏଆଇ) ଭାରତୀୟ ଏବଂ ମାଜାଗନ ଡକ୍ ସିପ୍ବିଲ୍ଡର୍ସଙ୍କୁ ମଧ୍ୟମ ଦୂରଗାମୀ ଭୂପୃଷ୍ଠରୁ ଆକାଶକୁ ଟାର୍ଗେଟ କରାଯାଇପାରୁଥିବା ମିସାଇଲ ସିଷ୍ଟମ୍ (ଏମ୍ଆର୍ଏସ୍ଏଏମ୍) ଯୋଗାଇଦେବ। ଏଥିପାଇଁ ୫୦ ନିୟୁତ ଡଲାର ମୂଲ୍ୟର ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଏହି ରାଜିନାମା…
Archives


