Home

ଜବରଦଖଲ ରାସ୍ତା ନିର୍ମାଣରେ ବାଧକ : ପ୍ରଶାସନ ଚୁପ

କେନ୍ଦୁଝର, ୧୮ା୭ (ସ୍ବ.ପ୍ର.)- କେନ୍ଦୁଝର ସହରରେ ଜବରଦଖଲ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡୁଛି । କିଏ ସରକାରୀ ଜମିରେ ଘରବାଡି ଜବରଦଖଲ କରିଛି ତ କିଏ ରାସ୍ତା ଘାଟ ଜବରଦଖଲ କରିଛି । ଫଳରେ ଯାତାୟାତ ଅସୁରକ୍ଷିତ ହୋଇପଡୁଛି…

ବୟସ୍କ ମହିଳାଙ୍କଠାରେ ହାର୍ଟ ଆଟାକ୍‌ ଆଶଙ୍କା ଅଧିକ…

ପୁରୁଷଙ୍କ ତୁଳନାରେ ମହିଳାଙ୍କଠାରେ ହାର୍ଟ ଆଟାକ୍‌ ହେବାର ଆଶଙ୍କା ଅଧିକ ରହିଥାଏ। ଋତୁସ୍ରାବ ବିରତି ପରେ କିଛି ମହିଳାଙ୍କଠାରେ ଏହି ସମସ୍ୟା ପ୍ରାୟତଃ ଅଧିକ ଦେଖାଯାଏ। ୧୫ରୁ ୪୫ ବର୍ଷ ମଧ୍ୟରେ ମହିଳାମାନଙ୍କ ଶରୀରରେ କ୍ଷରଣ ହେଉଥିବା ଇଷ୍ଟ୍ରୋଜେନ୍‌ ହରମୋନ ହାର୍ଟର…

ପାଣ୍ଡେ, ପାଣ୍ଡ୍ୟା ଭାରତ-ଏ’କୁ ସିରିଜ ଜିତାଇଲେ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୭।୭ (ପି.ଟି.): ଅଧିନାୟକ ମନୀଷ ପାଣ୍ଡେଙ୍କ ଦମ୍‌ଦାର ଶତକ ସାଙ୍ଗକୁ ସ୍ପିନର କ୍ରୁନାଲ ପାଣ୍ଡ୍ୟାଙ୍କ ୫ ଉଇକେଟ୍‌ ସଫଳତା ବଳରେ ଏଠାରେ ଅନୁଷ୍ଠିତ ୩ୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ-ଏ ୧୪୮ ରନରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ’କୁ ପରାସ୍ତ…

ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ: ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି): ବିହାରର ପାଟଣାସ୍ଥିତ ପାଟଳିପୁତ୍ର ଷ୍ଟାଡିୟମରେ ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ (ମହିଳା/ପୁରୁଷ) ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶା ମହିଳା ଓ ପୁରୁଷ ଦଳ ଘୋଷିତ ହୋଇଛି।…

ପୁରୀ ଷ୍ଟେଶନ ଅନୁଧ୍ୟାନ କଲେ ପିଏସ୍‌ସି ଟିମ୍‌: ଫୁଡ୍‌ ପ୍ଲାଜାକୁ ୧୦ ହଜାର, ଠିକାଦାରଙ୍କୁ ୨୫ହଜାର ଜରିମାନା

ପୁରୀ ଅଫିସ, ୧୭ା୭: ଭାରତୀୟ ରେଳ ମନ୍ତ୍ରଣାଳୟର ପାସେଞ୍ଜର ସର୍ଭିସ କମିଟି(ପିଏସ୍‌ସି) ୫ଦିନ ଓଡ଼ିଶା ଗସ୍ତରେ ଆସିଛନ୍ତି। ବୁଧବାର ପୂର୍ବାହ୍ନରେ ଏହି ଟିମ୍‌ ଭୁବନେଶ୍ୱର, ଖୋର୍ଦ୍ଧାରୋଡ଼ ଏବଂ ଅପରାହ୍ନରେ ପୁରୀ ଷ୍ଟେଶନ ଅନୁଧ୍ୟାନ କରିଛନ୍ତି। କମିଟି ଚେୟାରମ୍ୟାନ ରମେଶ କୁମାର ରନତ୍ଙ୍କ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ହେବ ନୋ ପାର୍କିଂ, ନୋ ଭେଣ୍ଡିଂ ଜୋନ୍‌: ହଟିଲେ ଉଠାଦୋକାନୀ, ୱାନ୍‌ୱେ ଟ୍ରାଫିକ ବ୍ୟବସ୍ଥା ଲାଗୁ

ପୁରୀ ଅଫିସ, ୧୭ା୭:ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁବିଧାଜନକ ଯାତାୟାତ ଲାଗି ଜିଲା ପ୍ରଶାସନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱକୁ ନୋ ପାର୍କିଂ ଏବଂ ନୋ ଭେଣ୍ଡିଂ ଜୋନ କରିବାକୁ ନିଷ୍ପତ୍ତି…

ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ପରିଚାଳନା କମିଟି ବୈଠକ: ୨୮ କୋଟି ୭୫ ଲକ୍ଷ ଟଙ୍କାର ବଜେଟ ଅନୁମୋଦିତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ରକ୍ତ ସଞ୍ଚାଳନ ପରିଷଦ ୩୧ତମ ପରିଚାଳନା କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

ସରକାରୀ କର୍ମଚାରୀଙ୍କୁ ଜିପିଏଫ୍‌ ଝଟକା

ନୂଆଦିଲ୍ଲୀ,୧୭।୭: ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଝଟକା ଦେଇ ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ(ଜିପିଏଫ୍‌) ଓ ଏଥିସହିତ ଜଡ଼ିତ ଅନ୍ୟ ଫଣ୍ଡ ଉପରେ ମିଳୁଥିବା ସୁଧ ହାରରେ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରିଛନ୍ତି। ଗତ ତିନୋଟି ତ୍ରୈମାସରେ ଜିପିଏଫ୍‌ ଉପରେ ୮…

କୁଲଭୂଷଣଙ୍କୁ ଫାଶୀ ଦେଇପାରିବନି ପାକିସ୍ତାନ

ନୂଆଦିଲ୍ଲୀ,୧୭।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ଭାରତ ସପକ୍ଷରେ ଯାଇଛି। ଆଇସିଜେ କୁଳଭୂଷଣଙ୍କ ଫାଶୀ ଦଣ୍ଡାଦେଶ ଉପରେ ରୋକ ଲଗାଇଛନ୍ତି। ଏଥିସହ ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣଙ୍କୁ…

ରାମଚନ୍ଦ୍ରଙ୍କ ସ୍ନେହ ମମତାରେ ବନ୍ଧା କୁମ୍ଭୀର

ମହାରାଷ୍ଟ୍ରର ୩୮ବର୍ଷୀୟ ରାମଚନ୍ଦ୍ର ଚରତ୍‌କାର। ଯିଏ କି ନିଜର ଏକ ଖାସ୍‌ ବ୍ୟକ୍ତିତ୍ୱ ପାଇଁ ସାରା ରାଜ୍ୟରେ ନିଆରା ପରିଚୟ ହାସଲ କରିଛନ୍ତି। ଗାଁରେ ବୋହିଯାଉଥିବା ନଦୀରେ ରୁହନ୍ତି ଅନେକ ସଂଖ୍ୟକ କୁମ୍ଭୀର। ଯେବେବେଳେ ନଦୀ ଅଶାନ୍ତ ହୁଏ, ସେତେବେଳେ କୁମ୍ଭୀର…

ଟ୍ରାଫିକ୍‌ ପୋଲିସ ଅଟକାଇବାରୁ ନିସ୍ତୁକ ଛେଚିଲେ ଯୁବତୀ

ନୂଆଦିଲ୍ଲୀ,୧୭।୭: ପଶ୍ଚିମ ଦିଲ୍ଲୀ ମାୟାପୁରୀରେ ଜଣେ ଯୁବତୀ ଟ୍ରାଫିକ୍‌ ପୋଲିସଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଚାଳକଙ୍କ ସହ ଯୁବତୀଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ ବିନା ହେଲମେଟ୍‌ରେ ଯୁବତୀଙ୍କ ସହ ଜଣେ ଚାଳକ ବାଇକ୍‌ରେ ଯାଉଥିବା…

ଯେଉଁଠି କନ୍ୟା ସନ୍ତାନ ଜନ୍ମ ହେଲେ ଏପରି କରନ୍ତି ଲୋକେ…

ଦେଶରେ କନ୍ୟା ଭ୍ରୂଣ ହତ୍ୟା ଘଟଣାମାନ ଘଟି ଚାଲଛି। ତେବେ ବିହାରର ଭାଗଲପୁରର ଏକ ଗାଁରେ କନ୍ୟା ସନ୍ତାନ ଜନ୍ମ ହେଲେ ଉତ୍ସବ ଅନୁଷ୍ଠିତ ହୋଇଥାଏ। ସ୍ଥାନୀୟ ଧରହରା ଗାଁରେ ଝିଅଙ୍କୁ ଲକ୍ଷ୍ମୀ ଭାବରେ ଲୋକେ ଗ୍ରହଣ କରିଥାନ୍ତି। ପରିବାରରେ କନ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri