Home

ଜନ୍ମ ତାରିଖରୁ ଜାଣନ୍ତୁ ଶୁଭାଶୁଭ

ଜ୍ୟୋତିଷାଚାର୍ଯ୍ୟ ମନିଷ ଶର୍ମାଙ୍କ ଗଣନାରେ ଜନ୍ମ ତାରିଖ ଅନୁଯାୟୀ ଅଗଷ୍ଟ ୧୨ରୁ ୧୮ ତାରିଖ ମଧ୍ୟରେ ଦିନ କେମିତି କଟିବ ତାହା ଜାଣନ୍ତୁ। *୧,୧୦,୧୯ ଓ ୨୮ ତାରିଖରେ ଜନ୍ମିତ ବ୍ୟକ୍ତି ପ୍ରଶାସନିକ କାର୍ଯ୍ୟରେ ସଫଳତା ପାଇବେ। ପୂର୍ବରୁ ଲାଗି ରହିଥିବା…

ଭାରତ-ପାକିସ୍ତାନ ତିକ୍ତତା ଭିତରେ ୩ ଦିନିଆ ଚାଇନା ଗସ୍ତରେ ଗଲେ ଏସ୍‌.ଜୟଶଙ୍କର

ନୂଆଦିଲ୍ଲୀ, ୧୧।୮: ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିକ୍ତତା ଆହୁରି ବଢିଯାଇଛି। ଭାରତ ସହ ସମସ୍ତ ସମ୍ପର୍କ ଛିନ୍ନ କରିଦେଇଛି ପାକିସ୍ତାନ। ଏବେ ଏଥିରେ ହସ୍ତକ୍ଷେପ ପାଇଁ ଚାଇନା ସହଯୋଗ ଲୋଡିଛି। ଏପଟେ ଭାରତର ବୈଦେଶିକ…

ସିବିଏସ୍‌ଇ ବଢାଇଲା ପରୀକ୍ଷା ଫି’

ନୂଆଦିଲ୍ଲୀ,୧୧।୮: ସିବିଏସଇ ବଢାଇଲା ପରୀକ୍ଷା ଫି’। ସିବିିଏସ୍‌ଇ ଅଧିନରେ ପଢୁଥିବା ଅନୁସୂଚିତ ଜାତି ଏବଂ ଜନଜାତି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’କୁ ୨୪ ଗୁଣା ବଢାଇ ଦିଆଯାଇଛି। ଫଳରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ପାଇଁ ସେମାନଙ୍କୁ ୫୦ ଟଙ୍କା ବଦଳରେ…

କ୍ରିକେଟରେ ବାପ-ପୁଅ ଯୋଡି: କିଏ ସଫଳ ଥିଲେ ତ ଆଉ କିଏ ବିଫଳ

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି ଯେଉଁମାନେ କ୍ରିକେଟରେ ପସିଦ୍ଧି ଅର୍ଜନ କରିଛନ୍ତି। କେବଳ ସେ ନୁହେଁ ତାଙ୍କ ପୁଅ ମଧ୍ୟ କ୍ରିକେଟରେ ସଫଳତା ଅର୍ଜନ କରିଛନ୍ତି। ଆସନ୍ତୁ ଜାଣିବା ସେମିତି କିଛି କ୍ରିକେଟରଙ୍କ ସମ୍ପର୍କରେ.. ଲାଲା ଅମରନାଥ-ମହେନ୍ଦ୍ର ଅମରନାଥ ଲାଲା…

ମେଦବହୁଳତାରୁ ବି ଦୂରେଇ ରଖେ ଚୁଇଗମ୍‌…

ଚୁଇଗମ୍‌ ଚୋବାଇବା ଦ୍ୱାରା ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ପାଚନ କ୍ରିୟା ସ୍ବାଭାବିକ ହୁଏ। ନିୟମିତ ଚୁଇଗମ୍‌ ଚୋବାଇଲେ ପାଟିରୁ ଅଧିକ ଲାଳ କ୍ଷରଣ ହୋଇଥାଏ। ଏହା ଖାଦ୍ୟ ହଜମରେ ସହାୟକ ହୋଇଥାଏ। ଚୁଇଗମ୍‌ ଚୋବାଇବା ଦ୍ୱାରା ପ୍ରତି ଘଣ୍ଟାରେ ଶରୀରରୁ…

ହାତରେ ଛତା, ବ୍ୟାଟ୍‌ ଧରି ପଡିଆକୁ ଓହ୍ଲାଇଲେ ରୋହିତ୍‌

ପୋର୍ଟ ଅଫ ସ୍ପେନ,୧୧।୮: ବର୍ଷା ଯୋଗୁ ପ୍ରଥମ ଦିନିକିଆ ଧୋଇଯିବା ପରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ରବିବାର ସିରିଜର ଦ୍ୱିତୀୟ ମ୍ୟାଚରେ ପରସ୍ପରକୁ ଭେଟିବେ। ତ୍ରିନିଦାଦର ପୋର୍ଟ ଅଫ ସ୍ପେନସ୍ଥିତ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି…

‘ଜିରୋ’ ପରେ ଶାହାରୁଖଙ୍କ ହାତ ଖାଲି

ବଲିଉଡ୍‌ ଇଣ୍ଡଷ୍ଟ୍ରୀରେ ୨୭ ବର୍ଷ ଧରି ରାଜ୍‌ କରି ଆସିଥିବା ବାଦ୍‌ଶାହା ତଥା ଶାହାରୁଖଙ୍କ ହାତ ଏବେ ପୂରା ଖାଲି। ‘ଜିରୋ’ଫିଲ୍ମ ପରଠାରୁ ଶାହାରୁଖ୍‌ ଆଉ କୌଣସି ଫିଲ୍ମରେ ନଜର ଆସିନାହାନ୍ତି। ମେଲବୋର୍ଣ୍ଣଠାରେ ଅନୁଷ୍ଠିତ ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲରେ ସେ କିଛିଦିନ…

ରିଲିଜ୍‌ ପୂର୍ବରୁ ସୁପରହିଟ୍‌ ହେଲା ଫିଲ୍ମ ‘ସାହୋ: ୨୪ ଘଣ୍ଟାରେ ୧ କୋଟିରୁ ଉର୍ଦ୍ଧ୍ୱ ଦର୍ଶକ ଦେଖିଲେଣି ଟ୍ରେଲର

ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ଷ୍ଟାରର ଫିଲ୍ମ ’ସାହୋ’ର ଜବରଦସ୍ତ ଟ୍ରେଲର ରିଲିଜ ହୋଇଛି। ଫିଲ୍ମର ଟିଜର୍‌ ଏବଂ ଗୀତ ଭଳି ଟ୍ରେଲରକୁ ମଧ୍ୟ ଦର୍ଶକ ଖୁବ୍‌ ପସନ୍ଦ କରିଛନ୍ତି। ଟ୍ରେଲର ରିଲିଜର ଗୋଟିଏ ଦିନ…

ପାକିସ୍ତାନରୁ ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର କରିବାକୁ ଭାରତର ଅନୁରୋଧ

ନୂଆଦିଲ୍ଲୀ,୧୧।୮: ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ଡେଭିସ୍‌ କପ୍‌ ମ୍ୟାଚ୍‌ ସ୍ଥାନାନ୍ତର ପାଇଁ ଏବେ ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌)କୁ କହିଛି । ଏଆଇଟିଏ ଏହି ମ୍ୟାଚ୍‌କୁ କୌଣସି ନିରପେକ୍ଷ ଭେନ୍ୟୁକୁ ସ୍ଥାନାନ୍ତର କରିବାକୁ…

୩୭୦ ଉଚ୍ଛେଦ ଯୋଗୁ ଜାତୀୟ ପୁରସ୍କାର ଜିତିବା ଖବର ଜାଣି ନ ଥିଲେ ୮ ବର୍ଷର ଶିଶୁ କଳାକାର

୬୬ତମ ଜାତୀୟ ଚଳଚ୍ଚିତୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮ ଘୋଷଣା କରାଯାଇଛି। ଊର୍ଦ୍ଦୁ ଫିଲ୍ମ ‘ହମିଦ୍‌’ ପାଇଁ ୮ବର୍ଷୀୟ ତହ୍ଲା ଅରଶଦ ରେଶୀଙ୍କୁ ମିଳିଛି ସର୍ବଶ୍ରେଷ୍ଠ ଶିଶୁ କଳାକାର ପୁରସ୍କାର। ଏଭଳି ଖୁସି ଖବର କଶ୍ମୀରରେ ରହୁଥିବା ଏହି ଶିଶୁ କଳାକାର ଜଣଙ୍କ ପ୍ରଥମେ…

ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ

ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍‌ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି ଖାଦ୍ୟ ଅଛି ଯାହାକୁ ଖାଇବା ପରେ କ୍ଷୀର ପିଇଲେ ଶରୀର ପ୍ରତି କ୍ଷତି ପହଞ୍ଚାଇଥାଏ।…

କର୍ନାଟକ ବନ୍ୟା ପରିସ୍ଥିତିକୁ ଅଣଦେଖା କରୁଛି କେନ୍ଦ୍ର: ସିଦ୍ଧରମେୟା

ବେଙ୍ଗାଲୁରୁ,୧୧।୮: କର୍ନାଟକରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା। ସେ ହକିଛନ୍ତି କର୍ନାଟକର ବନ୍ୟା ପରିସ୍ଥିତିକୁ କେନ୍ଦ୍ର ଅଣଦେଖା କରିଛି। କର୍ନାଟକ ବନ୍ୟାକୁ ଜାତୀୟ ବିପତ୍ତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?