Home

ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋର୍ଟ : ରାଜ୍ୟରେ ଦକ୍ଷ ଶଲ୍ୟ ବିଶେଷଜ୍ଞ, ଆଇସିୟୁ ଅଭାବ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): କମ୍ୟୁନିଟି ହେଲ୍‌ଥ ସେଣ୍ଟର(ସିଏଚ୍‌ସି) ଓ ସବ୍‌ ଡିଭିଜନାଲ ହସ୍ପିଟାଲର ଶଲ୍ୟ ଚିକିତ୍ସା (ସର୍ଜରି) ବିଭାଗରେ ବହୁ ପଦବୀ ଖାଲି ପଡ଼ିଛି। ଏହାକୁ ପୂରଣ କରିବା ପାଇଁ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟାପ୍ତ ଦକ୍ଷ ଶଲ୍ୟ ବିଶେଷଜ୍ଞ ନାହାନ୍ତି। ସ୍ତ୍ରୀ ଓ…

ବିଧାନସଭାରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ: ଜମିବାଡ଼ି ବିବାଦରୁ ଘଟିଛି ପୁରୀ ଟ୍ରିପଲ୍‌ ମର୍ଡର

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଦୀର୍ଘଦିନର ଜମିବାଡି ବିବାଦ ଘଟଣାରୁ ପୁରୀ ଟ୍ରିପଲ୍‌ ମର୍ଡର ହୋଇଛି। ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଅପରାହ୍ନରେ ଗୃହରେ ପୁରୀ ଜିଲାର…

ନିମ୍ନମାନର ପିଏମ୍‌ଜିଏସ୍‌ଓ୍ବାଇ ରାସ୍ତା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ଅତ୍ୟନ୍ତ ନିମ୍ନମାନର। ନିର୍ମାଣ ସମୟରେ ରାସ୍ତାର ମାନ ଠିକ୍‌ ରହୁ ନ ଥିବାରୁ ଶୀଘ୍ର ନଷ୍ଟ ହୋଇଯାଉଛି। ଠିକାଦାର କିମ୍ବା ଯନ୍ତ୍ରୀଙ୍କ ବିରୋଧରେ ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ରାସ୍ତା…

୪ ବର୍ଷରେ ହାତୀ ଆକ୍ରମଣରେ ୩୬୯ ମୃତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୧୯ ମଧ୍ୟରେ ରାଜ୍ୟରେ ଜଙ୍ଗଲୀ ହାତୀ ଆକ୍ରମଣରେ ୩୬୯ ଜଣ ମୃତ୍ୟୁବରଣ କରିଛନ୍ତି। ଏହାସହ ୨୦୭ ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ହାତୀ ଆକ୍ରମଣରେ ମୃତ୍ୟୁ…

୧୮୩ ଥର ହେଲିକପ୍ଟର ବ୍ୟବହାର କରିଛନ୍ତି ନେତା, ଅଫିସର

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ବିଜେଡିର ବହୁ ନେତା ବିଗତ ଦିନରେ ସରକାରୀ ଅର୍ଥରେ ହେଲିକପ୍ଟର ବ୍ୟବହାର କରୁଥିବା ବିରୋଧୀ ଦଳ ପକ୍ଷରୁ ବାରମ୍ବାର ଅଭିଯୋଗ ହୋଇଥିଲା। ଏନେଇ ବିଧାୟକ ତାରା ପ୍ରସାଦ ବାହିନୀପତି ମଙ୍ଗଳବାର ବିଧାନସଭାରେ ପଚାରିଥିବା ଏକ ପ୍ରଶ୍ନର ଲିଖିତ ଉତ୍ତର…

ହାଜତରେ ଦଳିତ ମହିଳାଙ୍କୁ ଗଣବଳାତ୍କାର

ଜୟପୁର,୧୭ା୭: ରାଜସ୍ଥାନର ଚୁରୁସ୍ଥିତ ଏକ ଥାନା ହାଜତରେ ଜଣେ ଦଳିତ ମହିଳାଙ୍କୁ ୯ ପୋଲିସ କର୍ମଚାରୀ ଅନେକ ଦିନ ଧରି ଗଣବଳାତ୍କାର କରିଛନ୍ତି। ମିଛ ଚୋରି ମାମଲାରେ ସମ୍ପୃକ୍ତ ମହିଳାଙ୍କ ଦିଅରଙ୍କୁ ଥାନାକୁ ନେଇ ପିଟି ପିଟି ମାରିଦିଆଯାଇଛି। ପୋଲିସ ପ୍ରମାଣ…

ଭଦ୍ରକ ମଦମୃତ୍ୟୁ ଘଟଣା: ଜିଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ

କଟକ ଅଫିସ,୧୭।୭: ଭଦ୍ରକ ଜିଲାରେ ବିଷାକ୍ତ ମଦମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ କରିଛନ୍ତି। ୪ ସପ୍ତାହ ମଧ୍ୟରେ ଏହି ଘଟଣା ସମ୍ପର୍କରେ ରିପୋର୍ଟ ଦେବା ଲାଗି ଭଦ୍ରକ ଜିଲାପାଳ ଓ ଏସ୍‌ପିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଏପ୍ରିଲ୍‌…

ପ୍ରେସ୍‌ ସ୍ବାଧୀନତା ପ୍ରତି ବିପଦ ଅନୁଭବ କରନ୍ତି ୭୧% ଭାରତୀୟ

ନୂଆଦିଲ୍ଲୀ,୧୭ା୭(ପି.ଟି.): ଭାରତରେ ପ୍ରେସ୍‌ ସ୍ବାଧୀନତା ପ୍ରତି ବିପଦ ରହୁଥିବା ୭୧ ପ୍ରତିଶତ ଲୋକ ଅନୁଭବ କରନ୍ତି। ଟେକ୍ନୋଲୋଜି ପ୍ଲାଟଫର୍ମ ‘ନେଟା ଆପ୍‌’ ଦ୍ୱାରା ଦେଶର ପ୍ରେସ୍‌ ସ୍ବାଧୀନତା ଉପରେ ବିଭିନ୍ନ ରାଜ୍ୟର ଲୋକଙ୍କ ମତ ସଂଗ୍ରହ କରାଯାଇ ଏହି ରିପୋର୍ଟ ପ୍ରସ୍ତୁତ…

ଭକ୍ତ ପାଇଲେ ନୀଳାଚଳ ଅବଢ଼ା

ପୁରୀ ଅଫିସ,୧୭ା୭: ସରିଯାଇଛି ରଥଯାତ୍ରା। ରତ୍ନସିଂହାସନରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ପୁଣି ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଗହଳି ଚହଳି। ମଙ୍ଗଳବାର ମହାପ୍ରଭୁଙ୍କୁ ଲାଗି ହୋଇଛି ମହାପ୍ରସାଦ। ଭକ୍ତ ପାଇଛନ୍ତି ନୀଳାଚଳ ଅବଢା। ଚନ୍ଦ୍ରଗ୍ରହଣ ଥିବାରୁ ନୀତିକାନ୍ତି ବି ସଅଳ ହୋଇଛି। ଶ୍ରୀଗୁଣ୍ଡିଚା…

ସଚେତନତା ଅଭାବ: ବଢୁଛି ଦୁର୍ଘଟଣାଜନିତ ମୃତ୍ୟୁ : ବେପରୁଆ ଗାଡ଼ିି ଚାଳନା ନେଉଛି ଜୀବନ

କଟକ ଅଫିସ୍‌, ୧୭ା୭: ବିଗତ କିଛିବର୍ଷ ହେବ ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସରକାର, ପରିବହନ ଓ ପୋଲିସ ବିଭାଗର ଦାୟିତ୍ୱହୀନତା ଯୋଗୁ ଏଥିରେ ରୋକ ଲାଗିପାରୁନି। ଦୁର୍ଘଟଣାଜନିତ ମୃତ୍ୟୁରେ ଜାତୀୟ ହାର ୦.୬ ପ୍ରତିଶତ ରହିଥିବା…

ଅଭିନୟରେ ହଜିଯିବାକୁ ହୁଏ

ମୁମ୍ବାଇ: ଅଭିନୟ କରିବା ବେଳେ ନିଜକୁ ଭୁଲିଯିବାକୁ ହୁଏ ବୋଲି ବଲିଉଡ୍‌ ଅଭିନେତ୍ରୀ ସାରା ଅଲି ଖାନ୍‌ ପ୍ରକାଶ କରିଛନ୍ତି। ସାରା ‘କେଦାରନାଥ’ ଏବଂ ‘ସିମ୍ବା’ ଭଳି ଫିଲ୍ମରେ ଅଭିନୟ କରି ଗତବର୍ଷ ଦର୍ଶକଙ୍କ ପ୍ରଶଂସାଭାଜନ ହୋଇପାରିଥିଲେ। ଏହି ଦୁଇ ଫିଲ୍ମକୁ…

ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍‌. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ କ୍ରିକେଟ ଖେଳିଛନ୍ତି। ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ମେଣ୍ଟ ସରକାରକୁ ବଞ୍ଚାଇବା ଲାଗି ସଂଗ୍ରାମ କରୁଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri