Home

ନାବାଳକଙ୍କୁ ସାବାଳକ କଲା ପୋଲିସ

ଭୁବନେଶ୍ୱର, ୧୧ା୮(ବ୍ୟୁରୋ): ପୋଲିସର ଖାମଖିଆଲି ତଦନ୍ତ ପାଇଁ ଦୋଷୀ ଖସି ଯାଉଥିବାବେଳେ ଅନେକ ନିର୍ଦ୍ଦୋଷ ସଜା କାଟୁଥିବା ନଜିର ରହିଛି। ଏଭଳି କାର୍ଯ୍ୟଧାରାକୁ ନେଇ ଓଡ଼ିଶା ପୋଲିସ ବାରମ୍ବାର ନିନ୍ଦିତ ହେଉଛି। ଏବେ ଖୋଦ୍‌ ଭୁବନେଶ୍ୱର କମିଶନରେଟ ପୋଲିସ ଅଞ୍ଚଳରେ ଏମିତି…

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଉକ୍ତ ଅଞ୍ଚଳରେ ଶେରଗଡ ଓ…

ଚମ୍ପୁଆରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ସ୍ଥାନ ଚିହ୍ନଟ

ଚମ୍ପୁଆ,୧୧।୮(ଡି.ଏନ.ଏ.)- ଚମ୍ପୁଆ ସଦର ମହକୁମାର ରାମଲାଠାରେ ନିର୍ମାଣ ହେବାକୁଥିବା କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଚମ୍ପୁଆବାସୀଙ୍କ ମନରୁ ଲିଭିବାକୁ ବସିଥିବା ବେଳେ ଶନିବାର ଜାଗା ଚିହ୍ନଟ ପ୍ରକ୍ରିୟା ଶେଷ କରାଯାଇଛି। ଫଳରେ ପୁଣି କେନ୍ଦ୍ରୀୟ ବିଦ୍ୟାଳୟର ଆଶା ଉଜ୍ଜୀବିତ ହୋଇଛି। ପ୍ରଶାସନ ଓ…

ପିଓକେରେ ଆତଙ୍କବାଦୀ ଶିବିର ସକ୍ରିୟ

ନୂଆଦିଲ୍ଲୀ,୧୧ା୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଆତଙ୍କବାଦୀ ଶିବିରଗୁଡିକ ପୁଣିଥରେ ସକ୍ରିୟ ହୋଇଉଠିଛନ୍ତି। ଅନ୍ତର୍ଜାତୀୟ ସୀମାକୁ ଲାଗି ରହିଥିବା ପିଓକେରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିରକୁ ଇସ୍‌ଲାମାବାଦ…

ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ

ଜୁନାଗଡ,୧୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକସ୍ଥିତ ବିଜେଡି କାର୍ଯ୍ୟାଳୟରେ ସେ ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି। ତାଙ୍କ ଦଳୀୟ…

ହାଇଦ୍ରାବାଦ ଓପନ୍‌: ଫାଇନାଲରେ ସୌରଭ, ଅଶ୍ୱିନୀ-ସିକ୍କି

ହାଇଦ୍ରାବାଦ, ୧୧ା୮ (ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଚାଲିଥିବା ହାଇଦ୍ରାବାଦ ଓପନ୍‌ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର୍‌-୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେହିଭଳି ମହିଳା ଡବଲ୍ସରେ ଟପ୍‌ ସିଡ୍‌ ଅଶ୍ୱିନୀ ପୋନାପ୍ପା ଓ ଏନ୍‌.…

ମିଅଁ।ଦାଦ୍‌ଙ୍କ ୨୬ ବର୍ଷର ରେକର୍ଡ ଭାଙ୍ଗିପାରନ୍ତି କୋହଲି

ପୋର୍ଟ ଅଫ୍‌ ସ୍ପେନ, ୧୧ା୮- ଭ୍ରମଣକାରୀ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ରବିବାର ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଦିନିକିଆ ସିରିଜର ୨ୟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ…

ରାସ୍ତାରେ ଜଗି ବସିଛି ବିପଦ

ଆରଡ଼ି, ୧୧।୮ (ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦାସ୍ଥିତ ୨୦ ନମ୍ବର ଜାତୀୟ ରାଜପଥରେ ବିପଦ ଜଗି ବସିଛି। ଏହି ରାସ୍ତାରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଏ.ବି. ସୁଇଚ୍‌ ଲଗାଯାଇଛି। ଶୈବପୀଠ ବ୍ୟତୀତ ଆରଡ଼ି, ନାନ୍ଦପୁର ପଞ୍ଚାୟତର ପ୍ରାୟ…

ଭିତ୍ତିଭୂମି ନାହିଁ, ନଁ। କୁ ଆଦର୍ଶ ବିଦ୍ୟାଳୟ

ବହଳଦା,୧୧ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାର ସୀମାନ୍ତବର୍ତ୍ତୀ ଆଦିବାସୀ ଅଧ୍ୟୁଷିତ ତିରିଂ ବ୍ଲକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ହୋଇ ରହିଛି। ଏହି ଅଞ୍ଚଳରେ ଶିକ୍ଷାର ପ୍ରସାର ଲାଗି ୪ ବର୍ଷ ତଳେ ବଡଡାଳିମା (ମାକଡିଘାଟି)ଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଆରମ୍ଭରୁ ଏହା…

ପର୍ଯ୍ୟଟନ କ୍ଷେତ୍ର କୁପାରୀକୁ ପ୍ରଦୂଷଣମୁକ୍ତ ଲାଗି ପ୍ରୟାସ :  ଅଣ୍ଟା ଭିଡିଲେ ବିଭିନ୍ନ ସଙ୍ଗଠନ

ଖଇରା, ୧୧।୮(ଡି.ଏନ.ଏ.)-୧୯୯୯ ମସିହାରୁ କୁପାରୀକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ମିଳିଛି ସତ, ହେଲେ ସେଭଳି କିଛି ଆଖିଦୃଶିଆ ପ୍ରଗତି ହୋଇପାରିନାହିଁ ା ଏଭଳିକି ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ପରିଚିତ ଏହି ପୀଠକୁ ପ୍ରଦ୍ୟୁଷଣ ମୁକ୍ତ କରିବା ପାଇଁ ସରକାରୀ ବା…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏହି ରସରୁ ଚାମୁଚେ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମେଦବହୁଳତାର ଶିକାର ହୋଇଥାନ୍ତି। ତେବେ ଏହାର ସଫଳ ଚିକିତ୍ସା ଆମ ଘରବାଡ଼ିରେ ଥିବା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ମଦବହୁଳତା କମାଇବାରେ ଘିକୁଆଁରୀ ବା ଆଲୋଭେରା ରସ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ ବୋଲି…

ମହିଳା ଅଧିକାର ସାମ୍ମୁଖ୍ୟର ପଞ୍ଚାୟତସ୍ତରୀୟ ବୈଠକ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଦାପ୍ତା ସଂସ୍ଥା ପକ୍ଷରୁ ଦ ହଙ୍ଗର ପ୍ରୋଜେକ୍ଟ ନୂଆଦିଲ୍ଲୀ ସହାୟତାରେ ତଥା ଫାର ସଂସ୍ଥା ସହାୟତାରେ ମହିଳା ଅଧିକାର ସାମ୍ମୁଖ୍ୟର ଗ୍ରାମପଞ୍ଚାୟତସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?