୧୫୦ ବର୍ଷ ପରେ ଗୁରୁ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡ଼ୁଥିବା ଖବର କ’ଣ ସତ ? ଜାଣନ୍ତୁ ଏହାର ରହସ୍ୟ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ପଡ଼ୁଥିବା ଚନ୍ଦ୍ରଗ୍ରହଣକୁ ନେଇ ସୋସିଆଲ ମିଡିଆ ଏବଂ କିଛି ଗଣମାଧ୍ୟମରେ ପ୍ରଚାର କରାଯାଉଥିବା ଖବର ବିଭ୍ରାନ୍ତିକର । ଜୁଲାଇ ୧୭ରେ ପଡ଼ୁଥିବା ଗ୍ରହଣ ୧୫୦ ବର୍ଷ ପରେ ପଡ଼ୁଛି। ଗୁରୁ ପୂର୍ଣ୍ଣିମାରେ ପଡ଼ୁଥିବା ହେତୁ ଏହା ଏକ ଅପୂର୍ବ…
ଧରାପଡିଲେ ଚୋରଗ୍ୟାଙ୍ଗ: ୯ ଗିରଫ, ୩୯ ମୋବାଇଲ, ୩ ବାଇକ ଜବତ
ବାଲେଶ୍ୱର ଅଫିସ, ୧୬।୭-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଏକ ଚୋରଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ୯ଜଣ ଚୋର ଅଛନ୍ତି। ସେମାନଙ୍କଠାରୁ ୩୯ ମୋବାଇଲ, ୩ ବାଇକ୍ ଜବତ କରାଯାଇଥିବା ମଙ୍ଗଳବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
ହୃଦ୍ରୋଗ ଜନିତ ସମସ୍ୟା ଦୂର କରେ ମାଛ
ସପ୍ତାହକୁ ଦୁଇ ଥର ମାଛ ଖାଇବା ଦ୍ୱାରା ହୃତ୍ପିଣ୍ଡ ସୁସ୍ଥ ରହିବା ସହ ହାର୍ଟଆଟାକ୍ ଆଶଙ୍କା ହ୍ରାସ ପାଇଥାଏ। ମାଛରେ ପ୍ରଚୁର ମାତ୍ରାରେ ଓମେଗା ୩ ଫଟି ଏସିଡ୍ ଥାଏ। ଯାହା ହୃଦ୍ରୋଗ ଜନିତ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିଥାଏ।…
ଲୋକ ସଭାରେ ସ୍ପଷ୍ଟ କଲେ ଗଡ଼କରୀ: ଉନ୍ନତ ସଡ଼କ ଚାହୁଁଥିଲେ ଟୋଲ୍ ଟିକସ ଦେବାକୁ ହେବ
ନୂଆଦିଲ୍ଲୀ,୧୬-୭: ଟୋଲ୍ ଟିକସ ଆଦାୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ସରକାରଙ୍କ ମତ ସ୍ପଷ୍ଟ କରିଛନ୍ତି। ଉନ୍ନତ ସଡ଼କ ଚାହୁଁଥିଲେ ଜନତାଙ୍କୁ ଜୀବନ ସାରା ଟୋଲ୍ ଟିକସ ଦେବାକୁ ପଡିବ ବୋଲି…
ନୀତିଶ ୟୁପି ଯୋଦ୍ଧା ଅଧିନାୟକ
ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଜୁଲାଇ ୨୦ରୁ ଆରମ୍ଭ ହେବ ପ୍ରୋ-କବାଡ଼ି ଲିଗ୍ (ପିକେଏଲ୍)ର ୭ମ ସଂସ୍କରଣ। ମଙ୍ଗଳବାର ଯୁବ ଡିଫେଣ୍ଡର ନୀତିଶ କୁମାରଙ୍କୁ ୟୁପି ଯୋଦ୍ଧାର ଅଧିନାୟକ ଭାବେ ମନୋନୀତ କରାଯାଇଛି। ଆଇଟେଲ ସ୍ମାର୍ଟଫୋନ୍ ଏହି ଟିମ୍ର ଅଫିସିଆଲ ପାର୍ଟନର ରହିଛି।…
ଯେଉଁ ସମୁଦ୍ରରେ ମଣିଷ ବୁଡେ ନାହିଁ
ଦୁନିଆରେ ଏମିତି ଅନେକ କିଛି ଘଟଣା ରହିଛି, ଯାହା ବିଷୟରେ ଅଧିକାଂଶ ଲୋକ ଅଜ୍ଞ। ଏମିତି ଘଟଣା ରହିଛି ଏକ ସମୁଦ୍ରକୁ ନେଇ, ଯେଉଁଠାରେ ବିନା ଲାଇଫ୍ ଜ୍ୟାକେଟ୍ରେ ପହଁରିପାରିବେ। ଜାଣି ଆଶ୍ଚର୍ଯ୍ୟ ହେବେ, ସମୁଦ୍ରରେ କୌଣସି ବ୍ୟକ୍ତି ବୁଡ଼ି ନ…
ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏ ନେଇ ସୂଚନା ପାଇବା ପରେ…
ଯେଉଁଠି ପ୍ରେତାତ୍ମା କରନ୍ତି ରୋଗୀଙ୍କ ଚିକିତ୍ସା…
ବିଜ୍ଞାନଯୁଗରେ ମଣିଷ ଅନ୍ୟଗ୍ରହରେ ଜୀବଜଗତର ସନ୍ଧାନ ଖୋଜୁଥିବାବେଳେ ଏବେ ମଧ୍ୟ ସମାଜରେ କୁସଂସ୍କାର ଓ ଅନ୍ଧବିଶ୍ୱାସ ମଣିଷ ମନରେ ରହିଛି। ଏହାର ଏକ ଉଦାହରଣ ପାଲଟିଛି ଉତ୍ତରପ୍ରଦେଶ ଗୋରଖପୁରଠାରେ ଥିବା ଏକ ଅଜବ ହସ୍ପିଟାଲ। ଏଠାରେ ପ୍ରେତାତ୍ମାଙ୍କ ସହାୟତାରେ ରୋଗୀଙ୍କ ଚିକିତ୍ସା…
ଭାଜପାରେ ସାମିଲ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ
ଲକ୍ଷ୍ନୌ, ୧୬।୭: ସମାଜବାଦୀ ପାର୍ଟି(ଏସପି)ନେତା ନୀରଜ ଶେଖର ମଙ୍ଗଳବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ମହାସଚିବ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ବହୁ ବର୍ଷ ହେବ ସମାଜବାଦୀ ପାର୍ଟି ପକ୍ଷରୁ ପ୍ରତିନିଧିତ୍ୱ…
ଇନ୍ଦିରା ଆବାସ, ବିଜୁ ପକ୍କାଘର ଯୋଜନାରେ ଘୋଟାଲା: ୮୩୬ କର୍ମଚାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରାଜ୍ୟ ଶାସନ ଭାର ରହିଛି। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେବା ନେଇ ବିଜେଡି ବାହାବା ନେଉଛି। ୩-ଟି, ୫-ଟି ମନ୍ତ୍ର ନେଇ ବିଧାୟକଙ୍କଠାରୁ ଆରମ୍ଭ କରି ଅଫିସରଙ୍କ ପର୍ଯ୍ୟନ୍ତ ଲୋକମାନଙ୍କ…
୩୩୨୩ ଗ୍ରାମକୁ ରାସ୍ତା ନାହିଁ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟରେ ୩୩୨୩ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ସହ ଯୋଡାଯାଇପାରିନାହିଁ। ଅନୁଗୋଳ ଜିଲାର ୯୫ଟି ଗ୍ରାମକୁ ରାସ୍ତା ନ ଥିବା ବେଳେ ବଲାଙ୍ଗୀର ୩୨, ବାଲେଶ୍ୱର ୫୯,…
ବିଧାନସଭାରେ ବିରୋଧୀ ମୁହାଁମୁହିଁ: ହାଇକୋର୍ଟ ବେଞ୍ଚ ସ୍ଥାପନକୁ ନେଇ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ଦୁଇଫାଳ। ସରକାରଙ୍କୁ ଘେରିବା ପରିବର୍ତ୍ତେ ପରସ୍ପରକୁ ବିରୋଧ କରୁଛନ୍ତି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ଭାଜପା ବିଧାନସଭାରେ ହଟ୍ଟଗୋଳ କରିଛନ୍ତି। ଏହାକୁ ନେଇ ମଙ୍ଗଳବାର ବିଧାନସଭାରେ ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା।…
Archives


