Home

୩୭୦ ଉଚ୍ଛେଦ ପରେ ଭାରତ-ପାକ୍‌ ବିବାଦ :ମୁଣ୍ଡ ଖେଳାଇବନି ଜାତିସଂଘ

ଜାତିସଂଘ,୧୦ା୮(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦରେ ଜାତିସଂଘ ମୁଣ୍ଡ ଖେଳାଇବ ନାହିଁ। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଦୁଇଦେଶ କୌଣସି ଉତ୍ତେଜନା ସୃଷ୍ଟିକାରୀ ପଦକ୍ଷେପ ନ ନେଇ ସର୍ବାଧିକ ସଂଯମ ଅବଲମ୍ବନ କରନ୍ତୁ।…

ଆଉଟ୍‌ସୋର୍ସିଂ ପ୍ରତିବାଦରେ ଧାରଣା

ବ୍ରହ୍ମପୁର ଅଫିସ,୧୦ା୮-ମଧ୍ୟାହ୍ନଭୋଜନ ଏବଂ ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଉଥିବା ମାନ୍ନା ଟ୍ରଷ୍ଟର କର୍ମଚାରୀମାନେ ଆଉଟ୍‌ସୋର୍ସିଂକୁ ପ୍ରତିବାଦ କରି ଶୁକ୍ରବାର ଧାରଣା ଦେବା ସହ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସେମାନେ ଅଭିଯୋଗ ଯେ, ହାଇଦ୍ରାବାଦ୍‌ର ମାନ୍ନା ଟ୍ରଷ୍ଟ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ରୋଷେଇଶାଳର…

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ସ୍ଥାନରେ କର୍ମଚାରୀ ମୁତୟନ କରାଯାଇଥିଲା ା…

ବିଶ୍ୱ ଆଦିବାସୀ ଦିବସ ସମାରୋହ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା ଦେବାଦେବୀଙ୍କୁ ପୂଜାର୍ଚ୍ଚନା ପରେ ଯୋରାଡବ୍ରା ଗ୍ରାମ୍ୟ ପରିକ୍ରମା ହୋଇଥିଲା। ଏହା ପରେ ଯୋରାଡବ୍ରା…

ଚାଷୀକୁଁ ସବ୍‌ସିଡିରେ ଦିଆଯିବା ଉଷୋକଷା

ବିଜେପୁର, ୧୦।୮ (ଡି.ଏନ୍‌.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍‌ରେ ମୁଗ୍‌ଫଲି ଫସଲରେ ରୋଗ୍‌ପୋକ୍‌ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍‌ଲେ ବି କାମ୍‌ ନାଇଁ କରୁଥିବାର ଅଭିଯୋଗ୍‌ ହେଇଥିଲା। ଇ ବାବ୍‌ଦେ ଗଲା ବୁଧବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ମୁଗ୍‌ଫଲି…

ଓକିଲାତି ପେଶାରେ ନୀଳଗିରି ରାଜଜେମା

ନୀଳଗିରି, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଏକମାତ୍ର ନୀଳଗିରି ଗଡ଼ଜାତ ରାଜ ପରିବାରର ରାଜଜେମା ଅକ୍ରୀତି ମର୍ଦ୍ଦରାଜ ଓକିଲାତି ପାଇଁ ଦିଲ୍ଲୀ ବାର୍‌ରେ ଗୁରୁବାର ତାଲିକାଭୁକ୍ତ କରାଇଛନ୍ତି। ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ସେ ପ୍ରାକ୍ଟିସ କରିବେ ବୋଲି ପରିବାର ପକ୍ଷରୁ କୁହାଯାଇଛି। ରାଜ୍ୟର ୨୪ଟି…

ବିପଦ ସଙ୍କୁଳ ଅବସ୍ଥାରେ ବାରବାଟୀ: ଖସୁଛି ପ୍ଲାଷ୍ଟର, ମହୁମାଛି ଆତଙ୍କ

କଟକ ଅଫିସ,୧୦ା୮- ଫନୀ ଝଡ଼ ପରେ ରକ୍ଷଣାବେକ୍ଷଣ ଅଭାବରୁ ବାରବାଟୀ ଷ୍ଟାଡିୟମ ବିପଦ ସଙ୍କୁଳ ଅବସ୍ଥାକୁ ଆସିଲାଣି । କିଛି ଦିନ ହେବ ବାରବାଟୀ ଷ୍ଟାଡିୟମ ପରିସରରେ ଛିଡ଼ା ହେବା ବି ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଛି । ବୁଧବାର ଦିନ…

ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି: କୁମ୍ବଲେ

ପଣଜୀ,୯।୮(ପି.ଟି.)- ଆଜିକାଲି ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି ବୋଲି ପୂର୍ବତନ ଭାରତୀୟ ଅଧିନାୟକ ତଥା କୋଚ୍‌ ଅନିଲ କୁମ୍ବଲେ କହିଛନ୍ତି। ଏବେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗର ଶିକାର ହୋଇଛନ୍ତି କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ଭିଭିଏସ୍‌ ଲକ୍ଷ୍ମଣ,…

ଦୂତୀଙ୍କୁ ମିଳିଲା ଭିଜା

ନୂଆଦିଲ୍ଲୀ,୧୦।୮(ପି.ଟି.)- ଦେଶର ଦ୍ରୁତତମ ମହିଳା ଧାବିକା ଦୂତୀ ଚାନ୍ଦଙ୍କୁ ୟୁରୋପ୍‌ ଗସ୍ତ ପାଇଁ ଶେଷରେ ଭିଜା ମିଳିଛି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ ୟୁରୋପ୍‌ ଗସ୍ତରେ ଯାଇ ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିଲା। ଗୁରୁବାର…

ନାଡା ଅଧୀନକୁ ଆସିଲା ବିସିସିଆଇ: ଜାତୀୟ କ୍ରୀଡ଼ା ଫେଡେରେଶନ ହେବା ନେଇ ବାଟ ଫିଟିଲା

ନୂଆଦିଲ୍ଲୀ, ୧୦।୮(ପି.ଟି.)- ଦୀର୍ଘବର୍ଷ ଧରି ମନାକରି ଆସୁଥିଲେ ମଧ୍ୟ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶେଷରେ ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା) ଅଧୀନକୁ ଆସିବାକୁ ରାଜି ହୋଇଛି। ବୋର୍ଡର ଏହି ନିଷ୍ପତ୍ତି ଐତିହାସିକ ସାବ୍ୟସ୍ତ ହୋଇଛି। ଫଳରେ ଅର୍ଥନୈତିକ…

କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରାଏ ଭିଟାମିନ୍‌-ଡି

ଏକ ଅନ୍ତଃରାଷ୍ଟ୍ରୀୟ ଗବେଷଣାରୁ ଜଣାପଡ଼ିଛି ଯେ, ଶରୀରରେ ଭିଟାମିନ୍‌-ଡି’ର ଉଚ୍ଚସ୍ତର କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରିଥାଏ। ଏହାର ଗବେଷଣା ହାର୍ଭାର୍ଡ ଟିଏଚ୍‌ ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥ ଦ୍ୱାରା କରାଯାଇଥିଲା। ଯଦିଓ ଏହି ଭିଟାମିନ୍‌ ଆହାର ମାଧ୍ୟମରେ ସହଜରେ…

ଅରୁଣ ଜେଟଲୀ ଅସୁସ୍ଥ

ନୂଆଦିଲ୍ଲୀ,୯।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଦେଖିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏମ୍ସ ପହଞ୍ଚିଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?